ରାଜ୍ୟ

ବି.କେ. ଆର୍ଟ କଲେଜରେ ମିଳିତ ମୁଦ୍ରଣ କଳା ପ୍ରଦର୍ଶନୀ: ଛାତ୍ରାବାସ ମରାମତି ପାଇଁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ଓଡ଼ିଶାର ପାରମ୍ପରିକ ଚିତ୍ରକଳା, କାରୁକଳା ଓ ଭାସ୍କର୍ଯ୍ୟକୁ ବିଶ୍ୱବିଦିତ କରିବା ପାଇଁ ରାଜ୍ୟର ଚାରୁ ଓ କାରୁକଳା ଛାତ୍ରୀଛାତ୍ରମାନେ ପ୍ରୟାସ କରିବା ଆବଶ୍ୟକ ବୋଲି ପର୍ଯ୍ୟଟନ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ…

ଅଣ୍ଡିଲୋ ଗଁ। ଦାଣ୍ଡରେ ଆଣ୍ଠୁଏ ପାଣି

ବାଲିଅନ୍ତା,୨୬।୯(ଡି.ଏନ.ଏ.): ଲଗାଣ ବର୍ଷା ଯୋଗୁ ବାଲିଅନ୍ତା ବ୍ଲକ ଅଧୀନ ଅଣ୍ଡିଲୋ ଗ୍ରାମ ଦାଣ୍ଡରେ ଆଣ୍ଠୁଏ ପାଣି ଜମି ରହୁଛି। ବର୍ଷା ପାଣି ନିଷ୍କାସନ ପାଇଁ ବାଟ ନ ଥିବାରୁ ଏଭଳି ଅବସ୍ଥା ଉପଜୁଛି। ଗ୍ରାମର ଏହା ମୁଖ୍ୟ ସମସ୍ୟା ଥିବାବେଳେ ପ୍ରଶାସନର…

ଲଗାଣ ବର୍ଷାରେ ବୁଡ଼ିଲା ରାଜଧାନୀ ରାସ୍ତା

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦୁଇଦିନ ହେବ ଲଗାଣ ବର୍ଷା ଜାରି ରହିଛି। ତେବେ ଭୁବନେଶ୍ୱରରେ ତୁହାକୁ ତୁହା ପ୍ରବଳ ବର୍ଷା ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି…

ନାଁ ବଦଳାଇ ପୁଣି ଜବରଦଖଲ: ରଙ୍ଗିଲା ହଟିଲା, ତାରିଣୀ ଲାଗିଲା

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ପ୍ରବଳ ଉତ୍ତେଜନା ଓ ଆନ୍ଦୋଳନ ପରେ ଉଚ୍ଛେଦ ହୋଇଥିଲା ମାଷ୍ଟରକ୍ୟାଣ୍ଟିନ ବସ୍‌ ଟର୍ମିନାଲ ନିକଟରେ ଜବରଦଖଲରେ ଥିବା ରଙ୍ଗିଲା ଢାବା। ମୁଖ୍ୟ ଶାସନ ସଚିବଙ୍କ ଚିଠି ଓ ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ ଆଧାରରେ ବିଏମ୍‌ସି ପ୍ରଥମେ ଉକ୍ତ…

ରାଜଧାନୀରେ ଯୋଜନାବଦ୍ଧ ଜବରଦଖଲ: ଗଳାବାଟ ଦେଖାଉଛନ୍ତି ଅଧିକାରୀ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଦିନ ଆସିବ ଭୁବନେଶ୍ୱରର ସରକାରୀ ଜମି ଆଉ ସରକାରଙ୍କ ହାତରେ ନ ଥିବ। ସରକାରଙ୍କ ନାଁରେ ରେକର୍ଡ ଥିବ, ହେଲେ ଉପଭୋଗ କରୁଥିବେ ଜମି ମାଫିଆ ଓ ପ୍ରଭାବଶାଳୀ ବ୍ୟକ୍ତି। ସହରରେ ବଢ଼ି ଚାଲିଥିବା ଜବରଦଖଲ ଓ ଲୋକଦେଖାଣିଆ…

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ଅଧିଗ୍ରହଣ ହେବ ୧୫ ଏକର ଜମି

ପୁରୀ ଅଫିସ, ୨୬।୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ସର୍ଭେ ଚାଲିଥିଲା। ହେଲେ ସରକାରୀ ବିଜ୍ଞପ୍ତି ପାଇ ନ ଥିବାବେଳେ କେଉଁ ଆଧାରରେ ସର୍ଭେ ଚାଲିଛି ବୋଲି…

ପଳାଶୁଣୀ ଦୁର୍ଗାପୂଜା ସମିତି: ନବମୀରେ ଖେଚୁଡ଼ି, ଦଶମୀରେ ଦହିପଖାଳ

ବାଲିଅନ୍ତା,୨୬।୯(ଡି.ଏନ.ଏ.): ଆଉ ଦିନ କେଇଟା ପରେ ଧରାପୃଷ୍ଟକୁ ଓହ୍ଲାଇବେ ମା’ ଜଗତ୍‌ଜନନୀ। ଏଥିପାଇଁ ରାଜ୍ୟ ସାରା ଚଳଚଞ୍ଚଳ ହୋଇଉଠିଛି। ରାଜ୍ୟର କୋଣ ଅନୁକୋଣରେ ସାଜସଜ୍ଜା ପ୍ରସ୍ତୁତି ଖୁବ ଜୋରସୋରରେ ଚାଲିଛି। ରାଜଧାନୀରେ ବହୁ ଦୁର୍ଗାପୂଜା କମିଟି ପ୍ରତିବର୍ଷ ନୂଆ ଶୈଳୀରେ ତୋରଣ…

ହାତୀ ମୃତ୍ୟୁ ତଦନ୍ତ କଲା କେନ୍ଦ୍ରୀୟ ଟିମ୍‌

ବାରଙ୍ଗ,୨୬।୯(ଡି.ଏନ.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ହର୍ପିସ ଭୂତାଣୁ ସଂକ୍ରମିତ ଦ୍ୱାରା ଗତ ଏକ ମାସରେ ୪ଟି ହାତୀଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷ(ସିଜେଡ୍‌ଏ)ର ଏସ୍‌.ପି ଯାଦବ ଓ ଜାତୀୟ ହର୍ପିସ ପ୍ରୋଜେକ୍ଟର ମୁଖ୍ୟ ଆସାମର ଗୌରାଙ୍ଗ ମହୋତଙ୍କୁ…

ସରିଲା ରାଜାଙ୍କ ରିମାଣ୍ଡ ଅବଧି: ମିଳିଲାନି ନୂଆ ତଥ୍ୟ

ଜଗତ୍‌ସିଂହପୁର ଅଫିସ,୨୬ା୯: ବହୁ ଚର୍ଚ୍ଚିତ ନର୍ସ ନିହାରିକା ପାତ୍ର ହତ୍ୟା ମାମଲାର ଅଭିଯୁକ୍ତ ତଥା ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଳ ଓରଫ ରାଜାଙ୍କୁ ବିରିଡ଼ି ପୋଲିସ ୩ ଦିନିଆ ରିମାଣ୍ଡରେ ନେଇଥିଲା। ଉଦ୍ଦେଶ୍ୟ ଥିଲା ରାଜାଙ୍କଠାରୁ ହତ୍ୟା ସଂକ୍ରାନ୍ତରେ ଅଧିକ କିଛି…

ଜିଲା ମୁଖ୍ୟଚିକିତ୍ସାଳୟରେ ଏମ୍‌ଆର୍‌ଙ୍କୁ ବାରଣ 

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଯାଜପୁର ଜିଲା ମୁଖ୍ୟଚିକିତ୍ସାଳୟରେ ମେଡିସିନ୍‌ ରିପ୍ରେଜେଣ୍ଟେଟିଭ୍‌(ଏମ୍‌ଆର୍‌)ଙ୍କୁ ବାରଣ କରିବାକୁ ଜିଲାପାଳ ରଞ୍ଜନ କୁମାର ଦାସ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଏକ ପତ୍ର ମାଧ୍ୟମରେ ଜଣାଇଛନ୍ତି। ଜନାୈଷଧି ଜରିଆରେ ରୋଗୀଙ୍କୁ ମାଗଣାରେ ସମସ୍ତ ଔଷଧପତ୍ର ଇତ୍ୟାଦି ଉପଲବ୍ଧ ହେଉଛି।…

ଗର୍ଭବତୀ,ଶିଶୁ ଯତ୍ନ ସମ୍ପର୍କିତ ଆଲୋଚନା ଚକ୍ର

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଗର୍ଭବତୀ ଓ ପ୍ରସୂତି ମହିଳା ଏବଂ ଶିଶୁଙ୍କ ଯତ୍ନ ସମ୍ପର୍କିତ ଏକ ଆଲୋଚନା ଚକ୍ର ଜିଲାପରିଷଦ ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ପୋଷଣ ମାସ ପାଳନ ଅବସରରେ ଅନୁଷ୍ଠିତ ଏହି…

ଜେନାପୁର ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଜିଲାପାଳଙ୍କ ଅଫିସ ଆଗରେ ଆମରଣ ଅନଶନ

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଜେନାପୁର ଡାକ୍ତରଖାନା ସ୍ବାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ପ୍ରଶାସନ ପାଖରେ ଦାବି ରଖିଥିଲେ ମଧ୍ୟ ଏହି ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟାଗୁଡ଼ିକ ସମାଧାନ କରାଗଲା ନାହିଁ। ଏହି ସମସ୍ୟା ସମ୍ପର୍କରେ ଶେଷଥର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri