କମିଟି ସଦସ୍ୟ-ପୋଲିସର ବୈଠକ:ଏଥର ବାଜିବନି ଡିଜେ, ଅଶ୍ଳୀଳ ଗୀତ
ଭୁବନେଶ୍ୱର,୧୧-୯(ବ୍ୟୁରୋ):ଦୁର୍ଗାପୂଜାରେ ଏଥର ବାଜିବନି ଛାତି ଥରାଇଦେଉଥିବା ଡିଜେ ସାଉଣ୍ଡ୍। ଡିଜେରେ ପ୍ରତିଯୋଗିତା ବି ଚାଲିବନି। କେବଳ ୪ଟି ଲେଖାଏ ମାଇକ୍ ଓ ବକ୍ସ ଲଗାଇବାକୁ ପୂଜା କମିଟିଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ମଙ୍ଗଳବାର କମିଶନରେଟ ପୋଲିସ ମୁଖ୍ୟାଳୟରେ…
କମିଶନ୍ରେଟ ପୋଲିସର ଅଭିନବ ଟ୍ରାଫିକ ସଚେତନତା: ଜରିମାନା ନେଲେ, ହେଲ୍ମେଟ ଦେଲେ
ଭୁବନେଶ୍ୱର,୧୧-୯(ବ୍ୟୁରୋ):ଜରିମାନାକୁ ନେଇ ଶନିବାର ଭୁବନେଶ୍ୱରରେ ପୋଲିସ-ଜନତା ଖଣ୍ଡଯୁଦ୍ଧ ପରେ ରାଜ୍ୟ ସରକାର ଟ୍ରାଫିକ ନିୟମକୁ ୩ ମାସ ପାଇଁ କୋହଳ କରିଛନ୍ତି। ବିନା ପୂର୍ବ ପ୍ରସ୍ତୁତି ଓ ଆବଶ୍ୟକ ବ୍ୟବସ୍ଥା ନ ଥାଇ ନୂଆ ମୋଟର ଯାନ ଆଇନ-୨୦୧୯ ଲାଗୁକୁ ରାଜ୍ୟବ୍ୟାପୀ…
ପୁରୀ ପୋଲିସର ଡବଲ ଏନ୍କାଉଣ୍ଟର:ମୋଷ୍ଟ ଓ୍ବାଣ୍ଟେଡ ଟିକି ଖାଁ, ବିଶ୍ୱରଞ୍ଜନ ସାହୁ ଆହତ
ପୁରୀ ଅଫିସ, ୧୧-୯:ପୁରୀର ବିକାଶ ପାଇଁ ଶ୍ରୀମନ୍ଦିର ଚର୍ତୁପାର୍ଶ୍ୱରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବାବେଳେ ପୁରୀକୁ ଅପରାଧ ମୁକ୍ତ କରିବା ଲାଗି ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରାଧୀ କ୍ଲିନ୍ ଡ୍ରାଇଭ୍। ହାର୍ଡକୋର ଅପରାଧୀଙ୍କୁ ଦମନ କରିବା ଲାଗି ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ କରିଛି…
ଦୁଇ ରୋଡ୍ ରୋମିଓଙ୍କୁ ସାବାଡ୍ କରିବା ଘଟଣା: ସାହସୀ ବେବିନାଙ୍କୁ ପୁରସ୍କୃତ କଲେ ପୋଲିସ କମିଶନର
ଭୁବନେଶ୍ୱର ୧୧-୯(ବ୍ୟୁରୋ): ରବିବାର ଅପରାହ୍ନରେ ମଞ୍ଚେଶ୍ୱର ଥାନା ଜଗନ୍ନାଥନଗରରେ ଦୁଇଜଣ ରୋଡ୍ ରୋମିଓଙ୍କୁ ଇଞ୍ଜିନିୟରିଂ ଛାତ୍ରୀ ବେବିନା ମହାଲିକ ମାଡ଼ ମାିରିବା ସହ ବସ୍ଉଠ୍ କରି ସାବଡ୍ କରିଥିଲେ। ଏହାର ଭିଡିଓ ଭାଇରାଲ ହେବା ସହ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା…
ମାପଚୁପ ହେଲା ମଙ୍ଗୁ ମଠ: ଉଚ୍ଛେଦ ଛଡ଼ାଇ ନେଇଛି ଖୁସି, ଫିକା ପଡ଼ିଲା ସୁନିଆ
ପୁରୀ ଅଫିସ, ୧୧-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ପ୍ରାଥମିକ ପର୍ଯ୍ୟାୟରେ ବିପଦସଙ୍କୁଳ ମଠ ଭଙ୍ଗାଯାଉଛି। ଇତିମଧ୍ୟରେ ୨ଟି ପୁରାତନ ମଠ ଲଙ୍ଗୁଳି ଏବଂ ବଡ଼ ଆଖଡା ମଠ ମାଟିରେ ମିଶିଥିବା ବେଳେ ଏମାର ମଠ…
ଝିଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’: କାରଣ ଅସ୍ପଷ୍ଟ, ଉଭୟ ନିଖୋଜ
ନାଉଗାଁ, ୧୧-୯ (ସ୍ବ.ପ୍ର.):ନାଉଗାଁ ଥାନା ବଛାଳୋ ପଞ୍ଚାୟତ ପୋକାମୂଳ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ନିଜ ୫ମାସର ଶିଶୁକନ୍ୟାକୁ ଧରି ଦେବୀ ନଦୀକୁ ଡେଇଁପଡିଥିବା ଜଣାପଡ଼ିଛି। ନଦୀରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ପ୍ରଖର ସ୍ରୋତରେ…
ହୋମ୍ଓ୍ବାର୍କ କରି ନ ଥିବାରୁ ଦଣ୍ଡ:ଛାତ୍ରଙ୍କୁ ଶ୍ରେଣୀକକ୍ଷରେ ବନ୍ଦକରି ପଳାଇଲେ ଶିକ୍ଷୟିତ୍ରୀ
ଜୟପୁର,୧୧।୯(ଡି.ଏନ୍.ଏ.):ହୋମଓ୍ବାର୍କ କରି ନ ଥିବାରୁ ଷ୍ଟାଣ୍ଡାର୍ଡ଼ ଓ୍ବାନ୍ର ଜଣେ କୋମଳମତି ଛାତ୍ରଙ୍କୁ ଶ୍ରେଣୀକକ୍ଷରେ ଲାଇଟ୍ ଓ ଫ୍ୟାନ୍ ଅଫ୍କରି କବାଟ ଦେଇ ପଳାଇଛନ୍ତି ଶିକ୍ଷୟିତ୍ରୀ। ଛାତ୍ର ଜଣକ ପ୍ରାୟ ୪୫ ମିନିଟ୍ ଧରି ବନ୍ଦ କୋଠରିରେ ରହିବା ପରେ ଷ୍ଟାଣ୍ଡାର୍ଡ଼-୭ରେ ପଢୁଥିବା…
ଭାରତ ଊର୍ଜା ନ୍ୟାୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛି: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୧।୯(ବ୍ୟୁରୋ):ଭାରତରେ ଊର୍ଜା ନ୍ୟାୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବୋଚ୍ଚ ପ୍ରଧାନ୍ୟ ଦେଉଛନ୍ତି। ଆବୁଧାବୀଠାରେ ସୋମବାର ଆୟୋଜିତ ଅନ୍ତର୍ଜାତୀୟ ଶକ୍ତି ଫୋରମର ଅଷ୍ଟମ ଏସୀୟ ଶକ୍ତି ମନ୍ତ୍ରୀସ୍ତରୀୟ ଗୋଲଟେବୁଲ ବୈଠକରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି ା ୟୁଏଇ ଓ…
କର୍ମକ୍ଷେତ୍ରରେ ସେବା ବାତାବରଣ ସୃଷ୍ଟି କର: ମନ୍ତ୍ରୀ
ଭୁବନେଶ୍ୱର,୧୧।୯(ବ୍ୟୁରୋ):ସରକାରୀ ଚାକିରିକୁ ଏକ ସେବାଭାବେ ଗ୍ରହଣ କରି କର୍ମକ୍ଷେତ୍ରରେ ସମାନ ବାତାବରଣ ସୃଷ୍ଟି କରିପାରିଲେ ଜନସାଧାରଣଙ୍କ ଆଶା-ଆକାଂକ୍ଷା ପୂରଣ ହୋଇପାରିବ। ରାଜ୍ୟ ସରକାରଙ୍କ ଦ୍ବାରା ଲୋକାଭିମୁଖୀ ଯୋଜନାର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ବଜାୟ ରଖି ଓ ଏହାର ସୁଫଳ ସମାଜର ସବୁଠାରୁ ତଳସ୍ତର…
ନବବଧୂଙ୍କ ମୁଣ୍ଡକୁ ହାଣି ହତ୍ୟା: ସ୍ବାମୀ, ଶାଶୁ ଅଟକ
ଗୋପାଳପୁର, ୧୧-୯:ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ମନସୁର୍କୋଟା ଗ୍ରାମର ଜଣେ ନବବଧୂଙ୍କୁ ହତ୍ୟା କରାଯାଇଛି। ଅଧିକ ଯୌତୁକ ଦାବି ନେଇ ରବିବାର ରାତିରେ ନବବଧୂ ତଥା ପୁରୀ ଅଞ୍ଚଳର ନାନୁ ଦାସ (୨୨)ଙ୍କ ମୁଣ୍ଡକୁ ଏକ ଧାରୁଆ ଅସ୍ତ୍ରରେ ହାଣି ତାଙ୍କ…
ରାଜଧାନୀରେ ଚାଞ୍ଚଲ୍ୟ:ଯୁବକଙ୍କୁ ଗୋଡ଼ାଇ ହାଣି ହତ୍ୟା
ଭୁବନେଶ୍ୱର, ୧୧-୯(ବ୍ୟୁରୋ):ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମଞ୍ଚେଶ୍ୱର ଥାନା ରଙ୍ଗମାଟିଆ ଅଞ୍ଚଳରେ ମଙ୍ଗଳବାର ରାତିରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଅତି ବୀଭତ୍ସଭାବେ ହତ୍ୟା କରାଯାଇଛି। ଯୁବକ ଜଣକ ରଙ୍ଗମାଟିଆ ତଳସାହି ମଙ୍ଗଳାମନ୍ଦିର ନିକଟରେ ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ୯ଜଣ ଯୁବକ ଚାପଡ଼…
ହୀରାକୁଦ ଡ୍ୟାମ୍:୨୦ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ସମ୍ବଲପୁର, ୧୧-୯ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମରୁ ମଙ୍ଗଳବାର ୨୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ରାତି ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ ପ୍ରତି ସେକେଣ୍ଡରେ ୩ଲକ୍ଷ ୪୧ ହଜାର ୮୭୬ କ୍ୟୁସେକ ପାଣି ଡ୍ୟାମରୁ ନିଷ୍କାସନ…
Archives


