୪୮୦ ବସ୍ତା ୟୁରିଆ ସାର ବାଟରୁ ଉଭାନ ଧରାପଡିଲା
ବଡ଼ଗାଁ, ୨୫।୯ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମସ୍ଥିତ ସମବାୟ ସମିତି (ଲ୍ୟାମ୍ପ୍ସ)ର କର୍ମଚାରୀମାନେ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ହଡପ କରିଥିବା ଘଟଣା ଗୋଟିଏ ପରେ ଗୋଟିଏ ଲୋକ ଲୋଚନକୁ ଆସୁଛି। ଭୂତ କର୍ମଚାରୀ…
ଦୁଇ ଦୁର୍ଦ୍ଦାନ୍ତ ହାଇୱେ ଲୁଟେରା ଗିରଫ
ବଲାଙ୍ଗୀର ଅଫିସ, ୨୫ା୯: ବଲାଙ୍ଗୀର ଜିଲା ପୁଇଁତଲା ଥାନା ପୋଲିସ ଦୁଇ ଦୁର୍ଦ୍ଦାନ୍ତ ହାଇୱେ ଲୁଟେରାଙ୍କୁ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଦୁଇ ଲୁଟେରା ହେଲେ ଲୋଇସିଂହା ଥାନା ସାଲେଭଟା ଗଁ।ର ନରେନ୍ଦ୍ର ସୁନା ଓରଫ୍ ନରେନ୍…
ମହିଳାଙ୍କୁ ନିର୍ଯାତନା, ବଳାତ୍କାର ଅଭିଯୋଗ: ସ୍ବାମୀ, ଦିଅର ଗଲେ ଜେଲ
ଜଗନ୍ନାଥପ୍ରସାଦ,୨୫ା୯(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ନିର୍ଯାତନା ଓ ବଳାତ୍କାର ଅଭିଯୋଗରେ ମଙ୍ଗଳବାର ପୋଲିସ ସ୍ବାମୀ, ଦିଅରଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ଦିଅର ହେଲେ ବାପୁଜି ବେହେରା ଓ ସ୍ବାମୀ ସୂର୍ଯ୍ୟ ନାରାୟଣ ବେହେରା। ମହିଳା ଏତାଲା ପ୍ରକାରେ,…
ବାଘୁଆ ଜଳ ଭଣ୍ଡାର: ଜଳ ନିଷ୍କାସନ ପାଇଁ ସତର୍କ ସୂଚନା ଜାରି
ବୁଗୁଡ଼ା,୨୫ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ବାଘୁଆ ଜଳ ଭଣ୍ଡାରରୁ ନଦୀରେ ଜଳ ନିଷ୍କାସନ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ଜଳ ସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଜଳ ଭଣ୍ଡାରର ସୁରକ୍ଷା ଦୃଷ୍ଟିରୁ ବାଘୁଆ ଜଳସେଚନ ଉପଖଣ୍ଡ ସହକାରୀ ନିର୍ବାହୀ…
ଧାମରାରେ ଧରା ହେଲା ହ୍ବେଲସାର୍କ
ଚାନ୍ଦବାଲି, ୨୫।୯ (ଡି.ଏନ.ଏ.): ଭଦ୍ରକ ଜିଲା ଧାମରା ମତ୍ସ୍ୟ ପୋତାଶ୍ରୟ ଅଧୀନରେ ଥିବା ଚନ୍ଦନିପାଳ ମାଛଧରା ବେସ୍ରୁ ବୁଧବାର ଏକ ବିରଳ ମାଛ ଧରା ହୋଇଛି। ଏହାର ନାମ ହ୍ବେଲସାର୍କ ହୋଇଥିବା ବେଳେ ଓଜନ ୧ କୁଇଣ୍ଟାଲରୁ ଅଧିକ। ଏହାକୁ ଲକ୍ଷାଧିକ…
ଭଉଣୀ ହତ୍ୟାକାରୀକୁ ଆଜୀବନ: ଭିଣୋଇ ନିର୍ଦ୍ଦୋଶରେ ଖଲାସ
ଆନନ୍ଦପୁର,୨୫। ୯(ସ୍ବ.ପ୍ର.): ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍ ରାଜେଶ ଦାଶ ବୁଧବାର ଏକ ହତ୍ୟା ଘଟଣାର ରାୟ ପ୍ରକାଶ କରି ଭିଣୋଇକୁ ନିର୍ଦ୍ଦୋଶରେ ଖଲାସ ଏବଂ ଶାଳୀକୁ ଆଜୀବନ କାରାଦଣ୍ଡା ଦେଶ ଶୁଣାଇଛନ୍ତି। ଖଲାସ ହୋଇଥିବା ଭିଣୋଇ ହେଉଛନ୍ତି ଆନନ୍ଦପୁର ଥାନା…
