ମା’ ବିରଜାଙ୍କ ଦୁର୍ଗୋତ୍ସବ ପାଇଁ ପ୍ରସ୍ତୁତି
ଯାଜପୁର ଟାଉନ,୧୨।୯(ଡିଏନଏ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କର ଚଳିତ ବର୍ଷ ପାର୍ବଣ ଯାତ୍ରା ତଥା ଦୁର୍ଗୋସତ୍ବ ପାଇଁ ଏକ ପ୍ରସ୍ତୁତି ବୈଠକ ମନ୍ଦିର ପ୍ରଶାସନ ଓ ସେବାୟତ ପରିଷଦ ମଧ୍ୟରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୨ଟା ୩୦ରେ ମନ୍ଦିର…
୨ ବ୍ରାଉନସୁଗାର ବ୍ୟବସାୟୀ ଗିରଫ
ଯାଜପୁର ଟାଉନ,୧୨।୯(ଡିଏନଏ): ଯାଜପୁର ସହରରେ ଅନେକ ଯୁବକ ବ୍ରାଉନସୁଗାର ସେବନ କରୁଛନ୍ତି। ଏହି ସହରର ବିଭିନ୍ନ ମଠ, ମନ୍ଦିର ଓ ନଦୀପଠା ଆଦି ନିଛାଟିଆ ସ୍ଥାନରୁ ଆରମ୍ଭ କରି ଜନଗହଳିପୂର୍ଣ୍ଣ ମାର୍କେଟ ଓ ବସଷ୍ଟାଣ୍ଡରେ ମଧ୍ୟ ଯୁବପିଢ଼ି ବ୍ରାଉନସୁଗାର ସେବନ କରୁଥିବା…
ବୌଦ୍ଧ ବିହାର ରତ୍ନଗିରି ଅସୁରକ୍ଷିତ: ସୁରକ୍ଷା ନାଁରେ କୋଟିକୋଟି ଟଙ୍କା ହରିଲୁଟ୍
ବରୀ,୧୨।୯ (ସ୍ବ.ପ୍ର): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବିଶ୍ୱ ପ୍ରସିଦ୍ଧ ବୌଦ୍ଧ ବିହାର ରତ୍ନଗିରି ପାହାଡ଼ ଅସୁରକ୍ଷିତ ହୋଇପଡ଼ିଛି। ଏହାର ସୁରକ୍ଷା ପାଇଁ ଆସୁଥିବା ଅର୍ଥ ବାଟମାରଣା ହେଉଛି। ବିଗତ ୧୦ବର୍ଷ ଭିତରେ ସୁରକ୍ଷା ନାଁରେ କୋଟିକୋଟି ଟଙ୍କା ହରିଲୁଟ୍…
ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ: ନକଲି ଶିକ୍ଷକ ଛାନିଆ
ବୌଦ୍ଧ,୧୧।୯(ସ୍ବ.ପ୍ର): ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଶିକ୍ଷକତା କରୁଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଛି। ଏ ନେଇ ସାରା ରାଜ୍ୟରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ମୁତାବକ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ…
ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦର ପ୍ରତିବାଦ: ଧାରଣାକୁ ଓହ୍ଲାଇଲେ ଉପଭୋକ୍ତା
ବରଗଡ଼ ଅଫିସ୍/ଅତାବିରା,୧୧।୯ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗାଠାରେ ରହିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ)ର ଶାଖା ଉଚ୍ଛେଦ କରାଯିବା ନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହାର ପ୍ରତିବାଦରେ ବୁଧବାର ଅଞ୍ଚଳର ଉପଭୋକ୍ତାମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି…
ବୃଦ୍ଧା ହତ୍ୟା ମାମଲା: ମହିଳାଙ୍କୁ ଆଜୀବନ ଜେଲ
କାମାକ୍ଷାନଗର, ୧୧।୯(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ କଣ୍ଟାପାଳ ଅଞ୍ଚଳର ବୃଦ୍ଧା ସହଚରୀ ମହନ୍ତ ହତ୍ୟାକାଣ୍ଡ ମାମଲାର ରାୟ ବୁଧବାର କାମାକ୍ଷାନଗର ଅତିରିକ୍ତ ଜିଲା ଦୌରାଜଜ୍ (ଏଡିଜେ)ଙ୍କ ଅଦାଲତରେ ପ୍ରକାଶ ପାଇଛି। ଏଡିଜେ ବାମାଶଙ୍କର ମିଶ୍ର ଘଟଣାର ଅଭିଯୁକ୍ତା ରାଇମୁନି ମୁଣ୍ଡାଙ୍କୁ…
୪ ମାସରେ ଦବିଲା ପ୍ରଧାନମନ୍ତ୍ରୀ ସଡ଼କ ରାସ୍ତା
କଣାସ,୧୧।୯(ସ୍ବ.ପ୍ର.): କଣାସ ବ୍ଲକର ପ୍ରତିଟି ରାସ୍ତାଗୁଡିକର ମାଟି ନମନୀୟ ହୋଇଥିବାରୁ ରାସ୍ତା ସବୁ ଚିରସ୍ଥାୟୀ ହୋଇ ରହିପାରୁନି। ଫଳରେ ଅଧିକାଂଶ ସମୟରେ ରାସ୍ତା ସବୁ ଅଳ୍ପଦିନ ମଧ୍ୟରେ ଖାଲଢ଼ିପ ହେବା ସହ ଖରାପ ହୋଇଯାଉଥିବାର ଦେଖାଯାଉଛି। ଏଭଳି ସମସ୍ୟା ବାରମ୍ବାର ହେଉଥିବାରୁ…
ରାଜଧାନୀରେ ଗାଡ଼ି ପଲ୍ୟୁଶନ ସାର୍ଟିଫିକେଟ କେଳେଙ୍କାରୀ: ଧୂଆଁ ବାହାରିଲେ ବି ମେଶିନକୁ ଭୂଆଁ
ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ବାଇକ୍ରୁ ବାହରୁଥିଲା ଧୂଆଁ, ହେଲେ ଚାଳକଙ୍କ ହାତରେ ଥିଲା ପଲ୍ୟୁଶନ ସାର୍ଟିଫିକେଟ। ଅସଲି ନା ନକଲି ପରଖୁ ପରଖୁ କଥା ପହଞ୍ଚତ୍ଥିଲା ରାଜଧାନୀରେ ତିଆରି ହେଉଥିବା ଜାଲ୍ ସାର୍ଟିଫିକେଟ ପାଖରେ। ଖୋଳତାଡ଼ ପରେ ନଜରକୁ ଆସିଲା ପ୍ରକୃତ କେଳେଙ୍କାରୀ।…
ବାମନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ ଅଫିସ, ୧୧ା୯: ଶ୍ରୀମନ୍ଦିର ରତ୍ନସିଂହାସନରେ ବୁଧବାର ମହାପ୍ରଭୁ ଶ୍ରୀଜଗନ୍ନାଥ ବାମନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଅପୂର୍ବ ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ହୋଇଥିଲା। ଦ୍ୱିପହର ଧୂପ ବଢିବା ପରେ ମହାପ୍ରଭୁଙ୍କ ବାମନ ବେଶ ଅନୁଷ୍ଠିତ…
ପୋଲିସ ଛାଉଣୀରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା : ବଇଣ୍ଡାରେ ୩ ଦିନ ପାଇଁ ୧୪୪ ଧାରା ଜାରି
ବଇଣ୍ଡା,୧୧।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ମୁଖ୍ୟ ବ୍ୟବସାୟିକ କେନ୍ଦ୍ରସ୍ଥଳୀ ବଇଣ୍ଡା ଛକରେ ଜାତୀୟ ରାଜପଥ ବିଭାଗ ଓ ପ୍ରଶାସନ ପକ୍ଷରୁ ବୁଧବାର ଉଚ୍ଛେଦ ପକ୍ରିୟା ଆରମ୍ଭ ହୋଇଛି। ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଦୋକାନ ଓ ଘର ଗୁଡ଼ିକ…
କଟକରେ ଏନକାଉଣ୍ଟର: ଅଭିଯୁକ୍ତ ବୁଦ୍ଧିଆ ଆହତ
କଟକ ଅଫିସ,୧୧ା୯: ପୂଜାକୁ ନେଇ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ବୁଧବାର ପୂର୍ବାହ୍ନରେ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ୍ ପୋଲିସ ଏନ୍କାଉଣ୍ଟର କରିଛି। ଏଥିରେ ଅଭିଯୁକ୍ତ ସିଡ଼ିଏ ସେକ୍ଟର-୧୩ ମୁଣ୍ଡାସାହିର ବୁଦ୍ଧିଆ ଦାସ(୨୮) ଆହତ ହୋଇଛନ୍ତି। ତାଙ୍କ ନିକଟରୁ ଗୋଟିଏ ୯…
ବଡବିଲରେ ହେବ ବିଶାଳ ଘଣ୍ଟାସ୍ତମ୍ଭର ସ୍ଥାପନ
ବଡବିଲ, ୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ସହର ମଧ୍ୟଭାଗରେ ଥିବା ପୂର୍ତ୍ତ ଓ ଗୃହ ବିଭାଗ ଡାକବଙ୍ଗଳା ପରିସରରେ ସୁଦୂର ଦୃଶ୍ୟମାନ ନିମନ୍ତେ ଏକ ଘଣ୍ଟାସ୍ତମ୍ଭର ନିର୍ମାଣ ନିମନ୍ତେ ବୁଧବାର ଚମ୍ପୁଆ ଉପଜିଲାପାଳ ପାରୁଲ ପଟାୱାରୀ ଶିଳାନ୍ୟାସ କରିଛନ୍ତି। ଉପଜିଲାପାଳ ପଟାୱାରୀ…
Archives


