ପୌରସଂସ୍ଥା ବାହାରେ କାର୍ଯ୍ୟାଳୟ କ୍ୟାଶବୁକ୍: ଆକାଉଣ୍ଟ ଜବତ କଲେ ପିଡି
ଅନୁଗୋଳ ଅଫିସ, ୬।୯-ଅନୁଗୋଳ ପୌରପାଳିକାରେ ନିୟୋଜିତ ହୋଇଥିବା ଜଣେ ଆକାଉଣ୍ଟାଣ୍ଟ ଗୁରୁବାର କାର୍ଯ୍ୟାଳୟର କ୍ୟାଶବୁକ୍କୁ ବାହାରକୁ ନେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପୌରପାଳିକା ଅର୍ଥ ହେରଫେର ନେଇ ଉଦ୍ୟମ ଚାଲିଥିବା ଅଭିଯୋଗ ପାଇବା ପରେ ଘଟଣାରେ ତୁରନ୍ତ ପଦକ୍ଷେପ ନେଇଛନ୍ତି…
ମୋଟର ଯାନ ଆଇନ ଉଲ୍ଲଂଘନ : ଜରିମାନା ଆଦାୟରେ ଆଗରେ ଓଡ଼ିଶା
ଭୁବନେଶ୍ୱର,୬।୯ (ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା ଆଦାୟ କରାଯାଉଛି। ତେବେ ଜରିମାନା ଆଦାୟରେ ଓଡ଼ିଶା ଦେଶରେ ସବୁଠୁ ଆଗରେ ରହିଛି। ଗତ…
୧୧ ଦିନ ପରେ ନାଲ୍କୋ ବିଶ୍ୱକର୍ମା ପୂଜା: ଝଲସିବ ଆଲୁମିନିୟମ ନଗରୀ
ବଅଁରପାଳ, ୬।୯ (ଡି.ଏନ୍.ଏ) – ନାଲ୍କୋ ପ୍ରସିଦ୍ଧ ଗଣପର୍ବ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ଆସନ୍ତା ୧୭ ତାରିଖ ଠାରୁ ଅନୁଷ୍ଠିତ ହେବ। ଏହି ପୂଜା ପାଇଁ ସମଗ୍ର ନାଲକୋ ନଗର ଏବେ ଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ…
ଉଦ୍ଘାଟନର ୧୫ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ରକ୍ତଭଣ୍ଡାର
ବାସୁଦେବପୁର, ୬।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାର ଉଦ୍ଘାଟନ ହେବାର ୧୫ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରି ନାହିଁ। ରକ୍ତ ସଂରକ୍ଷଣ କେନ୍ଦ୍ର ଭାବେ ବ୍ୟବହାର କରାଯାଉଥିବା ବେଳେ ଏବେ ଏହା ଅକାମୀ ହୋଇପଡ଼ିଛି।…
କନିଷ୍ଠ ପ୍ରଶାସନରେ ସାମାନ୍ୟ ଅଦଳବଦଳ
ଭୁବନେଶ୍ୱର,୬-୯(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ସାମାନ୍ୟ ଅଦଳବଦଳ କରିଛନ୍ତି। ଶିଳ୍ପ ବିଭାଗ ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କୁ ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ୍ ସେଣ୍ଟର (ଓସିଏସି)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଭାବେ ନିଯୁକ୍ତି ମିଳିଛି। କେନ୍ଦୁଝର କେଆଇପିର ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ…
ଘର ଦେବାରେ ଖିଲାପ କଲେ ବିଲ୍ଡରଙ୍କ ସମ୍ପତ୍ତି ବାଜ୍ୟାପ୍ତ ହେବ
ଭୁବନେଶ୍ୱର,୬-୯(ବ୍ୟୁରୋ):ଘର ଖଣ୍ଡେ ପାଇଁ ବ୍ୟକ୍ତି ନିଜର ସମସ୍ତ ଆୟକୁ ଲଗାଇ ଦେଇଥାଏ। ଟଙ୍କା ପଇଠ କରି ଯଦି ଘର ନ ମିଳିବ ତେବେ କଥା ସରିଲା। ରାଜ୍ୟ ତଥା ଦେଶରେ ବହୁ ବ୍ୟକ୍ତି ଘର ନ ପାଇ ବିଲଡର କିମ୍ବା ରିୟଲ…
ବେଆଇନ ନିର୍ମାଣକୁ ମାଫ୍
ଭୁବନେଶ୍ୱର,୬-୯(ବ୍ୟୁରୋ):ବିନା ଅନୁମୋଦନରେ କିମ୍ବା ଅନୁମୋଦନ ସହ ନିୟମ ଉଲ୍ଲଂଘନ କରି ଘର ନିର୍ମାଣ କରିଥିବା ଲୋକମାନଙ୍କ ପାଇଁ ସର୍ବକ୍ଷମା ଯୋଜନା(ଆମେନିଷ୍ଟ ସ୍କିମ୍) ଜରିମାନା ରାଶିକୁ ରାଜ୍ୟ ସରକାର ହ୍ରାସ କରିଛନ୍ତି। ଆବାସିକ ଘର ପାଇଁ ଅନୁମୋଦନକୁ ଉଲ୍ଲଂଘନ କରି ଗୃହ ନିର୍ମାଣ…
ଓଡ଼ିଶା ଅଭିମୁଖେ ଜଗା-କାଳିଆ
ଭୁବନେଶ୍ୱର, ୬-୯(ବ୍ୟୁରୋ): କଟକସ୍ଥିତ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଜଣ ଡାକ୍ତର ଗୁରୁବାର ଦିଲ୍ଲୀରେ ପହଞ୍ଚି ଜଗା-କାଳିଆଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ ହୋଇଛନ୍ତି। ଡାକ୍ତର ଶିବଶଙ୍କର ବରିହା ଏବଂ ଡାକ୍ତର ବିଭୁ ପ୍ରସାଦ ନାୟକ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଜଗା-କାଳିଆଙ୍କ ଚିକିତ୍ସା…
ସରକାରୀ ସ୍କୁଲ, ଅଙ୍ଗନଓ୍ବାଡି ଗୃହ ମରାମତି କରିବ ପଞ୍ଚାୟତ
ଭୁବନେଶ୍ୱର,୬-୯(ବ୍ୟୁରୋ):ଗ୍ରାମାଞ୍ଚଳରେ ଥିବା ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ ସ୍କୁଲ ଏବଂ ଅଙ୍ଗନଓ୍ବାଡି ଗୃହ ମରାମତି ଓ ରକ୍ଷଣାବେକ୍ଷଣ କରିବ ଗ୍ରାମପଞ୍ଚାୟତ। ଏ ନେଇ ଏକ ନିର୍ଦ୍ଦେଶନାମା ପ୍ରତ୍ୟେକ ଜିଲାପାଳଙ୍କୁ ଦିଆଯାଇଛି। ଚତୁର୍ଦ୍ଦଶ ଏବଂ ଚତୁର୍ଥ ଅର୍ଥ କମିଶନରେ ଯୋଗାଇ ଦିଆଯାଇଥିବା ଅର୍ଥରେ…
ଜେଟ୍ଲୀଙ୍କ ଶ୍ରଦ୍ଧାଞ୍ଜଳି ସଭା:ଦକ୍ଷତା କଥା ବଖାଣିଲେ ନେତୃବୃନ୍ଦ
ଭୁବନେଶ୍ୱର,୬-୯(ବ୍ୟୁରୋ):ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପା ବରିଷ୍ଠ ନେତା ଅରୁଣ ଜେଟ୍ଲୀଙ୍କ ସ୍ମରଣରେ ଗୁରୁବାର ସ୍ଥାନୀୟ ଏକ ଘରୋଇ ହୋଟେଲରେ ସାର୍ବଜନୀନ ଏବଂ ସର୍ବଦଳୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି ା ଏହି ଅବସରରେ ରାଜ୍ୟପାଳ ଗଣେଶୀ ଲାଲ୍, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,…
୧୦ ଜିଲାକୁ ବୁଡ଼ାଇବ ବର୍ଷା
ଭୁବନେଶ୍ୱର,୬-୯(ବ୍ୟୁରୋ):ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହୁଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୪ଟି ଜିଲା ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁରରେ ଭୟଙ୍କର ବର୍ଷା ହେବ । କେତେକ ସ୍ଥାନରେ ପ୍ରବଳରୁ…
ଚୁକ୍ତିଭିତ୍ତିକ ଡାକ୍ତରଙ୍କ ଅବସର ବୟସସୀମା ୭୦କୁ ବୃଦ୍ଧି
ଭୁବନେଶ୍ୱର,୬-୯(ବ୍ୟୁରୋ):ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଡାକ୍ତରମାନଙ୍କ ଅବସର ବୟସସୀମା ବୃଦ୍ଧି କରିଛନ୍ତି। ଏଣିକି ନୂଆ ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ ଡାକ୍ତରମାନେ ୬୮ ବର୍ଷ ବୟସ ପରିବର୍ତ୍ତେ ୭୦ ବର୍ଷରେ ଅବସର ନେବେ। ସେହିପରି ରାଜ୍ୟରେ ନିୟମିତ ଭିତ୍ତିରେ ଡାକ୍ତର ନିଯୁକ୍ତି ହେବା ପର୍ଯ୍ୟନ୍ତ…
Archives