ବାଲ୍ୟ ବିବାହକୁ ବିରୋଧ କରି ଚର୍ଚ୍ଚାରେ ନାବାଳିକା
ବାରିପଦା ଅଫିସ,୨୫।୯: ବାରିପଦା ବ୍ଲକ ଅଞ୍ଚଳର ଜଣେ ୧୩ ବର୍ଷର ନାବାଳିକା ବାଲ୍ୟ ବିବାହକୁ ବିରୋଧ କରି ଚର୍ଚ୍ଚାକୁ ଆସିଛନ୍ତି। ପରିବାର ଲୋକେ ତାଙ୍କ ବିବାହ ପାଇଁ ଯୋଜନା କରୁଥିଲେ। ମାତ୍ର କମ୍ ବୟସରେ ବିବାହ କରିବେ ନାହିଁ ବୋଲି ନିଷ୍ପତ୍ତି…
ପ୍ରେମିକାଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ
ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ସହ ବିତାଇଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସଦର ଥାନା ପୋଲିସ ସମ୍ପୃକ୍ତ ଯୁବକ ଗୁଲସନ ମହାନ୍ତଙ୍କୁ…
ଲାଞ୍ଚ ନେଇ କ୍ୟାସିୟର ଗିରଫ
ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କ୍ୟାସିୟର ଅଜୟ କୁମାର ସେଜପଡା ବୁଧବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ବାରିପଦା ଜଗନ୍ନାଥ ମନ୍ଦିର ସେବାୟତ ତଥା ଠିକାଦାର…
ଝିଣ୍ଟିକାପଲ୍ଲୀରେ ବାର୍ହା ଆକ୍ରମଣରେ ୫ ଆହତ
ଖୋର୍ଦ୍ଧା ଅଫିସ,୨୫ା୯: ଖୋର୍ଦ୍ଧା ଜିଲା ବାଣପୁର ଥାନା ଝିଣ୍ଟିକାପଲ୍ଲୀ ଗଁ। ର ଏକ ନଡ଼ିଆ ବଗିଚାରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ବାର୍ହା ଆକ୍ରମଣରେ ୫ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ସୁରଥ ପ୍ରଧାନ, ଅଜୟ ପରିଡା, ଲକ୍ଷ୍ମଣ ନରେନ୍ଦ୍ରସିଂହ…
ରେତଙ୍ଗ ଷ୍ଟେଶନର ମୁଖ୍ୟ ରାସ୍ତା ଜଳମଗ୍ନ
ଯାଁଳା, ୨୫। ୯(ଡି.ଏନ.ଏ.): ଖୋର୍ଦ୍ଧା- ଭୁବନେଶ୍ୱର ଜାତୀୟ ରାଜପଥ ନଂ. ୧୬ର ଯାଁଳାଠାରୁ ରେତଙ୍ଗ ରେଳ ଷ୍ଟେଶନକୁ ଯାଇଥିବା ମୁଖ୍ୟ ରାସ୍ତାଟି ଲଗାଣ ବର୍ଷା ଯୋଗୁ ଜଳମଗ୍ନ ହୋଇଛି। ଫଳରେ ୩ଟି ପଞ୍ଚାୟତରେ ଲୋକମାନେ ଜାତୀୟ ରାଜପଥ ନଂ. ୧୬କୁ ଆସିବା…
ପୁଣି ସ୍ପଷ୍ଟ କଲେ ମନ୍ତ୍ରୀ: ୩ ମାସ ଯାଏ ଯାଞ୍ଚ ହେବନି ପଲ୍ୟୁସନ, ଇନ୍ସୁରାନ୍ସ
ଭୁବନେଶ୍ୱର,୨୫।୯(ବ୍ୟୁରୋ): ପୁଣି ସ୍ପଷ୍ଟ କଲେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ଆସନ୍ତା ୩ ମାସ ଯାଏ ପଲ୍ୟୁସନ୍ ଏବଂ ଇନ୍ସୁରାନ୍ସ ଯାଞ୍ଚ ହେବ ନାହିଁ। ଅପରପକ୍ଷେ ଅକ୍ଟୋବର ପହିଲାରୁ ପଲ୍ୟୁସନ ସାର୍ଟିଫିକେଟ ଅନଲାଇନ୍ରେ ହେବ ବୋଲି ବୁଧବାର ସେ କହିଛନ୍ତି। ପ୍ରକାଶଯୋଗ୍ୟ,…
Archives


