ଏସିଆନ ଚାମ୍ପିୟନଶିପରେ ଭାଗ ନେବେ କେନ୍ଦୁଝର ଝିଅ ମଧୁସ୍ମିତା
କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଏସିଆନ ତାଏକୋଣ୍ଡୋ ଚାମ୍ପିୟନଶିପରେ ଭାଗ ନେବା ପାଇଁ ଜାତୀୟ ଦଳରେ କେନ୍ଦୁଝର ଝିଅ ମଧୁସ୍ମିତା ମହାନ୍ତି ମନୋନୀତ ହୋଇଛନ୍ତି। ତାଙ୍କ ଘର କେନ୍ଦୁଝର ଶିଶୁଭବନ ରୋଡରେ ା ତାଏକୋଣ୍ଡୋ ଫେଡେରେଶନ ଅଫ ଇଣ୍ଡିଆ ପକ୍ଷରୁ ଜାମ୍ମୁ ଠାରେ ଅନୁଷ୍ଠିତ…
ବର୍ଷା ପାଇଁ ମାଜଣା: ଠାକୁରାଣୀଙ୍କୁ ପୂଜାକଲେ ଶତାଧିକ ମହିଳା
କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଚଳିତ ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ବ୍ୟାହତ ହୋଇଛି ା ଜଳ ଅଭାବରୁ ଅନେକ ଅଞ୍ଚଳରେ ତଳି ମରିବାକୁ ବସଥିବାବେଳେ ଆଉ ଅନ୍ୟ ଅଞ୍ଚଳରେ ତଳି ରୁଆ କାମ ଆରମ୍ଭ ହୋଇ ପାରୁନାହିଁ ା ଏଭଳି…
ଜଳୁନି ଟୋଲପ୍ଲାଜା ହାଇମାଷ୍ଟ
ଢେଙ୍କିକୋଟ,୧୯ା୭(ଡି.ଏନ୍.ଏ.)- ଜାତୀୟ ରାଜପଥ ୨୦ନଂ. ନବୀକରଣ ପରେ ଢେଙ୍କିକୋଟ ଗ୍ରାମବାସୀଙ୍କ ଦୁଃଖ ବଢ଼ିଯାଇଛି। ଅଧାପନ୍ତରିଆ କରି ଠିକା ସଂସ୍ଥା ଚାଲିଗଲା। ଉଭୟ ପାର୍ଶ୍ୱ ସର୍ଭିସ ରୋଡ୍ ନିର୍ମାଣ ଏପର୍ଯ୍ୟନ୍ତ ହୋଇନାହିଁ। ଓଭରବ୍ରିଜ୍ରେ ୪ ଲେନ୍ କଲାନି ରାସ୍ତା ନ ହେବାରୁ ଦୈନିକ…
ବିଶ୍ୱବ୍ୟାଙ୍କ ଅନୁଦାନ ଅର୍ଥ ମିଳିବାରେ ବିଳମ୍ବ
ତିହିଡ଼ି, ୧୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ପାଳିଆବିନ୍ଧାସ୍ଥିତ ବିରଞ୍ଚିନାରାୟଣ ମାଧବ ଅର୍ଜୁନ(ବିଏନ୍ଏମ୍ଏ) କଲେଜର ଭିତ୍ତିଭୂମି ବିକାଶ ପାଇଁ ବିଶ୍ୱବ୍ୟାଙ୍କ ପକ୍ଷରୁ ୧୦ କୋଟି ଟଙ୍କାର ସହାୟତା ରାଶି ମଞ୍ଜୁର ହୋଇଥିଲା। ଏହି ଅନୁଦାନ ଅର୍ଥ ମିଳିବାରେ…
ପରିବାରକୁ ସହାୟ ହେବାରେ ଆତ୍ମତୃପ୍ତି ନିଆରା
ଭଦ୍ରକ ଅଫିସ,୧୯।୭- ଦାରିଦ୍ର୍ୟ ଓ ଅସହାୟତା ଆଗରେ ହାର୍ ନ ମାନି ମନୋବଳକୁ ଦୃଢ କରି ଏକ ଚା’ ଦୋକାନ କରି ପରିବାର ସମ୍ଭାଳୁଛନ୍ତି ଶୁଭାରାଣୀ। ଦୀର୍ଘ ୧୨ ବର୍ଷ ଧରି ବରପଦା ବଜାରରେ ସେ ଏହି ଦୋକାନ କରି ଆସୁଛନ୍ତି।…
‘ବେଆଇନ ବାଲିଚାଲାଣ ଉପରେ ଲଗାମ ଲଗାଯିବ’
ଜଳେଶ୍ୱର, ୧୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲାର ନୂତନ ଜିଲାପାଳ ଭାବେ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଦାୟିତ୍ୱ ନେବା ପରେ ଗୁରୁବାର ପୂର୍ବାହ୍ନରେ ଜଳେଶ୍ୱର ତହସିଲ ପରିସରରେ ଅଚାନକ ପହଞ୍ଚିଥିଲେ। ତହସିଲଦାର ଅଭିମନ୍ୟୁ ପଣ୍ଡା ଉପସ୍ଥିତ ଥିଲେ ମଧ୍ୟ କାର୍ଯ୍ୟାଳୟରେ କେତେକ କର୍ମଚାରୀ ଅନୁପସ୍ଥିତ ଥିଲେ।…
ସଫେଇ ନାଁରେ ସରକାରୀ ଅଫିସ୍ ପରିସରରୁ ମୂଲ୍ୟବାନ ଗଛ ଚାଲାଣ
ବାଲେଶ୍ୱର ଅଫିସ, ୧୯।୭-ବାଲେଶ୍ୱର ଜଳସେଚନ ବିଭାଗ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଥିବା ନିମ୍ବ, ଆକାଶୀ, ଶାଗୁଆନ, କଦମ୍ବ, ଆମ୍ବ ଭଳି ୫୦ରୁ ଊର୍ଦ୍ଧ୍ୱ ମୂଲ୍ୟବାନ ଗଛ କାଟି ୪୦୭ ଏବଂ ପିକଅପ୍ ଭ୍ୟାନ୍ ଯୋଗେ ବେଆଇନ ଭାବେ ଚାଲାଣ କରାଯାଉଥିବା ଅଭିଯୋଗ…
ମୌସୁମୀ ନିଷ୍କ୍ରିୟ, ଚାଷୀ ହତାଶ:୧୬,୮୪୩ ହେକ୍ଟର ଜମି ପଡ଼ିଆ
ରୂପ୍ସା, ୧୯।୭-ଚଳିତବର୍ଷ ବର୍ଷା ନିୟମିତ ହେଉ ନ ଥିବାରୁ ଧାନ ଅମଳ ହେବାର ସମ୍ଭାବନା କ୍ଷୀଣ ହୋଇଛି। ବର୍ଷା ଅଭାବରୁ ଚାଷୀ ହାତ ବାନ୍ଧି ବସିଛି। ମୌସୁମୀ ସକ୍ରିୟ ହେଉ ନ ଥିବାରୁ ଆଦୌ ବର୍ଷା ହେଉନାହଁି। ଜୁଲାଇ ମାସର ୧୮…
ଜ୍ୱାଇଁଙ୍କୁ ଶ୍ୱଶୁରଙ୍କ ଛୁରାମାଡ
ଦିଗପହଣ୍ଡି,୧୮ା୭(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟଁା ଛକ ନିକଟରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଜ୍ୱାଇଁଙ୍କୁ ଶ୍ବଶୁର ଛୁରାମାଡ କରିଛନ୍ତି। ଆହତ ଯୁବକ ଜଣକ ହେଲେ ଦିଗପହଣ୍ଡି ଥାନା କଲ୍ୟାଣପୁର ଗ୍ରାମର ସଞ୍ଜୟ ଗୌଡ। ସଞ୍ଜୟ ରାସ୍ତା ଉପରେ ଠିଆହୋଇଥିବାବେଳେ…
ସ୍କ୍ରାପ୍ରେ ୭୦ ଫୁଟର ଗିଟାର ନିର୍ମାଣ କଲେ ଛାତ୍ରୀଛାତ୍ର
ବ୍ରହ୍ମପୁର ଅଫିସ,୧୮ା୭- ଆବର୍ଜନା ତଥା ସ୍କ୍ରାପ୍ ସାମଗ୍ରୀରୁ ବହୁ କ୍ଷୁଦ୍ର ଓ ବୃହତ୍ ମଡେଲ ପ୍ରସ୍ତୁତ କରି ସାରା ଭାରତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ବ୍ରହ୍ମପୁର ଆଇଟିଆଇ ା ୩୨ ଫୁଟ ଉଚ୍ଚତା ମଧ୍ୟରେ ବିଭିନ୍ନ ସ୍କ୍ରାପ୍…
ଦାମୋଦରପୁରବାସୀଙ୍କ ରାଜପଥ ଅବରୋଧ
ଗଞ୍ଜାମ,୧୮ା୭(ଡି.ଏନ.ଏ.)- ଗଞ୍ଜାମ ଏନଏସି ଦାମୋଦରପୁର ଗ୍ରାମ ୧୧ନଂ. ଓ୍ବାର୍ଡରେ ଦୀର୍ଘଦିନ ଧରି ପାନୀୟ ଜଳ ସମସ୍ୟା ଲାଗିଛି। ବାରମ୍ବାର ସମସ୍ୟା ନେଇ ଅବଗତ କଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନି। ଏହା ପ୍ରତିବାଦରେ ଗ୍ରାମର ଶତାଧିକ ମହିଳା, ପୁରୁଷ…
ଗୋରୁପଲ ଉପରେ ମାଡିଗଲା ଟ୍ରକ୍, ୬ ମୃତ
ହିଞ୍ଜିଳିକାଟୁ,୧୮।୭(ଡି.ଏନ୍.ଏ.)- ହିଞ୍ଜିଳିକାଟୁ ସହରରେ ବୁଧବାର ବିଳମ୍ବିତ ରାତିରେ ଏକ ସିମେଣ୍ଟ ବୋଝେଇ ଟ୍ରକ ରାସ୍ତା ଉପରେ ଶୋଇଥିବା ଗୋରୁପଲଙ୍କ ଉପରେ ମାଡିଯିବାରୁ ୬ଗୋରୁଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଗୁରୁବାର ରାତି ପ୍ରାୟ ସାଢେ ୩ଟାରେ ଏକ ସିମେଣ୍ଟ ବୋଝେଇ ଟ୍ରକ…
Archives


