ବିଶ୍ୱ ନାଟ୍ୟ ମେଳାରେ ଖୋର୍ଦ୍ଧା ସାଉଁଟିଲା ୯ ପୁରସ୍କାର
ଖୋର୍ଦ୍ଧା ଅଫିସ,୧୧ା୯: ବିଶ୍ୱନାଟ୍ୟ ମେଳାରେ ଖୋର୍ଦ୍ଧାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଆନ୍ଦୋଳନ ପକ୍ଷରୁ ମଞ୍ଚସ୍ଥ ନାଟକ ଅଟୋବାଲା ୯ ଟି ବିଭାଗରେ ପୁରସ୍କାର ହାତେଇଛି। ଶ୍ରେଷ୍ଠ ପ୍ରଯୋଜନା ବିଭାଗରେ ଆନ୍ଦୋଳନର ଅଟୋବାଲା ପୁରସ୍କୃତ ହେବା ସହ ଶ୍ରେଷ୍ଠ ନାଟ୍ୟକାର ଡା. ଧନେଶ୍ୱର…
ଭିଜିଲାନ୍ସ ଜାଲରେ କିରାଣି: ମୃତ୍ୟୁକାଳୀନ ସାର୍ଟିଫିକେଟ ପାଇଁ ନେଉଥିଲେ ୧ ହଜାର ଲାଞ୍ଚ
ଖୋର୍ଦ୍ଧା ଅଫିସ,୧୧ା୯: ମୃତ୍ୟୁ କାଳୀନ ସାର୍ଟିଫିକେଟ ଦେବାକୁ ଏକ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଖୋର୍ଦ୍ଧା ବ୍ଲକ ହଳଦିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜନ୍ମମୃତ୍ୟୁ ପଞ୍ଜୀକରଣ ବିଭାଗର କିରାଣି ଅଶୋକ କୁମାର ମହାନ୍ତି (୪୭) ଖୋର୍ଦ୍ଧା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଅଶୋକଙ୍କଠାରୁ ଭିଜିଲାନ୍ସ…
ସାବେରୀ ନଦୀରେ ଡ୍ୟାମ୍ ନିର୍ମାଣ କରୁଛନ୍ତି ଛତିଶଗଡ଼ ସରକାର: ପ୍ରତିବାଦରେ ଜିଲା ଆଦିବାସୀ ସଂଘର ଶୋଭାଯାତ୍ରା
ମାଲକାନଗିରିି, ୧୧।୯(ଡି.ଏନ୍.ଏ)- ଛତିଶଗଡ଼ ସରକାର ସାବେରୀ ନଦୀରେ ଡ୍ୟାମ ନିର୍ମାଣ କରିବା ପ୍ରତିବାଦରେ ମଙ୍ଗଳବାର ମାଲକାନଗିରି ଜିଲାର ମାଥିଲି ବ୍ଲକ ଅନ୍ତର୍ଗତ ମହୁପଦରଠାରେ ଜିଲା ଆଦିବାସୀ ସଂଘ ପକ୍ଷରୁ ଏକ ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି। ନଦୀର କାକାରାଲ ଓ ଭୀମସେନ ମଧ୍ୟରେ…
ଝାରସୁଗୁଡ଼ାରୁ ଆଉ ୨ ସହରକୁ ଉଡ଼ିବ ବିମାନ
ଝାରସୁଗୁଡ଼ା,୧୧।୯(ଡି.ଏନ୍.ଏ.): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆଉ ୨ଟି ନୂଆ ସହରକୁ ବିମାନ ଉଡିବ। ଏ ନେଇ ଆଞ୍ଚଳିକ ବିମାନ ଯୋଗାଯୋଗ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଥିବା ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ବୁଧବାର ଶାସନ…
ବସ୍ତାନି ବୋଝ ଯାଞ୍ଚ: ରାଜଧାନୀର ୨ ସ୍କୁଲରେ ପହଞ୍ଚିଲେ ସ୍ବତନ୍ତ୍ର ସ୍କ୍ବାଡ୍
ଭୁବନେଶ୍ୱର, ୧୧।୯(ବ୍ୟୁରୋ): ସ୍କୁଲ ପିଲାଙ୍କ ବ୍ୟାଗ ବୋଝ ନେଇ ଆରମ୍ଭ ହୋଇଛି ତତ୍ପରତା। ଏ ନେଇ ବୁଧବାର ରାଜଧାନୀରେ ଏକ ସ୍ବତନ୍ତ୍ର ସ୍କ୍ବାଡ୍ ପହଞ୍ଚି ସ୍କୁଲ ପିଲାଙ୍କ ବ୍ୟାଗ ଓଜନ ପରଖୁଥିବା ଜଣାପଡ଼ିଛି। ବ୍ୟାଗ ଓଜନ କମ୍ କରିବା ଦିଗରେ ଭୁବନେଶ୍ୱରରେ…
ବିଦ୍ୟୁତ୍ ତାରରେ ଝୁଲୁଛି ଜୀବନ ଡୋରୀ
ଚନ୍ଦ୍ରଗିରି,୧୧।୯(ଡି.ଏନ୍.ଏ.): ଗଜପତି ଜିଲାରେ ଏପରି ଏକ ଗ୍ରାମ ରହିଛି ଯେଉଁଠିକୁ ପହଞ୍ଚିବା ଲାଗି ଜୀବନକୁ ବାଜି ଲଗାନ୍ତି ଲୋକେ। ଏହା ହେଉଛି ଜିଲାର ମୋହନା ବ୍ଳକ ଅନ୍ତର୍ଗତ ପାହାଡ ପର୍ବତ ଘେରା ଗରଡ଼ମା ପଞ୍ଚାୟତର ରାଜଖମା ଗାଁ। ମୋହନାଠାରୁ ପ୍ରାୟ ୭୦…
ଦେବଗଡ଼ ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା କୃଷକ ସଂଘର୍ଷ ସଂଘ
ଦେବଗଡ଼,୧୧।୯(ଡି.ଏନ୍.ଏ.): ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବିରେ ବୁଧବାର ଜିଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିିସ ଘେରାଉ କରାଯାଇଛି। ସ୍ଥାନୀୟ ଗୋପାଳଜୀଉ ମନ୍ଦିରରୁ ଏକ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିବା ପରେ କୃଷକମାନେ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ।…
ଓଡ଼ିଆ ଆଇଏଏସ୍ ଅଫିସର ପି.କେ. ମିଶ୍ର ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ
ଭୁବନେଶ୍ୱର, ୧୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ବୁଧବାର ଦାୟିତ୍ୱ ନେଇଛନ୍ତି ଓଡ଼ିଆ ଆଇଏଏସ୍ ଅଫିସର ପ୍ରମୋଦ କୁମାର ମିଶ୍ର। ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ ପି.କେ. ମିଶ୍ର ଏହି ଦାୟିତ୍ୱ ନେଇଛନ୍ତି। ସମ୍ବଲପୁର ବାସିନ୍ଦା ପ୍ରମୋଦ ହେଉଛନ୍ତି ୧୯୭୨ ବ୍ୟାଚ୍…
ବାଲିମେଳାରେ ଆତଙ୍କ ସୃଷ୍ଟି କରୁଥିଲା ଭାଲୁ, କାବୁ କଲା ବନବିଭାଗ
କୋରୁକୋଣ୍ଡା, ୧୧।୯(ଡି.ଏନ୍.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଗତ କିଛି ଦିନ ହେବ ଭାଲୁ ଆତଙ୍କ ସୃଷ୍ଟି କରୁଥିଲା। ଚିତ୍ରକୋଣ୍ଡା ଛକ ନିକଟବର୍ତ୍ତୀ ଅଞ୍ଚଳରେ ସନ୍ଧ୍ୟା ହେଲେ ଭାଲୁ ଆସି ବୁଲିବା ସହ ସେଠାରେ ଥିବା ଦୋକାନଗୁଡିକୁ ଭଙ୍ଗାରୁଜା…
ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ: ଜିଲା ପ୍ରଶାସନର ସହାୟତା ଲୋଡ଼ିଲେ ବାପା
କୋରୁକୋଣ୍ଡା, ୧୧।୯(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତାପାରି ୩ ପଞ୍ଚାୟତ ଏମ୍ଭି ୧୦୪ ଗ୍ରାମରେ ୪ ବର୍ଷ ପୂର୍ବେ ଅର୍ଜୁନ କୀର୍ତ୍ତନିଆ ଓ ସ୍ତ୍ରୀ ମାଧୁରୀଙ୍କର ଏକ ଶିଶୁକନ୍ୟା ଜନ୍ମ ହୋଇଥିଲା। କିଛି ଦିନ ମଧ୍ୟରେ ସେମାନେ ଝିଅ…
ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି, ଉପକୂଳବର୍ତ୍ତୀ ଗ୍ରାମବାସୀ ଆତଙ୍କିତ
କାକଟପୁର,୧୧।୯(ଡି.ଏନ୍.ଏ.): ଲଗାଣ ବର୍ଷା ଏବଂ ହୀରାକୁଦ ଡ୍ୟାମ୍ରୁ ବନ୍ୟାଜଳ ନିଷ୍କାସନ ହେବା ପରେ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି କ୍ରମରେ କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇଛି।…
ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ୧୨ଟି ଜିଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ପ୍ରବଳ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ୧୨ଟି ଜିଲାକୁ ଦିନ ୧୦ଟା ୪୫ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଅନୁଗୋଳ, ଢେଙ୍କାନାଳ,…
Archives


