ରାଜ୍ୟ

ଆଖଣ୍ଡେଳଶ୍ୱର ମହାଦେବଙ୍କ ମନ୍ଦିର ବେଢ଼ାରେ ଆଶ୍ଚର୍ଯ୍ୟଜନିତ ଘଟଣା: କୂଅ ଓ ପୋଖରୀରେ ଭାସୁଛି ୫କେଜିର ପଥର

ନିମାପଡ଼ା,୧୩ା୮(ଡି.ଏନ୍‌.ଏ.)- ନିମାପଡ଼ା ବ୍ଲକ ଅନ୍ତର୍ଗତ ଡମ୍ପାଳୋ ଗ୍ରାମପଞ୍ଚାୟତର ଆଶାପୂରଣ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନିତ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଆରାଧ୍ୟ ଦେବତା ପ୍ରଭୁ ଆଖଣ୍ଡେଳଶ୍ୱର ମହାଦେବଙ୍କ ମନ୍ଦିର ବେଢ଼ାରେ ଥିବା ଏକ କୂଅରେ ପ୍ରାୟ ୫କେଜିର ଓଜନର ଏକ ସିମେଣ୍ଟ ପଥର…

ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ବଡ଼ଦେଉଳ, ପରିଚୟପତ୍ରକୁ ଗୁରୁତ୍ୱ ଦେଉନି ପ୍ରଶାସନ

ପୁରୀ ଅଫିସ, ୧୩ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥକ୍ଷେତ୍ର ହେଉଛି ପୁରୀ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା ଲାଗି ପ୍ରତ୍ୟେହ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ଆସିଥାନ୍ତି। ଏଥିଲାଗି ପୁରୀ ଆତଙ୍କବାଦୀଙ୍କ ଟାର୍ଗେଟରେ…

୬ ଫୁଟର ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ

ପୁରୀ ଅଫିସ, ୧୩ାା୮: ଚନ୍ଦନପୁର ଥାନା ଅନ୍ତର୍ଗତ ସେନାପଟିଆ ଅଞ୍ଚଳରୁ ମଙ୍ଗଳବାର ସକାଳେ ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ଏହି ସାପର ଲମ୍ବ ପ୍ରାୟ ୬ ଫୁଟ ରହିଛି। ଗାଁ ଲୋକେ ସାପଟିକୁ ଦେଖି ପ୍ରଥମେ ସ୍ନେକ ହେଲ୍‌ପ ଲାଇନକୁ…

ମୁନିଗୁଡ଼ାକୁ ଏନ୍‌ଏସି ମାନ୍ୟତା, ସବଟ୍ରେଜେରୀ, ବାଇପାସ୍‌ ରାସ୍ତା ନିର୍ମାଣ ଦାବି: ଏମ୍‌ପିଙ୍କୁ ଦାବିପତ୍ର

ମୁନିଗୁଡ଼ା,୧୩ା୮(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ମୁନିଗୁଡ଼ା ବିକାଶ ପରିଷଦ ତରଫରୁ ୩ ଦଫା ସମ୍ବଳିତ ଏକ ଦାବିପତ୍ର କୋରାକୁଟ ଏମ୍‌ପି ସପ୍ତଗିରି ଉଲ୍ଲାକଙ୍କୁ ପ୍ରଦାନ କରାଯାଇଛି ।  ମୁନିଗୁଡ଼ା ବିକାଶ ପରିଷଦ ସମ୍ପାଦକ ସୁଧାକର ମହାରଣାଙ୍କ ନେତୃତ୍ୱରେ ଅନ୍ୟ ସଦସ୍ୟମାନେ ସ୍ଥାନୀୟ ପୂର୍ତ୍ତ…

ବାଉରୀଯୋର ପୋଲ ଉପରେ ୭ଫୁଟ ପାଣି: ବୀରମହାରାଜପୁରରୁ ରେଢ଼ାଖୋଲ, ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୧୩।୮(ଡି.ଏନ.ଏ.): ବୀରମହାରାଜପୁର-ରେଢ଼ାଖୋଲ ରାସ୍ତାର ପିତାମହୁଲ ନିକଟ ବାଉରୀଯୋର ପୋଲ ଉପରେ ପ୍ରାୟ ୭ଫୁଟ ପାଣି ଜମି ପ୍ରବାହିତ ହେଉଥିବାରୁ ଉକ୍ତ ବାଟ ଦେଇ ଯାତାୟତ ବ୍ୟାହତ ହୋଇଛି। ଫଳରେ ବୀରମହାରାଜପୁରରୁ ରେଢ଼ାଖୋଲ ଓ ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି। ଉପରମୁଣ୍ଡରେ…

ମରୁଡ଼ି ଘୋଷଣା ଦାବିରେ ଗଣଆନ୍ଦୋଳନ

ବାଲିଆପାଳ,୧୩।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ସମେତ ବସ୍ତା, ଜଳେଶ୍ୱର, ଭୋଗରାଇ ବ୍ଲକ ଏବଂ ବାଲେଶ୍ୱର ଜିଲାକୁ ମରୁଡି ଅଞ୍ଚଳ ଘୋଷଣା ଦାବିରେ ଚାଷୀ ଏକତା ମଞ୍ଚ ଏବଂ ସୂଚନା ଅଧିକାର ସଂଘ ପକ୍ଷରୁ ବାଲିଆପାଳ ତହସିଲ ସମ୍ମୁଖରେ ଗଣଆନ୍ଦୋଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ…

ବନ୍ୟା ଘେରରେ ବଲାଙ୍ଗୀର ସହର: ୧ ହଜାର ଲୋକ ସ୍ଥାନାନ୍ତରିତ; ତଦାରଖ କରୁଛନ୍ତି ଜିଲାପାଳ, ଏସ୍‌ପି

ବଲାଙ୍ଗୀର ଅଫିସ, ୧୩।୮: ଲଗାଣ ବର୍ଷାରେ ବଲାଙ୍ଗୀର ସହର ଉବୁଟୁବୁ ହେଉଛି । ବନ୍ୟା ଜଳରେ ସମଗ୍ର ସହର ଭାସମାନ ଅବସ୍ଥାରେ। ପରିସ୍ଥିତି ଅନୁଧ୍ୟାନକରି ଜିଲାପାଳ ଅରିନ୍ଦମ ଡାକୁଆ ଜରୁରୀ ବୈଠକ ଡାକିଛନ୍ତି। ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ଡିଆର୍‌ଡିଏ ପିଡି…

ଆସନ୍ତା ୨୭ ପର୍ଯ୍ୟନ୍ତ ବଢ଼ିଲା କାଳିଆ ଯାଞ୍ଚ ଅବଧି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କାଳିଆ ଯୋଜନା ପାଇଁ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ଅବଧି ବୃଦ୍ଧି ପାଇଛି। ବୁଧବାର ଏହି ଯାଞ୍ଚର ଶେଷ ତାରିଖ ଥିବାବେଳେ ଏହାକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କାଳିଆ ଯୋଜନାର ସମୀକ୍ଷା ପରେ…

ବଢ଼ୁଛି ହୀରାକୁଦ ଜଳସ୍ତର, ବୁଧବାର ନିଷ୍କାସନ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ୨ ଦିନ ଧରି ଲଗାଣ ବର୍ଷା କାରଣରୁ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଛି। ହୀରାକୁଦ ଡ୍ୟାମ୍‌କୁ ବନ୍ୟା ଜଳ ଅଧିକ ମାତ୍ରାରେ ପ୍ରବେଶ କରୁଛି। ତେଣୁ ବୁଧବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ। ହୀରାକୁଦ ଜଳଭଣ୍ଡାରର…

ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ନିଷ୍ପତ୍ତି: ଇଂରାଜୀ, ଗଣିତ, ବିଜ୍ଞାନକୁ ଗୁରୁତ୍ୱ; ୪୫ ମିନିଟ ପରିବର୍ତ୍ତେ ଏଣିକି ଦେଢ଼ ଘଣ୍ଟା ପଢ଼ାଯିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଏକ ନୂଆ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁଯାୟୀ, ସ୍କୁଲରେ ଇଂରାଜୀ, ଗଣିତ ଓ ବିଜ୍ଞାନ ବିଷୟକୁ ଅଧିକ ସମୟ ପଢ଼ାଯିବ। ପ୍ରତି ବିଷୟକୁ ୪୫…

ଟ୍ରାକ୍‌ରେ ପାଣି: ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌ ବାତିଲ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହେଉଛି। ଟ୍ରେନ୍‌ ଲାଇନ୍‌ରେ ପାଣି ଚାଲିବାରୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ମଙ୍ଗଳବାର ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌କୁ ବାତିଲ କରାଯାଇଛି। ସମ୍ବଲପୁର ଓ ଟିଟିଲାଗଡ଼ ମଧ୍ୟରେ ଟ୍ରାକ୍‌ରେ ପାଣି…

କାହିଁକି ଏତେ ଦାୟିତ୍ୱହୀନତା? ଜୀବନ ନେଇଯିବ ବିପଜ୍ଜନକ ଖୁଣ୍ଟ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ବାତ୍ୟା ଫନୀରେ ରାଜଧାନୀରେ ଶହ ଶହ ବିଦ୍ୟୁତ୍‌, ଟେଲିଫୋନ୍‌ ଓ କେବୁଲ ଖୁଣ୍ଟ ଭାଙ୍ଗିପଡିଥିବାବେଳେ ଆଉକିଛି ନଇଁଯାଇ ଝୁଲି ରହିଥିଲା। ବିଦ୍ୟୁତ୍‌ କର୍ମଚାରୀମାନେ ତରବରିଆ ଭାବେ ମରାମତି କରି ବିଦ୍ୟୁତ୍‌ ସଂଯୋଗଦେଇଥିଲେ। କେତେକ ସ୍ଥାନରେ ଅସ୍ଥାୟୀ ଭାବେ ମରାମତି କରାଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri