ରାଜ୍ୟ

ଅନୁଭବଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଥିବା ମହିଳାଙ୍କ ବୟାନ ରେକର୍ଡ

କଟକ ଅଫିସ,୧୬।୭: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସ ମହାନ୍ତିଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଥିବା ମହିଳାଙ୍କ ବୟାନ କୋର୍ଟରେ ରେକର୍ଡ କରାଯାଇଛି। ୧୬୪ ଧାରାରେ କଟକ ଜେଏମ୍‌ଏଫ୍‌ସି କୋର୍ଟରେ ବୟାନ ରଖିଛନ୍ତି ମହିଳା। ଏହି ସମୟରେ…

ପଟ୍ଟନାୟିକିଆ ଛକରେ ୩ ଭାଇଙ୍କୁ ହତ୍ୟା ଘଟଣା: ୬ଜଣଙ୍କୁ ଗିରଫ କଲା ସତ୍ୟବାଦୀ ପୋଲିସ

ସାକ୍ଷୀଗୋପାଳ,୧୬।୭(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ୍‌ ମର୍ଡର ଘଟଣାରେ ମଙ୍ଗଳବାର ପୋଲିସ ୬ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ସୁବଳ ବେହେରା, ଶଙ୍କର ବେହେରା, ଭିକାରୀ ବେହେରା, ହରିହର ବେହେରା, ସଦାଶିବ ବେହେରା,…

ପଟ୍ଟନାୟିକିଆ ଛକରେ ତିନିଭାଇଙ୍କ ହତ୍ୟା ଘଟଣା:ଅଭିଯୁକ୍ତଙ୍କୁ ଧରିବାକୁ ୩ ସ୍ବତନ୍ତ୍ର ଟିମ୍‌ର ଚଢ଼ାଉ

ସାକ୍ଷୀଗୋପାଳ,୧୬।୭(ଡି.ଏନ୍‌.ଏ.):ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ ମର୍ଡର ଘଟଣାରେ ସତ୍ୟବାଦୀ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଉଦ୍ୟମ ଚଳାଇଛି।…

ଆଜି ଚନ୍ଦ୍ରଗ୍ରହଣ: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ

ପୁରୀ ଅଫିସ୍‌, ୧୬।୭: ଶ୍ରୀମନ୍ଦିରରେ ମଙ୍ଗଳବାର ଚନ୍ଦ୍ରଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ସକାଳ ୬ଟାରେ ଦ୍ୱାରଫିଟା ପରେ ନିର୍ଦ୍ଦିିଷ୍ଟ ନୀତି ସବୁ ସମ୍ପନ୍ନ ହୋଇଛି। ୧୦ଟା ସୁଦ୍ଧା ଗୋପାଳ ବଲ୍ଲଭ ଶେଷ ହେବ ପରେ ୧୦ଟା…

ଛୋଟାଙ୍କ କୋଟିଏ ଟଙ୍କାର ଘର ଉଚ୍ଛେଦ କଲା ପ୍ରଶାସନ: ମାଟିରେ ମିଶିଲା ଦ୍ୱାରିକାନଗର ଆଡ୍ଡାସ୍ଥଳ

ଖୋର୍ଦ୍ଧା ଅଫିସ,୧୬।୭: ବ୍ରାଉନ୍‌ସୁଗାର କାରବାରରୁ ପଥର ଚୋରା ଚାଲାଣ। ବନ୍ଧୁକ କାରବାରଠାରୁ ଆରମ୍ଭ କରି ବିଭିନ୍ନ ଆପରାଧିକ ମାମଲାରେ ସମ୍ପୃକ୍ତ ଥିବା ସୁଧାଂଶୁ ପରିଡ଼ା ଓରଫ୍‌ ଛୋଟା ଓରଫ ଶୁଭ୍ରାଂଶୁ ଜେଲ୍‌ ଯିବା ପରେ କଳାସାମ୍ରାଜ୍ୟର ଖୋଳତାଡ଼ ଚଳାଇଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌।…

ଅବ୍ୟବସ୍ଥା ଭିତରେ ଚୌଦ୍ୱାର ଜେଲ:ସୁରକ୍ଷା ଢିଲା, ସିସିଟିଭି ଅଚଳ

କଟକ ଅଫିସ,୧୬।୭: ଓଡ଼ିଶାର ସବୁଠୁ ବଡ ଜେଲ ହେଉଛି ଚୌଦ୍ୱାର ସର୍କଲ ଜେଲ। ଏଠାରେ ସବୁଠୁ ଅଧିକ କଏଦୀ ମଧ୍ୟ ରହୁଛନ୍ତି। ହେଲେ ଏହି ଜେଲରେ ଏବେ ଅନେକ ଅବ୍ୟବସ୍ଥା ଦେଖାଦେଇଛି। ଏଠାରେ ୭୨୮ ଜଣ କଏଦୀଙ୍କ ରହିବା ପାଇଁ ବ୍ୟବସ୍ଥା…

ପହଣ୍ଡି ବେଳେ ସେବକଙ୍କ ମଧ୍ୟରେ ଗଣ୍ଡଗୋଳ

ପୁରୀ ଅଫିସ, ୧୬।୭: ସିଂହଦ୍ୱାର ସମ୍ମୁଖରେ ସୋମବାର ନୀଳାଦ୍ରିବିଜେ ପହଣ୍ଡି ଚାଲିଥିଲା। ଠାକୁରମାନେ ଗୋଟି ପହଣ୍ଡିରେ ଜଣଙ୍କ ପରେ ଜଣେ ରତ୍ନସିଂହାସନକୁ ବିଜେ କରୁଥିଲେ। ହଜାର ହଜାର ଭକ୍ତ ଏହାକୁ ଦେଖୁଥିଲେ। ଏହି ସମୟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ସେବକଙ୍କ…

ରେକର୍ଡ ପଛରେ ଭାଙ୍ଗୁଛି ପରମ୍ପରା

ପୁରୀ ଅଫିସ, ୧୬।୭: ଶ୍ରୀମନ୍ଦିର ପ୍ରଶାସନ ଚଳିତବର୍ଷ ଘୋଷଯାତ୍ରାରେ ଏକାଧିକ ରେକର୍ଡ କରିଛି। ରଥଯାତ୍ରା ଏବଂ ବାହୁଡ଼ାର ପହଣ୍ଡି ହେଉ କି ରଥଟଣା ବେଶ୍‌ ସଅଳ ହୋଇଥିଲା। ବିଗତ କିଛିବର୍ଷକୁ ଦେଖିଲେ ଏତେ ଶୀଘ୍ର ନୀତିକାନ୍ତି କରାଯାଇ ନ ଥିଲା। ସେହିପରି…

୧୮ରେ ଏଲ୍‌ଆଇସି ଅଧ୍ୟକ୍ଷଙ୍କ ଓଡ଼ିଶା ଗସ୍ତ

କଟକ ଅଫିସ,୧୬।୭: ଭାରତୀୟ ଜୀବନବୀମା ନିଗମ (ଏଲ୍‌ଆଇସି)ର ଅଧ୍ୟକ୍ଷ ଏମ୍‌.ଆର୍‌ କୁମାର ଚଳିତ ମାସ ୧୮ରେ ଓଡିଶା ଆସୁଛନ୍ତି। ଏହି ଅବସରରେ ତାଙ୍କୁ ଏଲ୍‌ଆଇସି କଟକ ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବ। ଏଥିଲାଗି ସମସ୍ତ ପ୍ରସ୍ତୁତି କରାଯାଇଥିବା ବରିଷ୍ଠ ମଣ୍ଡଳ…

ରାଜ୍ୟ ଗାଇଡ୍‌ କମିଶନରଙ୍କ ବିଶ୍ୱ ଜାମ୍ବୋରୀରେ ଯୋଗଦାନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଭାରତ ସ୍କାଉଟସ୍‌ ଏବଂ ଗାଇଡସ୍‌ ରାଜ୍ୟ ସଂସ୍ଥାର ସହକାରୀ ଗାଇଡ୍‌ କମିଶନର ଡ. ନମିତା ପଟ୍ଟନାୟକ ଉତ୍ତର ଆମେରିକାର ପଶ୍ଚିମ ଭର୍ଜିନିଆରେ ହେଉଥିବା ୨୪ତମ ବିଶ୍ୱ ସ୍କାଉଟସ୍‌ ଜାମ୍ବୋରୀରେ ଜଣେ ଆନ୍ତର୍ଜାତୀୟ ସେବାଦଳର ସଦସ୍ୟାଭାବେ ଯୋଗଦେବେ। ଓଡ଼ିିଶାରୁ ପ୍ରତିନିଧିତ୍ୱ କରିବା…

ଶ୍ରୀଜଗନ୍ନାଥଙ୍କ ପ୍ରସ୍ଥାନ, ପ୍ରତ୍ୟାବର୍ତ୍ତନ ନାହିଁ: ଗବେଷକ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ପ୍ରଭୁ ଶ୍ରୀଜଗନ୍ନାଥ ମାନବସମାଜକୁ ସଂସ୍କାରିତ ଜୀବନର ବାର୍ତ୍ତା ଦେଇଥାନ୍ତି। ଦେବତା ହୋଇ ମଧ୍ୟ ମାନବସମାଜର ଧର୍ମ, କର୍ମ, କର୍ତ୍ତବ୍ୟ ଓ ପରିପାଳନର ସନ୍ଦେଶ ଦିଅନ୍ତି। ତାଙ୍କର ରୀତିନୀତି, ପୂଜା-ପରମ୍ପରାରେ ମାନବୀୟ ଲାଳାଖେଳାର ଚିତ୍ର ପ୍ରକାଶ ପାଇଥାଏ। ସେଥିପାଇଁ ସେ ପୁରୁଷୋତ୍ତମ…

‘ମିସ୍‌ ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ’: ଟାଇଟଲ ଜିତିଲେ ଓଡ଼ିଆ ଝିଅ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ନୂଆଦିଲ୍ଲୀରେ ଅନୁଷ୍ଠିତ ମିସ୍‌ ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ ୨୦୧୯ ଟାଇଟଲ ଜିତିଛନ୍ତି ଓଡ଼ିଆ ଝିଅ ଲାବଣ୍ୟା ଦାସ। ଭୁବନେଶ୍ୱର ୟୁନିଟ୍‌-୮ ଡିଏଭିରେ ଦଶମ ଶ୍ରେଣୀରେ ପଢୁଥିବା ଲାବଣ୍ୟା ଏହି ଟାଇଟଲ ଜିତି ଓଡ଼ିଶାକୁ ଗୌରବାନ୍ବିତ କରିଛନ୍ତି। ରବିବାର ରାତିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri