ରାଜ୍ୟ

ଶ୍ୱେତପତ୍ରରେ ନାହିଁ ତୁଳନାତ୍ମକ ଚିତ୍ର: ନରସିଂହ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଧାନସଭାରେ ସୋମବାର ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗ ଖର୍ଚ୍ଚ ଦାବି ଉପରେ ଆଲୋଚନା କରାଯାଇଛି। ଏହି ଅବସରରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ଥିବା ସରକାର…

ଦିଲ୍ଲୀ ଶିକ୍ଷାମନ୍ତ୍ରୀଙ୍କ ସହ ଗଣଶିକ୍ଷା ମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ଦିଲ୍ଲୀ ଗସ୍ତ କରିଛନ୍ତି। ସେ ସେଠାରେ ପହଞ୍ଚତ୍ବା ପରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ତଥା ଶିକ୍ଷାମନ୍ତ୍ରୀ ମନିଷ୍‌ ସିସୋଡିଆଙ୍କୁ ଭେଟିଛନ୍ତି। ମାଧ୍ୟମିକ ଶିକ୍ଷାର ଉତ୍କର୍ଷ ନିମନ୍ତେ ଦିଲ୍ଲୀ ସରକାରଙ୍କ…

କଳିଙ୍ଗ ହସ୍ପିଟାଲରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ପୁଣି କଳିଙ୍ଗ ହସ୍ପିଟାଲ ଉପରେ ଚଢ଼ାଉ ହୋଇଛି। ଖୋର୍ଦ୍ଧା ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ପିସିପିଏନ୍‌ଡିଟି ସେଲ୍‌ ପକ୍ଷରୁ ସୋମବାର ମିଳିତ ଭାବେ ଏହି ଚଢ଼ାଉ ହୋଇଥିଲା। ଡାକ୍ତରଖାନାରେ ପିସିପିଏନ୍‌ଡିଟି ଆଇନ କିଭଳି କାର୍ଯ୍ୟକାରୀ ହେଉଛି ତାହାର…

ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା

ପୁରୀ ଅଫିସ, ୩୦।୭: ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଅଗଷ୍ଟ ୧ ତାରିଖରୁ ଏହି କଟକଣା କଡ଼ାକଡ଼ିି ଭାବେ ଲାଗୁ…

ଭିତ୍ତିଭୂମି ଅଭାବରୁ ଶ୍ରୀହୀନ ଶିକ୍ଷାନୁଷ୍ଠାନ

ଧାମନଗର ୩୦।୭(ଡି.ଏନ.ଏ.)- ପ୍ରାଥମିକ ଶିକ୍ଷାକୁ ମୌଳିକ ଅଧିକାରଭୁକ୍ତ କରାଯାଇଥିଲେ ବି ଭିତ୍ତିଭୂମି ଅଭାବରୁ ଗ୍ରାମାଞ୍ଚଳର ଅନେକ ଶିକ୍ଷାନୁଷ୍ଠାନ ଥାଇ ନ ଥିଲା ପରି ଚାଲିଛି। ଗରିବ ଅଭିଭାବକମାନେ ପିଲାଙ୍କୁ ସ୍କୁଲ ପଠାଉଥିଲେ ମଧ୍ୟ ସେମାନେ ପାଠ ପଢ଼ିପାରୁ ନାହାନ୍ତି। ଏଥିଲାଗି ଅନେକ…

ମୃତକଙ୍କ ପରିବାରକୁ ଭେଟିଲେ ମନ୍ତ୍ରୀ

ଖଇରା, ୩୦।୭(ଡି.ଏନ.ଏ.)-ଖଇରା ବ୍ଲକ ଅଧୀନ ଆମ୍ବହତା କେନାଲରେ ବୁଡି ପ୍ରାଣ ହରାଇଥିବା ରଟିଣା ନୋଡାଲ ନୋଡାଲ ହାଇସ୍କୁର ଦୁଇ ଛାତ୍ରଙ୍କୁ ପରିବାରକୁ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଭେଟିବା ସହ ସେମାନଙ୍କୁ ସମବେଦନା ଜଣାଇଛନ୍ତି ା ସପ୍ତମ…

ମନ୍ଦିରରେ ଜଳାଭିଷେକକୁ ବିରୋଧ, ଉତ୍ତେଜନା

ଜଳେଶ୍ୱର, ୩୦ା୭ (ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନାମ୍ପୋ ଫାଣ୍ଡି ଅଧୀନ ନାମ୍ପୋ ଗ୍ରାମସ୍ଥିତ ଶ୍ରୀ ତ୍ରିଲୋଚନେଶ୍ୱରଙ୍କ ଶିବ ମନ୍ଦିରରେ ଜଳାଭିଷେକ ଲାଗି ସୋମବାର ଭୋର ସମୟରେ କେତେକ କାଉଁଡ଼ିଆ ଆସି ପହଞ୍ଚିଥିଲେ। ସେଠାରେ ସେବାୟତ ଓ ଭକ୍ତଙ୍କ ମଧ୍ୟରେ…

ଭିଜିଲାନ୍ସ ଜାଲରେ ୧୪୪ ପୋଲିସ ଅଧିକାରୀ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବଚ୍ଛ ଶାସନ ଉପରେ ଗୁରୁତ୍ୱ ଦେଉଥିବାବେଳେ ପ୍ରଶାସନିକ ଅଧିକାରୀଙ୍କୁ ଦୁର୍ନୀତିର ମୋହ ଛାଡ଼ୁନାହିଁ। ଗତ ୫ ବର୍ଷ (୨୦୧୪-୧୦୧୯)ମଧ୍ୟରେ ରାଜ୍ୟ ସରକାରଙ୍କ ୧୪୪ ଜଣ ପୋଲିସ ଅଧିକାରୀ ଦୁର୍ନୀତି, ଲାଞ୍ଚ ନେବା ଏବଂ ଆୟ ବହିର୍ଭୂତ…

ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନକୁ ନେଇ ବିଧାନସଭାରେ ଉଦ୍‌ବେଗ: ଭାଜପା-କଂଗ୍ରେସ ମୁହାଁମୁହିଁ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ରାଜ୍ୟ ସରକାର କି ପ୍ରସ୍ତୁତି କରିଛନ୍ତି। ରାଜ୍ୟ ସରକାର ଏ ନେଇ ଏକ କମିଟି ଗଠନ କରିଥିଲେ। ସେହି କମିଟି ସରକାରଙ୍କୁ କେତେକ ପ୍ରସ୍ତାବ ଦେଇଥିଲା, ହେଲେ ତାହାକୁ ପାଳନ କରାଗଲା ନାହିଁ।…

ଚାଲିଛି ବେଆଇନ ପଥର ଫୁଟା: ଦୁର୍ଘଟଣା ପରେ ଚଢ଼ାଉ, ୬ ଗିରଫ

ଭଞ୍ଜନଗର,୩୦।୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଅନେକ ପଥର କ୍ୱାରୀ ବିଭିନ୍ନ କାରଣ ଯୋଗୁ ନିଲାମ ହୋଇପାରୁନାହିଁ। ଏହାର ସୁଯୋଗ ନେଇ ପଥର ମାଫିଆ ବେନିୟମ ଭାବେ ପାହାଡ଼ରୁ ପଥର ଫୁଟାଇ ଚୋରାରେ ବିକ୍ରି କରୁଛନ୍ତି। ଏହାକୁ କେତେଜଣ ଅସାଧୁ ସରକାରୀ କର୍ମଚାରୀ ସହଯୋଗ କରୁଛନ୍ତି।…

ସାଢ଼େ ୯ କୁଇଣ୍ଟାଲ ଗଞ୍ଜେଇ ଜବତ ଘଟଣା: ପୁଣି ଗଞ୍ଜେଇ ଚାଲାଣ ଗାଡ଼ି ମାଲିକ ଗିରଫ

ଫୁଲବାଣୀ ଅଫିସ, ୩୦୭-ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ବାଲନ୍ଦାପଡା ଫାଣ୍ଡି ଅଞ୍ଚଳରେ ପୋଲିସ ୨୧ ତାରିଖରେ ଏକ ଗାଡିରୁ ୯ କୁଇଣ୍ଟାଲ ୫୪ କେଜି ଗଞ୍ଜେଇ ଜବତ କରିଥିଲା। ଏହି ଘଟଣାରେ ୨ ଜଣଙ୍କୁ ଧରିଥିବାବେଳେ ଗାଡି ଜବତ କରିଥିଲେ। ପରେ…

କେନ୍ଦ୍ର ଦେଇନି ୩୦ ହଜାର କୋଟି; ଯାହା ମାଗୁଛୁ, ମିଳୁନି: ଚତୁର୍ଦ୍ଦଶ ଅର୍ଥ କମିଶନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଚତୁର୍ଦ୍ଦଶ ଅର୍ଥ କମିଶନ ଯାହା ସୁପାରିସ କରିଛନ୍ତି, ତାହା ଓଡ଼ିଶାକୁ ମିଳୁନାହିଁ। କମିଶନ ୨୦୧୫-୧୬ ରୁ ୨୦୧୯-୨୦ ମଧ୍ୟରେ ରାଜ୍ୟ ପାଇଁ କେନ୍ଦ୍ରୀୟ ଟିକସରୁ ରାଜ୍ୟର ଅଂଶଧନ ବ୍ୟତୀତ ସ୍ବାୟତ୍ତ ଶାସନ ସଂସ୍ଥାଙ୍କ ପାଇଁ ଅନୁଦାନ ଓ ରାଜ୍ୟ ବିପର୍ଯ୍ୟୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri