ରାଜ୍ୟ

ଉତ୍କଳୀୟ ସଂସ୍କୃତିରେ ଶ୍ରୀଜଗନ୍ନାଥ, ଘୁମୁସରର ରାଜା-ପ୍ରଜାମାନଙ୍କ ପାଇଁ ଆଜି…

ଭଞ୍ଜନଗର,୧୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ବୁଧବାର ଉତ୍କଳୀୟ ସଂସ୍କୃତିରେ ଶ୍ରୀଜଗନ୍ନାଥ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟବକ୍ତା ଭାବେ ସଂସ୍କୃତି ଗବେଷକ ଡ. ଅନନ୍ତ ରାମ କର…

ନିଲମ୍ବିତ ହେଲେ ଫରେଷ୍ଟଗାର୍ଡ, ଏହି କାର୍ଯ୍ୟ ପାଇଁ ହେଡ୍‌ କ୍ୱାର୍ଟର୍ସରେ…

ପାଟଣା,୧୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନର ଫରେଷ୍ଟଗାର୍ଡ ହୃଦାନନ୍ଦ ମହାନ୍ତିଙ୍କୁ ମଙ୍ଗଳବାର ଡିଏଫ୍‌ଓ ଧନରାଜ ସରକାରୀ କାର୍ଯ୍ୟରେ ଅବହେଳା, ନିଆଁ ନିୟନ୍ତ୍ରଣରେ ବିଫଳ, ଟ୍ରେନିଙ୍ଗ ନ ଯିବା, ହାତୀ ନଷ୍ଟ କରିଥିବା ଫସଲର କ୍ଷୟ କ୍ଷତି ଆକଳନ…

ଭୁଶୁଡୁଛି ମାଓବାଦୀଙ୍କ ଗଡ଼, ଏକାଥରେ ଆତ୍ମସମର୍ପଣ କଲେ ୧୦ ଦୁର୍ଦ୍ଦାନ୍ତ….

ଫୁଲବାଣୀ,୧୧।୩(ରାକେଶ କୁମାର ରାଉତ): ଫୁଲବାଣୀ ରିଜର୍ଭ ପୋଲିସ୍ ପଡ଼ିଆରେ ଆତ୍ମସମର୍ପଣ କଲେ ୧୦ ମାଓବାଦୀ  । ପାଖେଇ ଆସୁଛି ମାର୍ଚ୍ଚ ୩୧ ତାରିଖ। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡିଶା ଆସି ଫେରି ଯାଇଛନ୍ତି । ପୋଲିସ ମାଓବାଦୀ…

ଜାରକା ବଜାରରେ ନକଲି ଡାକ୍ତର! ରୋଗୀଙ୍କ ଜୀବନ ସହ ଖେଳୁଛନ୍ତି ନକଲି….

ଧର୍ମଶାଳା,୧୧।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ବିଭିନ୍ନ ଛକ ବଜାରରେ ମାଳମାଳ ଔଷଧ ଦୋକାନ ସହିତ ରୋଗୀ ଦେଖିବା ପାଇଁ ଡାକ୍ତର ଚାମ୍ବର କରାଯାଇଛି । ଏହି ଚମ୍ବାରକୁ ବିଭିନ୍ନ ବିଭାଗର ଡାକ୍ତରମାନେ ଆସି ରୋଗୀମାନଙ୍କୁ ଦେଖିଥାନ୍ତି…

ଖପୁରୀ ଧରି ପୂଜାର୍ଚ୍ଚନା… ଗୁଣି ସନ୍ଦେହର ବୃଦ୍ଧଙ୍କୁ ବାନ୍ଧି ନିସ୍ତୁକ ମାଡ଼, ୧୦ ଗିରଫ

ବେଲଗୁଣ୍ଠା,୧୧।୩(କୃଷ୍ଣଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ବେଲପୁଞ୍ଜି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗୁଣି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ସଂଘବଧ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ପୋଲିସ ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ…

ତହସିଲଦାରଙ୍କ ରାଜଧାନୀରେ ୨ କୋଠା , ୭ ଦାମୀ ପ୍ଲଟ

ଭୁବନେଶ୍ୱର,୧୧।୩: କଟକ ଜିଲା କଣ୍ଟାପଡ଼ା ତହସିଲଦାରଙ୍କ ବିପୁଳ ସମ୍ପତ୍ତି ଠାବ କଲା ଭିଜିଲାନ୍ସ ଟିମ୍‌ । ଚଢ଼ାଉ ସମୟରେ ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ୨ଟି ବହୁତଳ କୋଠା ସହିତ ୭ଟି ଦାମୀ ପ୍ଲଟ ଜବତ କରାଯାଇଛି। ଭୁବନେଶ୍ୱର କେଶୁରାରେ ତାଙ୍କର ୨ଟି…

ରାଜ୍ୟବାସୀଙ୍କ ପାଇଁ ଖୁସିଖବର: ୩୦ଟି ଜିଲାରେ ହେବ MSME ଇ-ପାର୍କ

ଭୁବନେଶ୍ୱର,୧୧।୩: ରାଜ୍ୟର ୩୦ଟି ଜିଲାରେ ହେବ MSME ଇ-ପାର୍କ। ଏ ନେଇ ଗୃହରେ MSME ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଏହା ୧୪ ଜିଲାରେ ଶେଷ ହୋଇଛି। ଏପ୍ରିଲ ମାସରେ ଆହୁରି ୪ରୁ ୫ଟି ପାର୍କ କାର୍ଯ୍ୟ ସମାପ୍ତ ହେବ।…

ଭୁବନେଶ୍ୱରରେ ଏତେ ବଢିଗଲା ଗ୍ୟାସଦର, ଆଜି କରନ୍ତୁ ବୁକିଂ, ନହେଲେ ଆଗକୁ ଆହୁରି…

ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରାଚ୍ୟ (ପଶ୍ଚିମ ଏସିଆ)ରେ ବଢ଼ୁଥିବା ଉତ୍ତେଜନାର ତାତି ଏବେ ଆପଣଙ୍କ ରୋଷେଇ ଘରକୁ ପହଞ୍ଚିଛି। ଗତ କିଛି ଦିନ ମଧ୍ୟରେ, ଭାରତରେ ଘରୋଇ ଏବଂ କର୍ମସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଛି। ଯଦି ଆପଣ ଭାବୁଛନ୍ତି ଯେ ସମୁଦ୍ର…

ଜଙ୍ଗଲ ସୁରକ୍ଷାରେ ଅବହେଳା, ୩ ବନ କର୍ମଚାରୀ ନିଲମ୍ବିତ

କେନ୍ଦୁଝର,୧୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ) : ମୁଖ୍ୟାଳୟରୁ ଅନଧିକୃତ ଅନୁପସ୍ଥିତି, ପ୍ରଶାସନିକ ଅନୁଶାସନ ଏବଂ ଜଙ୍ଗଲ ଅଗ୍ନିକାଣ୍ଡ ସମେତ ବନ କାର୍ଯ୍ୟର ଭୁଲ ପରିଚାଳନା ଓ ହାତୀ ଫସଲ କ୍ଷୟ କ୍ଷତି ଆକଳନ ରେ ବିଳମ୍ବ ପାଇଁ ତିନି ଜଣ କର୍ମଚାରୀଙ୍କ ବିରୁଦ୍ଧରେ…

viral video: ହାତଯୋଡ଼ି ଚଳନ୍ତା ଟ୍ରେନ ଆଗରେ ଛିଡ଼ା ହେଲେ ଯୁବକ, ପରେ ଘଟିଲା ଏମିତି….

ବରପାଲି,୧୧।୩(ଚିତ୍ତରଞ୍ଜନ ସାହୁ): ହାତଯୋଡ଼ି ଚଳନ୍ତା ଟ୍ରେନ ଆଗକୁ ଯାଇ ଜଣେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାର ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଘୂରି ବୁଝୁଛି। ଘଟଣାଟି ବରଗଡ଼ ଜିଲା ବରପାଲି ରେଳ ଷ୍ଟେଶନ ନିକଟର ବୋଲି ଚର୍ଚ୍ଚା ଚାଲିଛି। ସେହିପରି ଯୁବକ…

ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା, ନବୀନଙ୍କୁ ପଠାଇଲେ ଇସ୍ତଫାପତ୍ର

ବାଲେଶ୍ୱର, ୧୧।୩:(ବାଞ୍ଛାନିଧି ଦେ) ବାଲେଶ୍ୱରରେ ଭୁଶୁଡୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ଛାଡୁଛନ୍ତି ଦଳ। ଏବେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା ସୁନୀତା ବେହେରା ବିଜେଡି ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ନେଇ ସୁନୀତା ବିଜେଡି…

ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ସ୍କୁଲର ଶିକ୍ଷକଙ୍କୁ ପୋଲିସ ଅଟକ ରଖି…

ପଦ୍ମପୁର,୧୧।୩ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁରରେ ପ୍ରଶ୍ନ ପତ୍ର ଲିକ୍‌ ମାମଲାରେ ମଙ୍ଗଳବାର ରାତିରେ ବିଭିନ୍ସ୍କୁଲର ଶିକ୍ଷକମାନଙ୍କୁ ପୋଲିସ ଅଟକ ରଖିଛି। ସେଥିମଧ୍ୟରୁ ବିଳମ୍ବିତ ରାତିରେ ୬ ଜଣ ଶିକ୍ଷକଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଥିବାବେଳେ ନୂଆପଡା ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri