ରାଜ୍ୟ

ଜୁନାଗଡ଼ ଗଣବଳାତ୍କାର ମାମଲାରେ ବିଜେଡି ନେତାଙ୍କ ଲିଙ୍କ ଅଭିଯୋଗ ଭିତ୍ତିହୀନ: ଦିବ୍ୟଶଙ୍କର

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଜୁନାଗଡ଼ ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ବିଜେଡି ନେତାଙ୍କ ଲିଙ୍କ ଅଭିଯୋଗକୁ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଖଣ୍ଡନ କରିଛନ୍ତି। ଭାଜପା ପକ୍ଷରୁ କରାଯାଇଥିବା ଅଭିଯୋଗ ଭିତ୍ତିହୀନ। ଘଟଣାକୁ ରାଜନୀତିକରଣ କରାନଯାଉ। ଏହା ଏକ ସମ୍ବେଦନଶୀଳ ଘଟଣା। ପୋଲିସ…

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭।୯(ବ୍ୟୁରେ): ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀରୁ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନ ‘ରାଜକମଲ’ରେ ଭୁବନେଶ୍ୱରର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରାଷ୍ଟ୍ରପତି କୋବିନ୍ଦ ସସ୍ତ୍ରୀକ ପହଞ୍ଚିଥିଲେ। ସେଠାରେ  ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ…

ବିଜେପୁର ଉପନିର୍ବାଚନରେ ଟଙ୍କା ଖର୍ଚ୍ଚ କରିବୁ ନାହିଁ, ଲୋକମତ ସଂଗ୍ରହ କରିବୁ: ନିରଞ୍ଜନ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ। ଏଥିରେ ଟଙ୍କା ଖର୍ଚ୍ଚ କରିବୁ ନାହିଁ। କେବଳ ଲୋକମତ ସଂଗ୍ରହ କରିବୁ। ନିରାଡ଼ମ୍ବରରେ ନାମାଙ୍କନ ଦାଖଲ କରିବୁ। ବିଜେଡି ଏବଂ ଭାଜପା ସହ ପଟୁଆରରେ ପ୍ରତିଯୋଗିତା କରିବୁ ନାହିଁ ବୋଲି ଶୁକ୍ରବାର ପିସିସି ସଭାପତି…

ଜୁନାଗଡ଼ ଗଣବଳାତ୍କାର ଘଟଣା: ବିଜେଡି ନେତାଙ୍କ ଲିଙ୍କ୍‌ ଥିବା ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର, ୨୭।୯(ବ୍ୟୁରୋ): କଳାହାଣ୍ଡି ଜିଲା ଜୁନାଗଡ଼ ଗଣବଳାତ୍କାର ଘଟଣା ନୂଆ ମୋଡ଼ ନେଇଛି। ବିଜେଡି ନେତାଙ୍କ ଡ୍ରାଇଭର ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ। ପୀଡ଼ିତାଙ୍କ ବୟାନକୁ ଭିତ୍ତିକରି ଏଭଳି ସଂଗୀନ ଅଭିଯୋଗ ଆଣିଛି ଭାଜପା। ଏହି ଘଟଣାରେ ବିଜେଡି ନେତାଙ୍କ ଲିଙ୍କ୍‌…

ଡ୍ରାଇଭର ଲଳିନ୍ଦ୍ରଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ, ନହେଲେ ଆତ୍ମହତ୍ୟା କରିବି: ଜୁନାଗଡ଼ ପୀଡ଼ିତା

ଜୁନାଗଡ଼,୨୭।୯(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ପୀଡ଼ିତା ଗୁରୁବାର ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏକ ୱେବ୍‌ ଚ୍ୟାନେଲକୁ ସାକ୍ଷାତକାର ଦେଇ ସେ କହିଛନ୍ତି, ଏହି ଘଟଣାରେ ତାଙ୍କୁ ବାଇକ୍‌ରେ ଲିପ୍ଟ ଦେଇଥିବା ବସ୍‌…

ଡକାୟତି ଯୋଜନା ପଣ୍ଡ କଲା ବ୍ରଜରାଜନଗର ପୋଲିସ: ୩ ଅଭିଯୁକ୍ତ ଗିରଫ, ୪ ଫେରାର

ଝାରସୁଗୁଡା ଅଫିସ/ଲଖନପୁର, ୨୭।୯(ଡି.ଏନ.ଏ.)-ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳରେ ଦିନକୁୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଅସାମାଜିକ ବ୍ୟକ୍ତିମାନେ ପୋଲିସକୁ ଚ୍ୟାଲେଞ୍ଜ କରି ଅଞ୍ଚଳରେ ନିଜର କାୟା ବିସ୍ତାର କରିଚାଲିଛନ୍ତି। ପୋଲିସ ମଧ୍ୟ ଏମାନଙ୍କ ଉପରେ କଡା ନଜର…

