ଗାନ୍ଧୀ ମାର୍ଗରେ ହୋଇ ନ ପାରେ ରାଜ୍ୟସ୍ତରୀୟ ପରେଡ୍: ୩ ସ୍ଥାନ ବୁଲି ଦେଖିଲେ ଡିଜିପି, ସିପି
ଭୁବନେଶ୍ୱର, ୪ା୮(ବ୍ୟୁରୋ): ରାଜ୍ୟରେ ୭୨ତମ ସ୍ବାଧୀନତା ଦିବସ ପାଳନ ପାଇଁ ଚାଲିଛି ପ୍ରସ୍ତୁତି। ସବୁଥର ପରି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିବେ। କିନ୍ତୁ କେତେକ କାରଣ ପାଇଁ ଚଳିତବର୍ଷ ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ପରେଡ କରା ନ…
ଦଳିତ ମହିଳାଙ୍କୁ ପୋଲିସ ଏସ୍ଆଇଙ୍କ ଅସଦାଚରଣ
ଭୁବନେଶ୍ୱର, ୪ା୮(ବ୍ୟୁରୋ): ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ଦେଖାଇବା ପାଇଁ ପୋଲିସ ଡିଜିଙ୍କଠାରୁ ଆରମ୍ଭ କରି ସିପି ପର୍ଯ୍ୟନ୍ତ ପୋଲିସ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କେତେଜଣ ପୋଲିସ ଅଫିସର ଏହି ନିର୍ଦ୍ଦେଶକୁ ମାନୁ ନ ଥିବା ଜଣାପଡିଛି। ଥାନାକୁ କେହି ଅଭିଯୋଗ…
କାଦୁଆ ଆଶ୍ରମ ଏବେ ଜରାଜୀର୍ଣ୍ଣ
ପୁରୀ ଅଫିସ/ସାକ୍ଷୀଗୋପାଳ, ୪ା୮ (ଡି.ଏନ.ଏ.): ସାକ୍ଷୀଗୋପାଳ ନିକଟ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ କାଦୁଆ ଗଁ।। ଏହି ଗଁ।ରେ ୧୯୨୫ ମସିହାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ତିଆରି କରିଥିଲେ ଦରିଦ୍ର ନାରାୟଣ ସେବା ସଂଘ। ଲୋକମୁଖରେ ଏହା କାଦୁଆ…
୫ ଜିଲାରେ ପ୍ରବଳ ବର୍ଷା:୪୮ ଘଣ୍ଟାରେ ଲଘୁଚାପ
ଭୁବନେଶ୍ୱର,୪।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ ନୂଆପଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ସତର୍କ ସୂଚନା ଜାରି…
ବନ୍ଧୁ ବିନା ଜୀବନ ରଙ୍ଗହୀନ
ଭୁବନେଶ୍ୱର, ୪ା୮(ବ୍ୟୁରୋ)/ କଟକ ଅଫିସ: ‘ବନ୍ଧୁ’ – ତୁମ ଖୁସିରେ ଯିଏ ଖୁସି ହୁଏ। ତୁମକୁ ସବୁ ବେଳେ ଆଗକୁ ବଢିବାରେ ପ୍ରେରଣା ଦିଏ। ଯିଏ ସବୁ ସମୟ, ସବୁ ପରିସ୍ଥିତିରେ ପାଖେ ପାଖେ ରହିଥାଏ ସେ ହିଁ ପ୍ରକୃତ ବନ୍ଧୁ।…
ଶେଷ ହେଲା ବିଧାନସଭା ଅଧିବେଶନ: ୫ ଦିନ ଆଗରୁ ସରିଲା
ଭୁବନେଶ୍ୱର,୪।୮(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଶନିବାର ଶେଷ ହୋଇଛି। ନିର୍ଦ୍ଧାରିତ ସମୟର ୫ ଦିନ ପୂର୍ବରୁ ଅଧିବେଶନକୁ ବନ୍ଦ କରି ଦିଆଯାଇଛି। ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୮ ତାରିଖ ଯାଏ ଚାଲିବାର ଥିଲା। ଏହାର ପ୍ରଥମ ପର୍ଯ୍ୟାୟ…
ରହସ୍ୟ ଘେରରେ କୁନ୍ଦୁଲି ପୀଡ଼ିତାଙ୍କ ଆତ୍ମହତ୍ୟା
ଭୁବନେଶ୍ୱର,୪।୮(ବ୍ୟୁରୋ): କୁନ୍ଦୁଲି ପୀଡିତାଙ୍କ ଆତ୍ମହତ୍ୟା ରହସ୍ୟ ଘେରକୁ ଚାଲିଯାଇଛି। ପୀଡିତା କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ତାହା ଉପରୁ ପରଦା ହଟାଇବା ପାଇଁ ଆହୁରି ତଦନ୍ତର ଆବଶ୍ୟକତା ରହିଛି। ଏହି ଘଟଣାର ତଦନ୍ତ କରୁଥିବା କମିଶନ ରାଜ୍ୟ ସରକାରଙ୍କୁ ଏଭଳି ରିପୋର୍ଟ…
‘ମେଟଲ୍ ମିଟ୍-୨୦୧୯’; ଘୋଷଣା ହେଲା ସିନିୟର ଟପ୍-୮, ଏଥର ୩ ନୂଆ ଟିମ୍କୁ ମିଳିଲା ଫିନାଲେ ଟିକେଟ୍
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍ ମିଟ୍-୨୦୧୯’ର ସିନିୟର ବିଭାଗର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଏହି ବିଭାଗରେ ଶ୍ରେଷ୍ଠ ୮ ଟିମ୍ ଫିନାଲେ ଟିକେଟ୍ ପାଇଛନ୍ତି । ପ୍ରିଲିମ୍ସରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରି ଗ୍ରାଣ୍ଡ୍ ଫିନାଲେରେ ପ୍ରବେଶକରିଛନ୍ତି…
ବଦଳିପାରେ ପରେଡ୍ ସ୍ଥାନ
ଭୁବନେଶ୍ୱର, ୩।୮(ବ୍ୟୁରୋ): ଆସନ୍ତା ସ୍ବାଧନତା ଦିବସ ଅବସରରେ ରାଜ୍ୟସ୍ତରୀୟ ପରେଡ୍ ସ୍ଥାନ ବଦଳିପାରେ। ବିକଳ୍ପଭାବେ ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା ପ୍ରଦର୍ଶନୀ ପଡ଼ିଆ, ଜନତା ମଇନାନ ଓ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରୁଛନ୍ତି। ଏହି ସମୟରେ ଡିଜିଙ୍କ ସହ ପୋଲିସ…
ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ ଯୋଜନାରେ ସାମିଲ କରିବାକୁ ଦାବି
ଭବାନୀପାଟଣା, ୩।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ ଯୋଜନାରେ ସାମିଲକରିବା ପାଇଁ ଶୁକ୍ରବାର କଳାହାଣ୍ଡି ଏମ୍ପି ବସନ୍ତ ପଣ୍ଡା କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଭେଟି ଏକ ଦାବିପତ୍ର ଦେଇଛନ୍ତି। ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ…
ମେଡିକାଲ ପାଇଁ ସ୍ପଟ୍ ଆଡମିଶନ
ଭୁବନେଶ୍ୱର,୩।୮(ବ୍ୟୁରୋ): ଖାଲିଥିବା ମେଡିକାଲ ଓ ଡେଣ୍ଟାଲ କଲେଜ ପାଇଁ ସ୍ପଟ୍ ଆଡମିଶନ ହେବ। ରବିବାରଠାରୁ ୩ ଦିନ ଧରି ଏହି ସ୍ପଟ୍ ଆଡମିଶନ ଚାଲିବ। ବର୍ତ୍ତମାନ ୮ଟି ମେଡିକାଲ କଲେଜ ଓ ୨ଟି ଡେଣ୍ଟାଲ କଲେଜରେ ୧୮୦ ସିଟ୍ ଖାଲି ରହିଥିବା…
ଚଳିତ ବର୍ଷରୁ ମିଳିବ ଗରିମା ପୁରସ୍କାର: ‘ମୋ ସ୍କୁଲ’ ଅଭିଯାନରେ ୮୯୫୧ ସ୍କୁଲ ପାଇଛନ୍ତି ୮୯କୋଟି ଟଙ୍କା
ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ ସ୍କୁଲଗୁଡ଼ିକରେ ଗୁଣାତ୍ମକ ଶିକ୍ଷା ବୃଦ୍ଧି କରିବା ଲାଗି ରାଜ୍ୟ ସରକାର ‘ମୋ ସ୍କୁଲ’ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଯୋଜନାର ମୂଳ ଲକ୍ଷ୍ୟ, ସ୍କୁଲର ବିକାଶରେ ଜନସାଧାରଣ ଓ ପୁରାତନ ଛାତ୍ରୀଛାତ୍ରଙ୍କୁ ସାମିଲ କରିବା। ୨୦୧୮-୧୯ରେ ଏହି ଯୋଜନାରେ…
Archives


