ରାଜ୍ୟ

ଖୋଲିଲା ମା’ ମଝି ଘରିଆଣୀ ମନ୍ଦିର ହୁଣ୍ଡି, ଚାଲିଛି ଗଣତି

ରାୟଗଡ଼ା,୧୯ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି ଆରମ୍ଭ କରାଯାଇଛି। ଏଥିରେ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ, ମନ୍ଦିର କର୍ମଚାରୀଙ୍କ ସମେତ ୟୁନିଅନ ବ୍ୟାଙ୍କ ଅଫ୍‌ ଇଣ୍ଡିଆର କର୍ମଚାରୀ ରହିଛନ୍ତି।…

ପ୍ରେମ ସମ୍ପର୍କରେ ଫାଟ: ୭ ବର୍ଷ ହେଲା ମିଳୁନି ପ୍ରେମିକଙ୍କ ପତ୍ତା, ପ୍ରେମିକା କହିବେ ସବୁ…

ଭୁବନେଶ୍ୱର,୧୯ା୧(ତ୍ରିନାଥ ମହାନ୍ତି): ୭ ବର୍ଷ ତଳେ ଚନ୍ଦକା ଥାନା ଅଞ୍ଚଳରୁ ନିଖୋଜ ବ୍ୟବସାୟୀ ବଳରାମ ସାହାଣୀଙ୍କର ଏଯାଏ ପତ୍ତା ମିଳିନି। ହେଲେ ଏହି ମାମଲାରେ ୫ଦିନ ତଳେ ବ୍ରହ୍ମପୁରରୁ ଗିରଫ ହୋଇଥିବା ତାଙ୍କ ପ୍ରେମିକା ରଶ୍ମିତା ସ୍ବାଇଁଙ୍କୁ ଚନ୍ଦକା ଥାନା ପୋଲିସ…

ପାଳନ ହେଉନି ଏନ୍‌ଜିଟି ନିର୍ଦ୍ଦେଶ : ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ବାସିନ୍ଦା

ପୁରୀ,୧୯ା୧(ଅଜିତ୍‌ କୁମାର ମହାନ୍ତି): ପୁରୀ ବଳିଆପଣ୍ଡା ଡମ୍ପିଂୟାର୍ଡ ପ୍ରସଙ୍ଗରେ ଏନ୍‌ଜିଟିର ନିର୍ଦ୍ଦେଶକୁ ପ୍ରଶାସନ ଫୁ’ କରି ଦେଇଥିବା ଦେଖିବାକୁ ମିଳୁଛି। ଏନ୍‌ଜିଟିର ନିର୍ଦ୍ଦେଶ ସତ୍ତ୍ୱେ ଅଳିଆ ପାହାଡ଼ ଏଯାବତ ନ ହଟିବାରୁ ସ୍ଥାନୀୟ ବାସିନ୍ଦା ଦହଗଞ୍ଜ ହେଉଛନ୍ତି। ଏହି ଘଟଣା ଆଜିକାଲିର…

ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ

ବରଗଡ଼,୧୯ା୧(ପ୍ରେମାନନ୍ଦ ଖମାରୀ): ସୋମବାର ସ୍ବାଧୀନତା ସଂଗ୍ରାମୀ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ। ଏହି ଅବସରରେ ବରଗଡ଼ରେ ବହ୍ନିକନ୍ୟାଙ୍କ ଜନ୍ମ ଶତବାର୍ଷିକୀକୁ ଜିଲା ପ୍ରଶାସନ ଏବଂ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପାଳନ କରାଯାଉଛି। ସୋମବାର ସକାଳେ ବରଗଡ଼ସ୍ଥିତ ବହ୍ନିକନ୍ୟାଙ୍କ ପ୍ରତିମୂର୍ତ୍ତିରେ ବିଭିନ୍ନ…

ଅଟୋରେ ପେଟିପେଟି ମଦ ଆଣି ବ୍ୟବସାୟ କରୁଛନ୍ତି ଦମ୍ପତି, ଭିଡିଓ ଭାଇରାଲ ପରେ…

ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିରେ ବେଧଡ଼କ ଚାଲିଛି ଚୋରା ମଦକାରବାର ଓ ଜୁଆ ଆଡ୍ଡା। ସିମନବାଡ଼ିଠାରୁ ରାଇକିଆକୁ ସଂଯୋଗ କରୁଥିବା ତେଲି ଛକ, ବ୍ୟାଙ୍କ ଓ ସାହୁ ନଗର, ଜୁଡ଼ାବାଡି, ଶିବମନ୍ଦିର ରୋଡ୍‌ ଆଦିରେ କିଛି ବ୍ୟବସାୟୀ…

ଚିପ୍‌ସ ପ୍ୟାକେଟ୍‌ରେ ଲୁଚିଛି ମୃତ୍ୟୁ: ୨ ମାସରେ ଗଲାଣି ୩ ଶିଶୁଙ୍କ ଜୀବନ, ଖୁବ୍‌ଶୀଘ୍ର ସରକାର…

ଭୁବନେଶ୍ୱର,୧୯ା୧(ତ୍ରିନାଥ ମହାନ୍ତି): ଖାଦ୍ୟ ସହ ଖେଳ ଖେଳୁଛନ୍ତି ଚିପ୍‌ସ କମ୍ପାନୀ। ବେପାର ବଢାଇବା ପାଇଁ ଚିପ୍‌ସ ପ୍ୟାକେଟ୍‌ ଭିତରେ ଛୋଟ ଖେଳନା, ବେଲୁନ ଆଦି ବିଭିନ୍ନ ପ୍ରକାର ଜିନିଷ ପୂରାଇ ପିଲାଙ୍କୁ ଆକୃଷ୍ଟ କରୁଛନ୍ତି। ଖାଦ୍ୟ ସହ ଖେଳନା ଖାଇ କୋମଳମତି…

ସେବା ଓ ସମର୍ପଣର ବହ୍ନିଶିଖା ପାର୍ବତୀ ଗିରି

ଆଜି ସ୍ବାଧୀନତାର ଅମୃତ ଲଗ୍ନରେ ଯେତେବେଳେ ଆମେ ଅଶ୍ରୁତ ବୀରାଙ୍ଗନାମାନଙ୍କ କଥା ମନେପକାଉଛୁ, ଶହେ ବର୍ଷ ତଳେ ଜନ୍ମଲାଭ କରିଥିବା ମହୀୟସୀ ପାର୍ବତୀ ଗିରିଙ୍କ ନାମ ସ୍ବତଃ ହୃଦୟ ଦର୍ପଣରେ ପ୍ରତିବିମ୍ବିତ ହେଉଛି। ସ୍ଥାନ, କାଳ, ପାତ୍ର, ଲିଙ୍ଗ ଭେଦରୁ ଉପରକୁ…

ସରକାରଙ୍କ ଉପରେ ବର୍ଷିଲା ସରପଞ୍ଚ ମହାସଂଘ, କହିଲା ଆମ ହକ୍‌ ପାଇଁ ଆମେ…

ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): ଓଡ଼ିଶା ରାଜ୍ୟ ସରପଞ୍ଚ ମହାସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ରାଣୀଦୁର୍ଗା କଲ୍ୟାଣମଣ୍ଡପଠାରେ କନ୍ଧମାଳ ଜିଲା ସଭାପତି ରୋହିତ କହଁରଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି। ବୈଠକ ଆରମ୍ଭରୁ ଥଣ୍ଡା ପାଗରେ ସୃଷ୍ଟି ହୋଇଥିଲା ଗରମ…

ଦିନେ ପର୍ଯ୍ୟଟନ କ୍ଷେତ୍ରର କରିଥିଲେ ବିକାଶ, ଆଜି ପର୍ଯ୍ୟଟକ ଭାବେ ଦାରିଙ୍ଗବାଡ଼ି ବୁଲିଲେ ପୂର୍ବତନ ବିଡିଓ, ପୁରୁଣା ଦିନକୁ…

ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀରର ଥଣ୍ଡାର ମଜା ନେବାକୁ ଛୁଟିଦିନ ରବିବାରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଦାରିଙ୍ଗବାଡ଼ିର ପର୍ଯ୍ୟଟନକ୍ଷେତ୍ର ଲଭର୍ସ ପଏଣ୍ଟ ସମେତ ହିଲଭିୟୁ ପାର୍କ, କଫି ବଗିଚା, କିସୁବାଡ଼ି ଜଳପ୍ରପାତ, ଡ଼ୁଲୁରୀ ପାଇନ ବଣ, ମିଡିୟୁାନ୍ଦା ଜଳପ୍ରପାତ,ସନ ସେଟ୍‌…

ଶୀତ, କୁହୁଡ଼ି ଭିତରେ ଖରାତାତିକୁ ଅନୁଭବ କରିବେ ଲୋକେ

ଭୁବନେଶ୍ୱର, ୧୯ା୧ (ବନ୍ଦନା ସେଠୀ): ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା। ଶୀତ, କୁହୁଡ଼ି ସାଙ୍ଗକୁ ଖରାତାତିକୁ ଅନୁଭବ କରିବେ ଲୋକେ। ଏବେ ବି ଥଣ୍ଡା ପ୍ରକୋପ ଜାରି ରହିଛି। ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରେକର୍ଡ…

ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…

ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ ହେଲା ହାତୀ ଉପଦ୍ରବ ଦେଖିବାକୁ ମିଳୁଛି । ଫଳରେ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ…

କେନାଲରୁ ମିଳିଲା ଶିଶୁପୁତ୍ରର ମୃତଦେହ, ଭାସିଯାଇ…

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସଦର ଥାନା ଅନ୍ତର୍ଗତ ସୟାଁ ପଡିଆ ପାଖ ଦେଇ ଯାଇଥିବା କେନାଲରୁ ରବିବାର ଜଣେ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଶିଶୁ ଜଣକ ହେଲେ, ସୟାଁ କେନାଲ ପଡାର ଡାକ୍ତର ବରିହାଙ୍କ ପୁଅ ଅଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?