ରାଜ୍ୟ

ସାବଧାନ! ଆମିଷ ଦୋକାନୀଙ୍କ ପାଇଁ ଆସିଲା ଗାଇଡ୍‌ଲାଇନ୍‌, ଆମିଷ ବର୍ଜ୍ୟ ଏଣେତେଣେ ପକାଇଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୬।୧ବନ୍ଦନା ସେଠୀ): ଜନସ୍ବାସ୍ଥ୍ୟ, ପରିବେଶ ପରିମଳ ଏବଂ ବିମାନ ଚଳାଚଳ ଆଦିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଆମିଷ ବର୍ଜ୍ୟ ପରିଚାଳନାକୁ କଡ଼ାକଡ଼ି କରାଯାଇଛି । ମାଛ, ମାଂସ, କୁକୁଡ଼ା ଦୋକାନ, କଂସେଇଖାନା ଆଦିରୁ ବାହାରୁଥିବା ବର୍ଜ୍ୟ…

ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ରାଉରକେଲା, ରାଜଗାଙ୍ଗପୁରକୁ ବଢ଼ିଲା ଇଣ୍ଟରନେଟ୍ କଟକଣା

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଭୟାବହ ସଂଘର୍ଷ ଘଟିଛି। ଏହି ହିଂସାକାଣ୍ଡରେ ପୋଲିସ କର୍ମଚାରୀଙ୍କ ସମେତ ୧୨ ଜଣ ଆହତ ହୋଇଥିବା ବେଳେ ସହରରେ ଉତ୍ତେଜନାପୂର୍ଣ୍ଣ ସ୍ଥିତି…

ଜି.ଉଦୟଗିରିରେ ତଳମୁହାଁ ପାରଦ, ୨.୬° ଡିଗ୍ରୀରେ ଥରୁଛି….

ଜି.ଉଦୟଗିରି,୧୬।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାରେ ସବୁଠାରୁ କମ୍ ତାପମାତ୍ରା ସହ ହାଡ଼ଭଙ୍ଗା ଶୀତରେ ଥରୁଛି କନ୍ଧମାଳ ଜିଲା ଜି.ଉଦୟଗିରି । ସରକାରୀ ତଥ୍ୟ ଅନୁସାରେ, ସମଗ୍ର ଜିଲାରେ ଦାରିଙ୍ଗବାଡ଼ି, ଫୁଲବାଣୀ ଠାରୁ ମଧ୍ୟ କମ୍ ତାପମାତ୍ରା ସହ ପ୍ରବଳ ଶୀତ…

ପେଟ୍ରୋଲ ପମ୍ପ କ୍ୟାମ୍ପସ ଭିତରକୁ ମାଡ଼ିଗଲା ଧାନ ବୋଝେଇ ଟ୍ରକ୍‌, ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇ…

ବଲାଙ୍ଗୀର,୧୬ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଟାଉନ ଥାନା ନିକଟ ପେଟ୍ରୋଲ ପମ୍ପ କ୍ୟାମ୍ପସ ଭିତରକୁ ଗୁରୁବାର ବିଳମ୍ବିତ ରାତିରେ ଏକ ପିଡିଏସ୍‌ ଧାନ ବୋଝେଇ ଟ୍ରକ ମାଡ଼ି ଯାଇଥିଲା। ପମ୍ପର ସୁରକ୍ଷା ପାଚେରି କଡ଼ର ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହେବା…

ସନାତନ-ଅରବିନ୍ଦଙ୍କ ପରେ ଏଥର କିଏ? ନବୀନ ନେବେ କି କଡ଼ା କାର୍ଯ୍ୟାନୁଷ୍ଠାନ, ଚର୍ଚ୍ଚାରେ ରହିଛନ୍ତି…

ଭୁବନେଶ୍ୱର, ୧୬।୧(ସୁନିତ୍‌ ମିଶ୍ର): ବିଜେଡି ବିରୋଧରେ ଲଗାତର ତାଙ୍କ ଦଳର କେତେଜଣ ବରିଷ୍ଠ ନେତା ଗଣମାଧ୍ୟମ ଆଗରେ ବିବୃତି ରଖୁଥିବା ବେଳେ ଆଉ କେତେଜଣ ଯୁବଗୋଷ୍ଠୀ ଭିନ୍ନ ଭିନ୍ନ ଜାଗାରେ ଭୋଜିଭାତ କରିବାରେ ଲାଗିଛନ୍ତି। ଏଭଳି ଘଟଣା ଭିତରେ ଗତ ୩…

ଶିମିଳିପାଳ ଅଭୟାରଣ୍ୟ ଅଂଚଳରେ ହାଡ଼ ଭାଙ୍ଗୁଛି ଜାଡ, ତାପମାତ୍ରା ୧°C

ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ରହିଛି । ଚାରି ଦିନ ଧରି ତାପମାତ୍ରା ୧ ଡିଗ୍ରୀରେ ଜାରି ରହିଛି । ଗୁଡୁଗୁଡିଆରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ…

ଏହି କାରଣ ପାଇଁ ସ୍ତ୍ରୀଙ୍କୁ ମାରିଦେଲେ, ସ୍ବାମୀଙ୍କ ସହ ବନ୍ଧା ହେଲେ …

ଦେବଗଡ଼,୧୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଢୋଲତୈଲା ଗ୍ରାମର ଶଶି ଗଡତିଆଙ୍କ ସ୍ତ୍ରୀ ନଳିନୀ ସୁହୁଳାଙ୍କୁ ଯୌତୁକ ଜନିତ ହତ୍ୟା ଘଟଣାରେ ସାମିଲ ଥିବା ଆଉ ୩ ଜଣଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରାଯାଇଛି।…

ଲୋମ ଟାଙ୍କୁରି ଉଠିବ…ଟ୍ରେନ୍‌ରୁ ଉଠାଇ ନେଇ କରେଣ୍ଟ ଦେଲେ, ତେଲ ଢାଳି ଦିଆସିଲି ମାରିଦେଲେ ଦାଦନ…

ଖଡ଼ିଆଳ,୧୬ା୧: ( ସୁଜିତ କୁମାର ପ୍ରଧାନ) : ନୂଆପଡ଼ା ଜିଲା ଖଡ଼ଆଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ରମିକଙ୍କ ପ୍ରତି ଦାଦନ ସର୍ଦ୍ଦାରର ବର୍ବରକାଣ୍ଡ ଦେଖିବାକୁ ମିଳିଛି । ଟ୍ରେନ୍‌ରୁ ଶ୍ରମିକକୁ ଉଠାଇ ନେଇ କରେଣ୍ଟ ଦେବା ପରେ…

କେନ୍ଦ୍ରୀୟ ଯୋଜନା ଅର୍ଥ ଖର୍ଚ୍ଚ କରିପାରୁନି ପ୍ରାଣିସମ୍ପଦ ବିଭାଗ

ଭୁବନେଶ୍ୱର,୧୬।୧(ରବିନାରାୟଣ ଜେନା): କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌) ହେଉ କିମ୍ବା କେନ୍ଦ୍ରୀୟ ସ୍ବତନ୍ତ୍ର ସହାୟତା(ସିଏସ୍‌ଏ)ଯୋଜନାରେ କିଭଳି ରାଜ୍ୟକୁ ଅଧିକରୁ ଅଧିକ ଅର୍ଥ ଆସିବ ତାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ୟାନ୍ୟ ମନ୍ତ୍ରୀଗଣ ଗୁରୁତ୍ୱ ଦେଉଛନ୍ତି। ଏହାକୁ ନେଇ କେନ୍ଦ୍ର…

ମହଙ୍ଗା ପଡ଼ିଲା କି “ନବୀନ ମୋ ନେତା, ପାଣ୍ଡିଆନ ନେତା ନୁହନ୍ତି” ମନ୍ତବ୍ୟ

ଭୁବନେଶ୍ଵର,୧୬ା୧: ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଏକ ବଡ଼ ନିଷ୍ପତ୍ତି କ୍ରମେ ଦଳରୁ ଦୁଇ ବିଧାୟକ ଅରବିନ୍ଦ ମହାପାତ୍ର (ପାଟକୁରା) ଏବଂ ସନାତନ ମହାକୁଡ଼ (ଚମ୍ପୁଆ)ଙ୍କୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ବେଳେ…

ଟେଣ୍ଟ୍‌, କ୍ୟାଟରିଂ ଓ ଇଭେଣ୍ଟ୍ ପରିଚାଳନା କରିବେ ମହିଳା, ୪ ହଜାର SHG ସଦସ୍ୟାଙ୍କୁ ମିଳିବ ତାଲିମ

ନୂଆଦିଲ୍ଲୀ,୧୬ା୧: ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG) ସଦସ୍ୟାମାନଙ୍କୁ ଏବେ ଇଭେଣ୍ଟ ମ୍ୟାନେଜମେଣ୍ଟ ଏବଂ କ୍ୟାଟରିଂ ସର୍ଭିସ କ୍ଷେତ୍ରରେ ବୃତ୍ତିଗତ ତାଲିମ ପ୍ରଦାନ କରାଯିବ।…

ଅସହାୟ ଭାଇ ଭଉଣୀଙ୍କୁ ସହଯୋଗର ହାତ ବଢ଼ାଇଲେ ବିଧାୟକ, ନିଜ ହାତରୁ….

ଭୁବନେଶ୍ୱର,୧୬ା୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତ ଝରାପଦାର ଗ୍ରାମର ବାପା ମା ଛେଉଣ୍ଡ ଅସହାୟ ଭାଇ ଭଉଣୀଙ୍କୁ ସାହାୟତାର ହାତ ବଢ଼ାଇଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ । ବିଧାୟକ ନିଜସ୍ୱ ପାଣ୍ଠିରୁ ୧୦ ହଜାର ଅର୍ରରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?