ରାଜ୍ୟ

ନଦୀକୂଳରେ ୨ ବିଶାଳକାୟ କୁମ୍ଭୀର, ଲୋକେ ଛାନିଆ

ବଲାଙ୍ଗୀର,୨୫ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଟିଟିଲାଗଡ଼ର ଉନ୍ଦେର ନଦୀକୂଳରେ ୨ଟି କୁମ୍ଭୀର ଦେଖି ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ସୁଗନାଭଟା ଓ ସିଲୁଆ ଗାଁ ମଝି ନିକଟ ନଦୀକୂଳରେ ଏହି ୨ଟି କୁମ୍ଭୀର ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ। ଏହା ପରେ…

ଭିବ୍‌ଗ୍ୟୋର ଚିଟ୍‌ଫଣ୍ଡ ଓଡ଼ିଶା ମୁଖ୍ୟଙ୍କୁ ୧୦ବର୍ଷ ଜେଲ

ଭୁବନେଶ୍ୱର,୨୫ା୯(ସତ୍ୟଜିତ୍‌ ରାଉତ): ବହୁଗୁଣ ଲାଭ ଦେବା ଆଳରେ ଜମାକାରୀଙ୍କଠାରୁ ୧୪ କୋଟି ଟଙ୍କା ଠକେଇ ମାମଲାରେ ‘ଭିବ୍‌ଗ୍ୟୋର ଆଲାଏଡ ଇନ୍‌ଫ୍ରାଷ୍ଟ୍ରକ୍ଚର ପ୍ରାଇଭେଟ୍‌ ଲିମିଟେଡ’ ସଂସ୍ଥାର ଓଡ଼ିଶା ମୁଖ୍ୟ ପବିତ୍ର କୁମାର ସାହୁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତାଙ୍କୁ ୧୦ ବର୍ଷ ଜେଲଦଣ୍ଡ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ: ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୫।୯: ଭିଜିଲାନ୍ସ ଜାଲରେ ଭୁବନେଶ୍ବର TPCODL ସର୍କଲ-୧ର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟଙ୍କୁ ମାଡ଼ିବସିଛି ଭିଜିଲାନ୍ସ। ୨୦ ହଜାର ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ତୁଷାରକାନ୍ତ ଯାଞ୍ଚ ରିପୋର୍ଟ ସପକ୍ଷରେ ଦେବା ପାଇଁ ଠିକାଦାରଙ୍କ ଠାରୁ ଲାଞ୍ଚ…

ଓଡ଼ିଶାରେ ୧ ଲକ୍ଷ କୋଟିର ପୁଞ୍ଜି ନିବେଶ ଆଶା

ଭୁବନେଶ୍ୱର,୨୫।୯(ଅନୁରାଧା ମହାରଣା): ଭାରତ ସାମୁଦ୍ରିକ ସପ୍ତାହ-୨୦୨୫(ଆଇଏମ୍‌ଡବ୍ଲ୍ୟୁ) ପାଳନର ଅବ୍ୟବହିତ ପୂର୍ବରୁ ଭୁବନେଶ୍ୱରଠାରେ ପାରାଦୀପ ବନ୍ଦର ପକ୍ଷରୁ ଏକ ରୋଡ୍‌-ଶୋ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ‘ଭୁବନେଶ୍ୱରରେ ଇଣ୍ଡିଆନ ମେରିଟାଇମ୍‌ ସେକ୍ଟରର ପରିବର୍ତ୍ତନକୁ ନାଭିଗେଟ୍‌ କରିବା: ଭଲ୍ୟୁମ୍‌ରୁ ଭିଜନକୁ’ ଶୀର୍ଷକ ଏହି କାର୍ଯ୍ୟକ୍ରମରେ ଶିଳ୍ପ…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି! ୨୭ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର,୨୫।୯(ଅନୁରାଧା ମହାରଣା): ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇଦିନ ହେଲା ବର୍ଷା ପରିମାଣ କମିଥିଲେ ମଧ୍ୟ ଗୁରୁବାରଠାରୁ ବଡ଼ ବର୍ଷାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାନୁସାରେ, ଗୁରୁବାର କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ବିରୋଧୀ ଆଲୋଚନାରେ ଭାଗନେବା ହିଁ ଗଣତନ୍ତ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୫।୯(ସୁନିତ୍‌ ମିଶ୍ର): ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ବିଲ୍‌ ୨୦୨୫ ବୁଧବାର ଗୃହରେ ପାରିତ ହୋଇଯାଇଛି। ଏହି ବିଲ୍‌ ୨ ଦିନ ପୂର୍ବରୁ ଗୃହରେ ଆଗତ କରାଯାଇଥିଲା। ଏହା ଉପରେ ଅପରାହ୍ନ ୪ଟା ପରେ ଗୃହରେ ବିସ୍ତୃତ…

ଦିନକ ଆଗରୁ ସରିଲା ବିଧାନସଭା

ଭୁବନେଶ୍ୱର, ୨୫।୯(ସୁନିତ୍‌ ମିଶ୍ର): ବିଧାନସଭା ମୌସୁମୀ ଅଧିବେଶନକୁ ବୁଧବାର ଅନିର୍ଦ୍ଦିିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଗତ ୧୮ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା। ହେଲେ ଗୃହର ଆଉ କୌଣସି ବିଜ୍‌ନେସ୍‌…

ବୀରମହାରାଜପୁରରେ ମାଇନ୍ସ ବିଭାଗର ଚଢ଼ାଉ, ୧୫ ଶହ ଟନର ଧଳା ପଥର ଜବତ

ଅମରପାଲି,୨୫।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ଧଳା ପଥର ଖଣି ରେ ଗତ ତିନି ଦିନ ହେଲା ମାଇନ୍ସ ବିଭାଗର ବଡ଼ ଧରଣର ଚଢ଼ାଉ ହେଉଛି। ବୁଧୁବାର ସଂଧ୍ୟା ପର୍ଯ୍ୟନ୍ତ ପ୍ରାୟ ୧୫ ଶହ…

ଶ୍ରୀମୟୀଙ୍କୁ ନେଇ ବ୍ୟସ୍ତ ହୋଇପଡ଼ିଛି ବିଜେଡି

ଭୁବନେଶ୍ୱର, ୨୫।୯(ସୁନିତ୍‌ ମିଶ୍ର): ଶ୍ରୀମୟୀଙ୍କୁ ବିଜେଡିରୁ ନିଲମ୍ବନ କରାଯିବା ପରେ ଏହି ଘଟଣାକୁ ନେଇ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ଶ୍ରୀମୟୀଙ୍କ ଭୁଲ୍‌ ଦର୍ଶାଇବାକୁ ଯାଇ ଦଳର କେତେଜଣ ନେତାଙ୍କ ପକ୍ଷରୁ ଟାର୍ଗେଟ କରାଯାଉଛି। ନିର୍ବାଚନ ପରେ ସେ ଦଳରେ ଥିଲେ…

ସିଏଜି: ଆଇଟିଡିଏରେ ୧୪୮.୭୫ କୋଟିର ବେଆଇନ କାରବାର

ଭୁବନେଶ୍ୱର,୨୫ା୯ (ରବିନାରାୟଣ ଜେନା): ରାଜ୍ୟରେ ଆଦିବାସୀଙ୍କ କଲ୍ୟାଣ ନାମରେ ବହୁ କୋଟି ଟଙ୍କାର ସରକାରୀ ଅର୍ଥ ଅପବ୍ୟବହାର ହୋଇଛି। କେଉଁଠି ସରକାରୀ ଅର୍ଥରେ ଯନ୍ତ୍ରୀମାନେ ମୋବାଇଲ ରିଚାର୍ଜ କରିଛନ୍ତିି ତ’ ଆଉ କେଉଁଠି ଏଟିଏମ୍‌ ଉଠାଣ, ୟୁପିଆଇ କାରବାର ଓ ବୀମା…

ବାଇକ୍‌ରେ ଯିବା ବେଳେ ମାଡ଼ିଗଲା ହାଇଓ୍ବା: ଛଟପଟ ହୋଇ ଚାଲିଗଲା ୩ ଜୀବନ

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ୩୨୬ ନଂ.ଜାତୀୟ ରାଜପଥର ମହାନଳା ଗ୍ରାମ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ନିକଟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ରାତି ପ୍ରାୟ ୮ ଟାରେ ଏକ ହାଇୱା ଟ୍ରକ…

ଢେଙ୍କାନାଳରେ ଗଜଲକ୍ଷ୍ମୀ ପୂଜା ପାଇଁ ୩୮ଟି ପୂଜା ମଣ୍ଡପକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା

ଢେଙ୍କାନାଳ,୨୪।୯: ଓଡ଼ିଶା ସରକାର ଢେଙ୍କାନାଳର ଗଜଲକ୍ଷ୍ମୀ ପୂଜା ପାଇଁ ୩୮ଟି ପୂଜା ମଣ୍ଡପକୁ ପ୍ରତ୍ୟେକ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ମୋଟ ୧୯ ଲକ୍ଷ ଟଙ୍କା ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri