ବାଲିଗୁଡାର ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ
ବାଲିଗୁଡା,୧୬ା୮(ଡି.ଏନ.ଏ.)- କନ୍ଧମାଳ ଜିଲା ବାଲିଗୁଡାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ୮୫ ବର୍ଷରେ ପରଲୋକ ଘଟିଛି। କିଛିଦିନ ଧରି ସେ ଅସୁସ୍ଥ ଥିଲେ। ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀରୁ ସେ ୩ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଗତ ୧୯୭୪ରୁ ୧୯୮୦…
ଶ୍ରୀମନ୍ଦିରରେ ରାଖୀ ଲାଗି, ବଳଭଦ୍ର ଜନ୍ମ ନୀତି: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ
ପୁରୀ ଅଫିସ, ୧୬।୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି। ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ଶ୍ରୀଭୂଜରେ ପାଟ ରାଖୀ ଏବଂ ଗୁଆମାଳ ପିନ୍ଧି ଭକ୍ତଙ୍କୁ ଦର୍ଶନ…
ମିଶନ ଆଶାଲୋକ ଅଭିଯାନର ଶୁଭାରମ୍ଭ: ୧୮ ମାନସିକ ବିକାରଗ୍ରସ୍ତ ପୁରୁଷ ଉଦ୍ଧାର
ପୁରୀ ଅଫିସ, ୧୬ା୮: ଅନେକ ମାନସିକ ବିକାରଗ୍ରସ୍ତ ରାସ୍ତାଘାଟରେ ଏଣେତେଣେ ବୁଲୁଥାନ୍ତିି। କେହି କେହି ଲୋକଙ୍କୁ ମାଗି ଖାଇଥାନ୍ତି ତ ଆଉ କେହି ଅଳିଆ ଆବର୍ଜନା ଗଦାରୁ ପେଟର ଭୋକ ମେଣ୍ଟାନ୍ତିି। ହେଲେ ଏମାନଙ୍କ ପ୍ରତି ସହାନୁଭୂତିର ହାତ ବଢାଇବା ଲୋକ…
ରାଜ୍ୟ କ୍ୟାବିନେଟ: ଶ୍ରୀମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ସଚିବାଳୟରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିରକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ ଦିଆଯାଇଛି। ଜଷ୍ଟିସ ବିପି ଦାସ କମିଶନ ଦେଇଥିବା ପ୍ରସ୍ତାବ ଅନୁସାରେ ପଦକ୍ଷେପ ନିଆଯିବ।…
ବଦଳିଲା ‘ମେଡିକାଲ ବଣ୍ଡ ପଲିସି ନିୟମ’: ପାଠପଢ଼ା ପରେ ଦୁଇ ବର୍ଷ ଓଡ଼ିଶାରେ କାମ କରିବାକୁ ବାଧ୍ୟ, ନହେଲେ ଦେବାକୁ ପଡ଼ିବ ମୋଟା ଟଙ୍କର ଅର୍ଥ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟ ସରକାର ମେଡିକାଲ ବଣ୍ଡ ପଲିସି ନିୟମକୁ ପରିବର୍ତ୍ତନ କରିଛନ୍ତି। ଏହି ନିୟମ ଚଳିତ ବର୍ଷଠାରୁ ଲାଗୁ ହେବ ବୋଲି ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନାନୁଯାୟୀ, ସରକାରୀ ମେଡିକାଲ କଲେଜରେ ଏମ୍ବିବିଏସ୍ କରି…
କତଡ଼ା ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍: ୧ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ
ଛେଣ୍ଡିପଦା,୧୬।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଦେଇ ଯାଇଥିବା ୫୫ନଂ ଜାତୀୟ ରାଜପଥର କତଡ଼ା ନିକଟରେ ଭାରସାମ୍ୟ ହରାଇ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ଛି। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ…
ଇଚ୍ଛାମୃତ୍ୟୁ ପାଇଁ ଜିଲାପାଳଙ୍କ ନିକଟରେ ଆବେଦନ କଲେ ଦମ୍ପତି
ଖୋର୍ଦ୍ଧା ଅଫିସ,୧୬।୮: ଯେଉଁ ମା’ବାପା ସନ୍ତାନର ସୁଖ ପାଇଁ ନିଜକୁ ଜଳାଞ୍ଜଳି ଦେଇଥାନ୍ତି, କିନ୍ତୁ ପରବର୍ତ୍ତୀ ସମୟରେ ସେହି ସନ୍ତାନମାନେ ସେମାନଙ୍କ କର୍ତ୍ତବ୍ୟକୁ ଭୁଲିଯାଇଥାନ୍ତି। ବାର୍ଦ୍ଧକ୍ୟରେ ଉପନୀତ ମା’ବାପାଙ୍କୁ ବୋଝ ବୋଲି ଭାବିବା ସହ ନିର୍ଯାତନା ଦେବାକୁ ମଧ୍ୟ ପଛାନ୍ତି ନାହିଁ।…
ବିଜେଡି ନେତାଙ୍କୁ ନିଯୁକ୍ତି: ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବହୁ ବିଜେଡି ନେତାଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତ କରିଛନ୍ତି। କେଉଁ ବିଜେଡି ନେତାଙ୍କୁ କେଉଁ ପଦରେ ନିଯୁକ୍ତ କରାଯାଇଛି ଜାଣନ୍ତୁ- ଲେନିନ ମହାନ୍ତି- ସମ୍ପାଦକ, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ ସୁଜିତ କୁମାର-…
ଗଞ୍ଜାମ ଜିଲାପରିଷଦ ବୈଠକ: ଫସଲ କ୍ଷତି ନେଇ ବୀମା କମ୍ପାନୀଙ୍କୁ ନୋଟିସ
ଛତ୍ରପୁର,୧୬।୮(ଡି.ଏନ୍.ଏ.): ଗଞ୍ଜାମ ଜିଲାପରିଷଦ ବୈଠକ ଶୁକ୍ରବାର ଛତ୍ରପୁର ସ୍ଥିତ ଜିଲାପରିଷଦ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ସୋନମ ପଲେଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚାଷୀଙ୍କୁ ଫସଲ ବୀମା ସହାୟତା ମିଳୁ ନ ଥିବା ନେଇ ବିଧାୟକ, ଜିଲାପରିଷଦ ସଭ୍ୟମାନେ ଉଦ୍ବେଗ…
ମରଣଯନ୍ତା ପାଲଟିଛି ୫୫ନଂ ଜାତୀୟ ରାଜପଥ: ରାସ୍ତା କାର୍ଯ୍ୟ ନିମ୍ନମାନର ଅଭିଯୋଗ ଆଣିଲେ ଏମ୍ପି, ସମାଧାନ ନ ହେଲେ ଆନ୍ଦୋଳନ
ଅନୁଗୋଳ ଅଫିସ,୧୬।୮: ଅନୁଗୋଳ ଓ ଢେଙ୍କାନାଳ ମଧ୍ୟରେ ଯାଇଥିବା ୫୫ନଂ ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ପ୍ରତ୍ୟକ ଦିନ ଦୁର୍ଘଟଣା ଘଟି ଧନ ଜୀବନ ନଷ୍ଟ ହେଉଛି। ରାସ୍ତା ପ୍ରସ୍ତତି କରଣ ପାଇଁ କାର୍ଯ୍ୟ କରୁଥିବା ଗାୟତ୍ରୀ କମ୍ପାନୀ ନିର୍ଦ୍ଧାରିତ ସମୟ…
ବରିଷ୍ଠ ଆଇଏଏସ୍ ଅଫିସର ଗଗନ ଧଳଙ୍କ ଇସ୍ତଫା
ଭୁବନେଶ୍ୱର,୧୬।୮(ବ୍ୟୁରୋ): ବରିଷ୍ଠ ଆଇଏଏସ୍ ଅଫିସର ଗଗନ ଧଳ ଚାକିରିରୁ ଇସ୍ତଫା ଦେଇଛନ୍ତି। ୧୯୮୫ ବ୍ୟାଚ୍ର ଏହି ଅଫିସର ରାଜ୍ୟ ସରକାରଙ୍କୁ ଏ ନେଇ ଅବଗତ କରାଇଛନ୍ତି। ସେ କୃଷି ଉତ୍ପାଦନ କମିଶନର ଭାବେ କାର୍ଯ୍ୟ କରୁଥିଲେ। ୨୦୨୦ ଜାନୁଆରୀରେ ସେ ଅବସର…
ବନ୍ଦ ହେଲା ହୀରାକୁଦ ଡ୍ୟାମ୍ର ୧୦ଟି ଗେଟ୍
ସମ୍ବଲପୁର,୧୬।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ୧୦ଟି ଗେଟ୍ ଶୁକ୍ରବାର ବନ୍ଦ କରିଦିଆଯାଇଛି। ଏବେ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଗୁରୁବାର ପ୍ରଥମେ ଡ୍ୟାମ୍ର ୨ଟି ଗେଟ୍ ଖୋଲାଯାଇଥିବା ବେଳେ ପରେ ପର୍ଯ୍ୟାୟ କ୍ରମେ…
Archives


