ରାଜ୍ୟ

ପଞ୍ଚାୟତ ଗୃହ ନିର୍ମାଣକୁ ନେଇ ବିବାଦ, ସର୍ବସମ୍ମୁଖରେ ନୂଆପଡ଼ା ବିଡିଓଙ୍କୁ ଚାପୁଡା

ନୂଆପଡା, ୧୯/୧ ( ମକାରୁ ବେମାଲ): ନୂଆପଡ଼ା ଜିଲାରେ ସୋମବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି । ସୋମବାର ସକାଳୁ ନୂଆପଡ଼ା ସଦର ବିଡିଓ ରୋହିତ ଭୋଇ ନିଜ ବାସ ଭବନରୁ ଗାଁ ପ୍ରଶାସନରେ ଯୋଗ ଦେବାପାଇଁ ବାହାରୁ ଥିଲାବେଳେ…

୨୧ରୁ ଆରମ୍ଭ ହେବ କୃଷି ମହାକୁମ୍ଭ, ସମ୍ମାନିତ ହେବେ ୨୦ ଅଧିକାରୀ

ଭୁବନେଶ୍ୱର,୧୯ା୧: ଆସନ୍ତା ୨୧ ତାରିଖଠାରୁ ଆରମ୍ଭ ହେବ ଓଡ଼ିଶାର କୃଷି ମହାକୁମ୍ଭ କୃଷି ଓଡ଼ିଶା-୨୦୨୬। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ଉଦ୍‌ଯାପନୀରେ ରାଜ୍ୟପାଳ କେ.ହରିବାବୁ କମ୍ଭମପତି ଯୋଗ ଦେବେ। ଏନେଇ ମତ୍ସ୍ୟ ଓ ପ୍ରାଣୀସମ୍ପଦ…

ସ୍କୁଲରେ ମାରପିଟ ହୋଇ ଲହୁଲୁହାଣ ଘଟଣା, ୨ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କଲେ ବିଇଓ

ସମ୍ବଲପୁର, ୧୯।୧(ପ୍ରମୋଦ ବହିଦାର): ବୁର୍ଲା କିର୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗତ ୧୫ତାରିଖରେ ସଂଘଟିତ ରକ୍ତାକ୍ତ ସଂଘର୍ଷରେ ସମ୍ପୃକ୍ତ ଶିକ୍ଷୟିତ୍ରୀ ଦ୍ବୟ ନିଲମ୍ବିତ ହୋଇଛନ୍ତି । ନିଲମ୍ବିତ ହୋଇଥିବା ଶିକ୍ଷୟିତ୍ରୀ ଦ୍ବୟ ହେଲେ ଉକ୍ତ ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ସର୍ମିଷ୍ଠା…

ଜିଲାର ଚାଷୀଙ୍କ ପାଇଁ ଉଦାହରଣ ସାଜିଲେ ମୂକ ବଧିର ୨ ଭଉଣୀ: କୃଷି ବିଭାଗ ପକ୍ଷରୁ…

ନୂଆପଡ଼ା,୧୮ା୧ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ କୃଷି ମହୋତ୍ସବ ଓ କୃଷି ଯନ୍ତ୍ରପାତି ମେଳାର ଦ୍ୱିତୀୟ ଦିବସରେ ଏକ ନିଆରା ଚାଷୀ ପ୍ରତିଭା ସମ୍ମାନିତ ହେବା ଦେଖିବାକୁ ମିଳିଥିଲା। ୨ ଚାଷୀ ପ୍ରତିଭା ହେଲେ ସାହିପଲା ଗାଁର…

ଚିଲିକାକୁ ଆସିଛନ୍ତି ୧୧ ଲକ୍ଷ ପକ୍ଷୀ

ବାଲୁଗାଁ,୧୯ା୧(ସଂଗ୍ରାମ ପାଇକରାୟ): ବାଲୁଗାଁ ବନ୍ୟପ୍ରାଣୀ ଡିଭିଜନ ଆନୁକୂଲ୍ୟରେ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨୦୦ ପକ୍ଷୀଙ୍କ ସମାଗମ ହୋଇଛି l ସେଥିମଧ୍ୟରୁ ୧୦୬ ପ୍ରଜାତିର ୧୧ ଲକ୍ଷ ୧୦…

ବଦଳିବ ‘ଡିପିଆର’, ସାମିଲ ହେବ ପାରାଦୀପ: ନୂଆ ରୂପରେ ଆସିବ ମେଟ୍ରୋ ରେଳ

ଭୁବନେଶ୍ୱର,୧୯।୧(ରବିନାରାୟଣ ଜେନା): ଦୀର୍ଘଦିନ ଧରି ଭୁବନେଶ୍ୱର-କଟକ ମେଟ୍ରୋ ରେଳପ୍ରକଳ୍ପ କାର୍ଯ୍ୟ ଅନିଶ୍ଚିତତା ଭିତରେ ରହିଛି। ଏହାକୁ ନେଇ ଲୋକେ ଆଶା ଓ ଆଶଙ୍କାରେ ରହିଥିବାବେଳେ ରାଜ୍ୟ ସରକାର ମଧ୍ୟ ବ୍ୟାକ୍‌ଫୁଟ୍‌ରେ ରହିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସରକାରୀସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଅଯୋଧ୍ୟା ଅଭିମୁଖେ ସ୍ବର୍ଣ୍ଣ ଧନୁ

ପୁରୀ,୧୯।୧(ଅଜିତ୍‌ କୁମାର ମହାନ୍ତି): ଅଯୋଧ୍ୟା ଅଭିମୁଖେ ଯାତ୍ରା କଲା ସ୍ବର୍ଣ୍ଣ ଧନୁ। ରବିବାର ଭୁବନେଶ୍ୱରରେ ଧନୁ ପ୍ରଦର୍ଶନ ହେବାପରେ ବିଳମ୍ବିତ ରାତିରେ ପୁରୀରେ ପହଞ୍ଚିଥିଲା। ସ୍ବର୍ଣ୍ଣରେ ନିର୍ମିତ ଏହି ସ୍ବର୍ଣ୍ଣ ଧନୁ ପୁରୀ ଉତ୍ତରପାର୍ଶ୍ୱ ମଠରେ ପହଞ୍ଚିବା ପରେ ସେଠାରେ ଧନୁକୁ…

ବିଜେଡିର ସବୁ ଗୁମର ଖୋଲିଦେଲେ ଶ୍ରୀମୟୀ: କହୁ କହୁ କହିଦେଲେ….

ଭୁବନେଶ୍ୱର,୧୯।୧: ବିଜେଡିର ଦୁଇଜଣ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟତଃ ଅରବିନ୍ଦ ମହାପାତ୍ରଙ୍କୁ କାହିଁକି ନିଲମ୍ବନ କରାଗଲା ତାହାର ସ୍ପଷ୍ଟ ସୂଚନା ମିଳୁ ନ ଥିବାବେଳେ ଏହାର…

ଆୟୁଷ୍ମାନ ଯୋଜନାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: ୩ ଦିନରେ ହେବ…

ଭୁବନେଶ୍ୱର,୧୯।୧: ‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ‘ଆୟୁଷ୍ମାନ’ ଚିନ୍ତନ ଶିବିରରେ ଏହା କହିଛନ୍ତି। ସେ କହିଛନ୍ତି, ଆୟୁଷ୍ମାନ ଭାରତ କାର୍ଡ ସମ୍ପର୍କିତ ସମସ୍ତ ସମସ୍ୟା ଖୁବଶୀଘ୍ର ସମାଧାନ ହେବ। ଯେଉଁ ହିତାଧିକାରୀଙ୍କର…

୨ ବିଧାୟକଙ୍କୁ ଦଳରୁ କାହିଁକି ତଡ଼ିଲା ବିଜେଡି: ଫିଟିଲା ବଡ଼ ଗୁମର

ଭୁବନେଶ୍ୱର,୧୯।୧: ବିଜେଡିରୁ ବିଧାୟକ ସନାତନ ମହାକୁଡ ଏବଂ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତି ଏବେ ଜୋର୍‌ ଧରିଛି। ଏହାକୁ ନେଇ ବିଭିନ୍ନ ମହଲରେ ରାଜ୍ୟ ସଭା ଅଙ୍କ ପାଇଁ ଏତେ ସବୁ ନାଟ ବୋଲି କୁହାଯାଉଥିବାବେଳେ…

ରାମଲୀଳା ମହୋତ୍ସବ ଚାଲିଥିବାବେଳେ ତୁମୁଳକାଣ୍ଡ: ପୋଲିସ-ଦର୍ଶକଙ୍କ ମଧ୍ୟରେ ଧସ୍ତାଧସ୍ତି ବେଳେ ୬ଦର୍ଶକ…

ଭେଡେନ,୧୯।୧(ହୃଷିକେଶ ଖମାରୀ)- ବରଗଡ ଜିଲା ଭେଡେନରେ ରବିବାର ରାମଲୀଳା ମହୋତ୍ସବ ଚାଲିଥିବାବେଳେ ବିଳମ୍ବିତ ରାତିରେ ତୁମୁଳକାଣ୍ଡ ଘଟିଛିv। ଜଣେ ଗାୟକ ଗୀତ ପରିବେଷଣ କରୁଥିବା ସମୟରେ ମହୋତ୍ସବରେ ଜନ ସମୁଦ୍ର ହୋଇଥିଲା। ଏହି ସମୟରେ କୌଣସି କାରଣରୁ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା…

କଣ୍ଟେନରରେ ଚାଲାଣ ହେଉଥିଲା କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ପୋଲିସ, ସିକ୍ରେଟ୍‌ ଚାମ୍ବର ଦେଖି…

ଅମରପାଲି,୧୯ା୧(ପୀତାମ୍ବର ସାହୁ): ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। କଣ୍ଟେନରରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବଳୟା ପୋଲିସ ମାଡ଼ି ବସିଛି। ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଦୁରଦୁରା ନର୍ସରୀ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?