ରାଜ୍ୟ

ଶ୍ରୀଲିଙ୍ଗରାଜ ମନ୍ଦିରରେ ପଶିଲା କୁକୁର: ନୀତି ବିଳମ୍ବ ନେଇ ନିଜକୁ ଦାୟୀ କଲା ଏଏସ୍‌ଆଇ

ପୁରୁଣା ଭୁବନେଶ୍ୱର, ୨୮।୯(ଡି.ଏନ.ଏ.): ଶୁକ୍ରବାର ଶ୍ରୀଲିଙ୍ଗରାଜ ମନ୍ଦିରକୁ କୁକୁର ପଶି ଆସିବା ନେଇ ଠାକୁରଙ୍କ ନୀତିରେ ବିଳମ୍ବ ହୋଇଥିଲା। ଏହି ଘଟଣାରେ ଏଏସ୍‌ଆଇ ନିଜକୁ ଦାୟୀ କରିଛି। ଖବର ମୁତାବକ, ଦିନ ୧୦ଟା ୧୦ରେ ଶ୍ରୀଜୀଉଙ୍କ ମାଘସ୍ନାନ ପାଇଁ ପ୍ରସ୍ତୁତି ଚାଲିଥିଲା।…

ଏରସମା ଫାଶୀ ଦଣ୍ଡାଦେଶ ମାମଲା: ନଥିପତ୍ର ଦାଖଲ କରିବାକୁ ଆବେଦନକାରୀଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୨୮।୯: ଜଗତସିଂହପୁର ଜିଲା ଏରସମା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାର ଅଭିଯୁକ୍ତ ଲବ ମାନ୍ନା ଓରଫ କାଳିଆଙ୍କୁ ଜଗତସିଂହପୁର ଅତିରିକ୍ତ ଜିଲା ଦୌରାଜଜ୍‌ ଗତ ୧୦ତାରିଖରେ ଫାଶୀ ଦଣ୍ଡାଦେଶରେ ଦଣ୍ଡିତ କରିଥିଲେ। ନିମ୍ନ ଅଦାଲତଙ୍କ…

ଓ୍ବାଟର ପ୍ୟୁରିଫାୟର ଦେବା ଆଳରେ ଦେଢ଼ କୋଟି ଠକେଇ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ହରିୟାଣାର ଏକ ସଂସ୍ଥା ଓ୍ବାଟର ପ୍ୟୁରିଫାୟର ଯୋଗାଇବା ଆଳରେ ପ୍ରାୟ ଦେଢ କୋଟି ଟଙ୍କା ଠକିନେଇ ଫେରାର ହୋଇଯାଇଛି। ପ୍ରାୟ ୩୨୭ ଜଣ ବ୍ୟକ୍ତି ଏହି ଠକାମିର ଶିକାର ହୋଇ ଶୁକ୍ରବାର କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ଇଓଡବ୍ଲ୍ୟୁରେ ଅଭିଯୋଗ…

ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ଅକ୍ଟୋବର ୨ରେ ବଡ଼ଦାଣ୍ଡରେ ଶୋଭାଯାତ୍ରା

ପୁରୀ ଅଫିସ, ୨୮।୯:  ପୁରୀ ସହରକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହି ଅଭିଯାନକୁ ଆସନ୍ତା ଅକ୍ଟୋବର ୨ ତାରିଖରୁ ଆହୁରି ଜୋର୍‌ଦାର କରାଯିବ। ଏ ସଂକ୍ରାନ୍ତରେ ଏକ ବୈଠକ ଜିଲାପାଳ ବଲୱନ୍ତ ସିଂଙ୍କ…

ତପନ ମିଶ୍ରଙ୍କୁ ରାଷ୍ଟ୍ରୀୟ ପର୍ଯ୍ୟଟନ ପୁରସ୍କାର

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଦେଶର ପର୍ଯ୍ୟଟନ ଶିଳ୍ପକୁ ସର୍ବକାଳୀନ ଅବଦାନ ପାଇଁ  ଜଗତସିଂହପୁର ଜିଲା ନାରଦୀୟା ଗ୍ରାମରେ ଜନ୍ମିତ ତପନ କୁମାର ମିଶ୍ରଙ୍କୁ ୨୦୧୮ ମସିହା ପାଇଁ ରାଷ୍ଟ୍ରୀୟ ପର୍ଯ୍ୟଟନ ପୁରସ୍କାର ପ୍ରଦାନ କରାଯାଇଛି। କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟର ଜଣେ ସ୍ବୀକୃତିପ୍ରାପ୍ତ ଟୁରିଷ୍ଟ…

ଓଡ଼ିଶା ପର୍ଯ୍ୟଟନ ପକ୍ଷରୁ ବିଶ୍ୱ ପର୍ଯ୍ୟଟନ ଦିବସ: ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ଗୁରୁତ୍ୱ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ପର୍ଯ୍ୟଟନ ଶିଳ୍ପ କ୍ଷେତ୍ରରେ ନିଯୁକ୍ତିର ବିପୁଳ ସୁଯୋଗ ରହିଛି। ଟୁରିଜମ୍‌ ଓ ଟ୍ରାଭେଲ ଇଣ୍ଡଷ୍ଟ୍ରିରୁ ହୋଟେଲ ଏବଂ ଆମ୍ୟୁଜମେଣ୍ଟ୍‌ ଇଣ୍ଡଷ୍ଟ୍ରି ପର୍ଯ୍ୟନ୍ତ, ସବୁକ୍ଷେତ୍ରରେ ଯୁବପିଢିଙ୍କ ପାଇଁ ରହିଛି ବ୍ୟାପକ ସୁଯୋଗ। ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ବିକାଶ କରି ଅଧିକରୁ…

ଭାରତୀୟ ବୃତ୍ତଚିତ୍ର ଉସତ୍ବ ଉଦ୍‌ଘାଟିତ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଭାରତୀୟ ବୃତ୍ତଚିତ୍ର ଉସତ୍ବ ୨୦୧୯ (ଇଣ୍ଡିଆନ୍‌ ଡ଼କ୍ୟୁମେଣ୍ଟାରୀ ଫିଲ୍ମ ଫେଷ୍ଟିଭାଲ୍‌) ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ଏହା ୩ଦିନ ଚାଲିିବ। ଓଡ଼ିଶୀ ଗବେଷଣା କେନ୍ଦ୍ର ପ୍ରେକ୍ଷାଳୟରେ ଭୁବନେଶ୍ୱର ଫିଲ୍ମ ସୋସାଇଟି ଦ୍ୱାରା ଆୟୋଜିତ ଏହି ଉସତ୍ବରେ ଦେଶର ବିଭିନ୍ନ ପ୍ରାନ୍ତରୁ ବିଭିନ୍ନ…

ସରକାରୀ ହସ୍ପିଟାଲ, ଆର୍‌ଟିଓ କାର୍ଯ୍ୟାଳୟରେ ଚଢାଉ: ଦିନକରେ ୭୧ ଦଲାଲ ଗିରଫ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରୋଗୀଙ୍କୁ ଭୁଆଁ ବୁଲାଇ ବିଭିନ୍ନ ଘରୋଇ ହସ୍ପିଟାଲକୁ ପଠାଇ ମୋଟା ଅଙ୍କର ଟଙ୍କା ଲୁଟୁଥିଲେ ଦଲାଲ। ସେହିପରି ବିଭିନ୍ନ ପରିବହନ କାର୍ଯ୍ୟାଳୟରେ ଦଲାଲଙ୍କ ଦ୍ୱାରା ଅନେକ ବ୍ୟକ୍ତି ଠକେଇର ଶୀକାର ହେଉଥିଲେ। ଏ ନେଇ ଅଭିଯୋଗ ବଢିବା ପରେ ସରକାରୀ…

୬୭ତମ ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

କଟକ ଅଫିସ,୨୮।୯: ବୃତ୍ତିଗତ ପ୍ରତିଯୋଗିତା ଦକ୍ଷତା ବୃଦ୍ଧି କରିଥାଏ। ପୋଲିସ ବିଭାଗର ବିଭିନ୍ନ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ଦକ୍ଷତା ବୃଦ୍ଧି ନିମନ୍ତେ ଏଭଳି ପ୍ରତିଯୋଗିତା ଆୟୋଜନ କରାଯାଉଛି ବୋଲି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର…

ବିଏମ୍‌ସି ହାତକୁ ଗଲା କୋଚିଲେଇ ହାଟ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଚଳିତବର୍ଷ ତା’ର ରାଜସ୍ବ ବଢାଇବା ଉଦ୍ୟମ ଜାରି ରଖିଛି। ଏହି ମର୍ମରେ ରସୁଲଗଡ଼ ଛକ ନିକଟରେ ଥିବା ଦୀର୍ଘ ୨୩ ବର୍ଷର କୋଚିଲେଇ ହାଟକୁ ନିଜ ଦାୟିତ୍ୱକୁ ନେଇଛି। ଏକ ସ୍ବତନ୍ତ୍ର ସରକାରୀ…

ମଧୁସୂଦନପୁର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ୪ ବଖରା ସହିତ ଜଳିଗଲେ ୪ ଗୋରୁ

ବିିଞ୍ଝାରପୁର,୨୮।୯(ଡି.ଏନ.ଏ): ବିଞ୍ଝାରପୁର ଥାନା ମଧୁସୂଦନପୁର ଗ୍ରାମର ରଥସାହିଠାରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଜଣାପଡି ନ ଥିବାବେଳେ ଏଥିରେ ଦୁଇ ପରିବାରର ୪ବଖରା ସହିତ ୨ଟି ଗାଈ, ୨ ବାଛୁରୀ, ୪ ବାଇକ୍‌ ଓ ସ୍କୁଟି,…

କମୁନି ଝିଅବୋହୂଙ୍କୁ ଶାରିରୀକ ନିର୍ଯାତନା: ପ୍ରହସନ ପାଲଟିଛି ଆତ୍ମରକ୍ଷା କୌଶଳ ତାଲିମ

ଯାଜପୁର ଅଫିସ,୨୮।୯: ରାଜ୍ୟ ଯୁବ ନୀତି (ଷ୍ଟେଟ ୟୁଥ୍‌ ପଲିସି)-୨୦୧୩ ଅନୁଯାୟୀ କଲେଜ ଛାତ୍ରୀଙ୍କୁ ଆମତ୍ରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ପ୍ରଣୀତ ହୋଇଛି। ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନା ଯାଜପୁର ଜିଲାରେ ପ୍ରହସନ ପାଲଟିଛି । ଜିଲାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri