ରାଜ୍ୟ

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ମୁଖ୍ୟ ଛକରେ ଥିବା ସୁନା ବ୍ୟବସାୟୀ ଫୁଲଚନ୍ଦ ଜୈନଙ୍କ ଘରେ ପଶି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର ଅନେକ ସ୍ଥାନରେ ବର୍ଷା…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି। ନିଖୋଜ ଜାହାଜଟି ହେଉଛି MV Ocean Winner। ଏହି ଜାହାଜ ପାରାଦୀପ ବନ୍ଦରରୁ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା ଦେଖିବାକୁ ମିଳୁଛି। ବିଶେଷ କରି ନଦୀପାର ହୋଇ ଛାତ୍ରୀଛାତ୍ରମାନେ ଉଚ୍ଚ ବିଦ୍ୟାଳୟକୁ ପଢିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ସଂଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ରବିବାର ସୁଦ୍ଧା ଏହା ଲଘୁଚାପରେ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ ଓ ଚାଷଜମିକୁ ମାଡ଼ିଯାଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ ରାଜ୍ୟର ରାଜସ୍ୱ ଉପରେ ଗଭୀର ପ୍ରଭାବ ପଡ଼ିବ ବୋଲି ବିରୋଧୀ ଅଭିଯୋଗ କରିଛନ୍ତି।…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା ଜଣାପଡ଼ିଛି। ଉକ୍ତ ଜାହାଜ ଭାରତୀୟ ଜଳସୀମାର ପୋର୍ଟବ୍ଲେୟାରଠାରୁ ୨୫୦ରୁ ୩୦୦ ନଟିକାଲ ମାଇଲ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା ଅଞ୍ଚଳର ଗହଣା ବ୍ୟବସାୟୀ ତପନ ପରିଡ଼ା ଶନିବାର ମୋରଡ଼ା ଥାନା ଅଧୀନ ସାନମୁଣ୍ଢାବଣି…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ ଗାଁ, ବିକଶିତ ଓଡ଼ିଶା ବିକାଶ ଯୋଜନା ଏବଂ ଝରିଗାଁ ବିଧାୟକଙ୍କ ନିଜସ୍ବ ଫଣ୍ଡରୁ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ ଚଳିତ ବର୍ଷ ଧାନ ବିକ୍ରୟ କାର୍ଡ ପାଇଁ ପଞ୍ଜୀକରଣ ହେଉଛି। ଚଳିତବର୍ଷ ସ୍ବାଭାବିକଠାରୁ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା ସହ ଘଟଣାସ୍ଥଳରୁ ଫେରାର ମାରିଥିଲେ। ପରେ ଲୋକେ ଚାଳକଙ୍କୁ କାବୁ କରି ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?