ରାଜ୍ୟ

ବଳାତ୍କାର, ହତ୍ୟା ମାମଲାରେ ଦୋଷୀଙ୍କୁ ଫାଶୀ: ତତ୍କାଳୀନ ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୧୨।୯: ଏରସମା ଥାନା ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ଓରଫ ଲବ ମାନାଙ୍କୁ ଜଗତ୍‌ସିଂହପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତ ମଙ୍ଗଳବାର ଫାଶୀ ଦଣ୍ଡରେ…

ଗଣମାଧ୍ୟମ, ଲୋକସମ୍ପର୍କ ଉପଦେଷ୍ଟା ମାନସ ମଙ୍ଗରାଜଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମାନସ ରଞ୍ଜନ ମଙ୍ଗରାଜ ବୁଧବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ସପ୍ତାହରେ ମାନସଙ୍କୁ ଏହି ପଦରେ ନିଯୁକ୍ତି ଦେଇଥିଲେ। ଦାୟିତ୍ୱ ନେବା ସହ ମାନସ ସୂଚନା…

ରାସ୍ତା ନିର୍ମାଣରେ ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ବଚ୍ଛ ପରିବେଶ ବିକାଶ ପାଇଁ ରାଜ୍ୟରେ ସୃଷ୍ଟି ହେଉଥିବା ପ୍ଲାଷ୍ଟିକ ବର୍ଜ୍ୟର ଉପଯୁକ୍ତ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନଠାରେ ଆୟୋଜିତ ବୈଠକରେ ପ୍ଲାଷ୍ଟିକ…

କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପର ଦ୍ବିତୀୟ ରାଜ୍ୟସ୍ତରୀୟ ସମନ୍ବୟ ବୈଠକ: ୪ ବର୍ଷରେ ୪୦୧.୬ କୋଟି ଖର୍ଚ୍ଚ ହେବ

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପର ଦ୍ବିତୀୟ ରାଜ୍ୟସ୍ତରୀୟ ସମନ୍ବୟ ବୈଠକ ବୁଧବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ…

ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ହେଉ

ପୁରୀ ଅଫିସ, ୧୨।୯: ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ନିର୍ମାଣ ପାଇଁ ଓଡ଼ିଶା ଯୁବ ଚେତନା ସଙ୍ଗଠନ ଦାବି କରିଛି। ଏ ନେଇ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସଙ୍ଗଠନର ରାଜ୍ୟ ସଭାପତି ବଦ୍ରି ମିଶ୍ର ମଙ୍ଗଳବାର ମୁଖ୍ୟମନ୍ତ୍ରୀ…

ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ: ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ଛତିଆ,୧୨।୯(ଡି.ଏ.ଏନ.): ଯାଜପୁର ଜିଲାର ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତର ଅମରାବତୀ ପାଟଣା ଗଁ।ର ଏକ ଦୋକାନରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଉକ୍ତ ଗଁ।ର ପୂର୍ଣ୍ଣ ଚନ୍ଦ୍ର ନାୟକଙ୍କ ଦୋକାନରେ ଅଗ୍ନିକାଣ୍ଡ ଘଟିବାରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି…

ନଦୀରୁ ଅଜଣା ମୃତଦେହ ଉଦ୍ଧାର

କଣ୍ଟାମାଳ, ୧୨।୯(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଥାନା ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ କମଘାଟ ଗାଁର ତେଲ ନଦୀ ଘାଟରୁ ଗୁରୁବାର ଏକ ଅଜଣା ମୃତଦେହ ଉଦ୍ଧାର କରାଯାଇଛି। ସକାଳେ ମୃତଦେହଟି ଏକ କପଡ଼ାରେ ଗୁଡାଇ ହୋଇ ଭାସୁଥିବାର ଦେଖି ଗଁାଲୋକେ କଣ୍ଟାମାଳ…

କଣାସ : ୧୨ ଗାଁ ଜଳମଗ୍ନ

କଣାସ,୧୨।୯(ସ୍ବ.ପ୍ର./ ଡି.ଏନ୍‌.ଏ.): ଉପରମୁଣ୍ଡରେ ବନ୍ୟାଜଳ ନିଷ୍କାସନ ପରେ ତଳମୁଣ୍ଡର ଅଧିକାଂଶ ଗ୍ରାମ ଜଳମଗ୍ନ ହୋଇଯାଇଛି। ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର ପ୍ରଭାବ ବଢୁଥିବାରୁ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ୧୨ଟି ଗ୍ରାମ ଏବେ ସମ୍ପୂର୍ଣ୍ଣ ଜଳବନ୍ଦୀ।…

ଘରେ ପଶିଲା ବନ୍ୟାଜଳ: ଖୋର୍ଦ୍ଧାରେ ୩୦ ହଜାର ଲୋକ ଜଳବନ୍ଦୀ

ଖୋର୍ଦ୍ଧା ଅଫିସ,୧୨।୯: ଖୋର୍ଦ୍ଧା ବ୍ଲକ ଓରବରସିଂ ପଞ୍ଚାୟତର ହିରିମୂଳ, ଡିହଖଳା, ଦୁର୍ଗାପୁର, ଓରବରସିଂ, ମଶାଣିଆ, ତେନ୍ତୁଳିମୂଳ, ରାୟପୁର, ବାଲିକୁଦା, ଲେଖନପୁର, କୃଷ୍ଣପୁର ଆଦି ୧୦ ଗଁ। ଓ ନରଣଗଡ ପଞ୍ଚାୟତର ଧବଳପୁର, ମାନପୁର, ଓରିମି ଓ ବଳପୁର ଆଦି ୪ ଗଁ।…

ଆହତ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଲେ

ସୁନ୍ଦରଗଡ଼,୧୨।୯ (ଡି.ଏନ୍‌.ଏ): ଜଣେ ଗର୍ଭବତୀଙ୍କୁ ମାଡ଼ ମାରିଥିବା ନେଇ ଗତ କିଛିଦିନ ତଳେ ଚର୍ଚ୍ଚାରେ ଥିବା ସୁନ୍ଦରଗଡ଼ ଏସ୍‌ପି ସୌମ୍ୟା ମିଶ୍ରାଙ୍କୁ ମଙ୍ଗଳବାର ଏକ ଭିନ୍ନ ରୂପରେ ଦେଖିବାକୁ ମିଳିଥିଲା। ଦୁର୍ଘଟଣାରେ ଆହତ ଜଣେ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଇ…

ଶ୍ରେଣୀଗୃହ ବିମ୍‌ରୁ ପ୍ଲାଷ୍ଟର ଖସିଲା

କଟକ ଅଫିସ, ୧୨।୯: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଆଇଟିଏମ୍‌ ବିଭାଗ ଶ୍ରେଣୀଗୃହରେ ଥିବା ବିମ୍‌ର ପ୍ଲାଷ୍ଟର ବୁଧବାର ଖସିପଡିଥିଲା। ହେଲେ ସେହି ସମୟରେ ସେଠାରେ ବସିଥିବା ଜଣେ ଛାତ୍ରୀ ଏଥିରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଏପରି କି ଶ୍ରେଣୀଗୃହରେ ପାଣି ଜମିଥିବା ଦେଖିବାକୁ…

ବିଗ୍‌ବଜାର ପକ୍ଷରୁ ପ୍ଲାଷ୍ଟିକ ସଚେତନତା: ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ ଆରମ୍ଭ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଫ୍ୟୁଚର ଗ୍ରୁପର ରିଟେଲ ଚେନ୍‌ ବିଗ୍‌ବଜାର ପକ୍ଷରୁ ଭୁବନେଶ୍ୱରରେ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ଆରମ୍ଭ ହୋଇଛି। ୟୁନାଇଟେଡ ନେଶନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ (ୟୁଏନ୍‌ଡିପି) ଏବଂ ହିନ୍ଦୁସ୍ତାନ କୋକାକୋଲା ବେଭେରେଜସ୍‌ ପ୍ରାଇଭେଟ ଲିମିଟେଡର ମିଳିତ ସହଯୋଗରେ ରାଜଧାନୀରେ ପ୍ଲାଷ୍ଟିକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri