ରାଜ୍ୟ

କଟକ: ୧୮ରେ ୧୨ ଘଣ୍ଟିଆ ବନ୍ଦ

କଟକ ଅଫିସ,୧୬ା୯ : ହିନ୍ଦୁସେନା ଓ କଟକ ସଦର ସୁରକ୍ଷା କମିଟି ପକ୍ଷରୁ ଆସନ୍ତା ୧୮ରେ କଟକ ବନ୍ଦ ଡାକରା ଦିଆଯାଇଛି। ଏ ନେଇ ରବିବାର ଜିଲା ରେଡ୍‌କ୍ରସ ଭବନଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। କଟକ ସହରକୁ ଶ୍ରୀହୀନ…

ସଚିନ ତେନ୍ଦୁଲକର ହୋଇପାରନ୍ତି ଓଡ଼ିଶା ଟୁରିଜମ୍‌ ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶା ପର୍ଯ୍ୟଟନର ପ୍ରଚାର ପ୍ରସାର ପାଇଁ ଜଣେ ପରିଚିତ ଚେହେରା ହୋଇପାରନ୍ତି ଟୁରିଜମ୍‌ ବ୍ରାଣ୍ଡ୍‌ ଆମ୍ବାସାଡର। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ମୁତାବକ କ୍ରିକେଟ୍‌ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ହୋଇପାରନ୍ତି ଓଡ଼ିଶା ପର୍ଯ୍ୟଟନର ସେଲିବ୍ରିଟି…

ଓଡ଼ିଶାରେ ହେବ ବିପର୍ଯ୍ୟୟ ପରିଚାଳନା ଗ୍ରୀଡ୍‌

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ନିୟମିତ ବ୍ୟବଧାନରେ ବିଭିନ୍ନ ବିପର୍ଯ୍ୟୟ ଦ୍ୱାରା ରାଜ୍ୟ ବହୁଳ ଭାବେ ପ୍ରଭାବିତ ହୋଇଥାଏ। ତେଣୁ ଏହାର ସଫଳ ମୁକାବିଲା ଏବଂ ବିପର୍ଯ୍ୟୟ ଜନିତ କ୍ଷୟକ୍ଷତି ହ୍ରାସ ପାଇଁ ରାଜ୍ୟରେ ସ୍ବତନ୍ତ୍ର…

ଭୁଶୁଡ଼ିଲା ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ପାଚେରି

ପୁରୀ ଅଫିସ,୧୬ା୯ : ବିପଦସଙ୍କୁଳ ଅବସ୍ଥାରେ ଥିବା ଇନ୍ଦ୍ରଦ୍ୟୁମ୍ନ ପୁଷ୍ପରିଣୀ ପାଚେରି ରବିବାର ଭୁଶୁଡ଼ି ପଡ଼ିଛି। ଏହା ସହ ପୋଖରୀର ଏକ ପାର୍ଶ୍ୱ ପାଚେରି ଦବିଯାଇଛି। ଦୀର୍ଘଦିନ ଧରି ଏହାର ପାଚେରି ବିପଦସଙ୍କୁଳ ଅବସ୍ଥାରେ ରହିଥିବାବେଳେ ପ୍ରଶାସନର ଅବହେଳାରୁ ଏଭଳି ସ୍ଥିତି…

ନୂଆଦିଲ୍ଲୀରେ ଓଡ଼ିଆ କର୍ମଚାରୀଙ୍କ ଦୁରବସ୍ଥା : ଛୁଟି ସହ ଅନ୍ୟାନ୍ୟ ସୁବିଧା ସୁଯୋଗ ଦାବି

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଦେଶର ରାଜଧାନୀ ନୂଆଦିଲ୍ଲୀରେ ଓଡ଼ିଶା ଭବନ, ଓଡ଼ିଶା ସଦନ ଏବଂ ଆବାସିକ କମିଶନରଙ୍କ କାର୍ଯ୍ୟାଳୟ ରହିଛି। ଏହି ସବୁରେ ରାଜ୍ୟ ସରକାରଙ୍କ ଅଧୀନରେ ବିଭିନ୍ନ ଠିକା କର୍ମଚାରୀ ନିଯୁକ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ନିରାପତ୍ତା ରକ୍ଷୀ, ରୁମ୍‌ ବୟ,…

ମୁଣ୍ଡରେ ଖପୁରି ପ୍ରତିରୋପଣ ପରେ ସ୍କୁଲ ଯିବ ଜଗା

କଟକ ଅଫିସ, ୧୬ା୯ : କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା କନ୍ଧମାଳ ଜିଲାର ଯୋଡାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ରବିବାର ଆଇନ ଏବଂ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଭେଟିଛନ୍ତି। ଏଥିସହ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ମେଡିକାଲର…

ପ୍ରାଥମିକ ସଦସ୍ୟ ପଦରୁ ଇତିଶଙ୍କୁ ନିଲମ୍ବନ କଲା ଏନ୍‌ଏସୟୁଆଇ

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ମନ୍ତବ୍ୟ ଦେବାପରେ ରାଜ୍ୟ ଛାତ୍ର କଂଗ୍ରେସ ଆବାହକ ଇତିଶ ପ୍ରଧାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟାଶନାଲ ଷ୍ଟୁଡେଣ୍ଟସ୍‌ ୟୁନିୟନ ଅଫ ଇଣ୍ଡିଆ(ଏନ୍‌ଏସ୍‌ୟୁଆଇ) ପକ୍ଷରୁ ଇତିଶଙ୍କୁ ରବିବାର…

କାର୍‌ ଆଗ ସିଟ୍‌ରେ ବେଲ୍ଟ ବାନ୍ଧି ଶିଶୁଙ୍କୁ ନେବା ମନା : ପୋଲିସ କମିଶନରଙ୍କ ଚିଠିର ଉତ୍ତର ରଖିଲେ ଆର୍‌ଟିଓ

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : କାର୍‌ର ଆଗ ସିଟ୍‌ରେ ୬ବର୍ଷ କିମ୍ବା ଏହାଠାରୁ କମ୍‌ ବର୍ଷ ବୟସର ପିଲାଙ୍କୁ ବସାଇ ନେବା ମନା। ଏପରିକି ସିଟ୍‌ ବେଲ୍ଟ ବାନ୍ଧି ନିଆଯିବା ମଧ୍ୟ ଠିକ୍‌ ନୁହେଁ। ଏହା ଶିଶୁଙ୍କ ପାଇଁ ବିପଦ ଆଣିପାରେ। ତେଣୁ ଏହାକୁ…

ଡିଏଲ୍‌, ଗାଡ଼ି କାଗଜପତ୍ର ସମସ୍ୟା ଦୂର ପାଇଁ ପଦକ୍ଷେପ : ୧୫ଦିନରେ ଡିଏଲ୍‌ ଆବେଦନ ପାଇଁ ୩୮ ହଜାର ସ୍ଲଟ୍‌ ବୁକ

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ପରିବହନ ସଚିବଙ୍କ ନିର୍ଦ୍ଦେଶକ୍ରମେ ରବିବାର ଛୁଟିଦିନରେ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ) କାର୍ଯ୍ୟ କରିଥିଲା। ଅଧିକ ଭିଡ଼ ହେଉଥିବା ଭୁବନେଶ୍ୱରର ଆର୍‌ଟିଓ-୧ ଓ ଆର୍‌ଟିଓ-୨ରେ ସୁରୁଖୁରୁରେ କାର୍ଯ୍ୟ ଚାଲିଥିଲା। ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ି କାଗଜପତ୍ର…

ଆଜିଠାରୁ ପୁଣି ବର୍ଷା : ୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ସୋମବାର ରାଜ୍ୟର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗତ ଦୁଇଦିନ ଧରି ପାଗ ଶୁଖିଲା ରହିବା ପରେ ସୋମବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷାହେବ। ଏନେଇ ଭୁବନେଶ୍ୱରସ୍ଥିତ…

ବଢୁଛି ରୋଗୀ ସଂଖ୍ୟା, ବ୍ୟବସ୍ଥା ନାହିଁ

ବାଲେଶ୍ୱର ଅଫିସ, ୧୬।୯(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀରମୋହନ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଡାକ୍ତର, କର୍ମଚାରୀ, ପାରାମେଡିକାଲ ଷ୍ଟାଫ୍‌ଙ୍କ ଅଭାବ ରହିଛି। ଫଳରେ ଏଠାକୁ ଆସୁଥିବା ରୋଗୀମାନେ ଉପଯୁକ୍ତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ବେଳେବେଳେ…

ଭିତ୍ତିଭୂମି ଥାଇ ଉଧଉନି ଫୁଲଚାଷ; କଲିକତା ମେଣ୍ଟାଉଛି ଫୁଲର ଚାହିଦା

ଭଦ୍ରକ ଅଫିସ, ୧୬।୯- ଭଦ୍ରକ ଜିଲାରେ ଉପଯୋଗୀ ମୃତ୍ତିକା, ଜଳବାୟୁ ଏବଂ ଭିତ୍ତିଭୂମି ଥିଲେ ମଧ୍ୟ ଫୁଲଚାଷର ବିକାଶ ହୋଇପାରୁ ନାହିଁ । ଚାଷୀମାନେ ସଚେତନ ନ ଥିବା ଏବଂ ପ୍ରୋତ୍ସାହନ ଅଭାବ ଭଳି ବିଭିନ୍ନ କାରଣରୁ ଏହି ଚାଷ ଉଧଉନାହିଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri