ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ, ବାଦ୍ ପଡ଼ିଥିଲେ…
ଭୁବନେଶ୍ୱର,୩୦।୭: ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ଏନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି, ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ସର୍ଭେ ହେବ। ୨୧ ବର୍ଷ ହୋଇଥିବା…
ଏହି ୪ ବ୍ଲକରେ ସ୍କୁଲ ଛୁଟି ଘୋଷଣା
ଭଦ୍ରକ,୩୦ା୭: ଭଦ୍ରକ ଜିଲାର ୪ ବ୍ଲକରେ ଆଜି ଅର୍ଥାତ୍ ବୁଧବାର ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ତିହିଡ଼ି, ଧାମନଗର, ବାସୁଦେବପୁର, ଚାନ୍ଦବାଲି ବ୍ଲକରେ ସମସ୍ତ ସ୍କୁଲ ଆଜି ଦିନକ ପାଇଁ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷା ପାଇଁ ଏହି…
ଗଛ ନ ଲଗାଇବା ଯୋଗୁ ୧୧ ଜଣ BEOଙ୍କ ଦରମା ବନ୍ଦ କଲେ ଜିଲା ଶିକ୍ଷାଧିକାରୀ
ବଲାଙ୍ଗୀର, ୩୦।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ୧୧ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦରମା ବନ୍ଦ କରିବାକୁ ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ‘ଏକ ପେଡ ମା’ କେ ନାମ’ କାର୍ଯ୍ୟକ୍ରମ ଚାଲିଥିବାବେଳେ ଜିଲାରେ ଥିବା ବିଭିନ୍ନ…
ଆଜି ଏହି ସବୁ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା, ଜାରି ହେଲା ଆଲର୍ଟ
ଭୁବନେଶ୍ୱର,୩୦।୭: ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି…
ଥାନା ହାଜତରୁ ୨ ଅଭିଯୁକ୍ତ ଫେରାର
ପୁରୀ,୨୯।୭: ପୁରୀ ଜିଲା ଗୋପ ଥାନା ହାଜତରୁ ମଙ୍ଗଳବାର ୨ଜଣ ଅଭିଯୁକ୍ତ ଫେରାର ହୋଇଯାଇଥିବା ଜଣାପଡିଛି। ପାଇଖାନା ସ୍କାଏ ଲାଇଟ୍ ଭାଙ୍ଗି ଅଭିଯୁକ୍ତମାନେ ଚମ୍ପଟ ମାରିଥିବା ସୂଚନା ମିଳିଛି। ଚୋରି ମାମଲାରେ ବାଇକ୍ ସହ ୨ ଅଭିଯୁକ୍ତ ଗିରଫ ହେଇଥିଲେ। ଅନ୍ୟପକ୍ଷେ…
ଘର ଆଗରେ ଧାରଣା ବସିଛନ୍ତି ପ୍ରେମିକା, ତାଲା ପକାଇ ପରିବାର ସହ ପ୍ରେମିକ ଫେରାର; ନ୍ୟାୟ ନ ମିଳିଲେ…
ଦାରିଙ୍ଗବାଡ଼ି,୨୯।୭(ଅରୁଣ ସାହୁ): ପ୍ରଥମେ କଲେଜରେ ଦେଖା ପରେ ପ୍ରେମ। ଧୀରେ ଧୀରେ ସମ୍ପର୍କ ଆଗକୁ ବଢି ଶାରୀରିକ ସମ୍ପର୍କରେ ପହଞ୍ଚିଥିଲା। ହେଲେ ଏବେ ଧୋକା ପାଇବା ପରେ ପ୍ରେମିକଙ୍କ ଘର ଆଗରେ ଧାରଣା ଦେଇଛନ୍ତି ପ୍ରେମିକା। ଏଭଳି ଏକ ଘଟଣା ଦେଖିବାକୁ…
ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ, କ୍ରାଇମବ୍ରାଞ୍ଚର ଏକ ମାମଲାରେ ସମ୍ପୃକ୍ତି ନେଇ ଚର୍ଚ୍ଚା
ରାୟଗଡ଼ା,୨୯।୭(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଗ୍ରାମର ଶିକ୍ଷକ ବିଜୟ ମିଶ୍ରଙ୍କୁ ପୋଲିସ ଉଠାଇ ନେଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। କ୍ରାଇମବ୍ରାଞ୍ଚର ଏକ ମାମଲାରେ ତାଙ୍କୁ ପୋଲିସ ଉଠାଇ ନେଇଥିବା କୁହାଯାଉଛି। ଘଟଣାରୁ ପ୍ରକାଶ ଯେ,…
ଆସନ୍ତା ୨ଦିନ ବଜ୍ରପାତ ସହ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି…
ଭୁବନେଶ୍ୱର,୨୯।୭(ଅନୁରାଧା ମହାରଣା)- ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବୁଧବାର…
ବିବାହର ପ୍ରତିଶ୍ରୁତି ଦେଇ ପୁଣି ନାବାଳିକାଙ୍କୁ ବଳାତ୍କାର
ହିଞ୍ଜିଳିକାଟୁ,୨୯।୭(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଲିସ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ମଙ୍ଗଳବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ରିଶାଙ୍କ ପାଳ ଓରଫ ସିଲୁ। ନାବାଳିକା ଜଣକ ଟିଉସନ…
ବ୍ରିଜ ଉପରୁ ମହାନଦୀକୁ ଡେଇଁ ପଡ଼ିଲେ ଯୁବକ
ସମ୍ବଲପୁର,୨୯।୭: ସମ୍ବଲପୁର ଚାଉଁରପୁର ବ୍ରିଜ ଉପରୁ ମଙ୍ଗଳବାର ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡିଛି। ଯୁବକ ଜଣକ କେଉଁ ପରିସ୍ଥିତିରେ ବ୍ରିଜ ଉପରୁ ମହାନଦୀକୁ ଡେଇଁ ପଡିଲେ ତାହା ଜଣାପଡି ନାହିଁ। ଅନ୍ୟପକ୍ଷେ ହୀରାକୁଦର ୧୮ଟି ଗେଟ୍ ଖୋଲାଥିବାରୁ…
ସ୍ତ୍ରୀ, ଶାଶୁଙ୍କୁ ମାରି ପୋତିଦେଲେ ସ୍ବାମୀ, ଦୋଷ ଲୁଚାଇବାକୁ ଯାଇ ଉପରେ ଲଗାଇଦେଲେ କଦଳୀ ଗଛ, ତା’ପରେ…
ବାରିପଦା,୨୯।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ସରପଙ୍ଖା ନୂଆଗାଁ ଗ୍ରାମରେ ଏକ ଲୋମହର୍ଷଣ ହତ୍ୟାକାଣ୍ଡକୁ ପୋଲିସ ଖୁଲାସା କରିଛି। ସ୍ତ୍ରୀ ଓ ଶାଶୁଙ୍କୁ ମାରି ଘରବାଡିରେ ପୋତି ଉପରେ କଦଳୀ ଗଛ ଲଗାଇ ଦେଇଥିଲେ ଅଭିଯୁକ୍ତ। ପୋଲିସ ଅଭିଯୁକ୍ତଙ୍କୁ…
ଅଧ୍ୟାପକଙ୍କ ନାଁରେ ଅଭିଯୋଗ ଆଣିଲେ ଛାତ୍ରୀ, ଟ୍ୟୁଶନ ନ ହେବାରୁ…
ଜଗତସିଂହପୁର,୨୯।୭: ପୁଣି ଜଣେ ଗଣିତ ଅଧ୍ୟାପକଙ୍କ ନାଁରେ ଅଭିଯୋଗ। ତିର୍ତ୍ତେଲର ଏକ କଲେଜରେ ଗଣିତ ଅଧ୍ୟାପକଙ୍କ ନାଁରେ ଛାତ୍ରୀ ଅଭିଯୋଗ ଆଣିଛନ୍ତି। ଇଣ୍ଟରନାଲ ପରୀକ୍ଷାରେ ମାର୍କ କମାଇ ଦେଇଥିବା ଅଭିଯୋଗ କରିଛନ୍ତି ଛାତ୍ରୀ। ଟ୍ୟୁଶନ ନ ହେବାରୁ ଇଣ୍ଟରନାଲ ମାର୍କ କମାଇ…
Archives


