ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ
ରାଜନଗର,୧୯।୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକା ଜାତୀୟ ଉଦ୍ୟାନରେ ଗୁରୁବାର ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ ହୋଇଛି। ରାଜନଗର ଡିଏଫ୍ଓ ବିକାଶ ରଞ୍ଜନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନତାରେ ଏହି ଗଣନା ଆରମ୍ଭ ହୋଇଛି। ଦୁଇଟି ଟିମ୍ରେ ୧୨ଜଣ କର୍ମଚାରୀ ଏଥିରେ ସାମିଲ ହୋଇଛନ୍ତି।…
ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ
କଟକ ଅଫିସ,୧୯।୯: ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କଟକ ସ୍ପେଶାଲ ପୋକ୍ସୋ କୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ୨୦୧୮ ଏପ୍ରିଲ ୨୧ ତାରିଖରେ ସାଲେପୁର ଅଞ୍ଚଳରେ ଉକ୍ତ ନାବାଳିକା ଭାଇ…
ଗତିପଥ ବଦଳାଇଲା ମଙ୍ଗଳା ମୁହାଣ
ପୁରୀ ଅଫିସ,୧୯।୯: ପ୍ରାୟ ପ୍ରତିବର୍ଷ ମଙ୍ଗଳା ନଦୀ ମୁହାଣ ଗତିପଥ ବଦଳୁଛି। ବିଭିନ୍ନ ସମୟରେ ପ୍ରାକୃତିକ ମୁହାଣ ପୋତିହୋଇ ଭିନ୍ନ ଜାଗାରେ ନୂଆ ଧାର ସୃଷ୍ଟି ହେଉଛି। ଗତ କିଛିଦିନ ହେବ ମଙ୍ଗଳା ନଦୀ ମୁହାଣ ପୋତିହୋଇ ସଙ୍କୁଚିତ ହୋଇଯାଇଥିଲା। ଏବେ…
ଉଚ୍ଛେଦକୁ ନେଇ ମହନ୍ତ, ସାଧୁସନ୍ଥଙ୍କ ମେଳି
ପୁରୀ ଅଫିସ, ୧୯।୯: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୀମା ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏଥିପାଇଁ ବର୍ତ୍ତମାନ ଡିଜିପିଏସ୍ ମ୍ୟାପିଂ ଚାଲିଛି। ତେବେ ଏହା ପୂର୍ବରୁ ମେଘନାଦ…
ଆଶୀର୍ବାଦ ଗିରଫ ହେବା ପ୍ରସଙ୍ଗ: ରିମାଣ୍ଡରେ ନେବନି ସିବିଆଇ; ପୁଅ ସଞ୍ଜୟ କହିଲେ ‘ଏହା ଷଡ଼ଯନ୍ତ୍ର’
କଟକ ଅଫିସ,୧୯।୯: ଆଗକୁ ଓଡ଼ିଶା କ୍ରିକେଟ୍ ଆସୋସିଏଶନ(ଓସିଏ)ର ନିର୍ବାଚନ ଥିବାବେଳେ ଗୁରୁବାର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କରିବା ଚର୍ଚ୍ଚାର ବିଷୟ ପାଲଟିଛି। ତାଙ୍କୁ ସିବିଆଇ ରିମାଣ୍ଡରେ ନେବନାହିଁ ବୋଲି ଜଣାପଡ଼ିଛି। ଏପରିସ୍ଥଳେ ଏହି ଗିରଫଦାରୀକୁ ନେଇ ପ୍ରତିକ୍ରିୟା…
ରାଜଧାନୀରେ କୁକୁର ବନ୍ଧ୍ୟାକରଣ ଆରମ୍ଭ
ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଭୁବନେଶ୍ୱରରେ ବୁଲା କୁକୁରଙ୍କ ଉତ୍ପାତ ବଢ଼ି ଚାଲିଛି। ଏଥିଯୋଗୁ ଦୁର୍ଘଟଣା ଘଟୁଥିବାବେଳେ ବହୁ ଲୋକ କୁକୁର କାମୁଡ଼ାର ଶିକାର ହେଉଛନ୍ତି। ସେମାନଙ୍କ ବଂଶବୃଦ୍ଧି ଉପରେ ରୋକ୍ ଲଗାଇବା ସହ ସହରବାସୀଙ୍କୁ ଏଭଳି ବିପଦରୁ ରକ୍ଷାକରିବା ପାଇଁ ବିଏମ୍ସି ପକ୍ଷରୁ…
ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବାଲିଅନ୍ତା ବିଇଓ ଅଫିସ୍ ଗସ୍ତ: ଅନୁପସ୍ଥିତ କର୍ମଚାରୀଙ୍କ ଦିନକ ଦରମା ବନ୍ଦ
ଭୁବନେଶ୍ୱର(ବ୍ୟୁରୋ)/ବାଳକାଟୀ(ଡି.ଏନ.ଏ),୧୯।୯: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ବାଲିଅନ୍ତା ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ)ଙ୍କ ବାଳକାଟୀସ୍ଥିତ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ। ଏହି ଗସ୍ତବେଳେ ୧୦ଟା ୧୫ରୁ ୧୦ଟା ୪୦ ସୁଦ୍ଧା କାର୍ଯ୍ୟାଳୟରେ ଅପେକ୍ଷା କରିଥିଲେ। କିନ୍ତୁ…
ବିଏମ୍ସିର ପଲିଥିନ ବ୍ୟାନ୍ ବାଟବଣା
ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତବର୍ଷ ଅକ୍ଟୋବର ୨ରୁ ରାଜ୍ୟରେ ପ୍ଲାଷ୍ଟିକ୍ ଓ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ରାଜଧାନୀକୁ ସ୍ବଚ୍ଛ ଓ ସୁନ୍ଦର ସହରରେ ପରିଣତ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ମଧ୍ୟ ଏହି ନିୟମକୁ କଡ଼ାକଡ଼ି ଲାଗୁ କରିଥିବା…
ବ୍ରାଉନ୍ସୁଗାର ଡିଲର ସେକ୍ ରାଜାଙ୍କ ଘର ଉପରେ ଚଢ଼ାଉ: ସିସି କ୍ୟାମେରା ଜଗୁଥିଲା କଳାବେପାର
ଭୁବନେଶ୍ୱର, ୧୯।୯(ବ୍ୟୁରୋ)/ ବାଲେଶ୍ୱର ଅଫିସ: ବ୍ରାଉନ୍ସୁଗାର ଡିଲର ସେକ୍ ରାଜା କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କଫୋର୍ସ (ଏସ୍ଟିଏଫ୍) ହାତରେ ଧରାପଡିବା ପରେ ଅନେକ ଗୁମର ଫିଟିବାରେ ଲାଗିଛି। ଓଡ଼ିଶା ସମେତ ପଶ୍ଚିମବଙ୍ଗ, ରାଜସ୍ଥାନ, ନେପାଳ, ବାଂଲାଦେଶ, ଗୋଆରେ ରାଜାଙ୍କର ନେଟ୍ଓ୍ବର୍କ ରହିଛି। ବାଂଲାଦେଶରୁ…
ର଼୍ୟାଗିଂ ଘଟଣା: ୬ ଅନ୍ତେବାସୀ ହଷ୍ଟେଲରୁ ବହିଷ୍କୃତ ବହିଷ୍କାର ନିର୍ଦ୍ଦେଶ ପ୍ରତିବାଦରେ ଧାରଣା
କଟକ ଅଫିସ,୧୯।୯: ରେଭେନ୍ଶା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ମଙ୍ଗଳବାର ହୋଇଥିବା ର଼୍ୟାଗିଂ ଅଭିଯୋଗରେ ୬ଜଣ ଅନ୍ତେବାସୀଙ୍କୁ ହଷ୍ଟେଲରୁ ବହିଷ୍କାର ନିର୍ଦ୍ଦେଶ ହୋଇଛି। ଏହି ନିର୍ଦ୍ଦେଶକୁ ପ୍ରତିବାଦ କରି ବୁଧବାର ରାତିରେ ଇଷ୍ଟ ହଷ୍ଟେଲ ଅନ୍ତେବାସୀମାନେ ଧାରଣାରେ ବସିଥିଲେ। ଏପରି କି ମୁଖ୍ୟଫାଟକ…
ଶୋଭାପାଇବ ପ୍ୟାରିସ୍ର ଡିଜ୍ନିଲ୍ୟାଣ୍ଡ ପାର୍କ
କଟକ ରୋଡ,୧୯।୯(ଡି.ଏନ୍.ଏ.): ଚଳିତବର୍ଷ ଝାରପଡ଼ା ଦୁର୍ଗାପୂଜା ସମିତି ନବମ ବର୍ଷରେ ପହଞ୍ଚିଛି। ପୂର୍ବରୁ ବିଭିନ୍ନ ସମୟରେ ଆକର୍ଷଣୀୟ ତୋରଣ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଚଳିତଥର ପ୍ୟାରିସ୍ର ଡିଜ୍ନିଲ୍ୟାଣ୍ଡ ପାର୍କ ନିର୍ମାଣ କରିବାକୁ ଯାଉଛି। ଏହା ମୁଖ୍ୟ ଆକର୍ଷଣ…
ପୂର୍ବତଟ ରେଳପଥରେ ଆରମ୍ଭ ହେଲା ‘ଇ-କାର୍ଯ୍ୟାଳୟ’
ଭୁବନେଶ୍ୱର,୧୯।୯(ବ୍ୟୁରୋ): ପୂର୍ବତଟ ରେଳପଥରେ ବୁଧବାର ‘ଇ-କାର୍ଯ୍ୟାଳୟ’ ପ୍ରଣାଳୀ ଉଦ୍ଘାଟନ ହୋଇଛି। ଏହି ପ୍ରଣାଳୀକୁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ଉଦ୍ଘାଟନ କରିଥିବାବେଳେ କାଗଜ ବିହୀନ ସବୁଜ ରେଳପଥ, କାର୍ଯ୍ୟଶୈଳୀରେ ସ୍ବଚ୍ଛତା ଆଣିବା ସକାଶେ ରେଳପଥ ପକ୍ଷରୁ ‘ଏନଆଇସି (ନ୍ୟାଶନାଲ ଇନଫରମେଟିକ୍ସ ସେଣ୍ଟର)…
Archives


