ରାଜ୍ୟ

ଆଇଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍‌ ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୧୯୮୯ ବ୍ୟାଚ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ହେଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ। ତାଙ୍କୁ ଅତିରିକ୍ତ ଭାବେ ଏସଆରସି ଓ ଓସଡମା ଏମ୍‌ଡି…

ଭିଜିଲାନ୍ସ ଜାଲରେ ସମଲ ବ୍ୟାରେଜ ବରିଷ୍ଠ କିରାଣୀ

ତାଳଚେର,୩୦।୮(ସ୍ବ.ପ୍ର.): ସମଲ ବ୍ୟାରେଜର ବରିଷ୍ଠ କିରାଣୀ ପ୍ରଦ୍ୟୁମ୍ନ କୁମାର ବେହେରା ଶୁକ୍ରବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସରକିଶୋରିପାଳ ଗ୍ରାମର ଅକ୍ଷୟ କୁମାର ସାହୁଙ୍କଠାରୁ କଣ୍ଟ୍ରାକ୍ଟର ଲାଇସେନ୍ସ କରାଇଦେବାକୁ ୫ହଜାର ଟଙ୍କା ନେବା ବେଳେ ସେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ…

ଭାରରେ ବୁହାହେଲେ ଡଙ୍ଗରିଆ ମହିଳା

ମୁନିଗୁଡା, ୩୦।୮(ଡି.ଏନ୍‌.ଏ.): ରାୟଗଡା ଜିଲା ମୁନିଗୁଡାରେ ଶୁକ୍ରବାର ପୁଣି ଭାରରେ ବୁହାହେଲେ ଡଙ୍ଗରିଆ ମହିଳା। ଆମ୍ବୁଲାନ୍ସ ନ ପାଇବାରୁ ବାଧ୍ୟହୋଇ ଡେଙ୍ଗୁଣି ଗ୍ରାମରୁ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପର୍ଯ୍ୟନ୍ତ ପ୍ରାୟ ୧୫କିମି ଭାରରେ ବୋହି ଜଣେ ଡଙ୍ଗରିଆ ମହିଳା ରୋଗୀଙ୍କୁ ସମ୍ପର୍କୀୟ…

ସୂଚନା କମିଶନର ଭାବେ ଶପଥ ନେଲେ ବାଳକୃଷ୍ଣ ମହାପାତ୍ର

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସୂଚନା କମିଶନର ଭାବେ ଶୁକ୍ରବାର ଶପଥ ନେଇଛନ୍ତି ବାଳକୃଷ୍ଣ ମହାପାତ୍ର। ରାଜଭବନରେ ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିରୋଧୀ ଦଳ ନେତା ପ୍ରଦୀପ ନାୟକ…

ଗ୍ରାମବାସୀଙ୍କୁ ଭୟଭୀତ କରିବା ମହଙ୍ଗା ପଡ଼ିଲା: ଯୁବକ ଗିରଫ, ଦେଶୀ ବନ୍ଧୁକ ଜବତ

ପଦ୍ମପୁର,୩୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଜମଲା ଗ୍ରାମର ଜଣେ ଯୁବକଙ୍କୁ ବନ୍ଧୁକ ଦେଖାଇ ଗ୍ରାମବାସୀଙ୍କୁ ଭୟଭୀତ କରାଇବା ମହଙ୍ଗା ପଡ଼ିଛି। ପଦ୍ମପୁର ଥାନା ପୋଲିସ ଯୁବକଙ୍କ ଘରେ ଚଢ଼ାଉ କରି ବନ୍ଧୁକ ଜବତ କରିବା ସହ ଥାନାରେ ଅଟକ ରଖିଥିବା ସୂଚନା ମିଳିଛି।…

ଜଳିଗଲା ଡିଜେଲ ଟ୍ୟାଙ୍କର: ଡ୍ରାଇଭର, ହେଲ୍‌ପର ଗୁରୁତର

ଖୋର୍ଦ୍ଧା ଅଫିସ,୩୦।୮: ଖୋର୍ଦ୍ଧା ଜିଲା ୧୬ ନଂ ଜାତୀୟ ରାଜପଥର ଟାଙ୍ଗୀ ବାଇପାସ ପଥରବନ୍ଧ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ଏକ ଡିଜେଲ ଟ୍ୟାଙ୍କର ଜଳିଯାଇଛି। ଏଥିରେ ଟ୍ୟାଙ୍କର ଚାଳକ ଓ ହେଲ୍‌ପର ଗୁରୁତର ହୋଇଛନ୍ତି। ସେମାନଙ୍କୁ ଭୁବନେଶ୍ୱରର…

ଭଙ୍ଗା ଯାଇପାରୁନି ‘ଏମାର ମଠ’ର ମୁଖ୍ୟ କୋଠା: ମଉନ ବ୍ରତରେ ବସିଛନ୍ତି ମହନ୍ତ, ଅଣାଗଲା ବଡ଼ କଣ୍ଟେନର

ପୁରୀ ଅଫିସ,୩୦।୮: ବହୁ ଚର୍ଚ୍ଚିତ ଦ୍ୱାଦଶ ଶତାବ୍ଦିର ‘ଏମାର ମଠ’ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଶୁକ୍ରବାର ମଠର ରଘୁନନ୍ଦନ ପାଠାଗାର ଭଙ୍ଗା ଯାଉଛି। ମଠ ମହନ୍ତ ରାଜଗୋପାଳ ରାମାନୁଜ ଦାସ ମଠରୁ ବାହାରୁ ନ ଥିବା ଯୋଗୁ ମୁଖ୍ୟ କୋଠା…

ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ କୋର୍ଟଚାଲାଣ

ପାଟଣା,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଏକ ବିଦ୍ୟାଳୟରେ ଗତ ବୁଧବାର ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିଥିବାନେଇ ଛାତ୍ରୀଙ୍କ ବାପା ଗୁରୁବାର ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ଥାନା ଅଧିକାରୀ ଅମିତାଭ ଦାଶ କେସ୍‌…

ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲା : ଆଶୀର୍ବାଦଙ୍କ ସହ ୩ଜଣଙ୍କ ବିରୋଧରେ ଚାର୍ଜଶିଟ୍‌

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲାରେ ସିବିଆଇର ପ୍ରାଥମିକ ଚାର୍ଜଶିଟ୍‌ ସିବିଆଇ କୋର୍ଟରେ ଗୁରୁବାର ଦାଖଲ କରିଛି। ସିବିଆଇ ଓଡ଼ିଶା କ୍ରିକେଟ ଆସୋସିଏଶନ୍‌(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ସହ ଅନ୍ୟ ଦୁଇ ଜଣଙ୍କ ନାମରେ ଏହି ଚାର୍ଜଶିଟ୍‌ ଦାଖଲ କରିଛି। ଅନ୍ୟ…

ରମାଦେବୀରୁ ପ୍ରଥମ ଡକ୍ଟରେଟ୍‌ ପାଇଲେ ରେଣୁ

ଭୁବନେଶ୍ୱର,୩୦।୮(ବ୍ୟୁରୋ) : ବିଶିଷ୍ଟ ବୈଜ୍ଞାନିକ ତଥା କେନ୍ଦ୍ର ସରକାରଙ୍କ ବାୟୋଟେକ୍ନୋଲୋଜି ବିଭାଗ ସଚିବ ଡ. ରେଣୁ ସ୍ବରୂପଙ୍କୁ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପ୍ରଥମ ସମ୍ମାନ ସୂଚକ ଡକ୍ଟରେଟ୍‌ (ଡି.ଏସ୍‌ସି) ପ୍ରଦାନ କରିଛି। ଗୁରୁବାର ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ…

ଡିସେମ୍ବର ୧ରୁ ଦୁଇଦିନିଆ ସବୁଜ ସମାରୋହ : ଯୋଗଦେବେ ୫୦ ଦେଶର ପ୍ରତିନିଧି

ଭୁବନେଶ୍ୱର,୩୦।୮(ବ୍ୟୁରୋ) : ପରିବେଶ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ, ଉତ୍ତାପ ବୃଦ୍ଧି, ଅତିବୃଷ୍ଟି, ଅନାବୃଷ୍ଟି ଆଦି ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆସନ୍ତା ଡିସେମ୍ବର ୧ରୁ ଦୁଇଦିନିଆ ସବୁଜ ସମାରୋହ ଅନୁଷ୍ଠିତ ହେବ। ପ୍ରେରଣା ଗ୍ରୀନ୍‌ ଆର୍ମି ପକ୍ଷରୁ ଆୟୋଜିତ ହେବାକୁ…

ଯୁକ୍ତ ୨ ବହି ଆଉ ଛାପିବନି ଟେକ୍‌ଷ୍ଟ ବୁକ୍‌ ଅଫ ବ୍ୟୁରୋ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଟେକ୍‌ଷ୍ଟ ବୁକ୍‌ ଅଫ ବ୍ୟୁରୋ ଅଫିସ୍‌ କାର୍ଯ୍ୟାଳୟଠାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଉଚ୍ଚଶିକ୍ଷା ବିଭାଗ ସଚିବ, ଟେକ୍‌ଷ୍ଟ ବୁକ୍‌ ଅଫ୍‌ ବ୍ୟୁରୋର ନିର୍ଦ୍ଦେଶକ ଏବଂ ସଦସ୍ୟମାନେ ଉପସ୍ଥିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri