ଚିଲିକାରେ ମାଲେସିଆ ଜାହାଜ ଅଟକିବା ଘଟଣା: ଦ୍ୱନ୍ଦ୍ୱ ସୃଷ୍ଟି କରୁଛି ଜଙ୍ଗଲ ବିଭାଗର ଭିନ୍ନ ମନ୍ତବ୍ୟ
ଭୁବନେଶ୍ୱର, ୧୮।୮(ବ୍ୟୁରୋ): ଯାନ୍ତ୍ରିକ ତ୍ରୁଟି ଯୋଗୁ ମାଲେସିଆର ପଣ୍ୟବାହୀ ଜାହାଜ ‘ଟଗ୍ ଜିନ୍ ହୱା ୩୨’ ପୁରୀ ଜିଲା କୃଷ୍ଣ ପ୍ରସାଦ ବ୍ଲକ୍ ଅନ୍ତର୍ଗତ ଚିଲିକା ମୁହାଣର ରାଜହଂସ ଓ ଖିରିସାହି ଗାଁ ନିକଟ ବଙ୍ଗୋପସାଗର ଉପକୂଳରେ ୧୧ଦିନ ହେବ ଅଟକି…
ଜଷ୍ଟିସ ଡ. ଅରିଜିତ ପଶାୟତଙ୍କୁ ଭୂମିଗୌରବ ସମ୍ମାନ
କଟକ ଅଫିସ,୧୮।୮: କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସାରସ୍ବତ ପୀଠ ସାରଳା ଭବନଠାରେ ଶନିବାର ସାରଳା ସାହିତ୍ୟ ସଂସଦ ଓ ଚେଳିତୋଳ କଲଚରାଲ ଏକାଡେମୀର ମିଳିତ ଆନୁକୂଲ୍ୟରେ ସୁପ୍ରିମକୋର୍ଟର ପ୍ରାକ୍ତନ ବିଚାରପତି ଡ.ଅରିଜିତ ପଶାୟତଙ୍କ ୭୫ତମ ଜନ୍ମବାର୍ଷିକୀ ପାଳିତ ହୋଇଯାଇଛି। ଏଥିରେ…
ବମ୍ବେରେ ନୀତି ଆୟୋଗର ଉଚ୍ଚ କ୍ଷମତାସମ୍ପନ୍ନ କମିଟି ବୈଠକ: ପ୍ରାଣୀପାଳନ, ମତ୍ସ୍ୟଚାଷ କ୍ଷେତ୍ରକୁ ବୀମାଭୁକ୍ତ କରାଯାଉ
ଭୁବନେଶ୍ୱର,୧୮।୮(ବ୍ୟୁରୋ): କୃଷି କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିବା ଆବଶ୍ୟକ। କୃଷି କ୍ଷେତ୍ରରେ କୃଷକମାନଙ୍କର ଦକ୍ଷତା ବୃଦ୍ଧି, କୃଷି ଓ କୃଷିଜାତ ଦ୍ରବ୍ୟର ପରିଚାଳନା, କୃଷି ବଜାର ସମ୍ବନ୍ଧୀୟ ଜ୍ଞାନ ଏବଂ ବଳକା କୃଷିଜାତ ଦ୍ରବ୍ୟର ରପ୍ତାନି ସମ୍ବନ୍ଧୀୟ ଜ୍ଞାନକୌଶଳ ଆଦିର ବିକାଶ…
୧୯ରେ ଭଙ୍ଗାଯିବ ମେଘନାଦ ପାଚେରିକୁ ଲାଗି ରହିଥିବା ବେଆଇନ କୋଠା: ଆସିଲା କଣ୍ଟେନର; ଚାଲିବ ସୂଚନା କେନ୍ଦ୍ର, ପୋଲିସ ଫାଣ୍ଡି
ପୁରୀ ଅଫିସ,୧୮।୮: ମେଘନାଦ ପାଚେରି ଚତୁଃପାର୍ଶ୍ୱକୁ ମୁକ୍ତ ରଖିବା ଲାଗି ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ମେଘନାଦ ପାଚେରିକୁ ଲାଗି ରହିଥିବା ବେଆଇନ କୋଠା ଆସନ୍ତା ୧୯ ତାରିଖରେ ଭଙ୍ଗାଯିବ। ମୁଖ୍ୟ ମନ୍ଦିର ସହିତ ସମ୍ପର୍କ ନ ଥିବା ସବୁ ନିର୍ମାଣକୁ…
ଛତୁଆର ମାନ ବୃଦ୍ଧି ସହ ପୁଷ୍ଟିସାଧନ ଲକ୍ଷ୍ୟ: ‘ମୋ ଛତୁଆ’ ୱେବ୍ସାଇଟ୍, ଆପ୍ ଉନ୍ମୋଚିତ
ଭୁବନେଶ୍ୱର,୧୮।୮(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ପରିପୂରକ ଖାଦ୍ୟ କାର୍ଯ୍ୟକ୍ରମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ଛତୁଆ ଯୋଗାଣ ବ୍ୟବସ୍ଥାରେ ଅଧିକ ସ୍ବଚ୍ଛତା ଏବଂ କ୍ରିୟାଶୀଳତା ଆଣିବା ଲକ୍ଷ୍ୟ ରଖାଯାଇଛି। ଏହିକ୍ରମରେ ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ‘ମୋ ଛତୁଆ’…
ଶ୍ରୀଲିଙ୍ଗରାଜ ମନ୍ଦିରର କୀର୍ତ୍ତିରାଜି ସତ୍ତା ହରାଇବାକୁ ମସୁଧା: ପୁଣି ସ୍ଥାପନ କରାଗଲାନି ବୃଷଭ
ପୁରୁଣା ଭୁବନେଶ୍ୱର,୧୮।୮(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ଅନେକ ପ୍ରାଚୀନ ମନ୍ଦିରର କୀର୍ତ୍ତିରାଜି ବିଭିନ୍ନ କାରଣରୁ ସତ୍ତା ହରାଉଛି। ଏହି ପରିପ୍ରେକ୍ଷୀରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଏକ ବ୍ୟତିକ୍ରମରୁ ମନ୍ଦିରର ସୂକ୍ଷ୍ମ କୀର୍ତ୍ତିରାଜିଗୁଡିକୁ ଅବ୍ୟବସ୍ଥିତ କରିବାକୁ ମଧ୍ୟ ପ୍ରଚ୍ଛଦ ପଟରେ ମସୁଧା ଚାଲିଥିବା ଗର୍ଭଗୃହର ଏକ…
ବାତ୍ୟା ପରେ ବନ୍ୟାପାଣିର ଦୁଃଖ: ପାଣି ଘେରରେ ଏକାଧିକ ଗାଁ
ପୁରୀ ଅଫିସ, ୧୮।୮: ପ୍ରାକୃତିକ ଦୁର୍ବିପାକ ଉପକୂଳବର୍ତ୍ତୀ ପୁରୀ ଜିଲାର ପିଛା ଛାଡୁନି। ପ୍ରାୟ ପ୍ରତିବର୍ଷ ବିଭିନ୍ନ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଥିବା ଜିଲାବାସୀ ଚଳିତବର୍ଷ ବି ଏଭଳି ସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ନିକଟରେ ବାତ୍ୟା ଫନୀ ପୁରୀ ଜିଲାରେ…
ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ବିରୋଧ ଯେତିକି, ସ୍ବାଗତ ସେତିକି
ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ ଏବେ ସହରର ଚିତ୍ର ବଦଳାଇବାକୁ କରିଛନ୍ତି ଯୋଜନା। ଏଥିପାଇଁ ଶୁକ୍ରବାର ରାଜ୍ୟ କ୍ୟାବିନେଟରେ ନିଆଯାଇଛି…
ଆଦିତ୍ୟ ମେମୋରିଆଲ କୁଇଜ୍-୨୦୧୯: ଲୟୋଲା ସ୍କୁଲ୍ ଚାମ୍ପିୟନ; ୟୁନିଟ୍-୮ ଡିଏଭି ପବ୍ଲିକ ସ୍କୁଲ ପ୍ରଥମ ରନର୍ସଅପ୍,ମଦର୍ସ ପବ୍ଲିକ ସ୍କୁଲ ଦ୍ୱିତୀୟ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଲୟୋଲା ସ୍କୁଲ ଓ ଆଦିତ୍ୟ ମେମୋରିଆଲ ଫାଉଣ୍ଡେଶନ ପକ୍ଷରୁ ନବମ ଆଦିତ୍ୟ ମେମୋରିଆଲ କୁଇଜ ପ୍ରତିଯୋଗିତା ଭୁବନେଶ୍ୱରସ୍ଥିତ ଜାଭିୟର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜ୍ମେଣ୍ଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ସମେତ ଝାଡ଼ଖଣ୍ଡ, ଛତିଶଗଡ଼, ବିହାରର ୨୫ଟି ସ୍କୁଲ୍ରୁ ୨୧୬ ଛାତ୍ରୀଛାତ୍ର…
ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି: ଅଖିଆ ଫେରିଲେ ୧୨୯ ଛାତ୍ରୀଛାତ୍ର
ଜୟପୁର, ୧୮।୮(ଡି.ଏନ.ଏ ): କୋରାପୁଟ ଜିଲା ଜୟପୁର ବ୍ଲକ ଏକମ୍ବା ପଞ୍ଚାୟତ ଅଧୀନ ଚିକିମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମଧ୍ୟାହ୍ନଭୋଜନ ଭାତରୁ ଶନିବାର ଏକ ଝିଟିପିଟି ବାହାରିଛି । କୌଣସି ଛାତ୍ରୀଛାତ୍ରଙ୍କୁ ଉକ୍ତ ଖାଦ୍ୟ ପ୍ରଦାନ କରାଯାଇନାହିଁ । ୧୨୯ ଛାତ୍ରୀଛାତ୍ର…
ପୁରୀ ଜିଲା ଚିଠି: ତୀର୍ଥ ପୁଷ୍କରିଣୀକୁ ହତାଦର
ଭାରତର ଚାରିଧାମ ମଧ୍ୟରୁ ଶ୍ରେଷ୍ଠଧାମ ପୁରୀ। ଏହା ଜଗନ୍ନାଥ ଧାମ ନାମରେ ବେଶ୍ ପରିଚିତ। ଏହି ପବିତ୍ର ଧାମରେ ରହିଛି ଏକାଧିକ ତୀର୍ଥ ପୁଷ୍କରିଣୀ। ସେଗୁଡ଼ିକ ପ୍ରତି ଶ୍ରଦ୍ଧାଳୁଙ୍କ ରହିଛି ଗଭୀର ଆସ୍ଥା ଓ ବିଶ୍ୱାସ। ପ୍ରାୟ ଅଧିକାଂଶ ତୀର୍ଥ ପୁଷ୍କରିଣୀ…
ଏସ୍ସିବି ଆସିବେ ଜଗା-କାଳିଆ
ଭୁବନେଶ୍ୱର, ୧୮।୮(ବ୍ୟୁରୋ): ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ ଓଡ଼ିଶା ଆସିବା ପାଇଁ ସ୍ଥିର ହୋଇଛି। ଦିଲ୍ଲୀ ଏମ୍ସରୁ ଏହି ଦୁଇଭାଇଙ୍କୁ କଟକ ଏସ୍ସିବି ମେଡିକାଲକୁ ଅଣାଯିବ। ତେବେ କେବେ ଆସିବେ ତାହା ଆସନ୍ତା…
Archives


