ଦୁର୍ବଳ ହେଉଛି କୁଆଁରିଆ ସେତୁ
ଖଣ୍ଡପଡା.୨ା୯(ସ୍ବ.ପ୍ର.): ଖଣ୍ଡପଡା ବ୍ଲକର କଣ୍ଟିଲୋଠାରୁ ନୟାଗଡକୁ ସଂଯୋଗ କରୁଥିବା ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ବେଣାଗାଡିଅ ନିକଟ କୁଆଁରିଆ ନଦୀ ଉପରେ ନିର୍ମିତ ସେତୁଟି ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ ହେବାରେ ଲାଗିଛି। ସେତୁର ଉପରି ଭାଗ ଖାଲଖମାରେ ପୂର୍ଣ୍ଣ ହୋଇଛି।…
ପ୍ରଶାସନର ନଜର ଆଢୁଆଳରେ :ଐତିହ୍ୟ ସମ୍ପନ୍ନ ନୀଳମାଧବ ଜୀଉଙ୍କ ଦଶହରା ପଡ଼ିଆ
ଖଣ୍ଡପଡ଼ା,୨ା୯(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବରେ କଣ୍ଟିଲୋର ଶ୍ରୀ ନୀଳମାଧବ ପୀଠ ସର୍ବଜନ ବିଦିତ। ପୁରୀ ଶ୍ରୀମନ୍ଦିର ପୂଜାନୀତି ସହ ଏହି ମନ୍ଦିର ପୂଜା ନୀତି ମଧ୍ୟରେ ସାମଞ୍ଜସ୍ୟ ରହିଛି ା ଶ୍ରୀ ମନ୍ଦିରରେ ପାଳିତ ହେଉଥିବା ବିଭିନ୍ନ ଯାନିଯାତ୍ରା ମଧ୍ୟ…
ଦୁର୍ବୃତ୍ତଙ୍କ ଟାର୍ଗେଟରେ ପିଇଓ : ବାରମ୍ବାର ହେଉଛି ଆକ୍ରମଣ
ନୟାଗଡ଼ ଅଫିସ,୨ା୯: ନୟାଗଡ଼ ଜିଲାରେ ଟାର୍ଗେଟ କଲାଭଳି ଦୁର୍ବୃତ୍ତମାନେ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କ ଉପରେ ଆକ୍ରମଣ କରୁଛନ୍ତି। ଅଧିକାଂଶ ଘଟଣା ପଛରେ ଟଙ୍କା ହିଁ ମୁଖ୍ୟ କାରଣ ବୋଲି କୁହାଯାଉଛି। ଅନ୍ୟପକ୍ଷରେ ବାରମ୍ବାର ଏଭଳି ଘଟଣା ଘଟୁଥିବାରୁ ଏହା ପୋଲିସ…
ରଣପୁର ତହସିଲରେ ୬ବର୍ଷ ହେଲା ନିଲାମ ବନ୍ଦ: ଖଣିଚୋରଙ୍କ କବ୍ଜାରେ ମାଙ୍କଡ଼ା, ମୋରମ ଖଣି
ରଣପୁର,୨ା୯(ସ୍ବ.ପ୍ର.): ନୟାଗଡ ଜିଲାର ରଣପୁର ତହସିଲରେ ୬ବର୍ଷ ହେଲା ନିଲାମ ବନ୍ଦ ହୋଇଥିବାବେଳେ ଚଢ଼ାଉ ଓ ଧରପଗଡ ନ ଥିବାରୁ ଖଣି ଚୋରଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି। ମୃତ ଖଣିରୁ ପଥର ଓ ମୋରମ ଖନନ ଚାଲିଛି। ବାଲି ପୋତା ଯାଉ ନ…
ହଜିଯାଉଛି କୌଳିକ ବୃତ୍ତି
ପାଟଣା,୨।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଦୁର୍ଗାଦେଇପୁରର ବେହେରା ସାହି ଓ ଟାଇଁଶିରା ବେହେରା ସାହିର ଲୋକେ ଆଜି ବି ପାରମ୍ପରିକ ବୃତ୍ତି ଆପଣାଇ ବାଉଁଶରୁ ବିଭିନ୍ନ ସାମଗ୍ରୀ ତିଆରି କରି ଜୀବିକା ନିର୍ବାହ…
ପୂଜା ଦୋକାନ ଦେଇଛି ଋଷିବରଙ୍କୁ ଜିଇବାର ସାଧନ
କେନ୍ଦୁଝର,୨।୯(ସ୍ବ.ପ୍ର.)- ନିଷ୍ଠା ଓ ଦୃଢ ଆତ୍ମ ବିଶ୍ୱାସ ତାଙ୍କୁ ଆତ୍ମନିର୍ଭରଶୀଳ ହେବାର ବାଟ ଦେଖାଇଛି। ଚାକିରି ମୋହ ଛାଡି ସେ ତାଙ୍କ ବାପାଙ୍କ ପୂଜା ଦୋକାନକୁ ଭରସା କରି ବ୍ୟବସାକୁ ବଢାଇ ପାରିଛନ୍ତି। ପୂଜା ପାର୍ବଣ, ଯାନି ଯାତ୍ରା ସମୟରେ ଲୋକଙ୍କୁ…
ଜେଲରୁ ମୁକୁଳିଲେ ଗର୍ଭବତୀ: ସହଯୋଗର ହାତ ବଢ଼ାଇଲେ ଉପକାରାଗାର ମୁଖ୍ୟ
ଚମ୍ପୁଆ,୨।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ଉପକାରାଗାରରେ ରହୁଥିବା ଝାଡଖଣ୍ଡ ଜୟନ୍ତୀଗଡ ଅଞ୍ଚଳର ଆଦିତ୍ୟ ସିର୍କା ନାମ୍ନୀ ଜଣେ ୮ ମାସର ଗର୍ଭବତୀ ମହିଳାଙ୍କୁ ଶନିବାର ଜାମିନ୍ରେ ଛଡାଯାଇଛି। ୬ ବର୍ଷ ତଳେ ନିଜ ପରିବାର ଲୋକଙ୍କ ଇଚ୍ଛା ବିରୋଧରେ ସେ କେନ୍ଦୁଝର…
ଟୁଇଟ୍ ପରେ ଚାଉଳ ମିଳିବା ଘଟଣା: ରିଟେଲରଙ୍କୁ କାରଣ ଦର୍ଶାଅ ନୋଟିସ୍
ଭଦ୍ରକ ଅଫିସ, ୨।୯ – ଟୁଇଟ୍ ପରେ ଚାଉଳ ମିଳିବା ଘଟଣାରେ ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ରିଟେଲର ଶ୍ରୀଧର ସାହୁଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ପକ୍ଷରୁ ସମ୍ପୃକ୍ତ ରିଟେଲରଙ୍କ ବିରୋଧରେ…
୬ରେ କଳା ଦିବସ ପାଳିବ କୁଡୁମୀ ସେନା
ବାରିପଦା ଅଫିସ,୨ା୯- ୧୯୫୦ ସେପ୍ଟେମ୍ବର ୬ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁଡୁମୀ ଜାତିକୁ ଜନଜାତି ତାଲିକାରୁ ବାଦ ଦିଆଯାଇଥିଲା ା ଏହାର ପ୍ରତିବାଦରେ ବିଗତ ଦିନରେ ଏହି ଦିବସକୁ କଳା ଦିବସ ରୂପେ ପାଳନ କରାଯାଉଥିବା ବେଳେ ସମଗ୍ର ରାଜ୍ୟରେ…
ନିମ୍ନମାନର ରାସ୍ତା କାମ ନେଇ ଭିଡିଓ ଭାଇରାଲ
ବଡ଼ସାହି,୨ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ପାଉଁଶିଆ ପଞ୍ଚାୟତ ବାଘୁଆପାଳ ଗ୍ରାମଠାରୁ ଜଗନ୍ନାଥପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣ ଚାଲିଥିବା ପକ୍କା ସଡ଼କ କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଠିକ୍ ପରିମାଣର…
ଛାନୁଆ ଗାଁ ରାସ୍ତାରେ ଆଣ୍ଠୁଏ ପାଣି: ଦୁର୍ଦ୍ଦଶା ଭୋଗୁଛନ୍ତି ଶହେ ପରିବାର
ରୂପ୍ସା, ୨।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ୧୧ନଂ. ୱାର୍ଡ଼ ଛାନୁଆ ଗାଁ ରାସ୍ତାରେ ବର୍ଷା ଜଳ ଜମି ରହିବା ଯୋଗୁ ପରିସ୍ଥିତି ବେହାଲ ହୋଇପଡ଼ିଛି। ଏହି ଓ୍ବାର୍ଡ଼ର ଶହେ ପରିବାରର ୬ଶହରୁ ଊର୍ଦ୍ଧ୍ୱ ଲୋକ ପାଣି ଭିତରେ ପଶି…
ଛାତ୍ରୀଛାତ୍ରଙ୍କୁ ଜ୍ଞାନ ବାଣ୍ଟିଲେ ଜିଲାପାଳ, ଏସ୍ପି
ଛତ୍ରପୁର,୨ା୯(ଡି.ଏନ.ଏ.)-କଲେଜ ଛାତ୍ରୀଛାତ୍ର ସେମାନଙ୍କର କ୍ୟାରିୟର ଗଢ଼ିବା ପାଇଁ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିଙ୍କଠାରୁ ଯେଭଳି ଜ୍ଞାନ ଆହରଣ କରିପାରିବେ ସେଥିପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅଭିନବ ଉପାୟ ଅବଲମ୍ବନ କରାଯାଇଛି ା ଏହି ପରିପ୍ରେକ୍ଷୀରେ ରବିବାର ଗଞ୍ଜାମ…
Archives


