ରାଜ୍ୟ

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ପୌରସଂସ୍ଥା ଓ NACର ୱାର୍ଡ ସୀମା ନିର୍ଦ୍ଧାରଣ…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର ଶିକାର ହୋଇଥିଲେ। ତୁରନ୍ତ ପରିବାର ଲୋକମାନେ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପରେ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ କରିଛି ସାଇବର ପୋଲିସ। ସେମାନେ ହେଲେ ଝାରସୁଗୁଡ଼ା ଜିଲା ଟାଉନଥାନା ଅନ୍ତର୍ଗତ ପୁରୁଣାବସ୍ତି…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ ଭଙ୍ଗାଡାଳ ଜଣେ ଯୁବକଙ୍କ ପେଟରେ ଗଳିଯାଇଛି। ତାଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ ରହିଥିଲେ। ଏହି ଖବର ଜାଣିବା ପରେ ଗ୍ରାମବାସୀ ସେଠାରେ ପହଞ୍ଚି ଉକ୍ତ ରୁମ୍‌କୁ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ ଛେଳି ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ସମ୍ପୃକ୍ତ ଚୋରଙ୍କର ପୋଲିସ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର ଥିଲା। କିଛି ଜରୁରୀ ବିଷୟ ଉପରେ ଶୁଣାଣି ରହିବାରୁ ଡିଜିପି ଚୟନ ବାବଦ…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି ଦନ୍ତାହାତୀ ଗତ କିଛିଦିନ ହେଲା ଆତଙ୍କ ସୃଷ୍ଟି କରିଛି। ସନ୍ଧ୍ୟା ହେଲେ ହାତୀ…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ ସମ୍ବଲପୁର ଜିଲା ପିଟାନାଳି ଗ୍ରାମର ରାଜେଶ ସାହୁ (୨୪), ବିହାର ରାଜ୍ୟ ବୈଶାଲୀ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ ଗଢ଼ିବା’ର ସ୍ବପ୍ନ ଦେଖିଥିଲେ, ସେହି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ ଆଜି ନିଜ ଅସ୍ତିତ୍ୱ ରକ୍ଷା…

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚିଥିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ ଡାକ୍ତରଙ୍କର ବୋଲି ଜଣାପଡ଼ିଛି। ପୋଲିସ ସମ୍ପୃକ୍ତ ଡାକ୍ତର ସୁଶାନ୍ତ କୁମାର ପାଣିଗ୍ରାହୀଙ୍କୁ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?