ରାଜ୍ୟ

ଅସହାୟ ୨ ଶିଶୁଙ୍କୁ ଉଦ୍ଧାର କଲା ପ୍ରଶାସନମୁକ୍ତ ଆଶ୍ରୟ ସ୍ଥଳରେ ଥଇଥାନ

ନୂଆପଡା ଅଫିସ,୩୧ା୭- ନୂଆପଡା ଜିଲା ସିନାପାଲି ବ୍ଲକ ନୂଆପଡା ଗ୍ରାମପଞ୍ଚାୟତ ସଦର ଗାଁର ମା’ବାପାଙ୍କ ମୃତ୍ୟୁ ପରେ ଅସହାୟ ଭାବେ ଜୀବନ କାଟୁଥିବା ୨ ଶିଶୁଙ୍କୁ ଜିଲା ପ୍ରଶାସନ ଉଦ୍ଧାର କରି ମୁକ୍ତ ଆଶ୍ରମ ସ୍ଥଳରେ ଥଇଥାନ କରିଛି । ଜିଲାପାଳଙ୍କ…

ମରୁଡ଼ି ଚିନ୍ତା: ବୀମାରେ ସର୍ବକାଳୀନ ରେକର୍ଡ: ପଞ୍ଜୀକରଣ କଲେଣି ୪୫ ହଜାର ଚାଷୀ

ଅନୁଗୋଳ ଅଫିସ, ୩୧।୭-ଆବଶ୍ୟକ ବର୍ଷା ହେଉ ନ ଥିବାରୁ ମରୁଡ଼ି ନେଇ ଅନୁଗୋଳ ଜିଲାର ଚାଷୀମାନେ ଚିନ୍ତିତ ହୋଇପଡ଼ିଛନ୍ତି। ତେଣୁ ମରୁଡ଼ି ଜନିତ ଫସଲ କ୍ଷତିରୁ ତ୍ରାହି ପାଇବା ପାଇଁ ସେମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସାହାରା ନେଉଛନ୍ତି। ଆସନ୍ତା…

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ସମୀକ୍ଷା: ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ, ୩୧।୭-ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ସୋମବାର ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ ଦେଇଥିଲେ। ସମସ୍ତ…

ବ୍ୟାଙ୍କ ସୁରକ୍ଷା ଯାଞ୍ଚ କଲା ପୋଲିସ

ବ୍ରହ୍ମପୁର ପୋଲିସ, ୩୧ା୭- ବ୍ୟାଙ୍କ ସୁରକ୍ଷା ବ୍ୟବସ୍ଥାରେ ଢିଲା ରହିଥିବା ଯୋଗୁ ବିଗତ ଦିନରେ ଅନେକ ଗ୍ରାହକ ଠକେଇର ଶିକାର ହୋଇଥିବା ନଜିର ରହିଛି। ଏପରିକି ଗ୍ରାହକମାନେ ବିଭିନ୍ନ ସମୟରେ ବ୍ୟାଙ୍କରେ ନାନା ପ୍ରକାର ଠକେଇର ଶିକାର ହେଉଛନ୍ତି। ଗତ କିଛିଦିନ…

ବାରଣ୍ଡାରେ ଚାଲିଛି ପାଠପଢ଼ା

ହାଟଡ଼ିହୀ, ୩୧।୭ (ଡି.ଏନ.ଏ.)-ସରକାର ଅଙ୍ଗନୱାଡ଼ି ପାଇଁ ଯୋଜନାମାନ କରି ସ୍ବାସ୍ଥ୍ୟ ପରିବେଶ ଓ ଉନ୍ନତ ମାନର ଗୃହ ପାଇଁ ଅନୁଦାନ ଯୋଗାଇ ଦେଉଛନ୍ତି । ପ୍ରଶାସନର ଅବହେଳା ପାଇଁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବହୁ ଅଙ୍ଗନୱାଡ଼ିର ଗୃହ ନ ଥିବାରୁ…

ବେପରୁଆ ଗାଡି ଚାଳନା ଉପରେ ଲାଗିବ କଟକଣା

ବାଲେଶ୍ୱର ଅଫିସ, ୩୧।୭-ବଲେଶ୍ୱର ଜିଲା ପ୍ରକଳ୍ପ ଉନ୍ନୟନ ଅଧିକାରୀଙ୍କ ସଭାଗୃହରେ ମଙ୍ଗଳବାର ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତା କରି ବେପରୁଆ ଯାନ ଚାଳନା ଉପରେ ଗୁରୁତ୍ୱ ଦେଇ କଟକଣା ଲାଗିବ ପାଇଁ ନିର୍ଦ୍ଦେଶ…

ବର୍ଷାରେ ଭୁଶୁଡିଲା ପୋଲ, ଯାତାୟାତ ବାଧାପ୍ରାପ୍ତ: ଯୋଗାଯୋଗରୁ ବିଚ୍ଛିନ୍ନ କଛାରପଡାବାସୀ

ଜୁନାଗଡ,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଗତ ରବିବାର, ସୋମବାର ୨ ଦିନ ଧରି ଲଗାଣ ବର୍ଷାରେ ଚାରିଆଡେ ଜଳମଗ୍ନ ହୋଇଥିଲା। ଏଥିଯୋଗୁ ନାଳ(ଯୋର), ନଦୀରେ ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ଜୁନାଗଡ ବ୍ଲକ ଗୌଡଛେଣ୍ଡିଆ-କଛାରପଡାକୁ ସଂଯୋଗ କରୁଥିବା ରାସ୍ତା ମଧ୍ୟର…

ମରୁଡି ଘୋଷଣା ଦାବି, ବୋଡେନ ବ୍ଲକ ଭାଜପାର ତହସିଲ ଅଫିସ ଘେରାଉ

ନୂଆପଡା ଅଫିସ/ବୋଡେନ,୩୦ା୭: ନୂଆପଡା ଜିଲା ପ୍ରତିବର୍ଷ ମରୁଡି କବଳିତ ହେଉଥିବାବେଳେ ଏଠାରେ ଚାଷୀଙ୍କ ଗୁହାରି ଶୁଣିବାକୁ କର୍ତ୍ତୃପକ୍ଷ ହେଳା କରୁଥିବା ଅଭିଯୋଗ କରି ବୋଡେନ ବ୍ଲକ ଭାଜପା ତରଫରୁ ତହସିଲ ଅଫିସ ଘେରାଉ କରାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ…

କେଳୁଣୀ ମୁହାଁଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତରେ ୪ଫୁଟର ପାଣି

କାକଟପୁର, ୩୦।୭(ଡି.ଏନ୍‌.ଏ.)-ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଁଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ ମୁହାଁଣ ବନ୍ଦ…

ବିରଳ ପ୍ରଜାତିର ସାପ ‘ବାମ୍ବପିଟ୍‌ ଭାଇପର’ ଉଦ୍ଧାର: କାମୁଡିଲେ ଶରୀରରେ ହୁଏ ଫୋଟକା

ଉଦଳା,୩୦ା୭(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ରାଢୋ ଗ୍ରାମରୁ ସ୍ନେକ ଲାଇଫ୍‌ ଲାଇନର ସଦସ୍ୟ ମଙ୍ଗଳବାର ଏକ ବିରଳ ପ୍ରଜାତିର ବିଷାକ୍ତ ସାପ ଉଦ୍ଧାର କରିଛନ୍ତି। ଉଦ୍ଧାର ସାପଟିର ନାମ ବାମ୍ବପିଟ୍‌ ଭାଇପର ବା ଫଟକା ବଡା ସାପ।…

ନାଥୁରାମଙ୍କୁ ନେଇ ପୁଣି କଂଗ୍ରେସ-ଭାଜପା ମୁହାଁମୁହିଁ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ସୋମବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀକୁ ନେଇ ଉଭୟ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ହୋଇଥିଲେ। କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କ ପ୍ରସଙ୍ଗ ଉଠାଇ ପରୋକ୍ଷରେ ଭାଜପା ଓ କେନ୍ଦ୍ର…

ଚଳିତବର୍ଷ ୩୮ଟି ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ପ୍ରଶ୍ନକାଳବେଳେ ଆଇନ୍‌ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଧ୍ରୁବଚରଣ ସାହୁ ପଟ୍ଟାମୁଣ୍ଡାଇଠାରେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri