ଛୁଇଁଲେ, ଅନୁଭବ କଲେ…
ଭୁବନେଶ୍ୱର,୨୩୭(ବ୍ୟୁରୋ) : କୋଣାର୍କ ସୂର୍ଯ୍ୟ ମନ୍ଦିରର ପଥରର ଭାଷାକୁ ବୁଝିବାକୁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିବାବେଳେ ପ୍ରଥମଥର ପାଇଁ କୋଣାର୍କର ସୌନ୍ଦର୍ଯ୍ୟକୁ ଉପଭୋଗ କରିଛନ୍ତି କୁନି କୁନି ଦୃଷ୍ଟିବାଧିତ ପିଲା। ନିଜ ଆଖିରେ ଏହି ବିଶ୍ୱ ଐତିହ୍ୟର କାରୁକାର୍ଯ୍ୟକୁ ନ…
ସଂସ୍କୃତି ବିଭାଗରେ ଅଚଳାବସ୍ଥା
ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ୪ ଗୁରୁତ୍ୱପୂର୍ଣ୍ଣ ଏକାଡେମୀରେ ମାଳ ମାଳ ପଦବୀ ଖାଲି। କେଉଁଠି ସଭାପତି ନାହାନ୍ତି ତ କେଉଁଠି ସଚିବ ନାହାନ୍ତି। ଆଉ କେଉଁଠି ଜଣେ ଦୁଇଜଣ ଅଧିକାରୀରେ ଚାଲିଛି ଗୋଟିଏ ଗୋଟିଏ…
୪୧ ଜଣ ସିଭିଲ ଜଜ୍ ନିଯୁକ୍ତ
ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ସୋମବାର ୪୧ଜଣଙ୍କୁ ସିଭିଲ୍ ଜଜ୍ ଭାବେ ନିଯୁକ୍ତ କରିଛନ୍ତି। ସେମାନେ ଓଡ଼ିଶା ଜୁଡିସିଆଲ ସର୍ଭିସ୍ ପରୀକ୍ଷା-୨୦୧୮ରେ ଉତ୍ତୀର୍ଣ୍ଣ ହୋଇଥିଲେ। ନବନିଯୁକ୍ତ ସିଭିଲ ଜଜ୍ମାନେ ହେଲେ ଈପ୍ସିତା ଅଭିନନ୍ଦିତା ମିଶ୍ର, ତନ୍ମୟ ରଞ୍ଜନ ଦାସ, ଶ୍ରୁତକୀର୍ତ୍ତି…
ଖୁବ୍ଶୀଘ୍ର ବିଏସ୍ଏଲ୍ସିରେ ଆରମ୍ଭ ହେବ ଖନନ ପ୍ରକ୍ରିୟା: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୩।୭(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ବିର୍ସା ଷ୍ଟୋନ୍ ଲାଇମ୍ କମ୍ପାନୀ ଲିମିଟେଡ(ବିଏସ୍ଏଲ୍ସି)ରେ ଖନନ ପ୍ରକ୍ରିୟା କାର୍ଯ୍ୟ ଖୁବ୍ଶୀଘ୍ର ଆରମ୍ଭ ହେବ ବୋଲି ଜଣାପଡିଛି ା ଏଥିପାଇଁ ଭବିଷ୍ୟତରେ ଶ୍ରମିକ ଏବଂ ସଂଶ୍ଲିଷ୍ଟ ସଂସ୍ଥାଗୁଡିକ ପ୍ରଭାବିତ ହେବେ ନାହିଁ ବୋଲି…
‘ଆଇଏଏସ୍ ନୁହେଁ, ଯନ୍ତ୍ରୀ ହୁଅନ୍ତୁ ପୂର୍ତ୍ତ ସଚିବ’
ଭୁବନେଶ୍ୱର,୨୩।୭(ବ୍ୟୁରୋ): ପୂର୍ତ୍ତ ବିଭାଗ ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ। ନିର୍ମାଣ ସମ୍ବନ୍ଧିତ ଏହି ବିଭାଗ ହୋଇଥିବାରୁ, ଏହାର ପ୍ରଶାସନିକ ମୁଖ୍ୟଭାବେ ଜଣେ ଯନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଥାଏ। ହେଲେ ରାଜ୍ୟରେ କିଛିମାସ ହେବ ଜଣେ ଆଇଏଏସ୍ ଅଧିକାରୀ(ଡକ୍ଟର କ୍ରିଷନ୍ କୁମାର) ଏହି ଦାୟିତ୍ୱରେ ଅଛନ୍ତି।…
ଅନୁଗୋଳରେ ନାବାଳିକା ବଳାତ୍କାର ଘଟଣା: ୧୫ ଲକ୍ଷ କ୍ଷତିପୂରଣ ପାଇଁ ଏନ୍ଏଚ୍ଆର୍ସିରେ ଅଭିଯୋଗ
ଭୁବନେଶ୍ୱର, ୨୩।୭(ବ୍ୟୁରୋ): ପରିବାର ଲୋକଙ୍କ ସହ ଶୋଇଥିବା ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ଉଠାଇ ନେଇ ବଳାକତ୍ାର କରିବା ଘଟଣା ରବିବାର ଅନୁଗୋଳ ସହରକୁ ସ୍ତବ୍ଧ କରିଦେଇଥିଲା। ଏହି ଘଟଣାକୁ ନେଇ ସୋମବାର ବିଧାନସଭା ହୁଲ୍ସ୍ତୁଲ ହୋଇଛି। ଅନ୍ୟପକ୍ଷରେ ଅଭିଯୁକ୍ତଙ୍କ ବିରୋଧରେ…
ମଦ ଦୋକାନୀଙ୍କୁ ପୁରସ୍କାର ପ୍ରସଙ୍ଗ, ସରକାରୀ ନିଷ୍ପତ୍ତି ହୋଇନାହିଁ : ମନ୍ତ୍ରୀ
ଭୁବନେଶ୍ୱର,୨୩।୭(ବ୍ୟୁରୋ): ଭଲ ରାଜସ୍ବ ପ୍ରଦାନ କରୁଥିବା ମଦ ଦୋକାନୀଙ୍କୁ ପୁରସ୍କାର ଦେବା କଥା ନେଇ ସରକାର କୌଣସି ନିଷ୍ପତ୍ତି ନେଇନାହାନ୍ତି। ଷ୍ଟାଣ୍ଡିଂ କମିଟି ପକ୍ଷରୁ ଏନେଇ କେବଳ ସୁପାରିସ କରାଯାଇଛି ବୋଲି ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ବିଧାନସଭାରେ ଉତ୍ତର…
ବିରୋଧୀଙ୍କ ଅନୁପସ୍ଥିତିରେ ଏସ୍ସି ଏସ୍ଟି ବିଭାଗ ଖର୍ଚ୍ଚ ଦାବି ଗୃହୀତ
ଭୁବନେଶ୍ୱର, ୨୩।୭(ବ୍ୟୁରୋ): ବିଧାନସଭାରେ ସୋମବାର ଅନୁସୂଚିତ ଜାତି ଓ ଜନଜାତି (ଏସ୍ସିଏସ୍ଟି) ଉନ୍ନୟନ ବିଭାଗ ୨୦୧୯-୨୦ ଆର୍ଥିକବର୍ଷ ପାଇଁ ଖର୍ଚ୍ଚ ଦାବି ଗୃହୀତ କରିଛନ୍ତି। ବାରମ୍ବାର ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଗୃହ ମୁଲତବୀ ରହିବାପରେ ସା ୬ଟା ୧୨ମିନିଟ୍ରେ ଏସ୍ସି, ଏସ୍ଟି…
ବିଧାନସଭା ପ୍ରଶ୍ନକାଳରେ ସ୍ବାସ୍ଥ୍ୟ ପ୍ରସଙ୍ଗରେ ଆଲୋଚନା: ଡାକ୍ତର ଅଭାବ ଦୂର ପାଇଁ ମନ୍ତ୍ରୀ ଦେଲେ ପ୍ରତିଶ୍ରୁତି
ଭୁବନେଶ୍ୱର,୨୩।୭(ବ୍ୟୁରୋ): ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲାରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ନାଁରେ ଏକ ମେଡିକାଲ କଲେଜ ଏବଂ ହସ୍ପିଟାଲ କରାଯାଇଛି। ହେଲେ ସେଠାରେ ସାମାନ୍ୟତମ ଚିକିତ୍ସା ସୁବିଧା କରା ନ ଯାଇ ଗରିବ ରୋଗୀଙ୍କୁ କଟକ ରେଫର କରିଦିଆଯାଉଛି। ଆର୍ଥିକ ଅବସ୍ଥା…
ମହିଳାଙ୍କୁ ନିଶା ଦେଇ ବଳାତ୍କାର, ବ୍ଲାକ୍ମେଲ୍ ଘଟଣା: ଜେଲ୍ ଗଲେ ଅଭିଯୁକ୍ତ
ଭୁବନେଶ୍ୱର, (ବ୍ୟୁରୋ)/ପୁରୀ ଅଫିସ, ୨୩।୭: ପୁରୀର ଜଣେ ମହିଳାଙ୍କୁ ପାଣିରେ ନିଶା ଦେଇ ଭୁବନେଶ୍ୱରର ଏକ ହୋଟେଲରେ ବଳାକତ୍ାର କରିବା ଓ ପରେ ଅଶ୍ଳୀଳ ଭିଡିଓ ଦେଖାଇ ବ୍ଲାକ୍ମେଲିଂ କରିବା ଘଟଣାର ଅଭିଯୁକ୍ତଙ୍କୁ ଖଣ୍ଡଗିରି ପୋଲିସ ଗିରଫ କରିଛି। ସେ ହେଲେ…
ଚିନ୍ତା ବଢ଼ାଇଲାଣି ସ୍ବଳ୍ପ ବୃଷ୍ଟି
ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ରାଜ୍ୟରେ ମରୁଡ଼ି ପରିସ୍ଥିତି ଉପୁଜିଲାଣି। ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ ଉଜୁଡ଼ି ଗଲାଣି। ଅନେକ ଅଞ୍ଚଳରେ ଗଜା ମରୁଡ଼ିର ଆଶଙ୍କା ମଧ୍ୟ ଦେଖାଦେଲାଣି। ବର୍ଷା ଚିନ୍ତାରେ ଚାଷୀ ରହିଥିବାବେଳେ ଆସନ୍ତା…
ମୋ ସ୍କୁଲ ଯୋଜନାରେ ଆଉ ୫୦୮ ବିଦ୍ୟାଳୟ ସାମିଲ
ଭୁବନେଶ୍ୱର, ୨୩।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଗୋଷ୍ଠୀ-ସମ୍ପୃକ୍ତ ଶିକ୍ଷା କାର୍ଯ୍ୟକ୍ରମ ‘ମୋ ସ୍କୁଲ’ ଯୋଜନାରେ ୧୬ଟି ଜିଲାର ଆଉ ୫୦୮ଟି ବିଦ୍ୟାଳୟକୁ ସାମିଲ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଅନୁଗୋଳ, ବରଗଡ଼, ବଲାଙ୍ଗୀର, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଜଗତସିଂହପୁର, ଝାରସୁଗୁଡ଼ା, ଖୋର୍ଦ୍ଧା,…
Archives


