ରାଜ୍ୟ

କଳା ଦିବସ ପାଳନ କଲା କୁଡୁମୀ ସେନା

ବାରିପଦା ଅଫିସ,୬ା୯: ୧୯୫୦ମସିହା ସେପ୍ଟେମ୍ବର ୬ତାରିଖ ଦିନ କେନ୍ଦ୍ର ସରକାର କୁଡୁମୀ ଜାତିକୁ ଅନୁସୂଚିତ ଜାତିରୁ ବାଦ ଦିଆଯାଇଥିବା ପ୍ରତିବାଦରେ ଶୁକ୍ରବାର ମୟୂରଭଞ୍ଜ କୁଡୁମୀ ସେନା ପକ୍ଷରୁ କଳା ଦିବସ ପାଳନ କରାଯାଇଛି ା କୁଡୁମୀ ସେନାର ରାଜ୍ୟ ସଭାପତି ଜୈମୁନି…

ମାରିସା ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର

ବାରିପଦା ଅଫିସ,୬ା୯: ବାରିପଦା ସହରରେ ଦିନକୁ ଦିନ ଅଳିଆ ଆବର୍ଜନା ଜମିବାରେ ଲାଗିଛି । ସହରର ଗଳିକନ୍ଦିରେ କୁଢ କୁଢ ଆବର୍ଜନା ପଚିସଢି ପରିବେଶକୁ ଦୂଷିତ କରୁଛି। ମ୍ୟୁନିସିପାଲଟି ପକ୍ଷରୁ ଏସବୁକୁ ସଫା ସୁତୁରା କରାଯାଉ ନ ଥିବାରୁ ମଶା ମାଛିଙ୍କ…

ରାସ୍ତା ପ୍ରଶସ୍ତୀକରଣ ଲାଗି ଦାବିପତ୍ର

ସୋର, ୬।୯(ଡି.ଏନ.ଏ.): ସୋର ବ୍ଲକ ନଟାପଡ଼ାଠାରେ ୧୩୨/୩୩ କେଭି ଗ୍ରୀଡ଼ ସବ୍‌ଷ୍ଟେଶନ ପାଚେରି କଡ଼ ଦେଇ ଚାଷ ଜମିକୁ ଯାଇଥିବା ରାସ୍ତାକୁ ପ୍ରଶସ୍ତୀକରଣ ଲାଗି ଗ୍ରାମବାସୀ ଏସ୍‌ଡ଼ିଓ ଓ ସୋର ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏହାର ନକଲ ବାଲେଶ୍ୱର ଜିଲାପାଳ,…

ଓଲଟିଲା ଇଞ୍ଜିନ ଚାଳିତ ରିକ୍ସା, ଚାଳକ ମୃତ

ଜଳେଶ୍ୱର, ୬।୯: ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପୋ ଫାଣ୍ଡି ନିକଟସ୍ଥ ଚନ୍ଦନେଶ୍ୱର-ଜଳେଶ୍ୱର ରାସ୍ତାର ବାଣିଦା ଛକ ନିକଟରେ ରଡ ବୋଝେଇ ଇଞ୍ଜିନ ଚାଳିତ ରିକ୍ସା ଭାରସାମ୍ୟ ହରାଇ ରାସ୍ତା କଡ଼ ନୟନଯୋରିକୁ ଓଲଟି ପଡିଥିଲା। ଫଳରେ ଚାଳକ ରିକ୍ସା ତଳେ ଚାପି…

ଓଡ଼ିଶା ଅଭିମୁଖେ ଜଗା-କାଳିଆ: ପହଞ୍ଚିବା ପରେ ଏସ୍‌ସିବି ଯିବେ

ଭୁବନେଶ୍ୱର, ୬।୯(ବ୍ୟୁରୋ): ଶୁକ୍ରବାର ଦିଲ୍ଲୀ ଏମ୍‌ସ ଛାଡ଼ିଛନ୍ତି ଜଗା -କାଳିଆ। ଡାକ୍ତରଙ୍କ ପ୍ରେସ୍‌ମିଟ୍‌ ପରେ ସେମାନେ ଏମ୍‌ସରୁ ବାହାରିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସରେ ସେମାନଙ୍କୁ ଏମ୍‌ସରୁ ରେଳ ଷ୍ଟେଶନ ନିଆଯାଇଛି। ସନ୍ଧ୍ୟାରେ ରାଜଧାନୀ ଏକ୍ସପ୍ରେସ୍‌ରେ ସେମାନେ ଓଡ଼ିଶା ଆସିବେ। ଶନିବାର ଉଭୟ କଟକରେ…

ନୂଆ ମୋଟର ଯାନ ଆଇନକୁ ନାପସନ୍ଦ କଲେ ମନ୍ତ୍ରୀ: କହିଲେ ‘ଲୋକଙ୍କୁ ସତର୍କ କରାଇ ଏହାକୁ ଲାଗୁ କରିବା କଥା’

ଭୁବନେଶ୍ୱର,୬।୯(ବ୍ୟୁରୋ): ଦେଶବ୍ୟାପି ସେପ୍ଟେମ୍ବର ୧ରୁ ଲାଗୁ ହୋଇଥିବା ନୂଆ ମୋଟର ଯାନ ଆଇନ ବିରୋଧରେ ବିଭିନ୍ନ ମହଲରେ ପ୍ରତିବାଦର ସ୍ବର ଉଠୁଛି। ଜନସାଧାରଣ ଏହାକୁ ନାପସନ୍ଦ କରୁଥିବା ବେଳେ ଶୁକ୍ରବାର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ନିଜର ପ୍ରତିକ୍ରିୟା ରଖିଛନ୍ତି।…

