ଆଜି ବିଜେପୁରରେ ପ୍ରଚାର କରିବେ ଧର୍ମେନ୍ଦ୍ର
ଭୁବନେଶ୍ୱର,୧୧।୧୦(ବ୍ୟୁରୋ) : ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡିଶା ଆସିବେ। ସେ ସକାଳ ୧୧ଟାରେ ବରଗଡ ଜିଲା ଗାଇସିଲଟ ବ୍ଲକ ତଳପାଲିଠାରେ ଏକ ସାଧାରଣ ସଭାରେ ଯୋଗଦେବେ। ଏହାପରେ ଅପରାହ୍ନ ୧ଟାରେ ବିଜେପୁର ବ୍ଲକ ଲାଉମୁଣ୍ଡାଠାରେ…
ଆଜିଠାରୁ ବଢ଼ିବ ପାହାଳ ମିଠା ଦର
ବାଲିଅନ୍ତା,୧୧।୧୦(ଡି.ଏନ୍.ଏ): ଓମଫେଡ କ୍ଷୀର ଲିଟର ପିଛା ୪ଟଙ୍କା ବୃଦ୍ଧି ପରେ ଛେନାଦର କିଲୋ ପିଛା ୧୫ଟଙ୍କା ବୃଦ୍ଧି ପାଇଛି। ଫଳରେ ପାହାଳ ମିଠା ଦର ନିର୍ଦ୍ଧାରଣ ହୋଇପାରୁ ନ ଥିବାରୁ ଦୁଇ ଦିନ ହେବ ପାହାଳର ମିଠା ବଜାରରେ ଥିବା ପ୍ରାୟ…
ଚୋରା ପଥର ଚାଲାଣ, ବେଆଇନ ଅସ୍ତ୍ରଶସ୍ତ୍ର କାରବାର : ୨ ଓ୍ବାଣ୍ଟେଡ ଅଭିଯୁକ୍ତଙ୍କୁ ଗିରଫ କଲା ଏସ୍ଟିଏଫ୍
ଭୁବନେଶ୍ୱର,୧୧।୧୦(ବ୍ୟୁରୋ) : ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନଠାରୁ ଆରମ୍ଭ କରି ବେଆଇନ ଅସ୍ତ୍ରଶସ୍ତ୍ର କାରବାରରେ ସଂପୃକ୍ତ ୨ ମୋଷ୍ଟ ଓ୍ବାଣ୍ଟେଡ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଏସ୍ଟିଏଫ ଗିରଫ କରିଛି। ସେମାନେ ହେଲେ ଖୋର୍ଦ୍ଧା ନାରାୟଣ ନଗର ଅଞ୍ଚଳର ପ୍ରଫୁଲ ନାୟକ…
ହବିଷିଆଳି ଯୋଜନା: ରହିବେ ୩ ହଜାର ବ୍ରତଧାରୀ, ୧୩ରେ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ପୁରୀ ଅଫିସ,୧୧।୧୦ : ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି କାର୍ତ୍ତିକ ମାସ ବାଳଧୂପ ନୀତି। ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହଜାର ହଜାର ହବିଷିଆଳି। ତେବେ ସରକାର ହବିଷିଆଳି…
ଓଟିଇଟି ଆନ୍ସର-କି ରେ ତ୍ରୁଟି ଅଭିଯୋଗ ପ୍ରସଙ୍ଗ : ଚ୍ୟାଲେଞ୍ଜ ଅବଧି ୧୩କୁ ବୃଦ୍ଧି
ଭୁୁବନେଶ୍ୱର,୧୧।୧୦(ବ୍ୟୁରୋ) : ରାଜ୍ୟର ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ଗୋଟିଏ ପରେ ଗୋଟିଏ ସାଂଘାତିକ ତ୍ରୁଟି ଦୃଷ୍ଟିଗୋଚର ହେଉଛି। ଯାହାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦେଖାଦେଇଛି ତୀବ୍ର ଅସନ୍ତୋଷ। ବର୍ଷ ଆରମ୍ଭରୁ ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି)କୁ ନେଇ…
୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,,୧୧।୧୦(ବ୍ୟୁରୋ) : ଆସନ୍ତା୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ…
ଅପରାହ୍ନ ୪ଟାରେ ବାନା ବନ୍ଧା
ପୁରୀ ଅଫିସ,୧୧।୧୦: ଋତୁ ଚକ୍ରର ପରିବର୍ତ୍ତନରେ ଏବେ ଶୀତ ଋତୁର ଆଗମନ ହେବ। ସାଧାରଣତଃ କାର୍ତ୍ତିକ ମାସରୁ ଶୀତଋତୁ ଆରମ୍ଭ ହୋଇଥାଏ। କୁମାର ପୂର୍ଣ୍ଣିମା ଡାଲାରେ ଶୀତ ଆସେ ବୋଲି ଲୋକମୁଖରେ ରହିଛି। ଶୀତଦିନେ ଶୀଘ୍ର ସନ୍ଧ୍ୟା ହେଉଥିବାରୁ ଗୁରୁବାରଠାରୁ ଶ୍ରୀମନ୍ଦିର…
ତେଲିଙ୍ଗିରି ପ୍ରକଳ୍ପ: କାର୍ଯ୍ୟକ୍ଷମ ସତ୍ତ୍ୱେ ଚାଷଜମିକୁ ମାଡୁନି ଜଳ
ଜୟପୁର,୧ା୧୦(ନି.ପ୍ର.): ତେଲିଙ୍ଗିରି ପ୍ରକଳ୍ପ ହେବ ଆଉ ହଜାର ହଜାର ହେକ୍ଟର ଚାଷଜମିକୁ ପାଣି ମାଡ଼ିବ। ଫସଲ ଦୁଇଗୁଣା ହେବ। ଚାଷୀଙ୍କ ମୁହଁରେ ହସ ଫୁଟିବ। ଏହି ଉଦ୍ଦେଶ୍ୟ ରଖି କୋରାପୁଟ ଜିଲାରେ ୨୦୦୫ରେ ତେଲିଙ୍ଗିର ପ୍ରକଳ୍ପର ଶିଳାନ୍ୟାସ ହୋଇଥିଲା। କିନ୍ତୁ ପ୍ରକଳ୍ପ…
ଜେରିଆଟିକ ୱାର୍ଡରେ ତାଲା: ବୟସ୍କ ରୋଗୀଙ୍କ ମଧ୍ୟରେ ଅସନ୍ତୋଷ
ଅନୁଗୋଳ ଅଫିସ, ୧୧।୧୦-ବୟସ୍କ ରୋଗୀ ବା ବରିଷ୍ଠ ନାଗରିକଙ୍କ ଚିକିତ୍ସା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜେରିଆଟିକ ୱାର୍ଡ ଖୋଲାଯାଇଛି। କିନ୍ତୁ ଗତ ସପ୍ତାହେ ହେଲା ଉକ୍ତ ଓ୍ବାର୍ଡରେ ତାଲା ଝୁଲାଇ ଦିଆଯାଇଥିବାରୁ ମେଡିକାଲକୁ ଆସୁଥିବା ବୟସ୍କ ରୋଗୀମାନେ ଅନ୍ୟ…
ପୂଜା ପାଇଁ ସଜେଇ ହେଉଛି କୁଲାଡ଼ ଗାଁ: ୯ ମଣ୍ଡପରେ ପୂଜା ପାଇବେ ମା’ ଲକ୍ଷ୍ମୀ
ବଅଁରପାଳ, ୧୧।୧୦ (ଡି.ଏନ୍.ଏ.)-କୁମାର ପୂର୍ଣ୍ଣିମା ତିଥିରୁ ଆରମ୍ଭ ହେବ ମା’ ଲକ୍ଷ୍ମୀଙ୍କ ପୂଜା। ଢେଙ୍କାନାଳ ପରି ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଏହି ପୂଜାର ସ୍ବତନ୍ତ୍ରତା ରହିଛି। କୁଲାଡ଼ ଗ୍ରାମବାସୀ ମା’ ଲକ୍ଷ୍ମୀଙ୍କ ପୂଜାକୁ ଗଣପର୍ବ ଭାବେ ପାଳନ…
ଗଞ୍ଜାମରେ ବଢ଼ୁଛନ୍ତି ମାନସିକ ରୋଗୀ
ବ୍ରହ୍ମପୁର ଅଫିସ୍,୧୧ା୧୦- ଗଞ୍ଜାମ ଜିଲାରେ ମାନସିକ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ସିଟି ହସ୍ପିଟାଲ୍ ତଥା ଜିଲା ମୁଖ୍ୟ ଚିକିତ୍ସାଳୟ ମାନସିକ ରୋଗ ବିଭାଗରେ ଗତ ଅଢ଼େଇ ବର୍ଷରେ ପ୍ରାୟ ୯ହଜାର ରୋଗୀ ଚିକିତ୍ସିତ ହୋଇଛନ୍ତି। ବିଭାଗ…
ଏନ୍ଏଚ୍ରେ ପଡ଼ି ରହିଛି ଦୁର୍ଘଟଣାଗ୍ରସ୍ତ ଟ୍ରକ
ଘସିପୁରା,୧୧ା୧୦(ଡି.ଏନ.ଏ): ୨୦ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଅକାଳରେ ଯାଉଛି ଅନେକଙ୍କ ଜୀବନ। ଦୁର୍ଘଟଣା ଏଡ଼ାଇବା ପାଇଁ ସଚେତନତା ଠାରୁ ଆରମ୍ଭ କରି ନିୟମ ଉଲ୍ଲଂଘନ ଜରିମାନା ଆଦାୟ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ମାତ୍ର ଏସବୁ…
Archives