କାଳିଆଙ୍କ ଅବସ୍ଥା ଗୁରୁତର: ଭେଣ୍ଟିଲେଟରରେ ରଖାଯାଇ ଚାଲିଛି ଚିକିତ୍ସା

କଟକ ଅଫିସ, ୨୬।୯: କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ଯମଜ ଶିଶୁ ଜଗା କାଳିଆ। ଗୁରୁବାର କାଳିଆଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଶୁକ୍ରବାର ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ଜଣାପଡ଼ିଛି। ଏକ ବିଶେଷଜ୍ଞ…

୮ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ଭାବେ ପଦୋନ୍ନତି

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ରାଜ୍ୟର ୮ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପିଭାବେ ପଦୋନ୍ନତି ମିଳିଛି। ଷ୍ଟେଟ୍‌ ପୋଲିସ ଏଷ୍ଟାବ୍ଲିଶ୍‌ମେଣ୍ଟ ବୋର୍ଡର ଅନୁମୋଦନକ୍ରମେ ଡିଜିପି ବି.କେ. ଶର୍ମା ଏହି ପଦୋନ୍ନତି ଦେଇଛନ୍ତି। ଏଥିସହ ସେମାନଙ୍କୁ ନୂଆ ପଦରେ ଅବସ୍ଥାପିତ କରାଯାଇଛି। ନିମାପଡା ଏସ୍‌ଡିପିଓ ଶରତ କୁମାର…

ଉପକୂଳ ସୁରକ୍ଷାକୁ ଅଣଦେଖା

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଭୁବନେଶ୍ୱର ସମେତ ଦେଶର ୩୦ଟି ପ୍ରମୁଖ ସହର ଆତଙ୍କବାଦୀମାନଙ୍କ ଟାର୍ଗେଟ ଥିବା କେନ୍ଦ୍ର ଗୋଇନ୍ଦା ସଂସ୍ଥା ବୁଧବାର ସୂଚନା ଦେବା ପରେ ବିଭିନ୍ନ ସ୍ଥାନରେ ହାଇ ଆଲର୍ଟ ଜାରି ହୋଇଛି। ଭୁବନେଶ୍ୱରକୁ ଟାର୍ଗେଟରେ ଥିବା ନେଇ କୌଣସି ସୂଚନା…

୫ ଆଇଏଏସ୍‌ ଅଧିକାରୀ ଓଡ଼ିଶା ଫେରିବେ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ୨୦୧୭ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ସମସ୍ତ ଆଇଏଏସ୍‌ ଅଧିକାରୀ କେନ୍ଦ୍ରରୁ ରାଜ୍ୟକୁ ଆସିବେ। ଏହି ଅଧିକାରୀମାନେ ହେଉଛନ୍ତି- ସୋମେଶ କୁମାର ଉପାଧ୍ୟାୟ, ପି. ଅନ୍ବେଷା ରେଡ୍ଡୀ, ପାଟିଲ ଆଶିଷ ଈଶ୍ୱର, ଦିବାକର ଟିଏସ୍‌ ଏବଂ ହେମକାନ୍ତ ସେ। ଏହି ଅଧିକାରୀମାନେ…

ଝାରସୁଗୁଡ଼ାରେ ହେବ ରକ୍ତଶିକୁଳି ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୭ା୯(ବ୍ୟୁରୋ) :ମହାନଦୀ କୋଲ୍‌ ଫିଲ୍‌ଡ ଭଳି ମହାରତ୍ନ କମ୍ପାନୀ ପକ୍ଷରୁ କର୍ପୋରେଟ୍‌ ସାମାଜିକ ଦାୟିତ୍ୱ(ସିଏସ୍‌ଆର) ସ୍ବାସ୍ଥ୍ୟ କ୍ଷେତ୍ରରେ ବିନିଯୋଗ ହେଉଥିବା ପାଣ୍ଠି ସମ୍ପର୍କିତ ସମୀକ୍ଷା ବୈଠକ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଝାରସୁଗୁଡ଼ାରେ…

ସୁଶୀଲ ଲୋହାନି ପରବର୍ତ୍ତୀ ସିଇଓ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ବରିଷ୍ଠ ଆଇଏଏସ୍‌ ଅଧିକାରୀ ସୁଶୀଲ କୁମାର ଲୋହାନି ରାଜ୍ୟର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଭାବେ ଦାୟିତ୍ୱ ତୁଲାଇବେ। ସାଧାରଣ ନିର୍ବାଚନ ପରେ ସିଇଓ ସୁରେନ୍ଦ୍ର କୁମାର ଏହି ପଦବୀରୁ ଅବ୍ୟାହତି ନେବାକୁ ଚାହିଁଥିଲେ। ଏହା ପରେ ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri