ରାଜ୍ୟ

ଅଶାନ୍ତ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟ: କଲେଜ ଅନିର୍ଦ୍ଦିଷ୍ଟ କାଳ ସାଇନ-ଏ-ଡାଏ

ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨୮।୭-ଅଶାନ୍ତ ପାଲଟିଛି ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟ । ଏ ନେଇ ଅଧ୍ୟକ୍ଷା ଅନିର୍ଦ୍ଦିଷ୍ଟ କାଳ ପାଇଁ ମହାବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା କରିଛନ୍ତି। ଜଣେ ଅଧ୍ୟାପକ ଛାତ୍ରୀମାନଙ୍କୁ ଅସଦାଚରଣ କରିଥିବା ଅଭିଯୋଗ କରି…

୧,୦୭,୪୦୮ ଧର୍ତ୍ତବ୍ୟ ଅପରାଧ ପଞ୍ଜୀକୃତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ହତ୍ୟା, ବଳାତ୍କାର ଓ ଯୌତୁକଜନିତ ଅପରାଧ ଚିନ୍ତାର କାରଣ ହୋଇଛି। ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ଶ୍ୱେତପତ୍ର-୨୦୧୮ରୁ ଏହା ଜଣାପଡିଛି। ୨୦୧୮ରେ ୧୩୭୮ ହତ୍ୟା ମାମଲା ରୁଜୁ ହୋଇଥିବାବେଳେ ୨୫୦୨ ବଳାତ୍କାର ମାମଲା ପଞ୍ଜୀକୃତ ହୋଇଛି। ଏହି…

‘ଅତ୍ୟାଚାର, ଆକ୍ରୋଶ ବିରୋଧରେ ମୁହଁ ଖୋଲନ୍ତୁ ମହିଳା’

ନାତୁଣୀ ହାକିମ ହେଉ, ଏହା ଥିଲା ଜେଜେଙ୍କ ଇଚ୍ଛା। ସେହି ସ୍ବପ୍ନ ଏବେ ପୂରଣ ହୋଇଛି। ହେଲେ ନାତୁଣୀର ଏହି ଖୁସି ଦେଖିବାକୁ ଜେଜେ ନାହାନ୍ତି। କେବେଠୁ ତାଙ୍କର ସ୍ବର୍ଗାବାସ ହୋଇସାରିଛି। ସେ ଥିଲେ ନିଶ୍ଚିତ ଏହି ଖୁସି ଦ୍ୱିଗୁଣିତ ହୋଇଥାନ୍ତା…

ଢେଙ୍କାନାଳରେ କର୍ମଚାରୀ ମରୁଡ଼ି: ଖାଲିପଡ଼ିଛି ୨୮୯ ପଦବୀ

ଢେଙ୍କାନାଳ ଅଫିସ, ୨୮।୭ –  କାର୍ଯ୍ୟାଳୟ ଅଛି। ହେଲେ କାମ କରିବାକୁ ନାହାନ୍ତି ଅଧିକାରୀ କି କର୍ମଚାରୀ। ଖାଲି ପଡୁଛି ଚୌକି। ଖଁ। ଖଁ। ଅଫିସ। ଜରୁରୀ କାର୍ଯ୍ୟରେ ଆସୁଥିବା ଲୋକେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ନିରାଶରେ ଫେରୁଛନ୍ତି।…

ଷ୍ଟେଶନ ଲିଭ୍‌ ନ ନେଇ ଜିଲା ଛାଡ଼ିଛନ୍ତି ବହୁ ଅଧିକାରୀ: ବୈଠକରେ ନ ପାଇ ବିରକ୍ତ ହେଲେ ଜିଲାପାଳ

ଅନୁଗୋଳ ଅଫିସ, ୨୮।୭ – ମାସର ଚତୁର୍ଥ ଶନିବାରକୁ ଛୁଟି ଘୋଷଣା କରାଯାଇଥିଲେ ବି ପ୍ରଥମାର୍ଦ୍ଧ ଅର୍ଥାତ୍‌ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଜିଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ କାର୍ଯ୍ୟାଳୟରେ ରହିବେ। ଏହି ଦୁଇଘଣ୍ଟାରେ ସେମାନେ ନିଜ ନିଜ ବିଭାଗର ଉନ୍ନୟନ କାର୍ଯ୍ୟର ରୂପାୟନ…

ବିଇଡି ପରୀକ୍ଷା ଘୁଞ୍ଚାଇବା ନେଇ କୁଳସଚିବଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ,୨୮ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଇଡି ମହାବିଦ୍ୟାଳୟଗୁଡିକର ଦ୍ୱିତୀୟ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଦାବି ହୋଇଛିା ଏନେଇ ଶନିବାର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ବିଇଡି କଲେଜ ଛାତ୍ରୀଛାତ୍ରମାନେ କୁଳସଚିବ ରଞ୍ଜନ ବିଶ୍ୱାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅଗଷ୍ଟ ୫…

ବେଆଇନ ଗୋଚାଲାଣ, ୭ ଗିରଫ

ଖଲ୍ଲିକୋଟ,୨୭।୭(ଡି.ଏନ.ଏ.)- ଖଲ୍ଲିକୋଟ ପୋଲିସ ଶନିବାର ଏକ ଟ୍ରକରେ ଗୋରୁ ଚାଲାଣ ବେଳେ ୧୭ ଗୋରୁ ଉଦ୍ଧାର କରିବା ସହ ଟ୍ରକ ଜବତ କରିଛି। ଏହି ଘଟଣାରେ ଚାଳକ ସମେତ ୭ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ପୁରୀ ଜିଲା ସତ୍ୟବାଦୀ ଥାନା…

ନାବାଳିକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଜଣେ କୋର୍ଟଚାଲାଣ

ଗୋପାଳପୁର,୨୭।୭- ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ଗୋଳନ୍ଥରା ପୋଲିସ ଜନୈକ ଯୁବକଙ୍କୁ ଶନିବାର ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଆସିକା ଥାନା ମାମୁଡ଼ିହ ଗ୍ରାମର ଶିବାନନ୍ଦ ନାୟକ (୨୨)। ଗତ ୨୩ ତାରିଖରେ ଜଣେ ନବମଶ୍ରେଣୀ ଛାତ୍ରୀ…

ଗୃହ ପରିଚାଳନାକୁ ନେଇ କଂଗ୍ରେସର କ୍ଷୋଭ: ବିଧାନସଭା ନିୟମ ମାନୁନାହାନ୍ତି ବାଚସ୍ପତି

ଭୁବନେଶ୍ୱର,୨୭।୭(ବ୍ୟୁରୋ): ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଗୃହ ପରିଚାଳନାକୁ ନେଇ କଂଗ୍ରେସ ସଦସ୍ୟମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଧାନସଭା ନିୟମ ଅନୁଯାୟୀ ଗୃହ ପରିଚାଳନା ହେଉନାହିଁ। ମନଇଚ୍ଛା ସଦସ୍ୟମାନଙ୍କୁ କହିବାକୁ ସୁଯୋଗ ଦିଆଯାଉଛି। ଶୂନ୍ୟକାଳ ଓ ମୁଲତବୀ ପ୍ରସ୍ତାବକୁ ଅଯଥାରେ…

ରାଜ୍ୟରେ ୯ଲକ୍ଷ ୩୭ହଜାର ପଞ୍ଜୀକୃତ ବେକାରି, ୨୧୦ ନିଯୁକ୍ତିମେଳାରେ ୧ ଲକ୍ଷ ୧୩ ହଜାରଙ୍କୁ ଦିଆଯାଇଛି ନିଯୁକ୍ତି

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ ୯ ଲକ୍ଷ ୩୭ ହଜାର ୨୫୧ଜଣ ବେକାର ଯୁବତୀଯୁବକ ରାଜ୍ୟ ସରକାରଙ୍କ ବିଭିନ୍ନ ନିୟୋଜନ କାର୍ଯ୍ୟାଳୟରେ ନାମ ପଞ୍ଜୀକରଣ କରିଛନ୍ତି। ୨୧୦ ନିଯୁକ୍ତିମେଳା ଆୟୋଜନ କରାଯାଇ ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୧୩ ହଜାର ୨୫୧ ଜଣଙ୍କୁ ନିଯୁକ୍ତି…

ମତ୍ସ୍ୟଜେଟି ମୁହାଣ ଖନନ ଦାବିରେ ମତ୍ସ୍ୟଜୀବୀଙ୍କ ଆନ୍ଦୋଳନ

ଛତ୍ରପୁର,୨୭।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପରିସରରେ ଥିବା ମତ୍ସ୍ୟଜେଟିର ମୁହାଣ ଖନନ ଦାବିରେ ଶନିବାର ମତ୍ସ୍ୟଜୀବୀଙ୍କ ପକ୍ଷରୁ ଧାରଣା ଦିଆଯିବା ସହ ଆନ୍ଦୋଳନ ଆରମ୍ଭ ହୋଇଛି। ଗୋପାଳପୁର ପୋର୍ଟ ପରିସରରେ ଥିବା ଫିସେରି ଜେଟି ମୁହାଣ ବାଲି ଦ୍ୱାରା ପୋତି…

ଦ୍ୱାରଶୁଣି ଘାଟିରେ ବୋଲେରୋକୁ ପିଟିଲା ଟ୍ରକ୍‌: ୨ ବୋଲବମ୍‌ ଭକ୍ତ ମୃତ, ୭ ଆହତ

ବାରିପଦା ଅଫିସ/ ବାଙ୍ଗିରିପୋଷି୨୭।୭:(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷିସ୍ଥିତ ଦ୍ୱାରଶୁଣି ଘାଟିରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟୁଥିବା ବେଳେ ଶୁକ୍ରବାର ରାତିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ବୋଲେରୋକୁ ଟ୍ରକ୍‌ ଧକ୍କା ଦେବା ଫଳରେ ୨ ବୋଲବମ୍‌ ଭକ୍ତଙ୍କ ମୃତ୍ୟୁ ଘଟିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri