ରାଜ୍ୟ

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ ଫେବର ବ୍ଲକରେ ରାସ୍ତା କାମ ଚାଲିଛି । କିନ୍ତୁ ବେପରୁଆ ଠିକାଦାରୀ ତଥା…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ ତୁରନ୍ତ ରୋକ ଲଗାଇବା ଦାବିରେ ଦାଖଲ ହୋଇଥିବା ଅଭିଯୋଗର ତଦନ୍ତ କରି ଆଇନ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା। ସୂଚନାନୁଯାୟୀ, ଗ୍ରାମର ରାଜକନିକା ଯଶୀପୁର ଅଞ୍ଚଳର ସସ୍ମିତା ପରିଡ଼ା ନିଜ ବାପଘର ବାସୁଦେବପୁର…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌ ସହ ଚାଳକ ଓ ଆରୋହୀ ରାସ୍ତା ଉପରେ ପଡ଼ିଯାଇଥିଲେ। ଏହି ସମୟରେ ପଛପଟୁ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ ମାମଲା ରୁଜୁ ହୋଇଛି। ଆହତ ଯୁବକ ପ୍ରଦୀପ ମେହେରଙ୍କ ଏତଲା ଆଧାରରେ ପୋଲିସ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ଗଜପତି ଜିଲା ମୋହନା ଥାନା ଜରଉ ଘାଟିରେ ବିଳମ୍ବିତ ରାତିରେ…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ. ପଦ୍ମଲୋଚନ ନାୟକଙ୍କୁ ବୁଧବାର ଗିରଫ କରିଛି ଭିଜିଲାନ୍ସ। ନିଜ ଆୟଠାରୁ ୧୧୯% ଅଧିକ…

ଗୁରୁବାର ନବୀନ କରିବେ ବଡ଼ ଘୋଷଣା! ସୁଜାତା କାର୍ତ୍ତିକେୟନକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୨୬।୬: ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା କାର୍ତ୍ତିକେୟନ। ବୁଧବାର ବରିଷ୍ଠ ନେତାଙ୍କ ସହ ନବୀନଙ୍କ ଆଲୋଚନା ପରେ ବଢ଼ିଲା ଚର୍ଚ୍ଚା। ଶଙ୍ଖ ଭବନରେ ଏନେଇ ନବୀନ ବଡ଼ ଘୋଷଣା କରିପାରନ୍ତି। ସୁଜାତା ନିଜେ ଶଙ୍ଖ ଭବନରେ ଉପସ୍ଥିତ ରହି ସଦସ୍ୟତା ଗ୍ରହଣ…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ହୋଟେଲ ମାଲିକ ପବିତ୍ର ନାୟକ ବୋଲି ଜଣାପଡ଼ିଛି।…

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବାବେଳେ କିଛି ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ ସରକାରଙ୍କ ଶ୍ରମ ମନ୍ତ୍ରଣାଳୟକୁ ଅବଗତ କରି ସାରିଛନ୍ତି। ଏହା ଜାଣିବା ପରେ ଅଞ୍ଚଳରେ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ ହୋଇଛି। ପୂର୍ବରୁ ୨୨ଟି ବ୍ୟାଙ୍କ ରାଜ୍ୟ ସରକାରଙ୍କ ନେଣଦେଣ ତାଲିକାରେ ରହିଥିବାବେଳେ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri