ରାଜ୍ୟ

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ…

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ସମୀର ରଞ୍ଜନ ଦାସଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବେ…

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍, ପଲାସୁଣୀ ଛକ ନିକଟରେ ଯାଉଥିବା ଅନ୍ୟ ଏକ କାରକୁ ଜୋରଦାର ଧକ୍କା ଦେଇଥିଲା। ଧକ୍କା…

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନରେ ବ୍ୟାପକ ସଂଶୋଧନ କରାଯାଇ ଏକ ନୂତନ ‘ଲ୍ୟାଣ୍ଡ…

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ସୂଚନା…

୬ ମାସ ପରେ ଖୋଲିଲା ମଝିଘରିଆଣିଙ୍କ ମନ୍ଦିର ହୁଣ୍ଡି: ବାହାରିଲା ଏତେ କୋଟି ଟଙ୍କା ସହ ବିଦେଶୀ…

ରାୟଗଡା, ୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ଉକ୍ତ ୯ ହୁଣ୍ଡିରୁ ନଗଦ ୧ କୋଟି ୫ ଲକ୍ଷ ୫୨ ହଜାର ୮୪୫ ଟଙ୍କା ସମେତ…

ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍‌ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର ଗୋଟିଏ ହେଟାବାଘର ମୃତଦେହ ଜବତ କରାଯାଇଛି । ଏକ ବଡ ଗାଡି ଧକ୍କାରେ ହେଟାବାଘର…

ଜଗନ୍ନାଥଙ୍କୁ ଅପମାନ! ଭାଇରାଲ ହେଉଛି ମହାପ୍ରଭୁଙ୍କ AI ଭିଡ଼ିଓ, କ୍ରେନରେ କ୍ଷୀର…

ଭୁବନେଶ୍ବର,୧୯।୧: ସୋସିଆଲ ମିଡ଼ିଆରେ ଅନେକ ଭିଡିଓ ଭାଇରାଲ ହୋଇଥାଏ । ଏହାରି ଭିତରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ଏଆଇ ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି । ଜଗନ୍ନାଥଙ୍କୁ ଏହା ଏକପ୍ରକାର ଅପମାନ କହିଲେ ମଧ୍ୟ ଅତ୍ୟୁକ୍ତି ହେବ ନାହିଁ ।…

‘ଘୁମୁରା’ ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଜିଲା ପାଇଁ ଏତିକି କୋଟି ଟଙ୍କାର…

ଭବାନୀପାଟଣା,୧୯।୧(ଉତ୍ତମ କୁମାର ଦାଶ): କୃଷି କ୍ଷେତ୍ରରେ କଳାହାଣ୍ଡିକୁ ରାଜ୍ୟରେ ଏକ ନମ୍ବର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ…

ବନ୍ଧୁକ ଦେଖାଇ ବଡ଼ବିଲ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ଯୋଡ଼ା,୧୯ା୧(ମାନସ ମହାନ୍ତି): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ର ଶାଖାରୁ ସୋମବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ୱୃତ୍ତମାନେ ବ୍ୟାଙ୍କରେ ପଶି କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୫ କୋଟିରୁ ଊଦ୍ଧର୍‌ବ ଟଙ୍କାର ସୁନା ଅଳଙ୍କାର ସହ ୮ଲକ୍ଷ ନଗଦ…

କାଲିଠୁ ଡଲଫିନ ଗଣନା: ବନ୍ଦ ରହିବ ବୋଟ୍‌ ଚଳାଚଳ

ଭୁବନେଶ୍ୱର,୧୯।୧: ବାଲୁଗାଁ ବନ୍ୟପ୍ରାଣୀ ଡିଭିଜନ ଆନୁକୂଲ୍ୟରେ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଥିବା ବେଳେ ମଙ୍ଗଳବାରଠୁ ଡଲଫିନ ଗଣନା ଆରମ୍ଭ ହେବ। ଏହି ଗଣନା ୩ ଦିନ ଧରି ଚାଲିବ। ଚିଲିକାର ୧୮ଟି ରୁଟ ବାଲୁଗାଁ ଏବଂ ସାତପଡ଼ାରେ ଡଲଫିନ ଗଣନା…

ଜରଉ ଘାଟିରୁ ୧୦ଫୁଟ ତଳକୁ ଖସିଲା ଅଟୋ, ୧୨ ସ୍କୁଲ ଛାତ୍ରୀଛାତ୍ର…

ମୋହନା, ୧୯।୧( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ମୋହନା ଠାରୁ ଗଞ୍ଜାମ ଜିଲ୍ଲା ବଡ଼ଗଡ଼କୁ ସଂଯୋଗ କରୁଥିବା ଜରଉ ଘାଟିରେ ଏକ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏକ ଯାତ୍ରୀବାହୀ ଅଟୋ ଘାଟିରୁ ୧୦ଫୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?