ଆଖି ବୁଜିଲେ ବଳଙ୍ଗା ପୀଡିତା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା!
ଭୁବନେଶ୍ୱର,୨।୮: ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡିତା। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ…
ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର
ଭୁବନେଶ୍ୱର,୨।୮: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇ ଦେବା ଯୋଗୁ ସେ ଗୁରୁତର ଥିଲେ। ଏଣୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଦିଲ୍ଲୀ…
କାହିଁକି ଏହିି ମହିଳାଙ୍କୁ ମିଳିଲା ନାହିଁ ଟଙ୍କା? ସୁଭଦ୍ରାର ୩ୟ କିସ୍ତି ଆସିବ କି ନାହିଁ? ଜାଣନ୍ତୁ…
ଭୁବନେଶ୍ୱର,୨।୮: ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କରିଡା । ପୂର୍ବରୁ ୨ଟି ପୂର୍ଯ୍ୟାୟରେ ୧୦…
OTET ପ୍ରଶ୍ନପତ୍ର ଲିକ୍ ମାମଲା: ବୋର୍ଡ ଉପସଭାପତିଙ୍କୁ ପଚରାଉଚରା
କଟକ,୨ା୮: OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ ପଚରାଉଚରା କରାଯାଉଛି। କ୍ରାଇମବ୍ରାଞ୍ଚ ଅଫିସକୁ ଡାକି ବୋର୍ଡ ଉପସଭାପତିଙ୍କୁ ପଚରାଉଚରା କରାଯାଉଥିବାବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟର ମଧ୍ୟ ଯାଞ୍ଚ କରାଯାଉଥିବା ସୂଚନାରୁ ଜଣାପଡ଼ିଛି। ଜୁଲାଇ ୨୦ରେ ହେବାକୁ…
ପରପାରିରେ ସିଦ୍ଧାନ୍ତ ମହାପାତ୍ରଙ୍କ ମା’: ଦୁଃଖରେ ଭାଙ୍ଗିପଡ଼ିଲେ…
ଭୁବନେଶ୍ୱର,୮।୨: ପରପାରିରେ ଓଡ଼ିଶା ସିନେମା ଜଗତର ଖ୍ୟାତନାମା ଅଭିନେତା ତଥା ଦିଗପହଣ୍ଡି ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ ଘଟିଛି। କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଶନିବାର ତାଙ୍କର ପରଲୋକ ଘଟିଛି ।…
ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍ରେ ଆଉଥିଲା ଗଞ୍ଜେଇ, ପରେ…
ଭୁବନେଶ୍ୱର,୨।୮: ଭୁବନେଶ୍ବର ବିମାନ ବନ୍ଦରରୁ ଶନିବାର ୮ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍ରେ ଆସୁଥିବା ବେଳେ DRI ଧରିଥିବା ସୂଚନା ମିଳିଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କା ହେବ ବୋଲି କୁହାଯାଉଛି।…
ମଧ୍ୟାହ୍ନଭୋଜନରେ ଝିଟିପିଟି, ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ
ବଲାଙ୍ଗୀର/ଟିଟିଲାଗଡ଼,୨ା୮(ସୁନୀଲ ମହାନ୍ତି/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳିଖୁଣ୍ଟି ଗ୍ରାମର ଉଚ୍ଚ ବିଦ୍ୟାଳୟରେ ଝିଟିପିଟି ପଡ଼ିଥିବା ମଧ୍ୟାହ୍ନଭୋଜନ ଖାଇବା ପରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଥିବା ଜଣାପଡ଼ିଛି। ଏହି ଘଟଣା ସମ୍ପର୍କରେ ଅଭିଭାବକମାନେ ଜାଣିବା…
ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି, ରାଜ୍ୟର ୬୩୮୭ ଶିକ୍ଷକ ପାଇବେ…
ଭୁବନେଶ୍ୱର,୨ା୮: ଅବସର ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି କରାଯାଇଛି। ଅନୁଦାନପ୍ରାପ୍ତ ହାଇସ୍କୁଲ ଏବଂ ବ୍ଲକ୍ଗ୍ରାଣ୍ଡ ସ୍କୁଲରେ ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ମିଳିବ।…
ହତ୍ୟା ଉଦ୍ୟମ ପୂର୍ବରୁ ଅଭିଯୁକ୍ତଙ୍କୁ ଧରାଇଦେଲା ୧୧୨, ବନ୍ଧା ହେଲେ ଡେଲାଙ୍ଗର ୫
ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଗୁରୁବାର ରାତିରେ ଏକ ବଡ଼ ଧରଣର ଅଘଟଣ ରୋକିବାରେ ସକ୍ଷମ ହୋଇଛି। ଏହି ମାମଲାରେ ଭଞ୍ଜନଗର ପୋଲିସ ଶନିବାର ପୁରୀ ଜିଲା ଡେଲାଙ୍ଗ ଥାନା ଅଞ୍ଚଳର ୫ ଜଣକୁ ଗିରଫ କରିଛି। ସେମାନେ…
ଶବ୍ଦ ପ୍ରଦୂଷଣ କରି ୧୭ ବାଇକ୍ ଚାଳକ ଗଣିଲେ ମୋଟା ଅଙ୍କର ଫାଇନ୍
ବରଗଡ଼,୨ା୮(ପ୍ରେମାନନ୍ଦ ଖମାରୀ): ଅନଧିକୃତ ସାଇଲେନ୍ସର ଲଗାଇଥିବା ବାଇକ୍ ଚାଳକଙ୍କ ଉପରେ ବରଗଡ଼ ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଏହି କ୍ରମରେ ହୋଇଥିବା ସ୍ବତନ୍ତ୍ର ଅଭିଯାନରେ ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ୧୭ବାଇକ୍ଚାଳକଙ୍କଠାରୁ ୭୫ହଜାର ଟଙ୍କା ଫାଇନ ଆଦାୟ କରିଛି। ଅନଧିକୃତ…
ପରକୀୟା ପ୍ରୀତିରୁ ଅଘଟଣ: ଦେହରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମହତ୍ୟା, ପୁରୁଷ ଗୁରୁତର
ବାରିପଦା/ଉଦଳା,୨ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖିଚିଂସ୍ଥିତ ପଣସି ଅଞ୍ଚଳରେ ଶନିବାର ପରକୀୟା ପ୍ରୀତିକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ଦେହରେ ପେଟ୍ରୋଲ ଢାଳି ମହିଳା ଓ ପୁରୁଷ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ମହିଳାଙ୍କର ମୃତ୍ୟୁ…
ମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ଜିଲାରେ ଖୋଲିବ…
ଭୁବନେଶ୍ବର,୨ା୮(ସୁନିତ୍ ମିଶ୍ର):ରାଜ୍ୟରେ ଆସନ୍ତା ବର୍ଷ ସୁଦ୍ଧା ସମସ୍ତ ଜିଲାରେ ୩୮ଟି ମଡେଲ ମଣ୍ଡି ହେବ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଆବଶ୍ୟକତାକୁ ଦେଖି ବଡ଼ ଜିଲାରେ ୨ଟି ଲେଖାଏ ମଣ୍ଡି ହେବ। ମଡେଲ ମଣ୍ଡିରେ…
Archives


