ପାଣି ଭାବି ଏସିଡ୍ ପିଇଦେଲେ ଛାତ୍ର: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ଡେରାବିଶ,୧୬।୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ଚାନ୍ଦେଳ ପଞ୍ଚାୟତ ପନାପଡ଼ା ଗ୍ରାମର ଜଣେ ଛାତ୍ରଙ୍କର ଶୁକ୍ରବାର ଏସିଡ୍ ପିଇ ମୃତ୍ୟୁ ଘଟିଛି। ସେ ହେଲେ ଗୁରୁଚରଣ ମଲିକଙ୍କ ପୁଅ ବାପୁଜୀ(୧୭)। ସୂଚନା ଅନୁଯାୟୀ, ଗତ କିଛି ଦିନ ହେବ ବାପୁଜୀ…
ଟଳିଳା ବନ୍ୟା ସମ୍ଭାବନା: ସଚିବ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସମ୍ଭାବନା ନାହିଁ। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଜଳ ସମ୍ପଦ ସଚିବ ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି। ତାଙ୍କ ସୂଚନା ମୁତାବକ, ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ବର୍ଷା ପରିମାଣ କମ ରହିଛି। ଫଳରେ…
ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକ ପ୍ରଦାନ
ଭୁବନେଶ୍ୱର, ୧୫।୮(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ ଓ କାରାଗାର ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ୭୩ତମ ସ୍ବାଧୀନତା ଦିବସ ଅବସରରେ ପଦକ ପ୍ରଦାନ କରାଯାଇଛି। ଗୁରୁବାର ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ…
ଉଦ୍ଘାଟିତ ହେଲା ଖାରବେଳ ଭବନ
ଭୁବନେଶ୍ୱର, ୧୫।୮(ବ୍ୟୁରୋ.): ଭୁବନେଶ୍ୱରରେ ଖାରବେଳ ଭବନ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଛନ୍ତି। ଖାରବେଳ ଭବନରେ କାର୍ଯ୍ୟ କରିବ ପ୍ରମୁଖ ୧୧ଟି ବିଭାଗର କାର୍ଯ୍ୟାଳୟ। ଏହାର ନିର୍ମାଣ ପାଇଁ ୧୨୮ କୋଟି…
କ୍ରିଶନ କୁମାର ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ ଅଫିସ, ୧୫।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ରାଜ୍ୟ ସରକାର କ୍ରିଶନ କୁମାରଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୧୯ ତାରିଖରୁ ସେ ଏହି ଅତିରିକ୍ତ ଦାୟିତ୍ୱ ପ୍ରତିପାଦନ କରିବେ। କିଛି ଦିନ ତଳେ କ୍ରିଶନ କୁମାରଙ୍କୁ ପୂର୍ତ୍ତ ବିଭାଗ ସଚିବ…
ମହଙ୍ଗା ପଡ଼ିଲା ଏସ୍ଟିଏଫ୍ ନୋଟିସ୍ : ମେରିଟୋରିୟସ ପଦକ ହରାଇଲେ ଆଇଆଇସି
ଖୋର୍ଦ୍ଧା ଅଫିସ,୧୫।୮: ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱର ସୂଚନା ଭବନଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପୋଲିସ ପଦକ ଦେବାକୁ ଥିତ୍ବାବେଳେ ୩୮ଜଣଙ୍କୁ ପ୍ରଧାନ କରାଯାଇଥିବା ଜଣାପଡ଼ିଛି। ବାଦ୍ ପଡ଼ିଥିବା…
ହାରାକୁଦର ୧୬ଟି ଗେଟ୍ ଖୋଲିଲା
ସମ୍ବଲପୁର, ୧୫।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଗୁରୁବାର ଖୋଲାଯାଇଛି। ୨ଟା ସୁଦ୍ଧା ୧୬ଟି ଗେଟ ଦେଇ ୨ ଲକ୍ଷ ୫୦ ହଜାର କ୍ୟୁସେକ ବନ୍ୟା ଜଳ ନିଷ୍କାସନ କରାଯାଇଛି। ଗେଟ୍ ଖୋଲା ଯିବାପରେ ତଳମୁଣ୍ଡରେ କୌଣସି ବନ୍ୟା ପରିସ୍ଥିତି ଉପୁଜିବ…
୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍
ସମ୍ବଲପୁର, ୧୫।୮(ବ୍ୟୁରୋ): ଗୁରୁବାର ୧୨ଟା ସୁଦ୍ଧା ହୀରାକୁଦ ଡ୍ୟାମର ୯ଟି ଗେଟ୍ ଖୋଲାଯାଇଛି। ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଗୁରୁବାର ୧୬ଟି ଗେଟ ଖୋଲାଯାଇ ମହାନଦୀକୁ ବନ୍ୟାଜଳ ଛଡ଼ାଯାଇଛି। ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପୂର୍ବାହ୍ନ…
ଅସିତ୍ ତ୍ରିପାଠୀ ହେଲେ ରାଜ୍ୟ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ଆଦିତ୍ୟ ପ୍ରସାଦ ପାଢୀଙ୍କୁ ନୂଆ ଦାୟିତ୍ୱ ମିଳିବା ପରେ ଅସିତ୍ ତ୍ରିପାଠୀ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ୧୯୮୬ ବ୍ୟାଚର ଆଇଏଏସ ଅଫିସର ଅସିତ ତ୍ରିପାଠୀ ଏବେ…
ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ମହାସମାରୋହ ପାଳନ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବର ଆୟୋଜନ କରାଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିବାଦନ ଗ୍ରହଣ…
ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୫।୮(ବ୍ୟୁରୋ): ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରି ଦେଶ ପାଇଁ ସେମାନଙ୍କ ତ୍ୟାଗ, ବଳିଦାନକୁ ଆଦୌ…
ସ୍ମରଣୀୟ ୭୩
୭୩ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଦେଶ ହାସଲ କରିଥିବା ୭୩ଟି ଉଲ୍ଲେଖନୀୟ ଘଟଣା ସମ୍ପର୍କରେ…. ସ୍ବାଧୀନତା ପ୍ରାପ୍ତିର ଏକ ବର୍ଷ ପରେ ଅର୍ଥାତ ୧୯୪୮ରେ ଭାରତୀୟ ପୁରୁଷ ହକି ଟିମ୍ ଲଣ୍ଡନ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜୟୀ। ୧୯୫୦ ମସିହା…
Archives


