ରାଜ୍ୟ

ପୂଜା ଛୁଟିରେ ୨ ଦିନ ଖୋଲିବ ଆର୍‌ଟିଓ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ଚଳିତ ମାସ ୫ରୁ ୮ ତାରିଖ ଯାଏ ସରକାରୀ ଛୁଟି ଦିବସ ରହିଛି। ତେଣୁ ଏହି ସମୟରେ ନୂଆ ଗାଡ଼ି ପଞ୍ଜୀକରଣ କାର୍ଯ୍ୟ ବାଧା ପାଇବ। ତେଣୁ ଦୁଇ ଦିନ ଅର୍ଥାତ ୫ ଏବଂ ୭ ତାରିଖରେ ଅପରାହ୍ନ ୩ଟାରୁ…

ରେଳ ଷ୍ଟେଶନ ସ୍ବଚ୍ଛତା ସର୍ଭେ: ୯ରୁ ୮୭କୁ ଖସିଲା ଭୁବନେଶ୍ୱର

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ରାଜସ୍ଥାନର ଜୟପୁର, ଯୋଧପୁର ଓ ଦୁର୍ଗାପୁରା ହେଉଛି ଦେଶର ସବୁଠାରୁ ସ୍ବଚ୍ଛ ରେଳ ଷ୍ଟେଶନ। ପ୍ରଥମ, ଦ୍ୱିତୀୟ ଓ ତୃତୀୟରେ ଯଥାକ୍ରମେ ଏହି ଷ୍ଟେଶନଗୁଡିକ ରହିଛି। ବୁଧବାର ଦେଶର ୭୨୦ ଷ୍ଟେଶନକୁ ନେଇ କରାଯାଇଥିବା ଏହି ସ୍ବଚ୍ଛତା ସର୍ଭେର ଫଳାଫଳ…

ବରଦାନ ସାବ୍ୟସ୍ତ ହେବ ପ୍ଲାଷ୍ଟିକ ନିଷେଧ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ସାରା ରାଜ୍ୟରେ ବୁଧବାରଠାରୁ ପ୍ଲାଷ୍ଟିକ ବ୍ୟବହାରକୁ ନିଷେଧ କରାଯାଇଛି। ଏଥିପାଇଁ ରାଜ୍ୟ ପ୍ରଶାସନର ସମସ୍ତ ବିଭାଗ ତତ୍ପରତା ପ୍ରକାଶ କରିଛନ୍ତି। ହେଲେ ଏହା କେତେ ଫଳପ୍ରଦ ହେବ, ତାହା ଭବିଷ୍ୟତରେ ଜଣାପଡ଼ିବ। ଅପରପକ୍ଷରେ ପ୍ଲାଷ୍ଟିକ ନିଷେଧ ଫଳରେ ରାଜ୍ୟରେ କେନ୍ଦୁ…

‘ମୁଁ ସଫେଇବାଲା’ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ପରିଚ୍ଛନ୍ନତା ଏକ ମାନସିକତା। ଆସନ୍ତୁ ଶପଥ ନେବା, ନିଜ ପରିବେଶ ଓ ସହରକୁ ସଫାସୁତୁରା ରଖିବା। ସ୍ବଚ୍ଛତାରେ ସାମୂହିକ ପରିବର୍ତ୍ତନ ଆଣିବା ଲାଗି ଏମିତି ସ୍ଲୋଗାନ ସହ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆରମ୍ଭ କରିଛ ‘ମୁଁ ସଫେଇବାଲା’…

ଭାଜପାର ଗାନ୍ଧୀ ସଂକଳ୍ପ ପଦଯାତ୍ରା

ଫୁଲନଖରା,୩ା୧୦(ଡି.ଏନ୍‌.ଏ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ରାଜ୍ୟ ଭାଜପା ପକ୍ଷରୁ ଗାନ୍ଧୀ ସଂକଳ୍ପ ପଦଯାତ୍ରା ଆରମ୍ଭ ହୋଇଛି। ଏହାକୁ କଟକ ଜିଲା ତେଲଙ୍ଗାପେଣ୍ଠ ଗାନ୍ଧୀ ସ୍ମୃତିପୀଠରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ତେଲଙ୍ଗାପେଣ୍ଠ, କୋଠସାହି, ବଢେଇ ସାହି,…

ଯୁକ୍ତ ୨ ନାମଲେଖାରେ ଅନିୟମିତତା ପ୍ରସଙ୍ଗ: ଅସୁବିଧାରେ ପକାଯାଇଥିବା ପିଲାଙ୍କ ତାଲିକା ସଂଗ୍ରହ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ସାଏମ୍‌ଏସ(ଷ୍ଟୁଡେଣ୍ଟ ଏକାଡେମିକ ମ୍ୟାନେଜମେଣ୍ଟ ସିଷ୍ଟମ୍‌) ପକ୍ଷରୁ ଯୁକ୍ତ୨ ନାମ ଲେଖାରେ ହୋଇଥିବା ଅନିୟମିତତା ଘଟଣାର ସମାଧାନ କରିବା ପାଇଁ ତତ୍ପରତା ପ୍ରକାଶ ପାଇଛି। ଉପରକୁ ସାଏମ୍‌ଏସ କର୍ତ୍ତୃପକ୍ଷ ଦୋଷ ଲୁଚାଉଥିବା ବେଳେ ଭିତରେ ଅସୁବିଧାରେ ପଡିଥିବା ଛାତ୍ରୀଛାତ୍ରଙ୍କ ସମସ୍ୟା ଦୂର…

ବାଙ୍କୁଆଳ ଦୁର୍ଗାପୂଜା କମିଟି: ଆକର୍ଷଣ ହେବ ୫୧ ଫୁଟର ରାବଣ

ପୁରୁଣା ଭୁବନେଶ୍ୱର,୩ା୧୦(ଡି.ଏନ.ଏ.): ରାଜଧାନୀରେ ବିଭିନ୍ନ ପୂଜା ମଣ୍ଡପରେ ମା’ଙ୍କ ଆଗମନ ନେଇ ପ୍ରସ୍ତୁତି ଜୋରସୋର ଆଗେଇ ଚାଲିଛି। ଏହି ଅବସରରେ ସ୍ଥାନୀୟ ବାଙ୍କୁଆଳ ଦୁର୍ଗାପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗାପୂଜା ଚଳିତବର୍ଷ ଦ୍ୱିତୀୟ ବର୍ଷରେ ପଦାର୍ପଣ କରିଛି। ବାଙ୍କୁଆଳ ଗ୍ରାମବାସୀଙ୍କ ଆଗ୍ରହ…

ସଙ୍ଗଠିତ ସମାଜ ଦ୍ୱାରା ରାଷ୍ଟ୍ରର ବିକାଶ ସମ୍ଭବ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ବିନା ଶକ୍ତିରେ ସମାଜ ଜାଗରଣ ଅସମ୍ଭବ। ଏହାକୁ ଅନୁଭବ କରି ଡ.କେଶବ ବଳିରାମ ହେଡଗେୱାର ୧୯୨୫ମସିହାର ବିଜୟା ଦଶମୀ ତିଥିରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ପ୍ରତିଷ୍ଠା କରିଥିଲେ ବୋଲି ଆରଏସ୍‌ଏସ୍‌ର ପୂର୍ବ କ୍ଷେତ୍ର କାର୍ଯ୍ୟବାହ ଅଧ୍ୟାପକ ଗୋପାଳ ପ୍ରସାଦ ମହାପାତ୍ର…

ଏସ୍‌ଆଇଏ ସର୍ଭେ: ୫୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ,୩ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ୫ ଟିମ୍‌ ଘର ଘର ବୁଲି ଏହି ସର୍ଭେ କରୁଛନ୍ତି। ବୁଧବାର ତୃତୀୟ ଦିନ ସୁଦ୍ଧା ପ୍ରାୟ ୫୦…

ବାଣୀବିହାରରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ: ଅର୍ଥଶାସ୍ତ୍ର ଓ ନୀତିଶାସ୍ତ୍ର ମଧ୍ୟରେ ସମନ୍ବୟ ରହିବା ଜରୁରୀ: ରାଜ୍ୟପାଳ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଅର୍ଥଶାସ୍ତ୍ର ଓ ନୀତିଶାସ୍ତ୍ର ମଧ୍ୟରେ ସମନ୍ବୟ ରହିଲେ ଅନେକ ସାମାଜିକ ବୈଷମ୍ୟ ଓ ଅସନ୍ତୁଳନ ଦୂର ହୋଇପାରିବ। ମହାତ୍ମା ଗାନ୍ଧୀ ଏହାର ପ୍ରୟୋଗାତ୍ମକ ଦିଗ ସମ୍ପର୍କରେ ନିଜର ମତ ଓ ମନ୍ତବ୍ୟ ସ୍ପଷ୍ଟ ଭାବରେ ଉପସ୍ଥାପନ କରିଛନ୍ତି। ପ୍ରଗତି…

ଜିଲାସ୍ତରୀୟ ଶାସ୍ତ୍ରୀ ଓ ଗାନ୍ଧୀ ଜୟନ୍ତୀ ପାଳିତ

ପୁରୀ ଅଫିସ, ୩ା୧୦: ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ…

ପ୍ଲାଷ୍ଟିକ୍‌ ବର୍ଜନ ନିମନ୍ତେ ଶପଥ ନେଲେ କୁନି ପିଲା

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିିତ ହୋଇଯାଇଛି। ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ୩ରୁ ୬ ବର୍ଷର କୁନି କୁନି ଶିଶୁମାନଙ୍କ ପାଇଁ ନୃତ୍ୟଗୀତ ଏବଂ ଅଭିନୟ ମାଧ୍ୟମରେ ଗାନ୍ଧିଜୀଙ୍କ ଅବଦାନ ସମ୍ପର୍କରେ ଉପସ୍ଥାପନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri