ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ
ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେବା ଘଟଣାକୁ ୪ଦିନ ବିତିଲାଣି। ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ବିଦ୍ୟାଳୟ ମୁଖ୍ୟ ଫାଟକ…
ଖୋଲିଲା ସବୁ ଦିନିଆ ଅଭିଯୋଗ ପ୍ରକୋଷ୍ଠ
ବାରିପଦା ଅଫିସ,୭।୮- ଆୟତନ ଦୃଷ୍ଟିରୁ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ ଜିଲା। ଏହି ଜିଲାରେ ୨୬ଟି ବ୍ଲକ, ୨ଟି ମ୍ୟୁନିସିପାଲିଟି ଓ ୨ଟି ଏନଏସି ରହିଛି। ଆଦିବାସୀ ଅଧ୍ୟୁଷିତ ଜିଲା ହୋଇଥିବାରୁ ବିକାଶର ଚିହ୍ନ ଗ୍ରାମାଞ୍ଚଳରେ ପହଞ୍ଚି ପାରୁ ନ ଥିବା…
ବର୍ଷାଦିନେ ରାସ୍ତା କାମ, ନାଳ ଖୋଳା
ଖଇରା, ୭।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ସବ୍ମାଇନର କେନାଲରେ ରାସ୍ତା ନିର୍ମାଣ ଓ ନାଳ ଖୋଳା କାର୍ଯ୍ୟକୁ ଚାଷୀ ଓ ଗ୍ରାମବାସୀ ବିରୋଧ କରି ମଙ୍ଗଳବାର କାର୍ଯ୍ୟ ବନ୍ଦ କରିଛନ୍ତି ା ବର୍ଷା ସମୟରେ ଏଭଳି ନିର୍ମାଣ କାର୍ଯ୍ୟ…
ଆସନ୍ତା ୧୦ରୁ ପବିତ୍ର ଝୁଲଣ ଯାତ୍ରା: ମଠ, ମନ୍ଦିରରେ ଚାଲିଛି ସାଜସଜା
ପୁରୀ ଅଫିସ, ୬ା୮: ଆସନ୍ତା ୧୦ତାରିଖରୁ ପବିତ୍ର ଝୁଲଣ ଯାତ୍ରା। ଶ୍ରାବଣ ଶୁକ୍ଳ ଦଶମୀଠାରୁ ଆରମ୍ଭ ହେଉଥିବା ଏହି ଝୁଲଣ ଯାତ୍ରା ପ୍ରତିପଦ ଯାଏ ୭ଦିନ ଧରି ଚାଲିବ। କିନ୍ତୁ ଅନ୍ୟାନ୍ୟ ମଠ ମନ୍ଦିରରେ କେଉଁଠି ୭ଦିନ ତ ଆଉ କେଉଁଠାରେ…
ପ୍ରାକୃତିକ ବାଲିସ୍ତୁପ ଉଭାନ୍: ମାଡ଼ିଆସୁଛି ଅଶାନ୍ତ ସମୁଦ୍ର; ଧ୍ୱଂସ ହେଉଛି ଝାଉଁ ଜଙ୍ଗଲ, କିଆବାଡ଼
କାକଟପୁର, ୬।୮(ଡି.ଏନ୍.ଏ.)-ବିସ୍ତୀର୍ଣ୍ଣ ସମୁଦ୍ର ତଟ ପାଇଁ ପୁରୀ ଜିଲା ପର୍ଯ୍ୟଟନ ମାନଚିତ୍ରରେ ବିଶେଷ ସ୍ଥାନ ଅଧିକାର କରିଛି। ମାତ୍ର ଗତ କେତେ ବର୍ଷ ଧରି ପୁରୀ ସମୁଦ୍ର ତଟ ସହ ଅସ୍ତରଙ୍ଗ ଏବଂ କୋଣାର୍କ ଉପକୂଳରେ ସମୁଦ୍ର କୂଳଲଙ୍ଘି ସ୍ଥଳଭାଗମୁହାଁ ହୋଇଛି।…
‘ଫନୀ’ କ୍ଷୟକ୍ଷତିଜନିତ ରିପୋର୍ଟ ଉନ୍ମୋଚିତ : ପୁନରୁଦ୍ଧାର ପାଇଁ ଆବଶ୍ୟକ ୨୯,୩୧୫ କୋଟି ଟଙ୍କା
ଭୁବନେଶ୍ୱର,୬।୮(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ମଙ୍ଗଳବାର ସଚିବାଳୟରେ ସାମୁଦ୍ରିକ ଝଡ଼ ଫନୀ ବାତ୍ୟାଜନିତ କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କିତ ରିପୋର୍ଟ ଉନ୍ମୋଚନ ହୋଇଛି। ଭାରତରେ ଅବସ୍ଥାପିତ ମିଳିତ ଜାତିସଂଘର ମୁଖ୍ୟ ସମନ୍ବୟକାରୀ ରେନାଟା-ଲୋକ୍-ଡେସାଲିଏନ ଏହି ଉନ୍ମୋଚନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ…
ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ ଅଫିସ, ୬ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।…
ପ୍ରକାଶ ପାଇଛି ବିଜ୍ଞପ୍ତି: କାଳିଆ ଯୋଜନାରେ ସାମିଲ ଅଯୋଗ୍ୟ ହିତାଧିକାରୀଙ୍କ ଟଙ୍କା ଫେରିବ
ଭୁବନେଶ୍ୱର, ୬ା୮(ବ୍ୟୁରୋ): କାଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୧ଲକ୍ଷ ହିତାଧିକାରୀଙ୍କୁ ସରକାର ଅର୍ଥ ପ୍ରଦାନ କରିଛନ୍ତି। ଆଗକୁ ଆଉ ୨୪ ଲକ୍ଷ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀଙ୍କୁ ଏଥିରେ ସାମିଲ କରାଯିବ ବୋଲି ସରକାର କହିଥିଲେ। ଏହି ଯୋଜନାରେ ମୋଟ…
୪ ବର୍ଷ ପରେ ବି ହଟିଲାନି ଗ୍ରାମପଞ୍ଚାୟତ ଲେଖାଥିବା ଗେଟ
ଚମ୍ପୁଆ, ୬।୮(ଡି.ଏନ.ଏ.)- ୪ ବର୍ଷ ପରେ ବି ଚମ୍ପୁଆ ଏନଏସିର ମୁଖ ଶାଳାରେ ଥିବା ଗେଟରେ ଏବେବି ଚମ୍ପୁଆ ପଞ୍ଚାୟତ ଲେଖା ହୋଇଥିବା ଦେଖିବାକୁ ମିଳିଛି। ୪ ବର୍ଷ ଧରି ଏନଏସି ପକ୍ଷରୁ ପୂର୍ବ ପଞ୍ଚାୟତ କାର୍ଯ୍ୟାଳୟରେ ଚମ୍ପୁଆ ବିଜ୍ଞାପିତ ପରିଷଦ…
ଭାଜପା ଛାଡି ବିଜେଡିରେ ଯୋଗଦେଲେ ୨୦ ସମିତିସଭ୍ୟାସଭ୍ୟ: ଜୁନାଗଡ ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ ଆସନ ଟଳମଳ
ଜୁନାଗଡ,୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ୨୦ଜଣ ସମିତିସଭ୍ୟାସଭ୍ୟ ଭାଜପା ଛାଡି ବିଜେଡିରେ ଯୋଗଦେଇଛନ୍ତି। ଜୁନାଗଡ ବିଧାୟକ ତଥା ରାଜ୍ୟ ଶକ୍ତମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ରଙ୍କ ନେତୃତ୍ୱରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେମାନେ ବିଜେଡିରେ ଯୋଗଦେଇଥିଲେ। ଏପଟେ ୨୦…
ସବ୍ୟସାଚୀ ମିଶ୍ରଙ୍କୁ ଧମକ
ଭୁବନେଶ୍ୱର, ୬।୮(ବ୍ୟୁରୋ): ଓଡ଼ିଆ ସିନେ ଅଭିନେତା ସବ୍ୟସାଚୀ ମିଶ୍ରଙ୍କୁ ଧମକ ମିଳିଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ତାଙ୍କୁ ଏହି ଧମକ ମିଳିଥିବା ସେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତେବେ ଜମ୍ମୁ-କାଶ୍ମୀରରେ ୩୭୦ ଧାରା ଉଚ୍ଛେଦକୁ ନେଇ ସେ…
ନବରଙ୍ଗପୁର ଜିଲାପାଳଙ୍କ ମାନବିକତା: ରାସ୍ତାରୁ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଲେ
ନବରଙ୍ଗପୁର, ୬।୮(ବି.ପ୍ର.): ଦୁର୍ଘଟଣାରେ ରାସ୍ତା କଡରେ ରକ୍ତାକ୍ତ ଅବସ୍ଥାରେ ପଡିଥିଲେ ଜଣେ ଯୁବ ଚାଷୀ। କଥା ମଧ୍ୟ କହି ପାରୁ ନ ଥିଲେ। ଉକ୍ତ ରାସ୍ତାରେ ନବରଙ୍ଗପୁର ଜିଲାପାଳ ଅଜିତ କୁମାର ମିଶ୍ର ଏହି ସମୟରେ ଯାଉଥିବା ବେଳେ ଏହା ଦେଖି…
Archives


