ନଭେମ୍ବର ୧ରୁ ଧାନ ସଂଗ୍ରହ
ଭୁବନେଶ୍ୱର,୧୯ା୯(ବ୍ୟୁରୋ): ଆସନ୍ତା ନଭେମ୍ବର ୧ରୁ ଖରିଫ ଧାନ ସଂଗ୍ରହ ହେବ। ଧାନ ବିକ୍ରି କରିବାକୁ ଚଳିତବର୍ଷ ୧୧ ଲକ୍ଷ ୫୪ ହଜାର ୧୩୦ ଜଣ ଚାଷୀ ନାମ ପଞ୍ଜୀକୃତ କରିଛନ୍ତି। ଆସନ୍ତା ୨୨ ତାରିଖ ସୁଦ୍ଧା ସମସ୍ତ ଡାଟା ଏଣ୍ଟ୍ରି ଶେଷ…
ସ୍ବଚ୍ଛ ଭାରତ ମିଶନ୍ ବାଟବଣା: ବ୍ୟକ୍ତିଗତ ନୁହେଁ ଗୋଷ୍ଠୀକୁ ଦେଉଛନ୍ତି ଗୁରୁତ୍ୱ
ନୟାଗଡ଼ ଅଫିସ/ନୂଆଗାଁ(ଡି.ଏନ.ଏ.),୧୯।୯: ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ସ୍ବଚ୍ଛ ଭାରତ ମିଶନ(ଗ୍ରାମୀଣ)ଜରିଆରେ ପାଇଖାନା ନିର୍ମାଣ କାର୍ଯ୍ୟ ବାଟବଣା ହେଉଥିବା ଅଭିଯୋଗ ହେଉଛି। ନୂଆଗାଁ ବ୍ଲ୍ଳକରେ ମୋଟ ୨୫, ୯୬୩ ଜଣ ହିତାଧିକାରୀ ପାଇଖାନା ନିର୍ମାଣ ପାଇଁ ଧାର୍ଯ୍ୟ କରାଯାଇଥିବାବେଳେ ୨୨ ହଜାର…
କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠ: ୧୦ ଶ୍ରେଣୀ ପାଇଁ ଅଛନ୍ତି ୬ ଶିକ୍ଷକ
ରଣପୁର,୧୯।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଏଠାରେ ୫୦୦ ଛାତ୍ରୀଛାତ୍ର ପଢୁଛନ୍ତି। ୩୦ ପିଲାରେ ଜଣେ ଶିକ୍ଷକ ଅନୁପାତକୁ ଦେଖିଲେ ଏଠାରେ ୧୭ ଶିକ୍ଷକ ରହିବା…
ଏସ୍ସିବି ମେଡିକାଲ: ଜଗା-କାଳିଆଙ୍କୁ ଭେଟିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା
କଟକ ଅଫିସ, ୧୯।୯: କଟକ ଏସ୍ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଜଗା- କାଳିଆଙ୍କୁ ବୁଧବାର ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ଭେଟିଛନ୍ତି। ଜଗା ସହ କଥା ହୋଇଥିବାବେଳେ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଏସ୍ସିବି ସୁପରିଣ୍ଟେଣ୍ଡେଣ୍ଟ ଓ ଦାୟିତ୍ୱରେ…
ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ମହମ୍ମଦ ମୁସ୍ତାକ ଦୋଷୀ ସାବ୍ୟସ୍ତ
କଟକ ଅଫିସ, ୧୯।୯: କଟକ ଜିଲା ସାଲେପୁର ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ବହୁଚର୍ଚ୍ଚିତ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ମହମ୍ମଦ ମୁସ୍ତାକ(୩୨) ଦୋଷୀ ସାବ୍ୟସ୍ତ ହୋଇଛନ୍ତି। କଟକର ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ ତଥା ପୋକ୍ସୋ…
ଛୁରି ଭୁସିି ଯୁବକଙ୍କୁ ହତ୍ୟା
କଟକ ଅଫିସ,୧୯ା୯: ଲାଲବାଗ ଥାନା ଅନ୍ତର୍ଗତ ଚୁନଭାଟି ଗଳି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କାର୍ତ୍ତିକ ବାରିକ(୩୦) ଓରଫ ଗୁଡୁ। ସେହି ଅଞ୍ଚଳର ସଞ୍ଜୀବ ନାମକ ଯୁବକ କାର୍ତ୍ତିକଙ୍କୁ ହତ୍ୟା କରିଛନ୍ତି…
ନରସିଂହପୁର ଇଲେକ୍ଟ୍ରି ଡିଜିଏମ୍ଙ୍କ ଘରେ ଭିଜିଲାନ୍ସ ଚଢାଉ: ୧.୩୬ କୋଟିର ସମ୍ପତ୍ତି ଠାବ
କଟକ ଅଫିସ, ୧୯।୯: କଟକ ଜିଲା ନରସିଂହପୁର ଇଲେକ୍ଟ୍ରି ଗ୍ରୀଡ୍ର ଡେପୁଟି ଜେନେରାଲ ମ୍ୟାନେଜର (ଡିଜିଏମ୍) ରାମେଶ୍ୱର ମହଲାଙ୍କ ଘରୁ ଭିଜିଲାନ୍ସ ବିଭାଗ ୧ କୋଟି ୩୬ ଲକ୍ଷ ୫୩ ହଜାର ୧୧୨ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ…
ସୁରକ୍ଷିତ ଶୈଶବ, ପୂର୍ଣ୍ଣ ବିକାଶ ଉପରେ ଗୁରୁତ୍ୱାରୋପ
ଭୁବନେଶ୍ୱର, ୧୮ା୯(ବ୍ୟୁରୋ): ଶିଶୁଙ୍କ ସୁରକ୍ଷିତ ଶୈଶବ ଓ ପୂର୍ଣ୍ଣ ବିକାଶକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଅନାଥ ଓ ଏକକ ଅଭିଭାବକ ଥିବା ଶିଶୁଙ୍କୁ ଚିହ୍ନଟ କରାଯିବ। ଏଥିପାଇଁ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହାୟତାରେ ସ୍ବତନ୍ତ୍ର ସର୍ଭେ ଆରମ୍ଭ ହେବ। ଏ ସଂକ୍ରାନ୍ତରେ…
ସବୁ ବର୍ଗର ସ୍କୁଲ୍ ପିଲାଙ୍କୁ ମିଳିବ ଡ୍ରେସ୍, ଜୋତା
ଭୁବନେଶ୍ୱର, ୧୮ା୯(ବ୍ୟୁରୋ): ସରକାରୀ ସ୍କୁଲଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କ ମିଳିବ ଡ୍ରେସ୍ ଓ ଜୋତା। ରାଜ୍ୟ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏ…
ଅବକାରୀ ଚଢାଉ, ୬ ଗିରଫ
ବଇଣ୍ଡା,୧୮ା୯(ଡି.ଏନ.ଏ): ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଠାକୁରଗଡ଼ ଥାନାର ବିଭିନ୍ନ ଗ୍ରାମରେ ଚଢାଉ କରାଯାଇ ୮୫ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଠାକୁରଗଡ଼ ଥାନା ରାଜିଙ୍ଗ ଗ୍ରାମର…
ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଦସ୍ତଖତ ଅଭିଯାନ
ଭଦ୍ରକ ଅଫିସ, ୧୮।୯ : ଭଦ୍ରକ ଜିଲା ଯାଦବ ଓ ଯୁବ ଯାଦବ ମହାସଭା ପକ୍ଷରୁ ବୁଧବାର ତୃତୀୟ ଥର ପାଇଁ ଆରଡ଼ି ଛକଠାରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ପଥପ୍ରାନ୍ତ ସଭା ଓ ଦସ୍ତଖତ ଅଭିଯାନ କରାଯାଇଛି। ଜିଲା ଯୁବ…
ସରପଦାରେ ହେବ ମିନିଷ୍ଟାଡିୟମ୍
ଭଣ୍ଡାରିପୋଖରୀ, ୧୮।୯ (ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ସରପଦା ସ୍କୁଲ ପଡ଼ିଆରେ ମିନିଷ୍ଟାଡିୟମ୍ ନିର୍ମାଣ ହେବ। ଏଥିପାଇଁ ଅଢ଼େଇ ଏକର ସ୍ଥାନ ନିରୂପଣ କରାଯାଇଛି। ବୁଧବାର ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଣିତକାନ୍ତ ସାମଲ କ୍ଷେତ୍ର ପରିଦର୍ଶନ…
Archives