ଗିରଫ ହେବେ ମଦ୍ୟପ ଚାଳକ, ସର୍କୁଲାର ଜାରି କଲେ ଡିଜିପି

ଭୁବନେଶ୍ୱର,୬।୯(ବ୍ୟୁରୋ): ଗିରଫ ହେବେ ମଦ୍ୟପ ଚାଳକ। ରାଜ୍ୟର ସମସ୍ତ ୧୪ଟି ଟୋଲଗେଟ୍‌ରେ ମଦ୍ୟପ ଡ୍ରାଇଭରଙ୍କୁ ଯାଞ୍ଚ କରାଯିବ। ମଦ୍ୟପାନ କରି ଗାଡ଼ି ଚଳାଉଥିବା ଗାଡ଼ି ଚାଳକଙ୍କୁ ଗିରଫ କରାଯିବ। ଏନେଇ ପୋଲିସ ଡିଜିପି ବିଜୟ କୁମାର ଶର୍ମା ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି।…

ଲଗାଣ ବର୍ଷା: ଗଞ୍ଜାମ, କନ୍ଧମାଳ ଜିଲାର ସବୁ ସ୍କୁଲ, ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ବ୍ରହ୍ମପୁର ଅଫିସ/କନ୍ଧମାଳ, ୬।୯(ଡି.ଏନ୍‌.ଏ.): ପ୍ରବଳ ବର୍ଷା ଯୋଗୁ କନ୍ଧମାଳ ଓ ଗଞ୍ଜାମ ଜିଲାର ସ୍ଥିତି ବେହାଲ ହୋଇପଡ଼ିଛି। କେଉଁଠି ରାସ୍ତାରେ ଜଳ ପ୍ରବାହିତ ହେଉଛି ତ କେଉଁଠି ପୋଲ ଭାଙ୍ଗି ଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଓ କନ୍ଧମାଳ ଜିଲାର…

ପଲ୍ୟୁସନ ଚେକିଂ କୋହଳ ନିଷ୍ପତ୍ତି: ମାସେ ଯାଏ ହେବନି ଯାଞ୍ଚ, ଲୋକଙ୍କୁ ଅଯଥାରେ ହଇରାଣ ନ କରିବାକୁ ପରାମର୍ଶ

ଭୁବନେଶ୍ୱର,୬।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା ଆଦାୟ କରାଯାଉଛି। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ, ଇନ୍‌ସୁରାନ୍ସ ଏବଂ ପଲ୍ୟୁସନ୍‌ ପ୍ରମାଣପତ୍ର ଆଦିକୁ କଡ଼ାକଡ଼ି ଭାବେ ଯାଞ୍ଚ…

ବିଭାଗୀୟ ଉପଦେଷ୍ଟାଙ୍କୁ ମିଳିଲା ପାହ୍ୟା: ୬ଙ୍କୁ ରାଷ୍ଟ୍ରମନ୍ତ୍ରୀ, ୪ଙ୍କୁ ପ୍ରମୁଖ ସଚିବ, ଜଣେ ହେଲେ ମୁଖ୍ୟ ସଚିବ

ଭୁବନେଶ୍ୱର,୬।୯(ବ୍ୟୁରୋ): ନବ ନିଯୁକ୍ତ ବିଭିନ୍ନ ବିଭାଗୀୟ ଉପଦେଷ୍ଟାଙ୍କୁ ଶୁକ୍ରବାର ବିଭିନ୍ନ ପାହ୍ୟା ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରୁ ୬ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଥିବା ବେଳେ ୪ଜଣଙ୍କୁ ପ୍ରମୁଖ ସଚିବ ଓ ଜଣଙ୍କୁ ମୁଖ୍ୟ ସଚିବ ପାହ୍ୟା ପ୍ରଦାନ କରାଯାଇଛି। ଲୋପାମୁଦ୍ରା ବକ୍ସିପାତ୍ର,…

ଟ୍ରେଲର ଧକ୍କାରେ ନାବାଳିକା ମୃତ: ୨୬ ନଂ. ଜାତୀୟ ରାଜପଥ ଅବରୋଧ

କେସିଙ୍ଗା,୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ନୁନ୍‌ମାଠ ନିକଟ ୨୬ ନଂ. ଜାତୀୟ ରାଜପଥ ପାରହେଉଥିବା ବେଳେ ଜଣେ ନାବାଳିକାଙ୍କ ଉପରେ ଲାଞ୍ଜିଗଡ଼ସ୍ଥିତ  ଏକ କମ୍ପାନୀର ଟ୍ରେଲର ଧକ୍କାଦେବାରୁ ଶୁକ୍ରବାର ସକାଳେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ…

କୋରାପୁଟରେ ୮୭୮.୨ ମିମି ବର୍ଷା ରେକର୍ଡ: ବ୍ରିଜ ଉପରେ ଚାଲିଛି ପାଣି, ନନ୍ଦପୁର-ଲମତାପୁଟ ଯୋଗାଯୋଗ ବିଚ୍ଛିନ୍ନ

କୋରାପୁଟ,୬।୯(ସ୍ବ.ପ୍ର.)- କୋରାପୁଟ ଜିଲାରେ ଶୁକ୍ରବାର ୮୭୮.୨ ମିମି ବର୍ଷା ହୋଇଥିବା ଜିଲା ଜରୁରି ବିଭାଗ ପକ୍ଷରୁ ସୁଚନା ମିଳିଛି। ସେଥିମଧ୍ୟରୁ ଜିଲାର ନନ୍ଦପୁର ବ୍ଲକରେ ସର୍ବାଧିକ ୧୫୫.୪ ମିମି ବର୍ଷା ହୋଇଥିବାବେଳେ ସେମିଳିଗୁଡା ବ୍ଲକରେ ୫୯ ମିମି, କୋଟପାଡ ବ୍ଲକରେ ୧୨୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri