ଓଡ଼ିଶାରେ ଉପରାଷ୍ଟ୍ରପତି: ବିଶ୍ୱ କବି ମହାକୁମ୍ଭରେ ଯୋଗଦେଲେ
ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିଲେ। ଏହାପରେ କିଟ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ବିଶ୍ୱ କବି ମହାକୁମ୍ଭରେ ଯୋଗ…
ଟିଟୋଙ୍କ ସହଯୋଗୀ ଡାଙ୍ଗ ଗିରଫ: କେନ୍ଦ୍ରାପଡ଼ାର ହୋଟେଲରୁ ଧରିଲା ଏସ୍ଟିଏଫ୍
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ଟିଟୋଙ୍କ ଡାହାଣ ହାତ କୁହାଯାଉଥିବା ସେକ୍ ଜାବିଦ୍ ଓରଫ ଡାଙ୍ଗଙ୍କୁ ଏସ୍ଟିଏଫ୍ ଶନିବାର ସକାଳେ କେନ୍ଦ୍ରାପଡ଼ାର ଏକ ହୋଟେଲରୁ ଗିରଫ କରିଛି। ଡାଙ୍ଗଙ୍କ ବିରୋଧରେ ମାମଲା ରୁଜୁ କରାଯାଇ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଡାଙ୍ଗଙ୍କ ଘର…
ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ବିରୋଧୀ କହିଲେ ଲୋକଦେଖାଣିଆ
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ରାଜ୍ୟ ସରକାର ଦୁର୍ନୀତି ଅଭିଯୋଗରେ ଶୁକ୍ରବାର ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଜଣଙ୍କୁ ବରଖାସ୍ତ କରିଥିଲେ। ନିକଟରେ ସରକାର ଅନେକ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିସାରିଛନ୍ତି। ରାଜ୍ୟ ପ୍ରଶାସନରେ ସ୍ବଚ୍ଛତା ଆଣିବା ପାଇଁ ଏହି…
ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ଦଶହରାକୁ ଫିକା କରିପାରେ ବର୍ଷା
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଦଶହରାକୁ ଫିକା କରିପାରେ ବର୍ଷା। ଦଶହରା ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ଆସନ୍ତା ୪ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହିତ…
ବେପରୁଆ ତଦନ୍ତ: କୋର୍ଟରେ କ୍ଷମା ମାଗିଲା ପୋଲିସ, ହତ୍ୟା ମାମଲାରେ ନାବାଳକଙ୍କୁ ସାବାଳକ ଦର୍ଶାଇଥିଲା
ଭୁବନେଶ୍ୱର,୬।୧୦(ବ୍ୟୁରୋ): ପୋଲିସ ଠିକ୍ ଭାବେ ତଦନ୍ତ କରୁନି। ଫଳରେ ଦୋଷୀ ଖସି ଯାଉଥିବାବେଳେ ନିର୍ଦ୍ଦୋଷ ଜେଲ୍ ଯାଉଛି। ବିନା ତଦନ୍ତରେ ମଧ୍ୟ ମନଇଚ୍ଛା ଦଫା ଲଗାଉଥିବାରୁ ନ୍ୟାୟିକ ବ୍ୟବସ୍ଥା ପ୍ରତି ବିପଦ ସୃଷ୍ଟି ହୋଇଛି। ପୋଲିସର ଏଭଳି ବାରମ୍ବାର ଭୁଲ୍ ପଦାକୁ…
ମଙ୍ଗଳାଙ୍କୁ ଲାଗିହେଲା ୧ଲକ୍ଷ ୮ ନୀଳକଇଁ
ପୁରୀ ଅଫିସ,୬।୧୦: ଶାରଦୀୟ ଦଶହରା ପାଇଁ ଉତ୍ସବ ମୁଖର ପୁରପଲ୍ଲୀ। ଆନନ୍ଦ ଉଲ୍ଲାସରେ ସମସ୍ତେ ମା’ ଦୁର୍ଗତିନାଶିନୀଙ୍କୁ ଆରାଧନା କରୁଛନ୍ତି। ଶ୍ରୀକ୍ଷେତ୍ରରେ ବିଭିନ୍ନ ଶକ୍ତିପୀଠରେ ଚାଲିଛି ଷୋଳପୂଜା। ତେବେ ଗତ ଗୁରୁବାର ବାସେଳିସାହି ବନଦୁର୍ଗା ଛକସ୍ଥିତ ମା’ ମଙ୍ଗଳାଙ୍କୁ ଲାଗିହୋଇଛି ୧…
ଟ୍ୟୁମର ପୀଡ଼ିତଙ୍କୁ ସହଯୋଗର ହାତ ବଢ଼ାଇଲେ ଇଟାଲୀୟ
ପୁରୀ ଅଫିସ, ୬।୧୦: ଦୀର୍ଘଦିନ ଧରି ମସ୍ତିଷ୍କଜନିତ ଟ୍ୟୁମର ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଗରିବ ଅସହାୟ ଯୁବକଙ୍କ ଚିକିତ୍ସା ଲାଗି ସହଯୋଗର ହାତ ବଢାଇଛନ୍ତି ଜଣେ ଇଟାଲୀ ଯୁବକ। ସେ ହେଲେ ସ୍ବେଚ୍ଛାସେବୀ ସଂଗଠନ…
ପୁରୀ ପୋଲିସକୁ ଅପରାଧୀଙ୍କ ଚାଲେଞ୍ଜ: ବଟି ନ ଦେବାରୁ ଘରେ ପଶି ଦମ୍ପତିଙ୍କୁ ହାଣିଲେ
ପୁରୀ ଅଫିସ, ୬।୧୦: ପାର୍ବଣ ପୂର୍ବରୁ ପୁରୀ ହେବ ଅପରାଧମୁକ୍ତ। ପୁରୀ ସହରରେ ହେବ ଅପରାଧ କ୍ଲିନ ଡ୍ରାଇଭ ଅପରେଶନ ଏଭଳି ଯୋଜନା କରିଥିଲା ପୁରୀ ପୋଲିସ। ମାତ୍ର ପୋଲିସକୁ ଖାତିର ନ କରି ଖୋଲାଖୋଲି ଚାଲେଞ୍ଜ ଦେଇଛନ୍ତି ଅପରାଧୀ। ଦାଦାବଟି…
ଆଜି ମହାଷ୍ଟମୀ ପୂଜା: ପୂଜାମଣ୍ଡପରେ ସ୍ବତନ୍ତ୍ର ଆୟୋଜନ
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଆଜି ମହାଷ୍ଟମୀ। ଏଥିପାଇଁ ପୂଜାମଣ୍ଡପଗୁଡ଼ିକରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ସେହିଭଳି ପୂଜା ବୁଲା ପାଇଁ ଛୋଟଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଉତ୍କଣ୍ଠାର ସହ ଯୋଜନା ରଖିଛନ୍ତି। ଶନିବାର ମା’ଙ୍କ ମହାସପ୍ତମୀ ପୂଜା ସରିଛି। ନୀତିକାନ୍ତି ଅନୁଯାୟୀ ପ୍ରଥମେ କଳସଯାତ୍ରା…
ଜମିଲାଣି ମେଲୋଡ଼ି: ଆକର୍ଷଣ ସାଜୁଛି ଦାଣ୍ଡିଆ
ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଦୁର୍ଗାପୂଜା ପାଇଁ ରାଜଧାନୀ ସମେତ ରାଜ୍ୟର ସହରଠୁ ଗଁା ହୋଇଉଠିଛି ଉତ୍ସବମୁଖର। ସନ୍ଧ୍ୟାର ଆକର୍ଷଣ ସାଜୁଛି ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ନବରାତ୍ରର ଦାଣ୍ଡିଆ ରାସ୍। ବିଭିନ୍ନ ପୂଜାମଣ୍ଡପରେ ସନ୍ଧ୍ୟା ହେଲେ ଆରମ୍ଭ ହୋଇଯାଉଛି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। କେଉଁଠି…
ରାୟଗଡ଼ା ଜିଲା ଚିଠି: କେହି ମାନୁନାହାନ୍ତି ଅଗ୍ନି ନିରାପତ୍ତା ବ୍ୟବସ୍ଥା ନିୟମ
ସରକାରୀ ଅନୁଷ୍ଠାନ ହେଉ ବା ବେସରକାରୀ ନିୟମ ଅନୁସାରେ ସବୁ ଉଚ୍ଚ ଅଟ୍ଟାଳିକା, ଅନୁଷ୍ଠାନରେ ଫାୟାର ସେଫ୍ଟି ବା ଅଗ୍ନି ନିର୍ବାପକ ବ୍ୟବସ୍ଥା ଜରୁରୀ। ଓଡ଼ିଶା ଅଗ୍ନି ନିର୍ବାପକ ସଂଶୋଧିତ ନିୟମ ୨୦୧୯ ଅନୁସାରେ ସବୁ ସରକାରୀ, ସରକାରୀ ଅଧିକୃତ ବ୍ୟବସାୟିକ…
ଆଜି ଆସୁଛନ୍ତି ଉପରାଷ୍ଟ୍ରପତି: ସୁରକ୍ଷା ଦାୟିତ୍ୱରେ ୧୫ ପ୍ଲାଟୁନ ଫୋର୍ସ
ଭୁବନେଶ୍ୱର (ବ୍ୟୁରୋ)/ କଟକ ଅଫିସ,୬।୧୦: ଉପରାଷ୍ଟ୍ରପତି ଏମ୍. ଭେଙ୍କାୟା ନାଇଡ଼ୁ ରବିବାର ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୦ଟା ୧୫ରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଓହ୍ଲାଇବେ। ସେଠାରୁ ସେ…
Archives


