ସୁନାରିତୋଟା ସାହି ରାସ୍ତାରେ ଆଣ୍ଠୁଏ ପାଣି
ପୁରୁଷୋତ୍ତମପୁର,୨୭ା୯(ଡି.ଏନ.ଏ.)- ପୁରୁଷୋତ୍ତମପୁର ଏନ୍ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଡ୍ରେନ ସଫେଇ, ନିର୍ମାଣ ଲାଗି ଦୀର୍ଘଦିନ ହେଲା ୱାର୍ଡନଂ.୯ ରଥସାହି, ସୁନାରିତୋଟାସାହିବାସୀ ଦାବି କରିଆସୁଥିଲେ ମଧ୍ୟ ଏନ୍ଏସି ପ୍ରଶାସନ ଦୃଷ୍ଟି ଦେଉନାହିଁ। ଫଳରେ ବର୍ତ୍ତମାନ ବର୍ଷା ପାଣି ନିଷ୍କାସନ ହୋଇ ନ…
ମୋ ସରକାର କାର୍ଯ୍ୟକ୍ରମ ପାଇଁ ସ୍ବତନ୍ତ୍ର ବୈଠକ
ଛତ୍ରପୁର,୨୭ା୯(ଡି.ଏନ.ଏ)- ଅକ୍ଟୋବର ୨ତାରିଖରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ ହେବ ା ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏଥିପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ ଏସ୍ପିଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା ା ଏଥିରେ ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର…
ସିଲ୍ଭର ଗାନ୍ଧୀଙ୍କୁ ସମ୍ବର୍ଦ୍ଧିତ କରିବେ ପ୍ରଧାନମନ୍ତ୍ରୀ
ଭଞ୍ଜନଗର,୨୭।୯(ଡି.ଏନ.ଏ)- ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ବିଶ୍ୱରେ ଶାନ୍ତି ଓ ପ୍ରଗତି ପାଇଁ ଅହିଂସାକୁ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବା ଲକ୍ଷ୍ୟନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଠାରେ ଜନସଚେତନତା ଓ ଦସ୍ତଖତ ଅଭିଯାନ ଗତ…
ରାଷ୍ଟ୍ରପତିଙ୍କ ବ୍ରହ୍ମପୁର ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ
ଗୋପାଳପୁର,୨୭ା୯- ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବ୍ରହ୍ମପୁର ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଶନିବାର ପରିବର୍ତ୍ତେ ଶୁକ୍ରବାର ଗୋପାଳପୁରରେ ଥିବା ଆର୍ମି ଏଡି କଲେଜରେ ରାଷ୍ଟ୍ରପତି ପହଞ୍ଚତ୍ବେ। ସ୍ବତନ୍ତ୍ର ବିମାନ ଯୋଗେ ସେ ନୂଆଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ସେଠାରୁ…
ହିଡ଼ରେ ଚାଲି ଯାଉଛନ୍ତି ସ୍କୁଲ
କେନ୍ଦୁଝର, ୨୭ା୯ (ସ୍ବ.ପ୍ର.)-ସଦର ବ୍ଲକ ଅନ୍ତର୍ଗତ ତେଲିଅର୍ଶଳା ଗ୍ରାମର ତାମୁଡିଆ (ତନ୍ତୀ) ସାହିକୁ ସବୁଦିନିଆ ରାସ୍ତା ନାହିଁ ା ସ୍ବାଧୀନତାର ଏତେ ବର୍ଷ ପରେ ମଧ୍ୟ ଏହି ସାହିର ଭାଗ୍ୟ ବଦଳୁ ନାହିଁ। ଏହି ଗ୍ରାମରେ ୪୦ ତନ୍ତୀ ଆଦିବାସୀ ପରିବାର…
ଡ୍ରେନେଜ ବ୍ୟବସ୍ଥା ଫେଲ୍, ସହର ଜଳମଗ୍ନ
ଭଦ୍ରକ ଅଫିସ, ୨୭।୯ – ଭଦ୍ରକ ପୌରାଞ୍ଚଳର ଖାଲୁଆ ଅଞ୍ଚଳ ଏବେ ଜଳମଗ୍ନ। ଲଗାଣ ବର୍ଷା କାରଣରୁ ସହରର ଖାଲୁଆ ଅଞ୍ଚଳ ରାସ୍ତାଘାଟରେ ପାଣି ଜମି ରହି ଯାତାୟାତରେ ବାଧା ସୃଷ୍ଟି କରୁଛି। ଡ୍ରେନେଜ୍ ଅବ୍ୟବସ୍ଥା ଯୋଗୁ ବର୍ଷାପାଣି ଠିକ୍ ଭାବେ…
ଅକ୍ଟୋବର ୩ ଯାଏ ଗ୍ରହଣ ହେବ ଆପତ୍ତି ଅଭିଯୋଗ
ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଚଳିତ ଆର୍ଥିକ ବର୍ଷ(୨୦୧୯-୨୦)ରେ ଖରିଫ୍ ଧାନ ସଂଗ୍ରହ ପାଇଁ ଏକ ନିର୍ଭୁଲ ଚାଷୀମାନଙ୍କ ନାମ ପଞ୍ଜୀକରଣ ତାଲିକା ପ୍ରସ୍ତୁତ କରିବା ଉପରେ ସମବାୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁତ୍ୱାରୋପ କରିଛନ୍ତି। ଖରିଫ୍ ଧାନ ସଂଗ୍ରହ ପାଇଁ ଚାଷୀ ନାମ ପଞ୍ଜୀକରଣ…
କ୍ୟାବିନେଟ୍ ନିଷ୍ପତ୍ତି : ନୀଳଗିରି ବ୍ଲକର ୯୦ ହଜାର ଲୋକଙ୍କୁ ପାନୀୟ ଜଳ ଯୋଗାଣ, ଯାଜପୁର ଜିଲା ଟମକା-ମଙ୍ଗଳପୁର ରାସ୍ତା ୪ ଲେନ୍, ବାଙ୍କୁଆଳଠାରେ ନିର୍ମାଣ ହେବ ଆଞ୍ଚଳିକ ଶିକ୍ଷା ଓ ତାଲିମ କେନ୍ଦ୍ର
ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜ୍ୟର ଗ୍ରାମାଞ୍ଚଳରେ ବାସ କରୁଥିବା ଲୋକଙ୍କୁ ରାଜ୍ୟ ସରକାର ବସୁଧା ଯୋଜନାରେ ପାନୀୟ ଜଳ ଯୋଗାଇ ଦେଉଛନ୍ତି। ଏହି କ୍ରମରେ ବାଲେଶ୍ୱର ଜିଲାର ନୀଳଗିରି ବ୍ଲକ ଅଧୀନରେ ଥିବା ୧୭ଟି ପଞ୍ଚାୟତର ୯୦ଟି ଗ୍ରାମକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଇ…
ଲିଙ୍ଗରାଜ ମନ୍ଦିରରେ ଫାଟ, ଗଳୁଛି ବର୍ଷା ପାଣି
ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଲିଙ୍ଗରାଜ ଦଧିନଉତିରେ ସୃଷ୍ଟି ହୋଇଛି ଫାଟ। ମୁଖ୍ୟ ମନ୍ଦିରରେ ଫାଟ ହୋଇଥିବାରୁ ବର୍ଷା ପାଣି ଗଳୁଛି। ପାର୍ବତୀ ମନ୍ଦିର, ଜଗମୋହନ, ରୋଷଶାଳା ଓ ଭୋଗ ମଣ୍ଡପରେ ମଧ୍ୟ ଫାଟ ସୃଷ୍ଟି ହୋଇଛି। ରକ୍ଷଣାବେକ୍ଷଣ ଅଭାବରୁ ବେଢ଼ାର ଅନେକ ମନ୍ଦିରରେ ଫାଟ…
ଖଣ୍ଡଗିରିରେ ହେବ ବସ୍ ଡିପୋ ନିର୍ମାଣ: ଖର୍ଚ୍ଚହେବ ୧୬୦.୬୬ କୋଟି, ୨୪ ମାସରେ ପ୍ରକଳ୍ପ ନିର୍ମାଣ ପାଇଁ ଦିନ ଧାର୍ଯ୍ୟ
ଭୁବନେଶ୍ୱର,୨୬।୯(ବ୍ୟୁରୋ): ବରମୁଣ୍ଡା ବସ୍ଷ୍ଟାଣ୍ଡର ଆଧୁନିକୀକରଣ କରାଯିବ। ଏହାକୁ ଅତ୍ୟାଧୁନିକ ଆନ୍ତଃରାଜ୍ୟ ବସ୍ ଟର୍ମିନାଲରେ ପରିଣତ କରାଯିବ। ଏଥିସହିତ ବରମୁଣ୍ଡାଠାରେ ଥିବା ରାଜ୍ୟ ସଡ଼କ ପରିବହନ ନିଗମର ବସ୍ ଡିପୋକୁ ଖଣ୍ଡଗିରିକୁ ସ୍ଥାନାନ୍ତର କରାଯିବ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ…
କ୍ୟାବିନେଟ୍ ନିଷ୍ପତ୍ତି: ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ମିଳିବ ଟଙ୍କା, ଧାନ କିଣା ଟାର୍ଗେଟ କମିଲା
ଭୁବନେଶ୍ୱର,୨୬।୯(ବ୍ୟୁରୋ): ଧାନ ବିକୁଥିବା ଚାଷୀଙ୍କୁ ଏଣିକି ୨୪ରୁ ୪୮ ଘଣ୍ଟା ମଧ୍ୟରେ ସେମାନଙ୍କର ପ୍ରାପ୍ୟ ମିଳିବ। ପୂର୍ବରୁ ସେମାନଙ୍କୁ ୨୪ରୁ ୭୨ ଘଣ୍ଟା ମଧ୍ୟରେ ଧାନ ବିକା ଟଙ୍କା ମିଳୁଥିଲା। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଏସ୍ସିବିରେ ଭର୍ତ୍ତି ହେଲେ ଆଶୀର୍ବାଦ
ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ଜେଲ୍ ହାଜତରେ ଥିବା ଓସିଏ ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଏସ୍ସିବିରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ କାଜୁଆଲିଟି ବିଭାଗରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଆଶୀର୍ବାଦଙ୍କୁ ସିବିଆଇ…
Archives


