ଶିଁକ୍ଲା ବଁଧା ଜୀବନ୍ ବିତଉଛନ୍ ସିନିକଟ୍
ବିଜେପୁର, ୬।୮ (ଡି.ଏନ୍.ଏ): ବରଗଡ଼ ଜିଲା ବିଜେପୁର ବ୍ଲକ ଟି.ଗଣ୍ଡପାଲି ପଁଚେତ୍ ସଦର ଗଁାର ସନିକଟ୍ ସାହୁ(୪୮)। ଦିନ୍ଥିଲା ସେ ବାହାଜଁାଗଲ୍ ମାଜି ମା’ବାପ୍, ସିଆନି ସଂଗେ ତିନ୍ ତିନଟା ଛୁଆପିଲାକୁ ପୁଷୁଥିଲେ। ଜମିବାଡ଼ି ବଲି କିଛି ନାଇଁ, ପରିବାରଟା ସୁଖବାସୀ…
ପୋଲିସ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁ ଆହତ
ଆସିକା,୫।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା-ବାଲିପଦର ମୁଖ୍ୟ ରାସ୍ତାର ଚାରିମଇଲି ନିକଟରେ ସୋମବାର ଭୋର ସମୟରେ ଆସିକା ପୋଲିସ ପକ୍ଷରୁ ହୋଇଥିବା ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁଚରଣ ସ୍ବାଇଁ (୨୯) ଗୁରୁତର ହୋଇଛନ୍ତି। ତାଙ୍କ ବାମଗୋଡ଼ର ପଛପଟ ଆଣ୍ଠୁ ଉପରକୁ ଗୁଳି ମାଡ଼…
ନିମ୍ନମାନର ଖାଦ୍ୟ ଯୋଗାଣ ଅଭିଯୋଗ : ହଷ୍ଟେଲ ଛାଡ଼ିଲେ ୪୮ ଛାତ୍ରୀ
ରାମନାଗୁଡ଼ା/ଗୁଣପୁର,୫ା୮(ଡି.ଏନ.ଏ.) : ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ନାଇରା ଆଶ୍ରମ ବିଦ୍ୟାଳୟର ୪୮ ଜଣ ଛାତ୍ରୀ ହଷ୍ଟେଲ ଛାଡ଼ି ଚାଲିଯାଇଛନ୍ତି। ନିମ୍ନମାନର ଖାଦ୍ୟ ପ୍ରଦାନ ଓ ସହାକରୀ ସୁପରିଣ୍ଟେଣ୍ଡେଣ୍ଟଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ହଷ୍ଟେଲ ଛାଡ଼ିଥିବା ଛାତ୍ରୀମାନେ ପ୍ରକାଶ କରିଛନ୍ତି। ସେମାନେ…
କୁନ୍ଦୁଲି ବଳାତ୍କାର ଘଟଣା : କମିଶନଙ୍କ ରିପୋର୍ଟ ନେଇ ବିରୋଧୀ ଗରମ
ଭୁବନେଶ୍ୱର,୫ା୮(ବ୍ୟୁରୋ): କୁନ୍ଦୁଲି ରିପୋର୍ଟ ବିଧାନସଭାରେ ଉପସ୍ଥାପିତ ହେବାପରେ ବିରୋଧୀଙ୍କ ଟାର୍ଗେଟରେ ରାଜ୍ୟ ସରକାର। କାହାକୁ ସୁରକ୍ଷା ଦେବାକୁ ଏଭଳି ରିପୋର୍ଟ ପ୍ରସ୍ତୁତ କରାଯାଇଛି ବୋଲି ବିରୋଧୀ ପ୍ରଶ୍ନ କରିଥିଲେ। ତଦନ୍ତ କମିଶନ ଗତ ସରକାରଙ୍କୁ ଦେଇଥିବା ରିପୋର୍ଟ ଅନୁଯାୟୀ, କୁନ୍ଦୁଲି ପୀଡିତାଙ୍କ…
ରାଜଧାନୀରେ ପୋଲିସ-ଅପରାଧୀ ମୁହାଁମୁହିଁ : ୨୯ ଘଣ୍ଟାରେ ୫ ଏନ୍କାଉଣ୍ଟର
ଭୁବନେଶ୍ୱର,୫ା୮(ବ୍ୟୁରୋ) : ମଞ୍ଚେଶ୍ୱର ଥାନାଞ୍ଚଳରେ ସିରିଜ୍ ଲୁଟ୍ ପରେ କମିଶନରେଟ ପୋଲିସ ଆରମ୍ଭ କରିଛି ଅପରେଶନ ଏନ୍କାଉଣ୍ଟର। ୨୯ ଘଣ୍ଟାରେ ୫ ଏନ୍କାଉଣ୍ଟର କରିିଛି। ଶନିବାର ଭୋର୍ ୪ଟାରେ ବାଲିଅନ୍ତା ଥାନା ଅନ୍ତର୍ଗତ ଟଙ୍କପାଣି ସେତୁ ନିକଟରେ ପୋଲିସ ଗୁଳିରେ ପୋଡା…
ପାଣି ପାଇଁ ଦୁଇ ଗ୍ରାମ ମଧ୍ୟରେ ସଂଘର୍ଷ: ତୀରମାଡ଼ରେ ଯୁବକ ମୃତ
ନରସିଂହପୁର, ୫ା୮(ଡି.ଏନ.ଏ./ସ୍ବ.ପ୍ର.): କଟକ ଜିଲା ନରସିଂହପୁର ଥାନା ଅଧୀନ ସାଗର ଏବଂ ପାଞ୍ଚଗୋଚ୍ଛିଆ ଗ୍ରାମବାସୀଙ୍କ ମଧ୍ୟରେ ରବିବାର ପାଣି ପାଇଁ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ତୀର ମାଡ଼ରେ ସାଗର ଗ୍ରାମର ଶ୍ରୀଧର ସାମଲ(୪୦)ଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ…
ମେଟ୍ଲ ମିଟ୍-୨୦୧୯: ସିନିୟର ଗ୍ରୁପ୍ରେ ଆଇଜିଆଇଟି ସରାଙ୍ଗ ଚାମ୍ପିଅନ୍, ଜୁନିୟରରେ ପୁଣି ବାଜି ମାରିଲା ମଦର୍ସ ପବ୍ଲିକ ସ୍କୁଲ
ଭୁବନେଶ୍ୱର,୪।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍ ଇଭେଣ୍ଟ ‘ମେଟଲ୍ ମିଟ୍-୨୦୧୯’ ଶେଷ ହୋଇଛି। ଏହାର ସିନିୟର ଗ୍ରୁପ୍ର ଆଇଜିଆଇଟି(ସରାଙ୍ଗ) ବାଜି ମାରିଥିବା ବେଳେ ଜୁନିୟର ବର୍ଗରେ ଗତ ବର୍ଷର ବିଜେତା ମଦର୍ସ ପବ୍ଲିକ୍ ସ୍କୁଲ…
କାମ କରି ଅର୍ଥ ପାଇନାହାନ୍ତି ପୂର୍ବତନ ସରପଞ୍ଚ: ନ୍ୟାୟ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି,ଅଗଷ୍ଟ ୧୫ରେ ସିଂହଦ୍ୱାର ଆଗରେ ଆତ୍ମାହୁତି ଧମକ
ପୁରୀ ଅଫିସ, ୪ା୮: ଭିଏଲ୍ଡବ୍ଲ୍ୟୁଙ୍କ ନାମରେ ଓ୍ବାର୍କ ଅର୍ଡର। କାମ କଲେ ସରପଞ୍ଚ। ୧୫ଲକ୍ଷ ଟଙ୍କା ଅନୁଦାନ ମିଳିବା ପରେ ତାକୁ ହଡ଼ପ କରିନେଲେ ଭିଏଲ୍ଡବ୍ଲ୍ୟୁ। ଟଙ୍କା ମାଗିବାରୁ ମିଳିଲା ହତ୍ୟା ଧମକ। ଏଭଳି ଅଭିଯୋଗ ଆଣିଛନ୍ତି ପୁରୀ ଜିଲା ବ୍ରହ୍ମଗିରି…
ଚାନ୍ଦିପୁର ଆଇଟିଆରରେ ବ୍ୟବହାରିକ ପରୀକ୍ଷଣ:‘ବଂଶୀ’କୁ ଭେଦ କଲା ‘କ୍ୟୁଆର୍ଏସ୍ଏମ୍’
ବାଲେଶ୍ୱର ଅଫିସ, ୪।୮-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ ରେଞ୍ଜ(ଆଇଟିଆର୍)ରୁ ଭ୍ରାମ୍ୟମାଣ ଟ୍ରକ ସାହାଯ୍ୟରେ ଭୂପୃଷ୍ଠରୁ ଆକାଶ ମାର୍ଗକୁ ନିକ୍ଷେପ କରାଯାଉଥିବା ‘କ୍ୟୁଆର୍ଏସ୍ଏମ୍’ (କୁଇକ୍ ରିଆକଶନ୍ ସର୍ଫେସ୍-ଟୁ-ଏୟାର ମିଶାଇଲ୍)ର ସଫଳ ପରୀକ୍ଷଣ କରାଯାଇଛି। ରବିବାର ପୂର୍ବାହ୍ନ ୧୦ଟା ୫୮ ମିନିଟ୍ରେ ୧ନଂ.…
ମେଟଲ୍ ମିଟ୍ ସିନିୟର ଗ୍ରାଣ୍ଡ ଫିନାଲେ ଆରମ୍ଭ: ମଞ୍ଚରେ ଶ୍ରେଷ୍ଠ ୮ଟିମ୍
ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍ ମିଟ୍ ସିନିୟର ଚାମ୍ପିୟନ୍ ଟାଇଟଲ ପାଇଁ ଆରମ୍ଭ ହୋଇଛି ଜୋରଦାର ଲଢ଼େଇ। ମଞ୍ଚରେ ଶ୍ରେଷ୍ଠ ୮ ଟିମ୍ ଏନ୍ଆଇଟି ରାଉରକେଲା, ଆଇଆଇଟି ଭୁବନେଶ୍ୱର, ଏମ୍ସ ଭୁବନେଶ୍ୱର, କଲେଜ ଅଫ୍ ଇଞ୍ଜିନିୟରିଂ ଆଣ୍ଡ୍ ଟେକ୍ନୋଲୋଜି(ସିଇଟି), ଏକ୍ସଆଇଏମ୍ବି, ଏସ୍ସିବି ମେଡିକାଲ କଲେଜ,…
ଜେଜେମା’ଙ୍କ ନିଷ୍ଠୁରତା, ପଡୋଶୀ ଘରେ ଖାଇବାରୁ ମା’ଛେଉଣ୍ଡ ନାତୁଣୀଙ୍କୁ ନିର୍ଦ୍ଧୁମ୍ ପିଟିଲେ
ବନ୍ତଳା, ୪।୮(ଡି.ଏନ.ଏ): ଜେଜେମା’ଙ୍କ ନିଷ୍ଠୁରତା। ପଡୋଶୀ ଘରେ ଯାଇ ଖାଇବାରୁ ତିନି ବର୍ଷର ଶିଶୁ କନ୍ୟାକୁ ଜେଜେମା ମାଡ଼ ମାରି ଘର ଭିତରେ ରଖି ତାଲା ପକାଇବା ଖବର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ଅନୁଗୋଳ ଜିଲା ବନ୍ତଳା ଥାନା ଗଡ଼…
ମେଟଲ୍ ମିଟ୍ ଗ୍ରାଣ୍ଡ ଫିନାଲେ : ରାଉଣ୍ଡ ‘ଟିକ୍ଟାକ୍ଟୋ’ରେ ବାଜିମାରିଲା ୟୁନିଟ୍-୮ ଡିଏଭି
ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍ ମିଟ୍ ଜୁନିୟର ଗ୍ରୁପ୍ ଗ୍ରାଣ୍ଡ ଫିନାଲେ ଦ୍ୱିତୀୟ ରାଉଣ୍ଡ ତଥା ରାଉଣ୍ଡ୍ ‘ଟିକ୍ଟାକ୍ଟୋ’ରେ ବାଜି ମାରିଛି ୟୁନିଟ୍-୮ ଡିଏଭି ପବ୍ଲିକ୍ ସ୍କୁଲ୍। ସର୍ବାଧିକ ୭୩ ସ୍କୋର୍ କରି ଆଗରେ ରହିଛି ୟୁନିଟ୍-୮ ଡିଏଭି। ତେବେ ମଦର୍ସ ପବ୍ଲିକ୍ସ୍କୁଲ୍ସେହି ୭୦ରେ…
Archives


