ରାଜ୍ୟ

ବାପାଙ୍କୁ କୋଦାଳରେ ଛେଚି ହତ୍ୟାକଲେ ପୁଅ, ଅଭିଯୁକ୍ତଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

କେନ୍ଦୁଝର, ୩।୧୦(ସ୍ବ.ପ୍ର.): ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ଛେଚି ହତ୍ୟା କଲେ ପୁଅ। ଗୁରୁବାର ମଧ୍ୟାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ସିଂହବିଲା ଗ୍ରାମ କିରିକିଚିଆ ସାହିରେ। ମୃତ ବାପା ହେଲେ…

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା

ରାୟଗଡ଼ା ଅଫିସ,୩।୧୦: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ସ୍ଥାନୀୟ ପୋଲିସ ଚିକିତ୍ସାଳୟ କର୍ମଚାରୀଙ୍କୁ ଥାନାକୁ ନେଇ ତଦନ୍ତ କରୁଥିବା…

୨୧ରେ ବିଜେପୁର ଲଢ଼େଇ: ଦୁଇ ଦିନ ପ୍ରଚାର କରିବେ ନବୀନ !

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନ ଲାଗି ରାଜ୍ୟ ରାଜନୀତି ସରଗରମ। ଆସନ୍ତା ୨୧ରେ ଭୋଟ ଗ୍ରହଣ ହେବାକୁ ଘୋଷଣା ହୋଇଥିବା ବେଳେ ଗୁରୁବାର ତିନି ପ୍ରମୁଖ ଦଳ ନିଜର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି। ଏଥିରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ…

ଆଜି କାତିଖର୍ପର ବେଶରେ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର,୩।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ଗୁରୁବାର ଶୁକ୍ଳ ଷଷ୍ଠୀ ତିଥି ହୋଇଥିବାରୁ ସନ୍ଧ୍ୟାରେ ମା’ଙ୍କ ଭକ୍ତମାନଙ୍କୁ କାତିଖର୍ପର ବା କାତାୟାନୀ ବେଶରେ ସଜ୍ଜିତ ହୋଇ ଦର୍ଶନ…

ଆଉ ନିର୍ବାଚନ ଲଢିବେନି ଦାମ ରାଉତ: କହିଲେ, ଲୋକଙ୍କ ପାଇଁ କାମ ଜାରି ରହିବ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବରିଷ୍ଠ ଭାଜପା ନେତା ଦାମ ରାଉତ ରାଜନୀତିରୁ ସନ୍ୟାସ ନେଇଛନ୍ତି। ଫଳରେ ତାଙ୍କ ୪୫ ବର୍ଷ ରାଜନୀତି କ୍ୟାରିୟର ସମାପ୍ତ ହୋଇଛି। ନିର୍ବାଚନ ଲଢିବାକୁ ଆଉ ବୟସ ନାହିଁ, କିନ୍ତୁ ବଞ୍ଚିଥିବା ଥିବା ଯାଏ ଲୋକଙ୍କ ପାଇଁ ସେବା କରିବି…

ବିଜେପୁର ଉପନିର୍ବାଚନ: ପ୍ରକାଶ ପାଇଲା ଷ୍ଟାର ପ୍ରଚାରକ ତାଲିକା; ବିଜେଡିର ମଙ୍ଗ ଧରିବେ ନବୀନ,କଂଗ୍ରେସର ସୋନିଆ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଗୁରୁବାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ବିଜେଡି ଏବଂ କଗ୍ରେସ ୪୦ଜଣଙ୍କୁ ଷ୍ଟାର ପ୍ରଚାରକ କରିଥିବା ବେଳେ ଭାଜପା ୨୪ଜଣଙ୍କୁ କରିଛି। ବିଜେଡି ପକ୍ଷରୁ…

ଅଷ୍ଟପୁର ଅଞ୍ଚଳରେ ଭୟଙ୍କର ବିସ୍ଫୋରଣ, ରେମୁଣା ପୋଲିସର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୩।୧୦: ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ଅଷ୍ଟପୁର ଅଞ୍ଚଳରେ ଗୁରୁବାର ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ଘରର ଆସବାବପତ୍ର ଭାଙ୍ଗିରୁଜି ଯାଇଥିବା ସହ ଉପର ମହଲା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ଏଥିରେ କେହି ମୃତାହାତ ହୋଇନାହାନ୍ତି।…

ଶ୍ରୀମନ୍ଦିରରେ ଏନ୍‌ଆଇଏ ଡିଜି

ପୁରୀ ଅଫିସ,୩।୧୦: ଏନ୍‌ଆଇଏ ଡିଜି ଯୋଗେଶ ଚନ୍ଦ୍ର ମୋଦି ଗୁରୁବାର ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମଧ୍ୟାହ୍ନ ପ୍ରାୟ ୧୨ଟାରେ ଡିଜି ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ବରିଷ୍ଠ ପୋଲିସ ଅଧିକାରୀ ଏବଂ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ।…

ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ। ଆୟ ବର୍ହିଭୁତ ସମ୍ପତ୍ତି ଠୂଳ ଅଭିଯୋଗରେ ସ୍ଥାନୀୟ ୟୁନିଟ୍‌-୬ ସିଟି ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତିଙ୍କ ଘରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ୩ ସ୍ଥାନରେ ଏକକାଳୀନ ରେଡ୍‌ ଜାରି ରହିଛି।…

ମଠ, ମନ୍ଦିର ଭଙ୍ଗାଯିବା ବେଳେ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ଜରୁରୀ: ସୁପ୍ରିମକୋର୍ଟ

ପୁରୀ ଅଫିସ,୩।୧୦: ଶ୍ରୀମନ୍ଦିର ସଂସ୍କାର ମାମଲାରେ ଗୁରୁବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଐତିହ୍ୟ ସମ୍ପନ୍ନ ମଠ,ମନ୍ଦିର ଭଙ୍ଗା ବେଳେ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେବାଜରୁରୀ। ଏପରିକି ବରିଷ୍ଠ ସେବାୟତଙ୍କ ପରାମର୍ଶ ମଧ୍ୟ ନେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ବର୍ତ୍ତମାନ ସୁଦ୍ଧା…

ଲୋକ ସଭା ନିର୍ବାଚନ ଲଢ଼ିବେ ନାହିଁ ଭକ୍ତ ଦାସ

ଭବାନୀପାଟଣା,୩ା୧୦(ଡି.ଏନ.ଏ.): ଆଉ ମୁଁ ଲୋକ ସଭା ନିର୍ବାଚନ ଲଢିବି ନାହିଁ। ବିଧାନସଭା ନିର୍ବାଚନ ଲଢିବା ପାଇଁ ଆଶାବାଦୀ ଅଛି। ଲୋକଙ୍କ ସମସ୍ୟା ସମାଧାନ ପାଇଁ ମୁଁ ସଂଗ୍ରାମ କରିବି ବୋଲି ପୂର୍ବତନ ଏମ୍‌ପି ଭକ୍ତଚରଣ ଦାସ କହିଛନ୍ତି। ମଙ୍ଗଳବାର ସ୍ଥାନୀୟ ଏକ…

ଖଦି ବୋର୍ଡ ପକ୍ଷରୁ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଖଦି ଆନ୍ଦୋଳନର ମୂଳଦୁଆ ଓଡ଼ିଶାରୁ ପଡ଼ିଥିଲା। ଆନ୍ଦୋଳନକୁ ବ୍ୟାପକ କରିବାରେ ଓଡ଼ିଶାର ପ୍ରମୁଖ ଭୂମିକା ରହିଥିଲା। ଓଡ଼ିଶା ମୋତେ ଖଦି ଶିକ୍ଷା ଦେଇଥିବା ମହାତ୍ମା ଗାନ୍ଧୀ ନିଜେ ମୁକ୍ତକଣ୍ଠରେ ସ୍ବୀକାର କରିଥିଲେ। ଓଡ଼ିଶାର ଘୋର ଦାରିଦ୍ର୍ୟ ତାଙ୍କୁ ଛୋଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri