ରାଜ୍ୟ

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ନବମ ଦିବସ:ଗୁଡ୍‌ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ

ଭବାନୀପାଟଣା,୨୪।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ସୋମବାର ନବମ ମ୍ୟାଚ୍‌ ଗୁଡ୍‌ମର୍ନିଂ କ୍ଲବ ବନାମ ଇଭିନିଂ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଗୁଡ୍‌ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ…

ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲରେ ଗଣବଳାତ୍କାର -ଭିଡିଓ ଭାଇରାଲ ପରେ ପୀଡିତା ଥାନାରେ ଅଭିଯୋଗ କଲେ

ଜୁନାଗଡ଼,୨୪।୯(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଏକ ଗଣ ବଳାତ୍କାର ଘଟଣା ଘଟିଛି। ଜଣେ ନର୍ସିଂ ଛାତ୍ରୀଙ୍କୁ ଲିଫ୍ଟ ଦେବା ଆଳରେ ଜଙ୍ଗଲକୁ ନେଇ ଗଣବଳାକତ୍ାର କରାଯାଇଛି ା ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି ା ଏ ନେଇ ଜୁନାଗଡ ଥାନାରେ…

ସେକ୍ସ ର଼୍ୟାକେଟ ଠାବ: ଦମ୍ପତିଙ୍କ ସହ ୨ ଯୁବକ ଗିରଫ,୨ ଯୁବତୀ ଉଦ୍ଧାର

ରାୟଗଡ଼ା ଅଫିସ,୨୩।୯- ରାୟଗଡ଼ା ପୋଲିସ ସୋମବାର ସ୍ଥାନୀୟ ଗାୟତ୍ରୀ ନଗର ୪ର୍ଥ ଲାଇନରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ଠାବ କରିଛି। ଘର ମାଲିକଙ୍କ ସହ ୨ ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଘର ମାଲିକ ବାରଣାସି ରାଜେସ (୪୮)…

ନୂଆପାଲିରେ ଚାଷୀ ଆତ୍ମହତ୍ୟା ଅଭିଯୋଗ : କ୍ଷତିପୂରଣ ଦାବି

ବରଗଡ଼ ଅଫିସ,୨୩।୯: ବରଗଡ଼ ବ୍ଲକ ଅନ୍ତର୍ଗତ ଏସ୍‌ ଡୁମ୍ବେରପାଲି ପଞ୍ଚାୟତ ଅନ୍ତର୍ଗତ ନୂଆପାଲି ଗ୍ରାମର ଜଣେ ଚାଷୀ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ବୁର୍ଲା ମେଡିକାଲ ଫାଣ୍ଡିରେ ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ ଉକ୍ତ ଗ୍ରାମର ରସିକ ସାହୁଙ୍କ ପୁଅ…

ହାଇସ୍କୁଲରେ ପାଠପଢାଇଲେ ମନ୍ତ୍ରୀ ପ୍ରତାପ ଜେନା

କୁଆଁରମୁଣ୍ଡା,୨୩।୯(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ କୁମଝରିଆ ହାଇସ୍କୁଲକୁ ପଞ୍ଚାୟତିରାଜ, ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୋମବାର ଅଚାନକ ପରିଦର୍ଶନ କରିଥିଲେ। ଏହି ସମୟରେ ସ୍କୁଲର ପ୍ରବେଶପଥ ଠାରୁ ଆରମ୍ଭ କରି ରୋଷେଇଶାଳ, ବଗିଚା ଇତ୍ୟାଦି ପରିଦର୍ଶନ…

ପୁଣି ଖୋଲିବ ଡ୍ୟାନ୍ସ ବାର: ମିଳିଲା ଅବକାରୀ କମିଶନର ପକ୍ଷରୁ ଅନୁମତି

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜଧାନୀରେ ପୁଣି ଥରେ ଖୋଲିବ ଡ୍ୟାନ୍ସ ବାର। ଏ ନେଇ ୭ଟି ଡ୍ୟାନ୍ସ ବାର୍‌କୁ ସୋମବାର ଅବକାରୀ କମିଶନର ପକ୍ଷରୁ ଅନୁମତି ମିଳିଛି। ସେମାନେ ଅବକାରୀ ଆଇନ୍‌ ୪୪(୫)ର ଗାଇଡ୍‌ଲାଇନ୍‌ ମାନି ଏହି ଡ୍ୟାନ୍ସବାର୍‌ ଖୋଲାଯିବ। ତେବେ ଏଥିରେ…

ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେଲେ ୨୪ରୁ ବର୍ଷା ବଢ଼ିବାର ସମ୍ଭାବନା ରହିଛି।…

ରାଜନୀତି କରିବେ ଦୂତି ଚାନ୍ଦ

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜନୀତିରେ ଯୋଗଦେବେ ଆଥ୍‌ଲେଟ ଦୂତି ଚାନ୍ଦ। ସୋମବାର ଦୂତି କରିଥିବା ଏକ ଟ୍ବିଟ୍‌କୁ ନେଇ ଏହି ଚର୍ଚ୍ଚା ଜୋର୍‌ ଧରିଛି। ଏକ ଟ୍ବିଟ୍‌ରେ ଦୂତି ଲେଖିଛନ୍ତି ଯେ, ପିଲାଦିନରୁ ହିଁ ରାଜନୀତିରେ ମିଶିବା ପାଇଁ ଇଚ୍ଛା ଥିଲା। ତାଙ୍କ…

ସାପ କାମୁଡ଼ାରେ ୬ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାପ କାମୁଡ଼ାରେ ମୋଟ ୬ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳରେ ୨ ଏବଂ କେନ୍ଦୁଝର ଜିଲା ତେଲକୋଇରେ ଜଣଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମର ଜିଲା କଦଳା…

ରୋହିତ ପୂଜାରୀ ହେଲେ ବିଜେଡିର ଉପମୁଖ୍ୟ ସଚେତକ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରୋହିତ ପୂଜାରୀ ହେଲେ ସରକାରୀ ଦଳ ଉପମୁଖ୍ୟ ସଚେତକ। ପୂର୍ବରୁ ଏହି ପଦବୀରେ ଥିବା ପ୍ରଣବ ବଳବନ୍ତ ରାୟଙ୍କୁ ବିଦା କରାଯାଇ ରୋହିତଙ୍କୁ ଅବସ୍ଥାପିତ କରାଯାଇଛି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ତେବେ ଯାଜପୂର ଜିଲା…

ଗୁଜୁରାଣରେ ବାଧକ ସ୍ବଳ୍ପ ବେତନ : ଦୁର୍ଦ୍ଦିନରେ ଡ୍ୟାନ୍ସିଂ ହୋମ୍‌ଗାର୍ଡ ପ୍ରତାପ

ଭୁବନେଶ୍ୱର,୨୩।୯ : ହସ ହସ ମୁହଁରେ ଟ୍ରାଫିକ୍‌ ପୋଷ୍ଟରେ ଦିଅନ୍ତି ସିଗ୍‌ନାଲ। ଯଦି କେହି ହେଲ୍‌ମେଟ କିମ୍ବା ସିଟ୍‌ବେଲ୍ଟ ବାନ୍ଧି ନ ଥାନ୍ତି ସେ ତାଙ୍କର ସ୍ବତନ୍ତ୍ର ଭଙ୍ଗିରେ ଦିଅନ୍ତି ପରାମର୍ଶ। ଏହିପରି ସହରବାସୀଙ୍କ ହୃଦୟ ଜିଣିଥିବା ସୁପରିଚିତ ଡ୍ୟାନ୍ସିଂ ଟ୍ରାଫିକ୍‌…

ଓଡ଼ିଶାରେ ପୁଣିଥରେ ପୁଞ୍ଜି ନିବେଶ କରିପାରେ କୋରିଆ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ପୋସ୍କୋ ଓଡ଼ିଶାରୁ ମୁହଁ ଫେରାଇବା ପରେ ପୁଣି ଥରେ ଓଡ଼ିଶାରେ ପୁଞ୍ଜି ନିବେଶ କରିପାରେ କୋରିଆ। କୋରିଆ ରାଷ୍ଟ୍ରଦୂତ ସିନ୍‌ ବଙ୍ଗ୍‌କିଲଙ୍କ ସହ ୪୬ ଜଣିଆ ଶିଳ୍ପ ପ୍ରତିନିଧି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ପୋସ୍କୋ ବହୁ ବାଧାବିଘ୍ନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri