ରାଜ୍ୟ

କଟକ ବିଏସ୍‌ଏନ୍‌ଏଲ୍‌ ଅଫିସରେ ଅଗ୍ନିକାଣ୍ଡ

କଟକ ଅଫିସ, ୨୦।୯: ସ୍ଥାନୀୟ ବଜ୍ରକବାଟୀ ରୋଡ଼ସ୍ଥିତ ବିଏସ୍‌ଏନ୍‌ଏଲ୍‌ ଅଫିସରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଏସ୍‌ଏନ୍‌ଏଲ୍‌ ଅଫିସର ଚତୁର୍ଥ ମହଲାରେ ଏହି ନିଆଁ ଲାଗିଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା…

ଭାରତରେ ପ୍ରଥମଥର ପାଇଁ ଆରମ୍ଭ ହେବ ମସଲା କ୍ଲଷ୍ଟର

କଟକ ଅଫିସ, ୧୯ା୯:ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିକାଶ ପ୍ରତିଷ୍ଠାନ ପକ୍ଷରୁ କଲେଜଛକସ୍ଥିତ ଏମ୍‌ଏସ୍‌ଏମ୍‌ଇ ବିକାଶଭବନରେ ଗୁରୁବାର ମସଲା ଉଦ୍ୟୋଗପତିମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ଏସ୍‌ଏମ୍‌ଇ ସହନିର୍ଦ୍ଦେଶକ ପି.କେ. ମିଶ୍ର ଯୋଗଦେଇ ଭାରତରେ ପ୍ରଥମଥର ପାଇଁ…

୭ଥର ଜେରା ହୋଇଥିଲେ ଆଶୀର୍ବାଦ

ଭୁବନେଶ୍ୱର, ୨୦-୯ (ବ୍ୟୁରୋ):ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ସଂସ୍ଥା (ଏଟି ଗ୍ରୁପ୍‌) ମହାଠକେଇ ମାମଲାରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗୁରୁବାର ଗିରଫ କରିଛି। ତେବେ ଓସିଏ ନିର୍ବାଚନ ପୂର୍ବରୁ ଏହି ଗିରଫଦାରିକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି।…

ଭୁବନେଶ୍ୱର ରେଳ ଷ୍ଟେଶନ:ବିଶ୍ୱସ୍ତରୀୟ ପାଇଁ ସଜବାଜ

ଭୁବନେଶ୍ୱର, ୨୦|୯(ସ୍ଥିତ ପ୍ରଜ୍ଞ ମିଶ୍ର):ଦେଶର ପ୍ରଥମ ମଲ୍ଟି ମୋଡାଲ ହବ୍‌ (ବହୁମୁଖି ପରିବହନ କେନ୍ଦ୍ର) ହେବ ଭୁବନେଶ୍ୱର ରେଳ ଷ୍ଟେଶନ। ଯାତ୍ରୀଙ୍କୁ ଏଠାରେ ବିମାନବନ୍ଦର ଅପେକ୍ଷା ଅଧିକ ସୁବିଧା ମିଳିବ। ରେଳ ଷ୍ଟେଶନକୁ ସମ୍ପୂର୍ଣ୍ଣ ଭାବେ ବିଶ୍ୱସ୍ତରୀୟ କରାଯିବାକୁ ରେଲଓ୍ବେ ସହିତ…

ନନ୍ଦନକାନନରେ ହାତୀ ମଡ଼କ:ଆଖି ବୁଜିଲା କମଳା,୨୫ ଦିନରେ ୩ ହାତୀଙ୍କ ମୃତ୍ୟୁ

ବାରଙ୍ଗ,୨୦-୯(ଡି.ଏନ୍‌.ଏ.):ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗୁରୁବାର ସନ୍ଧ୍ୟାରେ ୭ବର୍ଷର ମାଈ ହାତୀ କମଳାର ମୃତ୍ୟୁ ଘଟିଛି। ହର୍ପିସ ଭୂତାଣୁଜନିତ ସଂକ୍ରମଣ ରୋଗରେ ଆକ୍ରାନ୍ତ ହୋଇ କମଳାର ମୃତ୍ୟୁ ଘଟିଛି ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ କହିଛନ୍ତି। ଏହି ଭୂତାଣୁ ଜନିତ…

ବ୍ରାଣ୍ଡ୍‌ ଓଡ଼ିଶାର ପ୍ରସାର ପାଇଁ ନୂଆ ଅଭିଯାନ:ଓଡ଼ିଶା ନୁହେଁ…ଓଡ଼ିଶା ଆଃ

ଭୁବନେଶ୍ୱର,୨୦-୯(ବ୍ୟୁରୋ):ପ୍ରଥମେ ‘ଓଡ଼ିଶା ବାଇ ମର୍ର୍ନିଂ, ହକି ବାଇ ଇଭିନିଂ’। ଆଉ ଏବେ ‘ଓଡ଼ିଶା ଆଃ’। ରାଜ୍ୟ ଏବଂ ଦେଶ ବାହାରେ ବ୍ରାଣ୍ଡ୍‌ ଓଡ଼ିଶାର ପ୍ରମୋଶନ ପାଇଁ ଜୋରଦାର ଉଦ୍ୟମ ଚଳାଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ଓଡ଼ିଶାକୁ ଭାରତର ଏକ ପ୍ରମୁଖ ପର୍ଯ୍ୟଟନ…

ଷ୍ଟ୍ରେଚର ଅଭାବ, କାନ୍ଧରେ ବୁହା ହେଉଛନ୍ତି ରୋଗୀ

କଟକ ଅଫିସ, ୨୦-୯:କଟକ ଏସ୍‌ସିବି ମେଡିକାଲରେ ଦିନକୁ ଦିନ ରୋଗୀ ସଂଖ୍ୟା ବଢିବାରେ ଲାଗିଛି। ପ୍ରତିଦିନ ୫ହଜାରରୁ ଊର୍ଦ୍ଧ୍ୱ ରୋଗୀ ଚିକିତ୍ସା ପାଇଁ ଆସିଥାନ୍ତି। ସେମାନଙ୍କ ମଧ୍ୟରୁ ୫୦୦ରୁ ଊର୍ଦ୍ଧ୍ୱ ରୋଗୀ ହସ୍ପିଟାଲରେ ଆଡମିଶନ ହୋଇଥାନ୍ତି। ପ୍ରତିଦିନ ରୋଗୀ ସଂଖ୍ୟା ବଢୁଥିବାବେଳେ…

ପଶ୍ଚିମ ପାର୍ଶ୍ୱରେ ମାପଚୁପକୁ ବିରୋଧ:ଅଧାରେ ଅଟକିଲା ସର୍ଭେ

ପୁରୀ ଅଫିସ, ୨୦-୯:ଶ୍ରୀମନ୍ଦିର ଚୌହଦି ଉଚ୍ଛେଦର ମାପଚୁପ ଚାଲିଛି। ସୋମବାରଠାରୁ ଡିଜିପିଏସ୍‌ (ଡିଫରେନ୍‌ସିଆଲ ଗ୍ଲୋବାଲ ପୋଜିସନିଂ ସିଷ୍ଟମ) ପଦ୍ଧତିରେ ସର୍ଭେ କରାଯାଉଛି। ଏହି କାର୍ଯ୍ୟ ଆଉ ଦୁଇଦିନ ବାକି ଥିବାବେଳେ ଗୁରୁବାର ପ୍ରଶାସନକୁ ତୀବ୍ର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଫଳରେ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଉତ୍କଳ ବିଶ୍ୱବିଦ୍ୟାଳୟ ଗସ୍ତ,ଭିତ୍ତିଭୂମି ପରଖିବା ପରେ ସମାଧାନର ପ୍ରତିଶ୍ରୁତି

ଭୁବନେଶ୍ୱର, ୨୦-୯(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟର ବିକାଶ ପାଇଁ କୋଟି କୋଟି ଟଙ୍କା ଆସୁଛି ହେଲେ ତାର ଉଚିତ୍‌ ବ୍ୟବହାର ହେଉଥିବା ପରିଲକ୍ଷିତ ହେଉନି। ବିଶ୍ୱବିଦ୍ୟାଳୟର ବିକାଶରେ ସେ ଅର୍ଥ ଲାଗି ପାରୁନାହିଁ। ତୁରନ୍ତ ସେ ପାଣ୍ଠିକୁ ବିଶ୍ୱବିଦ୍ୟାଳୟର ବିକାଶ ପାଇଁ ବିନିଯୋଗ କର…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ ୬୬୨ ବର୍ଗ କଲେଜ ସଂଘର ଆଲୋଚନା: ୭ମ ବେତନ କମିଶନ ଦରମା ଦାବି

ଭୁବନେଶ୍ୱର,୨୦-୯(ବ୍ୟୁରୋ):ସରକାରୀ କର୍ମଚାରୀଙ୍କଠାରୁ ଆରମ୍ଭକରି ବିଭିନ୍ନ ସରକାରୀ ଉଦ୍ୟୋଗ, ପୌରସଂସ୍ଥାର କର୍ମଚାରୀମାନେ ସପ୍ତମ ବେତନ କମିଶନଙ୍କ ସୁପାରିସ ହାରରେ ଦରମା ପାଉଛନ୍ତି। ମାତ୍ର ବ୍ଲକଗ୍ରାଣ୍ଟ ପାଉଥିବା ୬୬୨ ବର୍ଗ କଲେଜ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଏଥିରୁ ବଞ୍ଚିତ କରାଯାଇଛି। ତୁରନ୍ତ ସପ୍ତମ ବେତନ…

ଅନୁପ୍ରବେଶକାରୀଙ୍କୁ ସହଯୋଗ ଦେଇଛନ୍ତି ରାଜନେତା: ହଇରାଣ ହୋଇପାରନ୍ତି ମୂଳବାସିନ୍ଦା

ଭୁବନେଶ୍ୱର,୨୦-୯(ବ୍ୟୁରୋ):ଭାରତରେ ରହୁଥିବା ବେଆଇନ ପ୍ରବାସୀଙ୍କୁ ଚିହ୍ନଟ କରି ବିଦା କରାଯିବ। ଏଥିଲାଗି ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି) ସାରା ଦେଶରେ ଲାଗୁ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ସୂଚନା ଦେଇଛନ୍ତି। ପୂର୍ବରୁ କେନ୍ଦ୍ର ସରକାର ଏହି ନିୟମ ଆସାମରେ…

୨୦୨୦ ମାର୍ଚ୍ଚ ସୁଦ୍ଧା ସବୁ ପୌରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର, ୨୦-୯(ବ୍ୟୁରୋ):୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୧୧୪ ପୌରାଞ୍ଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଯୋଗେ ଯୋଗାଇ ଦିଆଯିବ। ଲୋକସେବା ଭବନରେ ଆୟୋଜିତ ଏକ ସମୀକ୍ଷା ବୈଠକ ପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri