ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୨୨ ପ୍ରକଳ୍ପ ଉଦ୍ଘାଟିତ: ‘ପୁଞ୍ଜିନିବେଶରେ ଶୀର୍ଷ ୩ କ୍ଷେତ୍ରରେ ସ୍ଥାନ ପାଇବ ଓଡ଼ିଶା’
ଭୁବନେଶ୍ୱର, ୮ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୨ ନୂତନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ସଚିବାଳୟରୁ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ମୁଖ୍ୟମନ୍ତ୍ରୀ ୧୦ଟି ପ୍ରକଳ୍ପର ଉଦ୍ଘାଟନ କରିଥିବା ବେଳେ ୧୨ଟିର ଗ୍ରାଉଣ୍ଡ ବ୍ରେକିଙ୍ଗ ହୋଇଛି। ପ୍ରକଳ୍ପ ଉଦ୍ଘାଟନ ଉତ୍ସବରେ…
ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ
ଭୁବନେଶ୍ୱର, ୮ା୮(ବ୍ୟୁରୋ): କେନ୍ଦ୍ର ସରକାର କଶ୍ମୀରରୁ ଧାରା ୩୭୦କୁ ଉଚ୍ଛେଦ କରି ଏକ କେନ୍ଦ୍ର ଶାସିତ ଅଞ୍ଚଳ କରିଛନ୍ତି। ଫଳରେ କଶ୍ମୀରବାସୀଙ୍କୁ ଆତ୍ମନିର୍ଣ୍ଣୟର ଅଧିକାରରୁ ବଞ୍ଚତ୍ତ କରିଛନ୍ତି। ଏ ନେଇ ସିପିଆଇ (ଏମ୍-ଏଲ୍) ରେଡ୍ଷ୍ଟାର ସମେତ ବିଭିନ୍ନ ଗଣତାନ୍ତ୍ରିକ ମାନବିକ ଅଧିକାର…
୬ ମାସରେ ୫୨୧ଥର ଅଯଥା ଚେନ୍ ପୁଲିଂ
ଭୁବନେଶ୍ୱର,୮ା୮(ବ୍ୟୁରୋ): ଭାରତୀୟ ରେଲଓ୍ବେ ସର୍ବଦା ବିଳମ୍ବରେ ପହଞ୍ଚତ୍ବା ଲାଗି ସମାଲୋଚିତ ହୋଇ ଆସିଛି। କିନ୍ତୁ ଏମିତି ଏକ ତଥ୍ୟ ମିଳିଛି, ଯେଉଁଥିରେ ଟ୍ରେନ ବିଳମ୍ବ ହେବାରେ ମୁଖ୍ୟ କାରଣ କେତେକ ଅସଚେତନ ଯାତ୍ରୀ ହଁ ଦାୟୀ। ଭୁବନେଶ୍ୱର ରେଳ ଷ୍ଟେଶନ କର୍ତ୍ତୃପକ୍ଷଙ୍କ…
ମାଇଁ ସିଟି ଆୱାର୍ଡସ୍ର ଦ୍ୱିତୀୟ ସଂସ୍କରଣ: ୮ ବିଶିଷ୍ଟ ବ୍ୟକ୍ତି ସମ୍ବର୍ଦ୍ଧିତ
ଭୁବନେଶ୍ୱର, ୮ା୮(ବ୍ୟୁରୋ): ଓଡିଶାର ପ୍ରଥମ ଇଂରାଜୀ ପ୍ରକାଶନ ମାଇଁ ସିଟି ଲିଙ୍କସ୍ ପକ୍ଷରୁ ମାଇଁ ସିଟି ଆୱାର୍ଡସ୍ର ଦ୍ୱିତୀୟ ସଂସ୍କରଣ ବୁଧବାର ସ୍ଥାନୀୟ ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର, କଟକ ଓ ପୁରୀକୁ ନେଇ ଗଠିତ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ ଦେଲା ୩ କୋଟି
ଭୁବନେଶ୍ୱର,୮ା୮: ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଅତୁଲ ସହାୟ, ମହାପ୍ରବନ୍ଧକ ଗୌରୀ ରାଜନ, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ଉପମହାପ୍ରବନ୍ଧକ…
ଫେଲ୍ ମାରିବା ପରେ ବଦଳିଲା ସର୍ବକ୍ଷମା ଯୋଜନା: ଅଧିକ ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ
ଭୁବନେଶ୍ୱର, ୮ା୮(ବ୍ୟୁରୋ): ସହରରେ ଘର କରିବାକୁ ହେଲେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କିମ୍ବା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଠାରୁ ଅନୁମତି ନେବାକୁ ପଡ଼ିବ। ଯଦି ଘରଟି ବେନିୟମ ଭାବେ ନିର୍ମିତ ହୋଇଥାଏ ତାହା ହେଲେ ପରବର୍ତ୍ତୀ ସମୟରେ ତାହାକୁ ବିଡିଏ…
ପୁଣି ୫ ଘରୋଇ ଶିକ୍ଷାନୁଷ୍ଠାନର ଏନ୍ଓସି ରଦ୍ଦ
ଗୋପ,୮ା୮(ଡି.ଏନ୍.ଏ.): ପୁରୀ ଜିଲା ଗୋପ ବ୍ଲକ୍ ଅଞ୍ଚଳରେ ଥିବା ବେଆଇନ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକର ଏନ୍ଓସି ରଦ୍ଦ କରାଯାଉଛି। ତେବେ ବୁଧବାର ଆଉ ୫ ଘରୋଇ ଶିକ୍ଷାନୁଷ୍ଠାନର ଏନଓସି ରଦ୍ଦ କରାଯାଇଥିବା ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଏହି…
ପ୍ରାଚୀନ ବୃଷଭ ପ୍ରତିମୂର୍ତ୍ତିକୁ ଫିଙ୍ଗିଦେଲେ
ପୁରୁଣା ଭୁବନେଶ୍ୱର, ୮ା୮(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ଐତିହ୍ୟ ଓ ପୂରାତନ ମନ୍ଦିରଗୁଡ଼ିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ପାଇଁ ସରକାର ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ହେଁ କେତେଜଣଙ୍କ ପାଇଁ କୀର୍ତ୍ତିରାଜି କ୍ରମଶଃ ଧ୍ୱଂସ ହେବାରେ ଲାଗିଛି।…
ପ୍ରତିବନ୍ଧକ ସାଜିଛି ପରିବର୍ତ୍ତିତ ପାଣିପାଗ: କୃଷିକ୍ଷେତ୍ରରେ ନୂଆ ପ୍ରଯୁକ୍ତିବିଦ୍ୟା ଉପଯୋଗ ଉପରେ ଗୁରୁତ୍ୱ ଦିଆଯାଉଛି; ମନ୍ତ୍ରୀ
ଭୁବନେଶ୍ୱର,୮ା୮(ବ୍ୟୁରୋ): ୨୦୨୨ ସୁଦ୍ଧା ରାଜ୍ୟରେ କୃଷକଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷରେ ‘ଅନନ୍ୟା’ ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ମିଳିତ ସହଯୋଗରେ ବୁଧବାର କୃଷି ବିଶେଷଜ୍ଞଙ୍କ ଏକ ମତବିନିମୟ କାର୍ଯ୍ୟକ୍ରମ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ…
ଆରମ୍ଭ ହେଲା ଅଦଳବଦଳ ପ୍ରକ୍ରିୟା: ନନ୍ଦନକାନନ ଆସିଲେ ୩ ନୂଆ ଅତିଥି
ବାରଙ୍ଗ,୮ା୮(ଡି.ଏନ୍.ଏ.): ଚଳିତବର୍ଷର ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟା ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଆରମ୍ଭ ହୋଇଛି। ଅଗଷ୍ଟ ମାସରେ ୩ଟି ପର୍ଯ୍ୟାୟରେ ନନ୍ଦନକାନନକୁ ନୂଆ ଅତିଥି ଆସିବା ନେଇ ପୂର୍ବରୁ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ପ୍ରଥମ ପର୍ଯ୍ୟାୟକୁ ଛାଡି ଦ୍ୱିତୀୟ ପର୍ଯ୍ୟାୟ ଅଦଳବଦଳ…
ଉଲିବୁରୁ ଖଣି ଦୁର୍ନୀତି: ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ଖାରଜ
କଟକ ଅଫିସ, ୮ା୮: ରାଜ୍ୟର ବହୁଚର୍ଚ୍ଚିତ କେନ୍ଦୁଝର ଜିଲା ଉଲିବୁରୁ ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି। ଜଷ୍ଟିସ୍ ଡି. ଦାସ ଦୀପକଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା…
ସ୍ୟାଟ୍ ଉଚ୍ଛେଦ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଉପରେ ମିଳିଲାନି ରହିତାଦେଶ; କେନ୍ଦ୍ର, ରାଜ୍ୟ ସରକାରଙ୍କୁ ନୋଟିସ
କଟକ ଅଫିସ,୮ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍) ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ଗେଜେଟ୍ ନୋଟିଫିକେଶନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଝାବେରୀ ଓ ଜଷ୍ଟିସ୍ କେ.ଆର୍. ମହାପାତ୍ରଙ୍କୁ…
Archives


