ଭର୍ତ୍ତୃହରିଙ୍କ ବାଗ୍ଦାଦ୍ ଯାତ୍ରା:ଏସିଆନ୍ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବେ
ନୂଆଦିଲ୍ଲୀ: ଇରାକର ରାଜଧାନୀ ବାଗ୍ଦାଦ୍ରେ ଅନୁଷ୍ଠିତ ହେବାକୁ ଥିବା ଏସିଆନ୍ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବା ଲାଗି ଭାରତ ପକ୍ଷରୁ କଟକ ଏମ୍ପି ଭର୍ତ୍ତୃହରି ମହତାବ ମଙ୍ଗଳବାର ସେଠାକୁ ଯାତ୍ରା କରିଛନ୍ତି। ଉକ୍ତ ୩ଦିନିଆ ସମ୍ମିଳନୀରେ ଭର୍ତ୍ତୃହରି ଭାରତର ଦୃଷ୍ଟିକୋଣ ସମ୍ପର୍କରେ ବକ୍ତବ୍ୟ…
ମେଡିକାଲରେ ୪ ମାସରେ ୮ ଥର ଠକେଇ: ରୋଗୀଙ୍କଠାରୁ ୮ଶହ ନେଇଗଲେ ଦଲାଲ
ଅନୁଗୋଳ ଅଫିସ, ୪।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ପୁଣି ଜଣେ ରୋଗୀ ଦଲାଲଙ୍କ ଠକାମିର ଶିକାର ହୋଇଛନ୍ତି। ଏହାକୁ ମିଶାଇ ଗତ ୪ ମାସ ମଧ୍ୟରେ ୮ ଥର ଏପରି ଘଟଣା ଘଟିଥିଲେ ମଧ୍ୟ ମେଡିକାଲ ପ୍ରଶାସନ…
ଓଡ଼ିଆରେ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ମୁଖ୍ୟମନ୍ତ୍ରୀ, ଧର୍ମେନ୍ଦ୍ର ମଧ୍ୟ ଅଭିନନ୍ଦନ ଜଣାଇଲେ
ଭୁବନେଶ୍ୱର,୪-୯(ବ୍ୟୁରୋ):ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଓଡିଆରେ ଟୁଇଟ୍ କରି ନୂଆଁଖାଇ ଜୁହାର ଜଣାଇଛନ୍ତି। ଏହି ଅବସରରେ ସମାଜର ସବୁବର୍ଗ…
‘ମିଷ୍ଟର୍ ଆଣ୍ଡ୍ ମିସ୍ ଇଣ୍ଡିଆ ଚାର୍ମିଂ ଫେସ୍’:ରାଜେଶ ପ୍ରଥମ ଓଡ଼ିଆ ଆଞ୍ଚଳିକ ନିର୍ଦ୍ଦେଶକ
ଭୁବନେଶ୍ୱର,୪-୯(ବ୍ୟୁରୋ):ବିଶ୍ୱର ଜଣାଶୁଣା ବିଉଟି ପାଜେଣ୍ଟ୍ ‘ମିଷ୍ଟର୍ ଆଣ୍ଡ୍ ମିସ୍ ଚାର୍ମିଂ ଫେସ୍’ର ୩ୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏଥିପାଇଁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତା ଅକ୍ଟୋବର ୧୩ରେ ଗୋଆରେ ଏହାର ଗ୍ରାଣ୍ଡ୍ ଫିନାଲେ ଅନୁଷ୍ଠିତ ହେବ। ତେବେ…
ଚାକିରି ଦେବା ନଁାରେ ଯୁବତୀଙ୍କୁ ବଳାତ୍କାର:ଅର୍ଥ ଲଗାଣକାରୀ ସଂସ୍ଥାର ଓଡ଼ିଶା ମୁଖ୍ୟ ଗିରଫ
କଟକ ରୋଡ,୪-୯(ଡି.ଏନ୍.ଏ.): ଜଣେ ଯୁବତୀଙ୍କୁ ଚାକିରି ଦେବା ନଁାରେ ହୋଟେଲରେ ବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଅଭିଯୋଗକ୍ରମେ ଲକ୍ଷ୍ମୀସାଗର ପୋଲିସ ଏକ ମାମଲା(ନଂ.୨୪୦/୧୯)ରୁଜୁ କରିବା ସହ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ସେ ହେଲେ ଉତ୍ତରପ୍ରଦେଶ ଭାପୁର ଜିଲାର…
ଫନୀ ମାଡ଼ରେ ଦୋହଲିଗଲା ବିଦ୍ୟୁତ୍ ଭିତ୍ତିଭୂମି; ଖାମଖିଆଲ ଓପିଟିସିଏଲ୍: ୧୫କୋଟି ବରବାଦ
ଭୁବନେଶ୍ୱର,୪-୯: ଗତ ମେ’ ୩ରେ ପୁରୀ ଉପକୂଳ ଛୁଇଁଥିବା ବାତ୍ୟା ‘ଫନୀ’ ପୁରୀ, ଖୋର୍ଦ୍ଧା ଓ କଟକ ଜିଲାରେ ବ୍ୟାପକ କ୍ଷତି କରିଥିଲା। ଏଥିରେ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା ବିଦ୍ୟୁତ୍ ଭିତ୍ତିଭୂମି। ହଜାର ହଜାର ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ନଷ୍ଟ ହୋଇଥିବାବେଳେ…
ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ
ଗୋପାଳପୁର,୪ା୯-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମଙ୍ଗଳବାର ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିଲା। ମଙ୍ଗଳବାର ପୂର୍ବାହ୍ନରେ ଗୋପାଳପୁର ବନ୍ଦରରେ ଲୋ ମାର୍କ ଥିବାବେଳେ ବୁଧବାର ଏହା ୱେଲମାର୍କରେ ପରିବର୍ତ୍ତନ ହେବାକୁ ଯାଉଛି। ଫଳରେ ସମୁଦ୍ର…
ବଡ଼ଦାଣ୍ଡରେ ଗର୍ଜିଲେ ସାଧୁସନ୍ଥ:ବଡ଼ଆଖଡା ମଠ ଉଚ୍ଛେଦ ସାମୟିକ ସ୍ଥଗିତ
ପୁରୀ ଅଫିସ,୪-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ସନ୍ତୁଷ୍ଟ କରିପାରିନି। ବରଂ ସେମାନଙ୍କ ପ୍ରତିବାଦକୁ ଆହୁରି ଶାଣିତ…
ରାସ୍ତାରେ ଧାନଗଛ ରୋଇଲେ ଉତ୍ତ୍ୟକ୍ତ ମହିଳା
ବଡ଼ସାହି,୪ା୯(ସ୍ବ.ପ୍ର)- ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗମନାଗମନ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି ା ମାତ୍ର ପ୍ରଶାସନିକ ଅଧିକାରୀ ଓ ରାଜନେତାଙ୍କ ଆନ୍ତରିକତା ଅଭାବରୁ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଦୀର୍ଘ…
ସିଂହଦ୍ୱାର ନିକଟରେ ସାଧୁସନ୍ଥଙ୍କ ଚେତାବନୀ: ଜୀବନ ଦେବୁ ପଛେ ମଠ ଛାଡ଼ିବୁନି
ପୁରୀ ଅଫିସ, ୩ା୯: ଜୀବନ ଦେବୁ ପଛେ, ମଠ ଛାଡ଼ିବୁନି। ମୋଗଲ ଶାସନ ହାଏ ହାଏ…। କଳାପାହାଡ଼ ଶାସନ ଚଳିବ ନାହିଁ, ଯଦି ଚଳିବ ନିଅଁା ଜଳିବ। ମଙ୍ଗଳବାର ଅପରାହ୍ନରେ ଏମିତି କିଛି ପ୍ରଶାସନ ବିରୋଧୀ ନାରା ଶୁଣିବାକୁ ମିଳିଥିଲା ସିଂହଦ୍ୱାର…
ସାଧୁସନ୍ଥଙ୍କ ମେଳି, ଝୁଣ୍ଟିଲା ପ୍ରଶାସନ; ସବୁ ମଠର ପରମ୍ପରା ବଞ୍ଚାଇ ରଖାଯିବ: ଜିଲାପାଳ
ପୁରୀ ଅଫିସ, ୩ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ସନ୍ତୁଷ୍ଟ କରିପାରିନି। ବରଂ ସେମାନଙ୍କ ପ୍ରତିବାଦକୁ…
ରାନୁଙ୍କ ପରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଜୟପୁରର ଅଟୋ ଚାଳକଙ୍କ ଗୀତ, ମିଳିଲାଣି ଲକ୍ଷାଧିକ ଭିଉଜ୍
ଜୟପୁର,୩ା୯(ପବନ ପାଣିଗ୍ରାହୀ): ‘ଚଲ୍ତେ ଚଲ୍ତେ ମେରେ ୟେ ଗୀତ୍ ୟାଦ୍ ରଖନା, କଭି ଅଲ୍ବିଦା ନା କେହ୍ନା।’ ଜୟପୁର ସହରର ଏକ ନିର୍ଦ୍ଦିଷ୍ଟ ଅଟୋରେ ଆପଣ ଯାତ୍ରା କରିବା ବେଳେ ଅଟୋରୁ ଭାସି ଆସିବ କିଶୋର କୁମାରଙ୍କ ଏଇ ଚିର ସବୁଜ…
Archives


