ଚିନି ଶିଳ୍ପ ପରିଚାଳନା ନିର୍ଦ୍ଦେଶକଙ୍କୁ ଘେରିଲେ ଶ୍ରମିକ
ଆସିକା, ୧୦ା୯(ଡି.ଏନ.ଏ.)-ଆସିକା ସମବାୟ ଚିନି ଶିଳ୍ପରେ ସୋମବାର ଅପରାହ୍ନରୁ ଶ୍ରମିକ ଅଶାନ୍ତି ଦେଖା ଦେଇଛି। ଶ୍ରମିକମାନେ ଚିନିଶିଳ୍ପ ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରାଙ୍କୁ ତାଙ୍କ କାର୍ଯ୍ୟାଳୟରେ ଘେରାଉ କରିଛନ୍ତି ା ସୋମବାର ଅପରାହ୍ନ ପ୍ରାୟ ୪ଟାରେ କାରଖାନାରୁ ଏକ ଟ୍ରକ ଯୋଗେ…
ବେଆଇନ ବାଣ କାରଖାନାରେ ଚଢ଼ାଉ,୩ ଗିରଫ
ଆସିକା,୧୦ା୯(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଆସିକା ଥାନା ନଳବଣ୍ଟା ଗ୍ରାମରେ ବେଆଇନ ଭାବେ ଚାଲିଥିବା ୭ ବାଣ କାରଖାନା ଉପରେ ପୋଲିସ ସୋମବାର ଚଢ଼ାଉ କରିଥିଲା। ସେଠାରୁ ବିପୁଳ ପରିମାଣର ବାଣ ଓ ବାରୁଦ ଜବତ କରାଯାଇଛି ା ଜବତ ବାଣ ଓ…
ଖୁଦୁରୁକୁଣୀ ଓଷା ଉଦ୍ଯାପିତ
ବିନିକା,୧୦।୯(ଡି.ଏନ୍.ଏ.): ଆମର ରାଏଜେ ବାରବାସେ ୧୩ ପରବ୍ ପାଲନ୍ ହେଉଛେ। ସେ ଭିତ୍ରୁ ଖୁଦୁରୁକୁଣୀ ଓଷା ଅଲଗ୍ ଆଏ। ଇ ଓଷା ଫିବଛର ଭୁଦୋମାସର ୪ ପାଲି ରଏବାର ପାଲନ୍ କରାଯାଏସି। ମା’ବହେନ୍ମାନେ ଇ ଉଷାକେ ନିଷ୍ଠାର ସହିତ ପାଲନ୍…
ମେଡିକାଲ କଲେଜ ସ୍ଥାପନ ଦାବି ତେଜୁଛି :୧୧ରେ ନୂଆପଡା ବନ୍ଦ ଡାକରା
ନୂଆପଡା ଅଫିସ,୧୦ା୯ ନୂଆପଡା ରାଜ୍ୟର ଏକ ଉପାନ୍ତ ଜିଲା । ଏଠାରେ ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ସୁବିଧା ଲୋକଙ୍କୁ ଉପଲବ୍ଧ ହୋଇପାରୁନାହିଁ । ବିଭିନ୍ନ ସମୟରେ ଲୋକେ ଦାବି କରୁଥିଲେ ମଧ୍ୟ ଏଠାରେ ଶିକ୍ଷା, ସ୍ବାସ୍ଥ୍ୟ ବିକାଶ ଦିଗରେ ଉପଯୁକ୍ତ…
ସାତ୍ସପନ ହେଇଛେ ସରକାରୀ ସାହାଯ୍: ଗୁଟେ ପରିବାର: ୪ ଭିନ୍ନକ୍ଷମ ଭାଇବହେନ୍
ପର୍ଲା, ୧୦ା୯ (ଡି.ଏନ୍.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲର ଧଅଁରପୁର ପଁଚେତ୍ ଅଧୀନ ଭାଲୁଚୁଆ ଗଁାରେ ଗୁଟେ ପରିବାରର ୪ ଭାଇବହେନ୍ ଭିନ୍ନକ୍ଷମ ଥିବାର ଜନାଯାଇଛେ। ସୂଚନା ଅନ୍ସାରେ ଧଅଁରପୁର ଗଁାର ଦୁଷ୍ମନ୍ତ ଜାଲକଁର ଦୁଇ ଭାଇ…
ସ୍କୁଲ ମୁହେଁ ଅଁ।ଠେ କାଦୋ
ଜାମଟିକ୍ରା, ୧୦।୯ (ଡି.ଏନ୍.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅଧୀନ ଜାମଟିକ୍ରା ଗାନ୍ଧୀ ଏମ୍ଇ ସ୍କୁଲ ସାମ୍ନାରେ ପାଏନ୍ ଟୁଡ଼ି ରହିବାର ଲାଗି ଅଁାଠେ କାଦୋ ହେଇଛେ। ଯେନ୍ଥିରଲାଗି ସ୍କୁଲର ଛାତ୍ରୀଛାତ୍ର ପରିସର ଭିତିରକେ ଗଲାଅଏଲା ବେଲେ ବଡ଼ଭାରି ସମସିଆର…
ଦାଉ ସାଧ୍ଲା ଲଘୁଚାପ ବରଷା: ବାସହୀନ ହେଲେ ଅନେକ ପରିବାର
ଲାଠୋର, ୧୦ା୯ (ଡି.ଏନ୍.ଏ.): ବଲାଙ୍ଗୀର ଜିଲାରେ ଦିନାକେତେ ହେଲା ଲଘୁଚାପ ପରଭାବରେ ଭରଷା ଲାଗି ରହିଛେ। ବରଷା ପାଏନ୍ରେ ଅନେକ୍ ପରିବାରର ଘରଦୁଆର ଭାଂଗି ବେସାହାରା ହେଇଯାଇଛନ୍। ସେନ୍ତା ଅନେକ ଲୁକ୍କର ଘର ଭିତରେ ଅଁାଠେ ପାଏନ୍ ପଶି ସବୁ…
୩ ବର୍ଷର ଶିଶୁକନ୍ୟା ନିଖୋଜ, ତଦନ୍ତ ଚଳାଇଛି ପୋଲିସ
ଓଡଗାଁ, ୯।୯(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଥାନା ସାକେରୀ ହରିଜନ ସାହିରୁ ସୋମବାର ସକାଳୁ ଏକ ୩ ବର୍ଷର ଶିଶୁକନ୍ୟା ନିଖୋଜ ହୋଇଯିବା ଘଟଣା ସମସ୍ତଙ୍କୁ ଚକିତ କରିଛି । ସୂଚନା ଅନୁସାରେ, ପ୍ରକାଶ ନାୟକଙ୍କ ସ୍ତ୍ରୀ ସୋମବାର ସକାଳେ ପୋଖରୀକୁ…
ଟ୍ରାଫିକ୍ ନିୟମ ୩ ମାସ କୋହଳ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୯।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପୀ ଲାଗୁ ହୋଇଛି ନୂଆ ମୋଟର ଯାନ ଆଇନ। ନୂଆ ଆଇନ କାର୍ଯ୍ୟକାରୀ ହେବା ପରେ ଚାରିଆଡ଼େ ଚାଲିଛି ଧରପଗଡ଼। ଆଇନ ଭାଙ୍ଗିଲେ ଆଦାୟ ହେଉଛି ୧୦ ଗୁଣ ଅଧିକ ଜରିମାନା। ସଂଶୋଧିତ ମୋଟର ଯାନ…
ବଧୂହତ୍ୟା ଅଭିଯୋଗ: ସ୍ବାମୀଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି ପୋଲିସ
ଅନୁଗୋଳ ଅଫିସ, ୯।୯: ଅନୁଗୋଳ ଜିଲା ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଗ୍ରାମରେ ଯୌତୁକ ଜନିତ ବଧୂହତ୍ୟା ହୋଇଛି। ଏ ନେଇ ସୋମବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ନିଶା ଥାନା ଅନ୍ତର୍ଗତ କଙ୍କରେଇ ଅଞ୍ଚଳର ବାନାମ୍ବର ବାରିକଙ୍କ ଝିଅ…
ଲଗାଣ ବର୍ଷାରେ ଧୋଇଗଲା ପିସୁବାନ୍ଦା ନାଳ ପୋଲର ଦୁଇ ପାର୍ଶ୍ୱ ରାସ୍ତା: ଯାତାୟାତ ଠପ୍
କୋଟଗଡ଼, ୯।୯(ଡି.ଏନ୍.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଗତ ୪ଦିନଧରି ଲଗାଣ ବର୍ଷା ଲାଗିରହିଛି। ଏଥିରେ ପିସୁବାନ୍ଦା ନାଳ ଉପରେ ନୂତନଭାବେ ଏକ ପୋଲ ଠିକା କମ୍ପାନୀ ଦ୍ବାରା ନିର୍ମାଣ ହୋଇଥିବା ବେଳେ ବର୍ଷା ଯୋଗୁ ଉକ୍ତ ପୋଲର ଦୁଇ ପାର୍ଶ୍ୱ…
ରାଜଧାନୀରେ ରୋଡ୍ ରୋମିଓଙ୍କୁ ଛେଚିଲେ ଯୁବତୀ
ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜଧାନୀର ରସୁଲଗଡ଼ ଜିଜିପି କଲୋନୀରେ ଜଣେ ଯୁବତୀ ୨ଜଣ ରୋଡ ରୋମିଓଙ୍କୁ ମାଡ଼ ମାରିଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମିଳିଥିବା ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ଜିଜିପି କଲୋନୀ ଅଞ୍ଚଳର ଜନୈକା ଯୁବତୀଙ୍କୁ…
Archives


