ରାଜ୍ୟ

୫ ଡାକ୍ତରଖାନାକୁ ‘ଲକ୍ଷ୍ୟ’ ମାନ୍ୟତା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ରାଜ୍ୟର ୫ ଡାକ୍ତରଖାନାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ‘ଲକ୍ଷ୍ୟ’ ମାନ୍ୟତା ମିଳିଛି। ସେଗୁଡ଼ିକ ହେଲା ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ, ରାୟଗଡ଼ା ଜିଲା ଚିକିତ୍ସାଳୟ, କନ୍ଧମାଳ ଜିଲା ଚିକିତ୍ସାଳୟ, ଢେଙ୍କାନାଳ ଜିଲା…

ଲୋକ ସଭା ବାଚସ୍ପତିଙ୍କୁ ଭେଟିଲେ ଓଡ଼ିଶା ବାଚସ୍ପତି: ମନ୍ତ୍ରୀ, ବିଧାୟକଙ୍କୁ ଜ୍ଞାନ ଦେବାକୁ ଆସିବେ ସଂସଦୀୟ ଟିମ୍‌

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶନିବାର ନୂଆଦିଲ୍ଲୀରେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍‌ କରିଛନ୍ତି। ସୂର୍ଯ୍ୟ ଲୋକ ସଭା ବାଚସ୍ପତିଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରିବା ସହ ଶ୍ରୀଜୀଉଙ୍କର ଏକ ମେମେଣ୍ଟୋ ପ୍ରଦାନ…

ମୁଖ୍ୟମନ୍ତ୍ରୀଙ୍କ ୫-ଟିକୁ ଓପିଟିସିଏଲ୍‌ର ବେଖାତିର: ଅବସରପ୍ରାପ୍ତ ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧିରେ ଅନିୟମିତତା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟବାସୀଙ୍କୁ ସ୍ବଚ୍ଛ ଶାସନ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୋରଦାର ପ୍ରୟାସ କରୁଛନ୍ତି। ୫-ଟି (ଟ୍ରାନ୍ସପରେନ୍ସି, ଟିମ୍‌ଓ୍ବାର୍କ, ଟେକ୍ନୋଲୋଜି, ଟାଇମ୍‌ ଆଣ୍ଡ ଟ୍ରାନ୍ସଫରମେଶନ)କୁ କଡ଼ାକଡ଼ି ଲାଗୁ କରିବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଉଛନ୍ତି। ହେଲେ ବଡବାବୁମାନେ ଏହି ନିର୍ଦ୍ଦେଶକୁ ଫୁ…

ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି: ସହରୀ ଭୋଟରଙ୍କ ଉପରେ ନଜର, ନିଯୁକ୍ତ ହେବେ ୱାର୍ଡ ଅଫିସର

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଥିବା ପ୍ରାୟ ସମସ୍ତ ମହାନଗର ନିଗମ, ପୌରପରିଷଦ ଏବଂ ବିଜ୍ଞାପିତ ଅଞ୍ଚଳ(ଏନ୍‌ଏସି) କାର୍ଯ୍ୟକାଳ ସମାପ୍ତ ହୋଇଛି। କୌଣସି ପୌର ପ୍ରଶାସନରେ ନିର୍ବାଚିତ ପ୍ରତିନିଧି କାର୍ଯ୍ୟ କରୁନାହାନ୍ତି। ହେଲେ ସହରାଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମକୁ ଅବ୍ୟାହତ ରଖିବା ପାଇଁ ରାଜ୍ୟ ସରକାର…

ରାଜ୍ୟରୁ ଉଭେଇଲାଣି ଝୋଟ: ପ୍ରୋତ୍ସାହନ ଅଭାବରୁ ମୁହଁ ମୋଡୁଛନ୍ତି ଚାଷୀ

ଭୁବନେଶ୍ୱର,୨୫।୮: ଏକଦା ଦେଶର ସର୍ବବୃହତ୍‌ ଝୋଟ ଉତ୍ପାଦନକାରୀ ରାଜ୍ୟ ଥିଲା ଓଡ଼ିଶା। ବିଶେଷକରି ଉପକୂଳ ଜିଲାଗୁଡ଼ିକରେ ଝୋଟ ଚାଷ ଏକ ଅର୍ଥକାରୀ ଫସଲର ମାନ୍ୟତା ଲାଭ କରିଥିଲା। ହେଲେ ସରକାରୀ ପ୍ରୋତ୍ସାହନ ଅଭାବରୁ ଏହି ଚାଷରୁ ଚାଷୀମାନେ ମୁହଁ ଫେରାଇ ନେଉଛନ୍ତି।…

ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ : କୋମନା, ନୂଆପଡା ମଧ୍ୟରେ ଫାଇନାଲ ମ୍ୟାଚ୍‌

କୋମନା,୨୫।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ତରବୋଡସ୍ଥିତ ରାଜିବ ଗାନ୍ଧୀ ମିନି ଷ୍ଟାଡିୟମରେ ଚାଲିଥିବା ଦ୍ୱାଦଶ ଇଣ୍ଡିପେଣ୍ଡେଣ୍ଟ କପ ଫୁଟବଲ ଟୁର୍ନାମେଣ୍ଟର ଦୁଇଟି ସେମି ଫାଇନାଲ ମ୍ୟାଚ୍‌ ଶେଷ ହୋଇଛି। ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ କୋମନା ବିଜୟୀ ହୋଇ ଫାଇନାଲରେ ପ୍ରବେଶ…

ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ:ବିଦ୍ୟାଳୟ ଆନୁଷଙ୍ଗିକ ବ୍ୟବସ୍ଥାରେ ସୁଧାର ଦରକାର

ନୂଆପଡା ଅଫିସ,୨୫ା୮ ନୂଆପଡା ଜିଲା କୁରୁମପୁରୀ ଭଳି ଗ୍ରାମପଞ୍ଚାୟତ ଅଞ୍ଚଳରେ ପ୍ରାଥମିକ ଶିକ୍ଷାର ଉନ୍ନତିର ଆବଶ୍ୟକତା ରହିଛି । ଏଥିପାଇଁ ବିଦ୍ୟାଳୟଗୁଡିକର ଭିତ୍ତିଭୂମିର ବିକାଶ କରିବା ଜରୁରୀ । ଏଗୁଡିକର ଆନୁଷଙ୍ଗିକ ବ୍ୟବସ୍ଥାରେ ସୁଧାର ଆଣିବା ଆବଶ୍ୟକତା ରହିଛି ବୋଲି ମତ…

ଚାଷୀ ଆତ୍ମହତ୍ୟା ଉଦ୍ୟମ ଘଟଣା : ବିରୋଧୀ ଦଳ ନେତାଙ୍କ ଅନୁଧ୍ୟାନ

କେସିଙ୍ଗା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମ ପଞ୍ଚାୟତର ବାହାଦୂରପଦର ଗ୍ରାମର ଚାଷୀ ଡମ୍ବରୁଧର ପୋଢ଼ (୩୫) ଆତ୍ମହତ୍ୟା ଉଦ୍ୟମ କରିଥିଲେ । ବର୍ତ୍ତମାନ ଡମ୍ବରୁଧର ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି । ଉକ୍ତ ଘଟଣା ଜଣାପଡ଼ିବା ପରେ ଶନିବାର…

ଏବିଭିପି ପକ୍ଷରୁ ଭିସୁଟରେ ର଼୍ୟାଗିଂର ପ୍ରତିବାଦ

ଭବାନୀପାଟଣା,୨୫।୮(ଡି.ଏନ.ଏ.) ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ ର଼୍ୟାଗିଂକୁ ଏବିଭିପି ପକ୍ଷରୁ ଶନିବାର ପ୍ରତିବାଦ କରାଯାଇଛି। ଭବାନୀପାଟଣାସ୍ଥିତ ସ୍ଥାନୀୟ କଲେଜ ଛକ ଏବଂ ନଗର କାର୍ଯ୍ୟାଳୟ ସାମ୍ନାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଶାଖା ତରଫରୁ ବିକ୍ଷୋଭ ସହ…

ଜଳଶକ୍ତି ଅଭିଯାନ ସମ୍ପର୍କରେ ସ୍ବତନ୍ତ୍ର ଗ୍ରାମସଭା : ଜଳ ସଂରକ୍ଷଣ, ପ୍ରୋତ୍ସାହନ ନିମନ୍ତେ ଆଲୋଚନା

କର୍ଲାମୁଣ୍ଡା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବିଭିନ୍ନ ପଞ୍ଚାୟତରେ ଜଳଶକ୍ତି ଅଭିଯାନ ସମ୍ପର୍କରେ ସ୍ବତନ୍ତ୍ର ଗ୍ରାମସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରେଗେଡା ଗ୍ରାମପଞ୍ଚାୟତଠାରେ ସରପଞ୍ଚ ସୁଶାନ୍ତ ପରିଡାଙ୍କ ସଭାପତିତ୍ୱରେ ସ୍ବତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଜଳ ସଂରକ୍ଷଣ,…

ଜେଟ୍‌ଲୀଙ୍କ ବିୟୋଗ: ଭାଜପାର ରାଜ୍ୟସ୍ତରୀୟ କର୍ମଶାଳା ସ୍ଥଗିତ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ବରିଷ୍ଠ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ବିୟୋଗ ଯୋଗୁ ରବିବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ହେବାକୁ ଥିବା କର୍ମଶାଳା ସ୍ଥଗିତ କରାଯାଇଛି। ଦଳୀୟ ସାଙ୍ଗଠନିକ ନିର୍ବାଚନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବାକୁ ଥିଲା।…

ଜେଟ୍‌ଲୀଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଦକ୍ଷ ଓକିଲ, ସଂସଦ ସଭ୍ୟ ଏବଂ ବିଦ୍ୱାନ୍‌ ଥିଲେ। ଗଣତନ୍ତ୍ର ପ୍ରତି ତାଙ୍କର ଯୋଗଦାନ ପ୍ରଗାଢ଼ ରହିଥିଲା ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri